Odisha News Lens 3.2

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH Tuesday, July 05, 2022, Login
  • About
  • Contact

logo

Header Banner

Odisha News Lens 3.2

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ତେଲ ଉପରୁ ଭାଟ୍ ହ୍ରାସ ପାଇଁ ଘୋଷଣା କଲେ ...

  • ଲାଗିଲା କଟକଣା, ମନଇଚ୍ଛା ସର୍ଭିସ ଚାର୍ଜ ...

  • ଆଲପାଇନ୍ ଗ୍ଲାସିୟର ଭାଙ୍ଗି ୫ ଜଣଙ୍କ ...

  • ସିଗାରେଟ୍ ଟାଣୁଛନ୍ତି ‘କାଳୀ’, ଫିଲ୍ମ ...

  • ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବେଳେ ଉଡିଲା ...

  • ଭାରସାମ୍ୟ ହରାଇ ଖାତରେ ଖସିପଡ଼ିଲା ବସ୍‌, ୨୦ ...

  • ଲାଲୁ ଯାଦବ ଆଇସିୟୁରେ

  • କର୍ଣ୍ଣାଟକର ସିନି ଶେଟ୍ଟି ଫେମିନା ମିସ୍ ...

  • ଆପଣଙ୍କ ଶିଶୁ ଖାଉଛିକି ମାଟି ? ଆପଣାନ୍ତୁ ...

  • ଭାତରୁ ପ୍ରସ୍ତୁତ କରନ୍ତୁ ଟେଷ୍ଟି କଚୋଡ଼ି

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଆଜି ପୋପ ଫ୍ରାନସିସଙ୍କୁ ଭେଟିବେ ନବୀନ

ଆଜି ପୋପ ଫ୍ରାନସିସଙ୍କୁ ଭେଟିବେ ନବୀନ

2022-06-21 13:10:29
14641
Share:
Facebook
Twitter
E-Mail
WhatsApp
Telegram
ଆଜି ପୋପ ଫ୍ରାନସିସଙ୍କୁ ଭେଟିବେ ନବୀନ

ନୂଆଦିଲ୍ଲୀ:  ଇଟାଲୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଦେଶର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟେକ ଖ୍ରୀଷ୍ଟ ଧର୍ମଗୁରୁ ପୋପ୍ ଫ୍ରାନସିସଙ୍କୁ ଭେଟିବେ । ବିଶ୍ୱ ଜନସଂଖ୍ୟାର ପ୍ରାୟ ୬ ଭାଗରୁ ଭାଗେ ଲୋକଙ୍କ ଧର୍ମଗୁରୁ ପୋପ୍ ଫ୍ରାନସିସଙ୍କୁ ଭାଟିକାନ୍ ସିଟିରେ ଭେଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରୋମରେ ମୁଖ୍ୟମନ୍ତ୍ରୀ ଓଡିଶାର ବିପର୍ୟ୍ୟୟ ପରିଚାଳନା ସାଙ୍ଗକୁ କିଭଳି ଓଡିଶାର ଖାଦ୍ୟ ସୁରକ୍ଷା ପାଇଁ ଆନ୍ୟ ଉପରେ ନିର୍ଭରଶୀଳତାକୁ କମାଇ ପାରିଛି ସେନେଇ ଆଲୋକପାତ କରିବେ ।
ୟୁରୋପୀୟ ଦେଶରେ ଥିବା ପ୍ରବାସୀ ଓଡିଆଙ୍କୁ ଭେଟି ରାଜ୍ୟର କଳା ସଂସ୍କୃତିର ପ୍ରଚାର ପ୍ରାସର ଦିଗରେ ସହଯୋଗ ଲୋଡିବେ । ଫେରିବା ବାଟରେ ମିଡିଲ ଇଷ୍ଟ ଓ ଦିବାଇରେ ପୁଞ୍ଜି ନିବେଶକଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭାଟିକାନରେ ପୋପଙ୍କୁ ଭେଟିବା ସହ ବିଶ୍ୱ ଖାଦ୍ୟ କାର୍ୟ୍ୟକ୍ରମର ପରିଚାଳନା ନିର୍ଦ୍ଦେଶକ ଡେଭିଡ ବେସଲିଙ୍କୁ ଭେଟିବା କାର୍ୟ୍ୟକ୍ରମ ରହିଛି । ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ମଧ୍ୟ ସେ ଆଲୋଚନା କରିବେ ।

ଅନ୍ୟପକ୍ଷରେ ଆଜି ରୋମରେ ବିଶ୍ବ ଖାଦ୍ୟ କାର୍ୟ୍ୟକ୍ରମ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶୁଣାଇବେ ଦୀର୍ଘ ଦୁଇ ଦଶନ୍ଧିର ବିକାଶର ଯାତ୍ରା । ୨୨ ବର୍ଷରେ ଓଡ଼ିଶା କିପରି ସାଜିଲା ଉଦାହରଣ, ବିଭିନ୍ନ ମହାବାତ୍ୟାରେ ମିଶନ ଜିରୋ କାଜୁଆଲିଟିକୁ କିପରି ମିଳିଲା ସଫଳତା, ବିପର୍ୟ୍ୟୟ ପରବର୍ତ୍ତୀ ଥଇଥାନ ଓ ପୁନରୁଦ୍ଧାର ଯୋଜନା ସମ୍ପର୍କରେ ଦିଗ୍‌ଦର୍ଶନ ଦେବେ ନବୀନ ।

Powered by Froala Editor

Tags Naveen pattanaik

Related articles Odisha News Lens 3.2

  • ଆପଣଙ୍କ ଶିଶୁ ଖାଉଛିକି ମାଟି ? ଆପଣାନ୍ତୁ ଏହି ଟ୍ରିକ୍ସ
    ବିଶେଷ

    ଆପଣଙ୍କ ଶିଶୁ ଖାଉଛିକି ମାଟି ? ଆପଣାନ୍ତୁ ଏହି ଟ୍ରିକ୍ସ

    15159
    Jul 04, 2022
  • ଭାତରୁ ପ୍ରସ୍ତୁତ କରନ୍ତୁ ଟେଷ୍ଟି କଚୋଡ଼ି
    ବିଶେଷ

    ଭାତରୁ ପ୍ରସ୍ତୁତ କରନ୍ତୁ ଟେଷ୍ଟି କଚୋଡ଼ି

    14262
    Jul 04, 2022
  • ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବେଳେ ଉଡିଲା କଳା ବେଲୁନ, ୪ କଂଗ୍ରେସ କର୍ମୀ ଗିରଫ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବେଳେ ଉଡିଲା କଳା ବେଲୁନ, ୪ କଂଗ୍ରେସ କର୍ମୀ ଗିରଫ

    14626
    Jul 05, 2022
  • ଭାରସାମ୍ୟ ହରାଇ ଖାତରେ ଖସିପଡ଼ିଲା ବସ୍‌, ୨୦ ମୃତ
    ଦେଶ-ଦେଶାନ୍ତର

    ଭାରସାମ୍ୟ ହରାଇ ଖାତରେ ଖସିପଡ଼ିଲା ବସ୍‌, ୨୦ ମୃତ

    14167
    Jul 05, 2022
  • ଲାଗିଲା କଟକଣା, ମନଇଚ୍ଛା ସର୍ଭିସ ଚାର୍ଜ ନେଇପାରିବେନି ରେଷ୍ଟୁରାଣ୍ଟ
    ଦେଶ-ଦେଶାନ୍ତର

    ଲାଗିଲା କଟକଣା, ମନଇଚ୍ଛା ସର୍ଭିସ ଚାର୍ଜ ନେଇପାରିବେନି ରେଷ୍ଟୁରାଣ୍ଟ

    14383
    Jul 05, 2022
  • ସିଗାରେଟ୍ ଟାଣୁଛନ୍ତି ‘କାଳୀ’, ଫିଲ୍ମ ନିର୍ମାତାଙ୍କୁ ଗିରଫ ଦାବି
    ମନୋରଞ୍ଜନ

    ସିଗାରେଟ୍ ଟାଣୁଛନ୍ତି ‘କାଳୀ’, ଫିଲ୍ମ ନିର୍ମାତାଙ୍କୁ ଗିରଫ ଦାବି

    13483
    Jul 05, 2022
  • କର୍ଣ୍ଣାଟକର ସିନି ଶେଟ୍ଟି ଫେମିନା ମିସ୍ ଇଣ୍ଡିଆ ୱାର୍ଲ୍ଡ ୨୦୨୨ ଟାଇଟଲର ବିଜେତା
    ଦେଶ-ଦେଶାନ୍ତର

    କର୍ଣ୍ଣାଟକର ସିନି ଶେଟ୍ଟି ଫେମିନା ମିସ୍ ଇଣ୍ଡିଆ ୱାର୍ଲ୍ଡ ୨୦୨୨ ଟାଇଟଲର ବିଜେତା

    13587
    Jul 04, 2022
  • ଆଲପାଇନ୍ ଗ୍ଲାସିୟର ଭାଙ୍ଗି ୫ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଆଲପାଇନ୍ ଗ୍ଲାସିୟର ଭାଙ୍ଗି ୫ ଜଣଙ୍କ ମୃତ୍ୟୁ

    14895
    Jul 05, 2022
  • ତେଲ ଉପରୁ ଭାଟ୍ ହ୍ରାସ ପାଇଁ ଘୋଷଣା କଲେ ମହାରାଷ୍ଟ୍ର ସରକାର
    ଦେଶ-ଦେଶାନ୍ତର

    ତେଲ ଉପରୁ ଭାଟ୍ ହ୍ରାସ ପାଇଁ ଘୋଷଣା କଲେ ମହାରାଷ୍ଟ୍ର ସରକାର

    14366
    Jul 05, 2022

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କର୍ଣ୍ଣାଟକର ସିନି ଶେଟ୍ଟି ଫେମିନା ମିସ୍ ଇଣ୍ଡିଆ ୱାର୍ଲ୍ଡ ୨୦୨୨ ଟାଇଟଲର ବିଜେତା

    13587
    Jul 04, 2022
  • ବିଶେଷ

    ଭାତରୁ ପ୍ରସ୍ତୁତ କରନ୍ତୁ ଟେଷ୍ଟି କଚୋଡ଼ି

    14262
    Jul 04, 2022
  • ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବେଳେ ଉଡିଲା କଳା ବେଲୁନ, ୪ କଂଗ୍ରେସ କର୍ମୀ ଗିରଫ

    14626
    Jul 05, 2022

ସଂସ୍କୃତି

୮୫ ତମ ଉତ୍କଳ ଦିବସ

ଭୁବନେଶ୍ୱର: ଆଜି ୮୫ ତମ ଉତ୍କଳ ଦିବସ । ଆଜିର ଦିନ ଅର୍ଥାତ ୧୯୩୬ ମସିହା ଏପ୍ରିଲ ୧ରେ ଓଡ଼ିଶା ପାଇଥିଲା ସ୍ୱତନ୍ତ୍ର ଭାଷା ଭିତ୍ତିକ ରାଜ୍ୟର ମାନ୍ୟତା । ଓଡ଼ିଶା ମାଟି ମା’କୁ ସ୍ୱତନ୍ତ୍ର ରାଜ୍ୟ ଗଠନ କରିବାରେ ଭୂମିକା ନେଇଥିଲେ ୧୯୦୨ରେ ଗଠନ ହୋଇଥିବା ଉତ୍କଳ ସମ୍ମିଳନୀ । ସେତେବେଳେ ମାତ୍ର ୬ଟି ଜିଲ୍ଲା କଟକ, ବାଲେଶ୍ୱର, ...

ବିଶେଷ

  • ଆପଣଙ୍କ ଶିଶୁ ଖାଉଛିକି ମାଟି ? ଆପଣାନ୍ତୁ ଏହି ଟ୍ରିକ୍ସ

    15159
    Jul 04, 2022
  • ଭାତରୁ ପ୍ରସ୍ତୁତ କରନ୍ତୁ ଟେଷ୍ଟି କଚୋଡ଼ି

    14262
    Jul 04, 2022
  • କରନ୍ତୁ ଏହି ଆସନ, ଦୂର କରେ ଅସ୍ଥିରତା ଓ ଦୁଃଶ୍ଚିନ୍ତା

    15193
    Jul 04, 2022
  • ମୁହଁରେ ଲଗାନ୍ତୁ ସାଗୁଦାନା ଫେସପ୍ୟାକ, ଦୂର କରେ କଳାପଣ

    15676
    Jul 03, 2022
  • ଜଟିଳ ହେଉଛି କି ଗ୍ୟାସଷ୍ଟ୍ରିକ ସମସ୍ୟା? ଏପରି କରନ୍ତୁ ଉପଚାର

    15460
    Jul 03, 2022

ବାଣିଜ୍ୟ

ବିଶ୍ୱସ୍ତରୀୟ ଖାଦ୍ୟ ଶୃଙ୍ଖଳା “ପ୍ରେଟ୍ ଏ ମେଞ୍ଜେଏର’ ସହ ହାତ ମିଳାଇଲା ରିଲାଏନ୍ସ ବ୍ରାଣ୍ଡ୍‌ସ ଲିମିଟେଡ୍‌

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଲାଲୁ ଯାଦବ ଆଇସିୟୁରେ

    15122
    Jul 04, 2022
  • ସିଗାରେଟ୍ ଟାଣୁଛନ୍ତି ‘କାଳୀ’, ଫିଲ୍ମ ନିର୍ମାତାଙ୍କୁ ଗିରଫ ଦାବି

    13483
    Jul 05, 2022
  • ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବେଳେ ଉଡିଲା କଳା ବେଲୁନ, ୪ କଂଗ୍ରେସ କର୍ମୀ ଗିରଫ

    14626
    Jul 05, 2022

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 3.2. All rights reserved. in association with Konect.In