Odisha News Lens 3.2

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH Tuesday, July 05, 2022, Login
  • About
  • Contact

logo

Header Banner

Odisha News Lens 3.2

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ତେଲ ଉପରୁ ଭାଟ୍ ହ୍ରାସ ପାଇଁ ଘୋଷଣା କଲେ ...

  • ଲାଗିଲା କଟକଣା, ମନଇଚ୍ଛା ସର୍ଭିସ ଚାର୍ଜ ...

  • ଆଲପାଇନ୍ ଗ୍ଲାସିୟର ଭାଙ୍ଗି ୫ ଜଣଙ୍କ ...

  • ସିଗାରେଟ୍ ଟାଣୁଛନ୍ତି ‘କାଳୀ’, ଫିଲ୍ମ ...

  • ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବେଳେ ଉଡିଲା ...

  • ଭାରସାମ୍ୟ ହରାଇ ଖାତରେ ଖସିପଡ଼ିଲା ବସ୍‌, ୨୦ ...

  • ଲାଲୁ ଯାଦବ ଆଇସିୟୁରେ

  • କର୍ଣ୍ଣାଟକର ସିନି ଶେଟ୍ଟି ଫେମିନା ମିସ୍ ...

  • ଆପଣଙ୍କ ଶିଶୁ ଖାଉଛିକି ମାଟି ? ଆପଣାନ୍ତୁ ...

  • ଭାତରୁ ପ୍ରସ୍ତୁତ କରନ୍ତୁ ଟେଷ୍ଟି କଚୋଡ଼ି

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଯୋଗ କାର୍ଯ୍ୟକ୍ରମରେ ଧସେଇ ପଶି ଆକ୍ରମଣ, ପୁଲିସର ଲାଠିଚାର୍ଜ

ଯୋଗ କାର୍ଯ୍ୟକ୍ରମରେ ଧସେଇ ପଶି ଆକ୍ରମଣ, ପୁଲିସର ଲାଠିଚାର୍ଜ

2022-06-22 01:49:09
15678
Share:
Facebook
Twitter
E-Mail
WhatsApp
Telegram
ଯୋଗ କାର୍ଯ୍ୟକ୍ରମରେ ଧସେଇ ପଶି ଆକ୍ରମଣ, ପୁଲିସର ଲାଠିଚାର୍ଜ

ଅନ୍ତର୍ଜାତୀୟ ଯୋଗ ଦିବସରେ ମାଳଦ୍ୱୀପରେ ହିଂସାକାଣ୍ଡ ଘଟିଛି। ମାଳଦ୍ୱୀପରର ରାଜଧାନୀ ମାଲେରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ତେବେ ଅଧିକାରୀ ଓ ଅନ୍ୟ ଲୋକମାନେ ଯୋଗାଭ୍ୟାସ କରୁଥିବା ବେଳେ ଏହାକୁ ଭଣ୍ଡୁର କରିବା ପାଇଁ ହୋଇଛି ଆକ୍ରମଣ।  ରାଜଧାନୀ ମାଲେର ଫୁଟବଲ ଷ୍ଟାଡିୟମ୍‌ରେ ଅନୁଷ୍ଠିତ ହେଉଥିବା ଯୋଗ କାର୍ଯ୍ୟକ୍ରମରେ କେତେକ ଅଜଣା ଲୋକ ପହଞ୍ଚି ହିଂସାକାଣ୍ଡ ଘଟାଇଛନ୍ତି। ସ୍ଥିତି ଏପରି ହୋଇଥିଲା ଯେ ବିକ୍ଷୋଭକାରୀଙ୍କୁ ଘଉଡ଼ାଇବା ପାଇଁ ପୁଲିସ୍‌ ଟିୟର ଗ୍ୟାସ ଓ ଲାଠିଚାର୍ଜ କରିଛି।

ଘଟଣାସ୍ଥଳରେ ଅବସ୍ଥାପିତ ପୋଲିସ କର୍ମଚାରୀମାନେ ହାତରେ ପତାକା ଧରିଥିବା ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ପ୍ରଥମେ ଲୁହବୁହା ଗ୍ୟାସ ସେଲ ଫିଙ୍ଗିଥିଲେ, କିନ୍ତୁ ପରିସ୍ଥିତି ନିୟନ୍ତ୍ରଣ ନ ହେବାରୁ ପୋଲିସକୁ ବଳ ପ୍ରୟୋଗ କରିବାକୁ ପଡ଼ିଥିଲା। ଏହି ଘଟଣା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହାପୂର୍ବରୁ ବିକ୍ଷୋଭକାରୀମାନେ ବିଭିନ୍ନ ସ୍ଥାନରେ ଯୋଗ ଦିବସ କାର୍ଯ୍ୟକ୍ରମ ପାଇଁ ଲାଗିଥିବା ପ୍ଲାକାର୍ଡକୁ ଭାଙ୍ଗି ଦେଇଥିଲେ।

ଯୋଗ ଦିବସ କାର୍ଯ୍ୟକ୍ରମରେ ଆକ୍ରମଣ କରିବା ଘଟଣାରେ ପୁଲିସ୍‌ ୬ ଜଣଙ୍କୁ ଗିରଫ କରିଛି। ମାଳଦ୍ୱୀପ ରାଷ୍ଟ୍ରପତି ଇବ୍ରାହିମ ମହମ୍ମଦ ସୋଲିହ ଏହାକୁ ଗୁରୁତ୍ୱର ସହ ନେଇଛନ୍ତି। ସେ ଟୁଇଟ କରି କହିଛନ୍ତି ଯେ ଏହି ଘଟଣାକୁ ନେଇ ସରକାର ବହୁତ ଚିନ୍ତିତ। ସେ କହିଛନ୍ତି ଯେ ମଙ୍ଗଳବାର ସକାଳେ ଗାଲୋଲୁ ଷ୍ଟାଡିୟମରେ ଘଟିଥିବା ଘଟଣାର ପୋଲିସ ତଦନ୍ତ ଆରମ୍ଭ ହୋଇଛି।

Powered by Froala Editor

Tags yoga

Related articles Odisha News Lens 3.2

  • କର୍ଣ୍ଣାଟକର ସିନି ଶେଟ୍ଟି ଫେମିନା ମିସ୍ ଇଣ୍ଡିଆ ୱାର୍ଲ୍ଡ ୨୦୨୨ ଟାଇଟଲର ବିଜେତା
    ଦେଶ-ଦେଶାନ୍ତର

    କର୍ଣ୍ଣାଟକର ସିନି ଶେଟ୍ଟି ଫେମିନା ମିସ୍ ଇଣ୍ଡିଆ ୱାର୍ଲ୍ଡ ୨୦୨୨ ଟାଇଟଲର ବିଜେତା

    13578
    Jul 04, 2022
  • ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବେଳେ ଉଡିଲା କଳା ବେଲୁନ, ୪ କଂଗ୍ରେସ କର୍ମୀ ଗିରଫ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବେଳେ ଉଡିଲା କଳା ବେଲୁନ, ୪ କଂଗ୍ରେସ କର୍ମୀ ଗିରଫ

    14617
    Jul 05, 2022
  •  ଲାଲୁ ଯାଦବ ଆଇସିୟୁରେ
    ଦେଶ-ଦେଶାନ୍ତର

    ଲାଲୁ ଯାଦବ ଆଇସିୟୁରେ

    15113
    Jul 04, 2022
  • ତେଲ ଉପରୁ ଭାଟ୍ ହ୍ରାସ ପାଇଁ ଘୋଷଣା କଲେ ମହାରାଷ୍ଟ୍ର ସରକାର
    ଦେଶ-ଦେଶାନ୍ତର

    ତେଲ ଉପରୁ ଭାଟ୍ ହ୍ରାସ ପାଇଁ ଘୋଷଣା କଲେ ମହାରାଷ୍ଟ୍ର ସରକାର

    14356
    Jul 05, 2022
  • ଲାଗିଲା କଟକଣା, ମନଇଚ୍ଛା ସର୍ଭିସ ଚାର୍ଜ ନେଇପାରିବେନି ରେଷ୍ଟୁରାଣ୍ଟ
    ଦେଶ-ଦେଶାନ୍ତର

    ଲାଗିଲା କଟକଣା, ମନଇଚ୍ଛା ସର୍ଭିସ ଚାର୍ଜ ନେଇପାରିବେନି ରେଷ୍ଟୁରାଣ୍ଟ

    14373
    Jul 05, 2022
  • ସିଗାରେଟ୍ ଟାଣୁଛନ୍ତି ‘କାଳୀ’, ଫିଲ୍ମ ନିର୍ମାତାଙ୍କୁ ଗିରଫ ଦାବି
    ମନୋରଞ୍ଜନ

    ସିଗାରେଟ୍ ଟାଣୁଛନ୍ତି ‘କାଳୀ’, ଫିଲ୍ମ ନିର୍ମାତାଙ୍କୁ ଗିରଫ ଦାବି

    13474
    Jul 05, 2022
  • ଭାତରୁ ପ୍ରସ୍ତୁତ କରନ୍ତୁ ଟେଷ୍ଟି କଚୋଡ଼ି
    ବିଶେଷ

    ଭାତରୁ ପ୍ରସ୍ତୁତ କରନ୍ତୁ ଟେଷ୍ଟି କଚୋଡ଼ି

    14253
    Jul 04, 2022
  • ଆପଣଙ୍କ ଶିଶୁ ଖାଉଛିକି ମାଟି ? ଆପଣାନ୍ତୁ ଏହି ଟ୍ରିକ୍ସ
    ବିଶେଷ

    ଆପଣଙ୍କ ଶିଶୁ ଖାଉଛିକି ମାଟି ? ଆପଣାନ୍ତୁ ଏହି ଟ୍ରିକ୍ସ

    15150
    Jul 04, 2022
  • ଭାରସାମ୍ୟ ହରାଇ ଖାତରେ ଖସିପଡ଼ିଲା ବସ୍‌, ୨୦ ମୃତ
    ଦେଶ-ଦେଶାନ୍ତର

    ଭାରସାମ୍ୟ ହରାଇ ଖାତରେ ଖସିପଡ଼ିଲା ବସ୍‌, ୨୦ ମୃତ

    14157
    Jul 05, 2022

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଲପାଇନ୍ ଗ୍ଲାସିୟର ଭାଙ୍ଗି ୫ ଜଣଙ୍କ ମୃତ୍ୟୁ

    14886
    Jul 05, 2022
  • ଦେଶ-ଦେଶାନ୍ତର

    କର୍ଣ୍ଣାଟକର ସିନି ଶେଟ୍ଟି ଫେମିନା ମିସ୍ ଇଣ୍ଡିଆ ୱାର୍ଲ୍ଡ ୨୦୨୨ ଟାଇଟଲର ବିଜେତା

    13578
    Jul 04, 2022
  • ମନୋରଞ୍ଜନ

    ସିଗାରେଟ୍ ଟାଣୁଛନ୍ତି ‘କାଳୀ’, ଫିଲ୍ମ ନିର୍ମାତାଙ୍କୁ ଗିରଫ ଦାବି

    13474
    Jul 05, 2022

ସଂସ୍କୃତି

୮୫ ତମ ଉତ୍କଳ ଦିବସ

ଭୁବନେଶ୍ୱର: ଆଜି ୮୫ ତମ ଉତ୍କଳ ଦିବସ । ଆଜିର ଦିନ ଅର୍ଥାତ ୧୯୩୬ ମସିହା ଏପ୍ରିଲ ୧ରେ ଓଡ଼ିଶା ପାଇଥିଲା ସ୍ୱତନ୍ତ୍ର ଭାଷା ଭିତ୍ତିକ ରାଜ୍ୟର ମାନ୍ୟତା । ଓଡ଼ିଶା ମାଟି ମା’କୁ ସ୍ୱତନ୍ତ୍ର ରାଜ୍ୟ ଗଠନ କରିବାରେ ଭୂମିକା ନେଇଥିଲେ ୧୯୦୨ରେ ଗଠନ ହୋଇଥିବା ଉତ୍କଳ ସମ୍ମିଳନୀ । ସେତେବେଳେ ମାତ୍ର ୬ଟି ଜିଲ୍ଲା କଟକ, ବାଲେଶ୍ୱର, ...

ବିଶେଷ

  • ଆପଣଙ୍କ ଶିଶୁ ଖାଉଛିକି ମାଟି ? ଆପଣାନ୍ତୁ ଏହି ଟ୍ରିକ୍ସ

    15150
    Jul 04, 2022
  • ଭାତରୁ ପ୍ରସ୍ତୁତ କରନ୍ତୁ ଟେଷ୍ଟି କଚୋଡ଼ି

    14253
    Jul 04, 2022
  • କରନ୍ତୁ ଏହି ଆସନ, ଦୂର କରେ ଅସ୍ଥିରତା ଓ ଦୁଃଶ୍ଚିନ୍ତା

    15184
    Jul 04, 2022
  • ମୁହଁରେ ଲଗାନ୍ତୁ ସାଗୁଦାନା ଫେସପ୍ୟାକ, ଦୂର କରେ କଳାପଣ

    15675
    Jul 03, 2022
  • ଜଟିଳ ହେଉଛି କି ଗ୍ୟାସଷ୍ଟ୍ରିକ ସମସ୍ୟା? ଏପରି କରନ୍ତୁ ଉପଚାର

    15459
    Jul 03, 2022

ବାଣିଜ୍ୟ

ବିଶ୍ୱସ୍ତରୀୟ ଖାଦ୍ୟ ଶୃଙ୍ଖଳା “ପ୍ରେଟ୍ ଏ ମେଞ୍ଜେଏର’ ସହ ହାତ ମିଳାଇଲା ରିଲାଏନ୍ସ ବ୍ରାଣ୍ଡ୍‌ସ ଲିମିଟେଡ୍‌

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାତରୁ ପ୍ରସ୍ତୁତ କରନ୍ତୁ ଟେଷ୍ଟି କଚୋଡ଼ି

    14253
    Jul 04, 2022
  • ଆଲପାଇନ୍ ଗ୍ଲାସିୟର ଭାଙ୍ଗି ୫ ଜଣଙ୍କ ମୃତ୍ୟୁ

    14886
    Jul 05, 2022
  • ଲାଗିଲା କଟକଣା, ମନଇଚ୍ଛା ସର୍ଭିସ ଚାର୍ଜ ନେଇପାରିବେନି ରେଷ୍ଟୁରାଣ୍ଟ

    14373
    Jul 05, 2022

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 3.2. All rights reserved. in association with Konect.In