Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ...

  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ...

  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ...

  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ...

  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ...

  • କମିଲା ସୁନା ଦର, କେତେ ଜାଣନ୍ତୁ ?

  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ...

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ...

  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ...

  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ...

ରାଜ୍ୟ
Home ›› ରାଜ୍ୟ ››ଡେଙ୍ଗୁ: ଭୁବନେଶ୍ୱରରେ ଗୁରୁବାର ଓ ରବିବାର ଡ୍ରାଇ ଡେ’

ଡେଙ୍ଗୁ: ଭୁବନେଶ୍ୱରରେ ଗୁରୁବାର ଓ ରବିବାର ଡ୍ରାଇ ଡେ’

2022-06-22 06:25:22
13992
Share:
Facebook
Twitter
E-Mail
WhatsApp
Telegram
ଡେଙ୍ଗୁ: ଭୁବନେଶ୍ୱରରେ ଗୁରୁବାର ଓ ରବିବାର ଡ୍ରାଇ ଡେ’

ଭୁବନେଶ୍ୱର : ଭୁବନେଶ୍ୱରରେ  ଡେଙ୍ଗୁ ମଶା ବଂଶବୃଦ୍ଧିର ଶୃଙ୍ଖଳ ଭାଙ୍ଗିବାକୁ ଗୁରୁବାର ଓ ରବିବାର ଡ୍ରାଇ ଡେ’ ପାଳିବାକୁ ନିଷ୍ପତ୍ତି ହୋଇଛି । ଏହି ୨ ଦିନ ପ୍ରତି ୱାର୍ଡରେ ଘର ଘର ବୁଲି ମଶାଉତ୍ସକୁ ନଷ୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଡେଙ୍ଗୁକୁ ଏଡ଼ାଇବାକୁ ହେଲେ ଲୋକଙ୍କୁ ବ୍ୟାପକ ସଚେତନ କରିବାକୁ  ପଡ଼ିବ ବୋଲି କମିଶନର ବିଜୟ ଅମୃତ କୁଲାଙ୍ଗେ କହିଛନ୍ତି । ଲୋକଙ୍କ ଭାଗିଦାରୀରେ ଡେଙ୍ଗୁ ନିୟନ୍ତ୍ରଣ କରାଯିବ । କର୍ପୋରେଟର, ବିଏମ୍‌ସି ଅଫିସର, ସ୍ୱାସ୍ଥ୍ୟ କର୍ମଚାରୀ ଓ ସ୍ୱେଚ୍ଛାସେବୀଙ୍କ ସହଯୋଗରେ ଡ୍ରାଇ ଡେ ଅଭିଯାନ ଚାଲିବ । ମଶା ବୃଦ୍ଧିଚକ୍ରକୁ ନଷ୍ଟ କରିବାକୁ ଏହି ଅଭିଯାନର ଉଦ୍ଦେଶ୍ୟ । ଦୀର୍ଘ ଦିନ ଧରି କୌଣସି ପାତ୍ର ବା ସାମଗ୍ରୀରେ ସ୍ଥିର ହୋଇ ପାଣି ଜମିଲେ ଡେଙ୍ଗୁ ମଶା ବଂଶ ବଢ଼ାନ୍ତି । ଏଣୁ ଗୁରୁବାର ଓ ରବିବାର ୨ ଦିନ ଏହି ମଶା ବଂଶ ବଢୁଥିବା ଉତ୍ସକୁ ସଫା କରିବାକୁ ନିଷ୍ପତ୍ତି ହୋଇଛି ।  ଡେଙ୍ଗୁ ରୋକିବାକୁ କମିଶନର ଏହି ପଦକ୍ଷେପ ଲାଗୁ କରିଛନ୍ତି । କେବଳ କ୍ୟାପିଟାଲ ହସ୍ପିଟାଲ, ଆରଏମ୍‌ଆରସି ଭଳି ସୀମିତ ସ୍ଥାନରେ ଡେଙ୍ଗୁ ପରୀକ୍ଷା ହେଉଥିଲା । ଏବେ କିନ୍ତୁ ସବୁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର(ପିଏଚ୍‌ସି) ଓ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର(ସିଏଚ୍‌ସି)ରେ ଡେଙ୍ଗୁ ପରୀକ୍ଷା ପାଇଁ ରକ୍ତ ନମୁନା ସଂଗ୍ରହ ହେବ । ଖୁବ୍‌ଶୀଘ୍ର ଏହା ଆରମ୍ଭ କରିିବାକୁ ବୈଠକରେ ନିଷ୍ପତ୍ତି ହୋଇଛି ।

ସେହିଭଳି ରାଜଧାନୀରେ ଥିବା ସମସ୍ତ ସ୍କୁଲରେ ପ୍ରାର୍ଥନା କାଳରେ ଡେଙ୍ଗୁ ସଚେତନତା କରାଯିବ ବୋଲି କମିଶନର କୁଲାଙ୍ଗେ କହିଛନ୍ତି । ଘର ପାଖରେ ପାଣି ଜମିବାକୁ ନ ଦେବା, ପାଣି ଜମୁଥିବା ପରିତ୍ୟକ୍ତ ପାତ୍ରକୁ ନଷ୍ଟ କରିବାକୁ ବିଏମ୍‌ସି ମେୟର ସୁଲୋଚନା ଦାସ ଲୋକଙ୍କୁ ଅନୁରୋଧ କରିଛନ୍ତି । ଡେପୁଟି ମେୟର ମଞ୍ଜୁଲତା କହଁର, ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ, ଡେପୁଟି କମିଶନର ଶୁଭେନ୍ଦୁ ସାହୁ ଓ ଅନ୍ୟ କର୍ପୋରେଟରମାନେ ଏହି ବୈଠକରେ ଉପସ୍ଥିତ ଥିଲେ ।

Powered by Froala Editor

Tags dengue

Related articles Odisha News Lens 4.1

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ ...
    ବାଣିଜ୍ୟ

    ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ ...

    13730
    Sep 03, 2026
  • କମିଲା ସୁନା ଦର, କେତେ ଜାଣନ୍ତୁ ?
    ଦେଶ-ଦେଶାନ୍ତର

    କମିଲା ସୁନା ଦର, କେତେ ଜାଣନ୍ତୁ ?

    15527
    Sep 03, 2026
  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା
    ମନୋରଞ୍ଜନ

    ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା

    13816
    Sep 03, 2026
  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ

    14786
    Sep 04, 2026
  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ
    ଦେଶ-ଦେଶାନ୍ତର

    ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ

    15436
    Sep 03, 2026
  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର
    ଦେଶ-ଦେଶାନ୍ତର

    ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    13950
    Sep 03, 2026
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ

    13366
    Sep 04, 2026
  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା
    ଦେଶ-ଦେଶାନ୍ତର

    ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15675
    Sep 03, 2026
  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ
    ଦେଶ-ଦେଶାନ୍ତର

    ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ

    13758
    Sep 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ

    13366
    Sep 04, 2026
  • ବାଣିଜ୍ୟ

    ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13730
    Sep 03, 2026
  • ଦେଶ-ଦେଶାନ୍ତର

    ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    13950
    Sep 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17073
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17721
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17740
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18140
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13556
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14499
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14803
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14757
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14093
    Aug 26, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13730
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14265
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15150
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14667
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା

    13816
    Sep 03, 2026
  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ

    14786
    Sep 04, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14638
    Sep 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In