Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ...

  • ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ...

  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ...

  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି ...

  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ...

  • ଇପିଏଫ୍ଓ ବେତନ ସୀମା ବୃଦ୍ଧି : ...

  • ଦିନେ ଜଙ୍ଗଲରେ ବସି ପାଠ ପଢ଼ୁଥିଲେ, ଆଜି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଇସ୍ତଫା ଦେଇନାହାନ୍ତି, କିନ୍ତୁ ବର୍ଷା ଭବନ ଛାଡ଼ିଲେ ଉଦ୍ଧବ ଠାକରେ

ଇସ୍ତଫା ଦେଇନାହାନ୍ତି, କିନ୍ତୁ ବର୍ଷା ଭବନ ଛାଡ଼ିଲେ ଉଦ୍ଧବ ଠାକରେ

2022-06-22 19:43:05
14222
Share:
Facebook
Twitter
E-Mail
WhatsApp
Telegram
ଇସ୍ତଫା ଦେଇନାହାନ୍ତି, କିନ୍ତୁ ବର୍ଷା ଭବନ ଛାଡ଼ିଲେ ଉଦ୍ଧବ ଠାକରେ
ନିଜ ପଦରୁ ଇସ୍ତଫା ନ ଦେଇ ବି ମୁଖ୍ୟମନ୍ତ୍ରୀ ବାସଭବନ ବର୍ଷା ବଙ୍ଗଳା ଛାଡି ନିଜ ଘରକୁ ଚାଲିଯାଇଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ । ମହାରାଷ୍ଟ୍ରରେ ଦେଖା ଦେଇଥିବା ରାଜନୈତିକ ସଙ୍କଟ ମଧ୍ୟରେ ଆଜି ମୁଖ୍ୟମନ୍ତ୍ରୀଙ୍କ ବାସଭବନ କୁହାଯାଉଥିବା ବର୍ଷା ବଙ୍ଗଳା ଛାଡି ନିଜ ଘର ମାତୋଶ୍ରୀକୁ ଚାଲିଆସିଛନ୍ତି ଉଦ୍ଧବ । ତେବେ ଉଦ୍ଧବଙ୍କ ପ୍ରତି ନିଜର ସମର୍ଥନ ଜଣାଇବାକୁ ବର୍ଷା ବଙ୍ଗଳା ସାମ୍ନାରେ ବହୁ ସଂଖ୍ୟାରେ ଶିବସେନା କର୍ମୀ ଏକତ୍ରିତ ହୋଇଛନ୍ତି ।
ମହାରାଷ୍ଟ୍ରରେ ସୃଷ୍ଟି ହୋଇଥିବା ରାଜନୀତିକ ସଙ୍କଟ ଦେଖି ଭାଙ୍ଗି ପଡ଼ିଛନ୍ତି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ। ତାଙ୍କ ଦଳ ଶିବସେନାର ୩୦ରୁ ଅଧିକ ବିଧାୟକ ସରକାର ବିରୋଧରେ ବିଦ୍ରୋହ ଘୋଷଣା କରିଥିବାରୁ ଉଦ୍ଧବ ଠାକରେଙ୍କ ଆସନ ଟଳମଳ ହୋଇଛି। ଏସବୁ ଭିତରେ ଉଦ୍ଧବ ଠାକରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରି ଇସ୍ତଫା ଦେବାକୁ ପ୍ରସ୍ତୁତ ଥିବା ମଧ୍ୟ ଘୋଷଣା କରିଛନ୍ତି।

ସେ କହିଛନ୍ତି, “ଯଦି ଜଣେ ବି ଅସନ୍ତୁଷ୍ଟ ବିଧାୟକ ମୋତେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବାକୁ କହିବେ, ତା’ହେଲେ ମୁଁ ପଦ ସହ ବାସଭବନ ଛାଡ଼ି ଦେବି। ମୁଁ ମୋର ଇସ୍ତଫାପତ୍ର ପ୍ରସ୍ତୁତ କରି ରଖିଛି। ଯେକୌଣସି ଶିବ ସୈନିକ ମୁଖ୍ୟମନ୍ତ୍ରୀ ହୋଇପାରିବେ। ଯଦି ବିଧାୟକମାନେ ଚାହୁଁଛନ୍ତି, ତା’ହେଲେ ମୁଁ ପଦ ଛାଡ଼ିବାକୁ ରାଜି। ବିଗତ ୨.୫ ବର୍ଷ ହେଲା ଆପଣମାନେ ଦେଇଥିବା ସମର୍ଥନ ପାଇଁ ବହୁତ ବହୁତ ଧନ୍ୟବାଦ।

ସୂଚନା ମୁତାବକ ଆଜି ଆଉ ଦୁଇଜଣ ଶିବସେନା ବିଧାୟକ ଗୁଲାବରାଓ ପାଟିଲ ଏବଂ ଯୋଗେଶ କଦମ ଗୌହାଟୀରେ ପହଞ୍ଚିଛନ୍ତି। ଏଠାରେ ସେମାନେ ଏକନାଥ ସିନ୍ଧେଙ୍କ ନେତୃତ୍ୱରେ ବିଦ୍ରୋହୀ ବିଧାୟକଙ୍କ ଦଳରେ ଯୋଗ ଦେଇଛନ୍ତି। ଗତକାଲି ଉଦ୍ଧବ ଠାକରେ ଡକାଇଥିବା ବୈଠକରେ ଏହି ବିଧାୟକମାନଙ୍କ ମଧ୍ୟରୁ ଜଣେ ଭାଗ ନେଇଥିଲେ । ଇତିମଧ୍ୟରେ ଉଦ୍ଧବ ଠାକରେ ବର୍ଷା ଭବନ ଛାଡି ନିଜ ଘରକୁ ଚାଲିଯାଇଛନ୍ତି ।

Powered by Froala Editor

Tags udhav

Related articles Odisha News Lens 4.1

  • ଇପିଏଫ୍ଓ ବେତନ ସୀମା ବୃଦ୍ଧି :  କର୍ମଚାରୀଙ୍କ ଦରମା କାଣ୍ଟଛାଣ୍ଟ କରିପାରିବେନି ...
    ଦେଶ-ଦେଶାନ୍ତର

    ଇପିଏଫ୍ଓ ବେତନ ସୀମା ବୃଦ୍ଧି : କର୍ମଚାରୀଙ୍କ ଦରମା କାଣ୍ଟଛାଣ୍ଟ କରିପାରିବେନି ...

    13975
    Oct 03, 2026
  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ  ନିଖୋଜ
    ଦେଶ-ଦେଶାନ୍ତର

    ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ ନିଖୋଜ

    14628
    Oct 04, 2026
  • ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ଦୁର୍ଗାଙ୍କ ପ୍ରତିମା ଭାଙ୍ଗିଦେଲେ
    ଦେଶ-ଦେଶାନ୍ତର

    ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ଦୁର୍ଗାଙ୍କ ପ୍ରତିମା ଭାଙ୍ଗିଦେଲେ

    13541
    Oct 04, 2026
  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...
    ଦେଶ-ଦେଶାନ୍ତର

    ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

    14512
    Oct 03, 2026
  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15126
    Oct 03, 2026
  •  କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ
    ବାଣିଜ୍ୟ

    କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14035
    Oct 04, 2026
  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା

    13435
    Oct 04, 2026
  • ଦିନେ ଜଙ୍ଗଲରେ ବସି ପାଠ ପଢ଼ୁଥିଲେ, ଆଜି ଏସ୍‌ଡିଏମ୍‌
    ଦେଶ-ଦେଶାନ୍ତର

    ଦିନେ ଜଙ୍ଗଲରେ ବସି ପାଠ ପଢ଼ୁଥିଲେ, ଆଜି ଏସ୍‌ଡିଏମ୍‌

    13972
    Oct 03, 2026
  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ
    ଜିଲ୍ଲା ପରିକ୍ରମା

    ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ

    14979
    Oct 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇପିଏଫ୍ଓ ବେତନ ସୀମା ବୃଦ୍ଧି : କର୍ମଚାରୀଙ୍କ ଦରମା କାଣ୍ଟଛାଣ୍ଟ କରିପାରିବେନି କମ୍ପାନି

    13975
    Oct 03, 2026
  • ଅପରାଧ

    ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15126
    Oct 03, 2026
  • ବାଣିଜ୍ୟ

    କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14035
    Oct 04, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17148
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17838
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17801
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18216
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15417
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14089
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15828
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15395
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14768
    Sep 18, 2026

ବାଣିଜ୍ୟ

କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

ପ୍ରାକୃତିକ ତେଲ ତ୍ବଚା ଏବଂ ବାଳ ନିମନ୍ତେ ଅତ୍ୟନ୍ତ ଲାଭଦାୟକ ହୋଇଥାଏ। ନଡ଼ିଆ ତେଲ,ବାଦାମ ତେଲ,ଅଲିଭ ତେଲର ଫାଇଦା ବିଷୟରେ ତ ଆପଣ ଜାଣିଥିବେ କିନ୍ତୁ ଆପଣ କ’ଣ କେବେ ଅଣ୍ଡା ତେଲ ଟ୍ରାଇ କରିଛନ୍ତି? ଆସନ୍ତୁ ଜାଣିବା ଅଣ୍ଡା ତେଲ କିପରି ଭାବରେ ଆମ ବାଳ ପାଇଁ ଲାଭଦାୟକ ହୋଇଥାଏ।

ଅଣ୍ଡା ତେଲ ଅଣ୍ଡାର କେଶର ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    13712
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15373
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15049
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14399
    Sep 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା

    13435
    Oct 04, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    13712
    Oct 03, 2026
  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ

    14979
    Oct 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In