Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ...

  • ଲକ୍ଷ୍ନୌରେ ଏମରଜେନ୍ସି ଲ୍ୟାଣ୍ଡିଂ କଲା ...

  • ବିବାହ ବନ୍ଧନରେ ଅର୍ଜୁନ-ସାନିଆ

  • ଯୁଦ୍ଧ ପାଇଁ ଏକମାସ ପର୍ଯ୍ୟନ୍ତ TRP ...

  • ପମ୍ପରେ ଆଉ ମିଳିବନି ପେଟ୍ରୋଲ !

  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ...

  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

  • ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ...

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ...

  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଟ୍ରକ ଦୁର୍ଘଟଣାଗ୍ରସ୍ତ, ୧୦ମୃତ

ଟ୍ରକ ଦୁର୍ଘଟଣାଗ୍ରସ୍ତ, ୧୦ମୃତ

2022-06-23 04:38:13
15918
Share:
Facebook
Twitter
E-Mail
WhatsApp
Telegram
ଟ୍ରକ ଦୁର୍ଘଟଣାଗ୍ରସ୍ତ, ୧୦ମୃତ

ଉତରପ୍ରଦେଶ : ଉତରପ୍ରଦେଶର ପିଲିଭୀତ ଜିଲାରେ  ଏକ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇ ପ୍ରାୟ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ଏହାସହ ପ୍ରାୟ ୬ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇପାରେ ବୋଲି ଆଶଙ୍କା କରାଯାଉଛି। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଂଚି ଉଦ୍ଧାରକାର୍ୟ୍ୟ ଆରମ୍ଭ କରିଛନ୍ତି। ଘଟଣାର ତଦନ୍ତ ମଧ୍ୟ ଆରମ୍ଭ କରିଛନ୍ତି।
ସୂଚନା ଯୋଗ୍ୟ, ପିଲିଭୀତର ଗଜରୌଲା ଥାନା ଅଂଚଳରେ ଏକ ଦ୍ରୁତଗତିରେ ଆସୁଥିବା ଏକ ଟ୍ରକ ଗଛରେ ପିଟି ହେବା ପରେ ରାସ୍ତା ଉପରେ ଓଲଟି ପଡିଥିଲା। ଭୋର ୪ଟା ସମୟରେ ଏହି ଦୁର୍ଘଟଣା ଘଟିଛି। ଏହି ଟ୍ରକରେ (ଡାଲା ଥିବା ଟ୍ରକ)ଲୋକେ ହରିଦ୍ୱାରରୁ ଗଙ୍ଗା ସ୍ନାନ କରି ଫେରୁଥିଲେ ବୋଲି ଜଣାପଡିଛି। ଦୁର୍ଘଟଣାର ଶିକାର ହୋଇଥିବା ଅଧିକାଂଶ ଲୋକେ ଲଖିମପୁରର ଗୋଲାର ବାସିନ୍ଦା ବୋଲି କୁହାଯାଉଛି। ଦୁର୍ଘଟଣା ପରେ ଖୁବ ଜୋରରେ ଚିତ୍କାର ଶୁଣା ଯାଇଥିଲା। ଏହାପରେ ସ୍ଥାନୀୟ ଲୋକେ ପହଂଚିବା ସହ ପୁଲିସକୁ ଖବର ଦେଇଥିଲେ। ଚାଳକର ଆଖି ଲାଗି ଯିବାରୁ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ବୋଲି କୁହାଯାଉଛି।

Powered by Froala Editor

Tags Accident

Related articles Odisha News Lens 4.1

  • ବିବାହ ବନ୍ଧନରେ ଅର୍ଜୁନ-ସାନିଆ
    ମନୋରଞ୍ଜନ

    ବିବାହ ବନ୍ଧନରେ ଅର୍ଜୁନ-ସାନିଆ

    14571
    Mar 07, 2026
  •  ଏହି  ସ୍ଥାନରେ କଳାଜାଇ ଥିଲେ  ଖୋଲେ ପୂର୍ବଜନ୍ମର ରହସ୍ୟ
    ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14288
    Mar 07, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....
    ବିଶେଷ

    ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    14352
    Mar 08, 2026
  •  ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର
    ଦେଶ-ଦେଶାନ୍ତର

    ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର

    14378
    Mar 07, 2026
  • ପମ୍ପରେ ଆଉ ମିଳିବନି ପେଟ୍ରୋଲ !
    ଦେଶ-ଦେଶାନ୍ତର

    ପମ୍ପରେ ଆଉ ମିଳିବନି ପେଟ୍ରୋଲ !

    14025
    Mar 07, 2026
  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ
    ଦେଶ-ଦେଶାନ୍ତର

    ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ

    13596
    Mar 07, 2026
  • ଯୁଦ୍ଧ ପାଇଁ ଏକମାସ ପର୍ଯ୍ୟନ୍ତ TRP ରିପୋର୍ଟିଂ ବନ୍ଦ
    ଦେଶ-ଦେଶାନ୍ତର

    ଯୁଦ୍ଧ ପାଇଁ ଏକମାସ ପର୍ଯ୍ୟନ୍ତ TRP ରିପୋର୍ଟିଂ ବନ୍ଦ

    13715
    Mar 07, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ
    ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    15073
    Mar 06, 2026
  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା
    ଦେଶ-ଦେଶାନ୍ତର

    ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

    13843
    Mar 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଲକ୍ଷ୍ନୌରେ ଏମରଜେନ୍ସି ଲ୍ୟାଣ୍ଡିଂ କଲା ୟୁପି ଡେପୁଟି ସିଏମ୍ ଙ୍କ ହେଲିକପ୍ଟର

    14997
    Mar 07, 2026
  • ଦେଶ-ଦେଶାନ୍ତର

    ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ

    13596
    Mar 07, 2026
  • ଦେଶ-ଦେଶାନ୍ତର

    ଯୁଦ୍ଧ ପାଇଁ ଏକମାସ ପର୍ଯ୍ୟନ୍ତ TRP ରିପୋର୍ଟିଂ ବନ୍ଦ

    13715
    Mar 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16247
    Apr 03, 2021

ବିଶେଷ

  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    14352
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14288
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14905
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15271
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14478
    Mar 02, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15670
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15127
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14979
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14493
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଲକ୍ଷ୍ନୌରେ ଏମରଜେନ୍ସି ଲ୍ୟାଣ୍ଡିଂ କଲା ୟୁପି ଡେପୁଟି ସିଏମ୍ ଙ୍କ ହେଲିକପ୍ଟର

    14997
    Mar 07, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    15073
    Mar 06, 2026
  • ପମ୍ପରେ ଆଉ ମିଳିବନି ପେଟ୍ରୋଲ !

    14025
    Mar 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In