ଦୁର୍ଘଟଣା ପରେ କାରରେ ଲାଗିଲା ନିଆଁ, ୩ ଦଗ୍ଧ

ହରିୟାଣା : ହରିୟାଣାର ସୋନୀପତ ୩୩୪ ନମ୍ବର ଜାତୀୟ ରାଜପଥରେ ଗୁରୁବାର ସକାଳେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ କାର ପଥର ସହ ଧକ୍କା ହେବା ପରେ ସେଥିରେ ନିଆଁ ଲାଗି ଯାଇଥିଲା। ନିଆଁ ଲାଗିବା ଫଳରେ ୩ ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି। ୩ ଜଣ ଗଭୀର ଆହତ ହୋଇଛନ୍ତି। ସୂଚନାନୁଯାୟୀ, ନିର୍ମାଣାଧୀନ ଅବସ୍ଥାରେ ଥିବା ବହଲାଗଡ ଜାତୀୟ ରାଜପଥ ପଥର ରଖି ରାସ୍ତା ବନ୍ଦ କରାଯାଇଥିଲା। ଏକ କାର ପଥର ସହ ଧକ୍କା ହେବା ପରେ ସେଥିରେ ନିଆଁ ଲାଗି ଯାଇଥିଲା। ନିଆଁ ଲାଗିବା କାରଣରୁ କାରଟି ସମ୍ପୂର୍ଣ୍ଣ ନଷ୍ଟ ହୋଇ ଯାଇଛି। ଖବର ପାଇବା ମାତ୍ରେ ପୁଲିସ ଓ ଉଦ୍ଧାରକାରୀ ଦଳ ପହଂଚି ଉଦ୍ଧାରକାର୍ୟ୍ୟ ଆରମ୍ଭ କରିଥିଲେ। ମୃତାହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତି କରାଯାଇଥିଲା। ସଭିଁଏଁ ଡାକ୍ତରୀ ପାଠ ପଢୁଥିବା ଛାତ୍ର ହୋଇଥିବା ବେଳେ ସେମାନେ ସାଙ୍ଗ ବୋଲି ଅନୁମାନ କରାଯାଉଛି। ୬ ଜଣ ସାଙ୍ଗ ରାତିରେ ରୋହତକ ରୁ ହରିଦ୍ୱାର ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି।
Powered by Froala Editor
Related articles Odisha News Lens 3.2
-
ଭାତରୁ ପ୍ରସ୍ତୁତ କରନ୍ତୁ ଟେଷ୍ଟି କଚୋଡ଼ି
14259Jul 04, 2022 -
ଆଲପାଇନ୍ ଗ୍ଲାସିୟର ଭାଙ୍ଗି ୫ ଜଣଙ୍କ ମୃତ୍ୟୁ
14892Jul 05, 2022 -
ଲାଗିଲା କଟକଣା, ମନଇଚ୍ଛା ସର୍ଭିସ ଚାର୍ଜ ନେଇପାରିବେନି ରେଷ୍ଟୁରାଣ୍ଟ
14380Jul 05, 2022 -
ଲାଲୁ ଯାଦବ ଆଇସିୟୁରେ
15119Jul 04, 2022 -
ତେଲ ଉପରୁ ଭାଟ୍ ହ୍ରାସ ପାଇଁ ଘୋଷଣା କଲେ ମହାରାଷ୍ଟ୍ର ସରକାର
14363Jul 05, 2022 -
ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବେଳେ ଉଡିଲା କଳା ବେଲୁନ, ୪ କଂଗ୍ରେସ କର୍ମୀ ଗିରଫ
14623Jul 05, 2022 -
କର୍ଣ୍ଣାଟକର ସିନି ଶେଟ୍ଟି ଫେମିନା ମିସ୍ ଇଣ୍ଡିଆ ୱାର୍ଲ୍ଡ ୨୦୨୨ ଟାଇଟଲର ବିଜେତା
13584Jul 04, 2022 -
ସିଗାରେଟ୍ ଟାଣୁଛନ୍ତି ‘କାଳୀ’, ଫିଲ୍ମ ନିର୍ମାତାଙ୍କୁ ଗିରଫ ଦାବି
13480Jul 05, 2022 -
ଆପଣଙ୍କ ଶିଶୁ ଖାଉଛିକି ମାଟି ? ଆପଣାନ୍ତୁ ଏହି ଟ୍ରିକ୍ସ
15156Jul 04, 2022
ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |
ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |
-
କର୍ଣ୍ଣାଟକର ସିନି ଶେଟ୍ଟି ଫେମିନା ମିସ୍ ଇଣ୍ଡିଆ ୱାର୍ଲ୍ଡ ୨୦୨୨ ଟାଇଟଲର ବିଜେତା
13584Jul 04, 2022 -
ତେଲ ଉପରୁ ଭାଟ୍ ହ୍ରାସ ପାଇଁ ଘୋଷଣା କଲେ ମହାରାଷ୍ଟ୍ର ସରକାର
14363Jul 05, 2022 -
ଆପଣଙ୍କ ଶିଶୁ ଖାଉଛିକି ମାଟି ? ଆପଣାନ୍ତୁ ଏହି ଟ୍ରିକ୍ସ
15156Jul 04, 2022
About Us
- Bhubaneswar, Odisha, India
- 0 00000 000 00
- odishanewslens@gmail.com