Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ...

  • ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

  • ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର

  • ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର

  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ...

  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ...

  • ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ...

  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ...

  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ...

  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଜାଣିଲେ ହେବେ ଆଶ୍ଚର୍ୟ୍ୟ : ଆମ୍ୱ କେଜି ୨.୭ ଲକ୍ଷ ଟଙ୍କା

ଜାଣିଲେ ହେବେ ଆଶ୍ଚର୍ୟ୍ୟ : ଆମ୍ୱ କେଜି ୨.୭ ଲକ୍ଷ ଟଙ୍କା

2022-06-25 10:04:39
15699
Share:
Facebook
Twitter
E-Mail
WhatsApp
Telegram
ଜାଣିଲେ ହେବେ ଆଶ୍ଚର୍ୟ୍ୟ : ଆମ୍ୱ କେଜି ୨.୭ ଲକ୍ଷ ଟଙ୍କା

ନୂଆଦିଲ୍ଲୀ:ଆମ ଦେଶରେ ବିଭିନ୍ନ  ପ୍ରଜାତିର ଆମ୍ୱ ରହିଛି। ସେଗୁଡ଼ିକର ଦାମ୍‌ ମଧ୍ୟ ଭିନ୍ନ ହୋଇଥାଏ। ହେଲେ ଭାରତରେ ଏମିତି ଏକ ପ୍ରଜାତିର ଆମ୍ୱ ଉତ୍ପାଦନ ହେଉଛି ଯାହାର ଦାମ୍‌ ଜାଣିଲେ ଆପଣ ଆଶ୍ଚର୍ୟ୍ୟ ହେବେ। ଭାରତୀୟ ବଜାରରେ ଏହି ପ୍ରଜାତିର ଆମ୍ୱର ମୂଲ୍ୟ ହେଉଛି ୨.୭ ଲକ୍ଷ ଟଙ୍କାରୁ ଅଧିକ। ଆମ୍ୱର ମୂଲ୍ୟ  ଏତେ ଅଧିକ ରହିଥିବାରୁ ବଗିଚାର ସୁରକ୍ଷା ପାଇଁ ମାଲିକ ସିକ୍ୟୁରିଟି ଗାର୍ଡ ଓ କୁକୁର ରଖିଛନ୍ତି।

ଏହି ଆମ୍ୱର ମୂଲ୍ୟ ଅଧିକ ହୋଇଥିବାରୁ ସାଧାରଣ ଲୋକ କ୍ରୟ କରିପାରନ୍ତି ନାହିଁ। ‘ଟାଇୟୋ ନୋ ଟମ୍ୟାଙ୍ଗ’ ନାମକ ଏହି ଆମ୍ୱର ମୂଲ୍ୟ ଜାଣି ଲୋକେ ଆଶ୍ଚର୍ୟ୍ୟ ହୋଇଥାନ୍ତି। ସୂଚନା ଥାଉକି ଏହାର ଉତ୍ପାଦନ ପ୍ରଥମେ ମଧ୍ୟପ୍ରଦେଶ ଜବଲପୁରରେ ହେଉଛି। ଏହା ବ୍ୟତିତ ଜାପାନରେ ମଧ୍ୟ ଏହି ଆମ୍ୱ ଉତ୍ପାଦନ ହେଉଛି। ଆପଣ ଜାଣି ଆଶ୍ଚର୍ୟ୍ୟ ହେବେ ଯେ ଏହାର ବଗିଚା ହାଇ ଆଲର୍ଟ ଜନରେ ରହିଥାଏ। ଜବଲପୁରରେ ରହୁଥିବା ସଙ୍କଳ୍ପ ପରିହାର ଏହି ଆମ୍ୱ ଉତ୍ପାଦନ କରୁଛନ୍ତି।   

ସଙ୍କଳ୍ପ ଏହି ଆମ୍ୱର ସୁରକ୍ଷା ପାଇଁ ନିଜ ବଗିଚାରେ ୩ ଜଣ ଗାର୍ଡ ଓ ୯ ଟି କୁକୁର ରଖିଛନ୍ତି। ଏହି ଆମ୍ୱକୁ ‘ଏଗ ଅଫ ସନ୍‌’ ଅର୍ଥାତ ସୁର୍ୟ୍ୟଙ୍କ ଅଣ୍ଡା ମଧ୍ୟ କୁହାଯାଏ। ଏହା ହେଉଛି ଜାପାନରେ ମିଳୁଥିବା ଏକ ଦୁର୍ଲଭ ପ୍ରଜାତିର ଆମ୍ୱ।

Powered by Froala Editor

Tags Mango

Related articles Odisha News Lens 4.1

  • ୨୦୨୭ ରେ ରିଲିଜ ହେବ ‘ନାଗଜିଲା’
    ମନୋରଞ୍ଜନ

    ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

    14470
    Apr 16, 2026
  • ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ
    ଅପରାଧ

    ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ

    13525
    Apr 16, 2026
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ
    ଦେଶ-ଦେଶାନ୍ତର

    ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13681
    Apr 15, 2026
  • ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର
    ମନୋରଞ୍ଜନ

    ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର

    14372
    Apr 16, 2026
  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା
    ଦେଶ-ଦେଶାନ୍ତର

    ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା

    15789
    Apr 14, 2026
  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ

    15573
    Apr 14, 2026
  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା
    ଦେଶ-ଦେଶାନ୍ତର

    ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

    13723
    Apr 14, 2026
  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା
    ଦେଶ-ଦେଶାନ୍ତର

    ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    15124
    Apr 15, 2026
  • ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର
    ଦେଶ-ଦେଶାନ୍ତର

    ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର

    13727
    Apr 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ

    15284
    Apr 15, 2026
  • ଦେଶ-ଦେଶାନ୍ତର

    ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13681
    Apr 15, 2026
  • ଦେଶ-ଦେଶାନ୍ତର

    ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ

    15573
    Apr 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17417
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17474
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17831
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16302
    Apr 03, 2021

ବିଶେଷ

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15342
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16060
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14683
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15661
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14514
    Apr 08, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15334
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15067
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15568
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13865
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ

    13525
    Apr 16, 2026
  • ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ

    15284
    Apr 15, 2026
  • ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର

    14372
    Apr 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In