Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ...

  • ରୁପା ଆମଦାନୀରେ କଟକଣା

  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ...

  • ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ...

  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ ...

  • ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ...

  • ହୁ ହୁ ବଢ଼ିଯିବ ସବୁ ଦର ଦାମ୍

  • ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ...

  • ଆର.ଜି କର ବଳାତ୍କାର ମାମଲା: ତିନି ଜଣ ...

ରାଜ୍ୟ
Home ›› ରାଜ୍ୟ ››ଆଜି ଖଡ଼ି ଲାଗି ବିଧି

ଆଜି ଖଡ଼ି ଲାଗି ବିଧି

2022-06-26 05:46:22
15125
Share:
Facebook
Twitter
E-Mail
WhatsApp
Telegram
ଆଜି ଖଡ଼ି ଲାଗି ବିଧି

ପୁରୀ: ଜ୍ୱର ରୋଗରେ ଅସୁସ୍ଥ ଶ୍ରୀବିଗ୍ରହ ରାଜବୈଦ୍ୟଙ୍କ ପରାମର୍ଶ ଏବଂ ଦଇତାପତିଙ୍କ ସେବା ପରେ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି । ଏହି ସୂଚନା ଦେଇଛନ୍ତି ମହାପ୍ରଭୁଙ୍କ ସେବକ ଦଇତାପତି । ଶ୍ରୀମନ୍ଦିରର ପ୍ରଥମ ସେବକ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କୁ ଦଇତାପତିମାନେ ଶ୍ରୀନଅରଙ୍କୁ ରାଜ ପ୍ରସାଦ ବିଜେ ବେଳେ ଶ୍ରୀବିଗ୍ରହ ଆରୋଗ୍ୟ ହୋଇଥିବା ଖବର ଦେଇଛନ୍ତି । ଏହା ପରେ ଦତ୍ତମହାପାତ୍ର ସେବକ ପ୍ରଭୁଙ୍କୁ ଖଡ଼ି ଲାଗି ଗୋପନ ସେବା କରିବେ । ଖଡ଼ି ଲାଗି ପରେ ଦତ୍ତମହାପାତ୍ର ସେବକ ପ୍ରଭୁଙ୍କ ବନକଲାଗି ତଥା ଶ୍ରୀମୁଖ ସିଙ୍ଗାର ନିମନ୍ତେ ପ୍ରଭୁଙ୍କ ସେବାରେ ହାଜର ହେବେ ।

ବୁଧବାର ମହାବାହୁଙ୍କ ନବଯୌବନ ଦର୍ଶନ ହେବ । ଆଉ  ଜୁଲାଇ ୧ ତାରିଖରେ ପ୍ରଭୁ ଘୋଷଯାତ୍ରାରେ ବାହାରିବେ । ଶ୍ରୀନଅରରେ ସାକ୍ଷାତ ବେଳେ ଗଜପତି ମହାରାଜା କହିଥିଲେ, ପ୍ରଭୁଙ୍କ ପହଣ୍ଡି ନୀତିକୁ ଶୃଙ୍ଖଳାର ସହ ସମ୍ପନ୍ନ କରିବା । ସେହିଭଳି ପ୍ରଭୁଙ୍କ ଅବାଧ ଦର୍ଶନକୁ ଗୁରୁତ୍ୱ ଦେବାକୁ ଗଜପତି ମହାରାଜା ପରାମର୍ଶ ଦେଇଛନ୍ତି ।

ସ୍ନାନପୂର୍ଣ୍ଣିମା ତିଥିରେ ମହାପ୍ରଭୁ ସ୍ନାନବେଦିରେ ୧୦୮ ଗରା ଜଳରେ ସ୍ନାନ କରିବା ପରେ ଜ୍ୱର ରୋଗର ଆକ୍ରାନ୍ତ ହୋଇଥିଲେ । ଜୁନ ୧୪ ତାରିଖରୁ ଦଶ ଦିନ ହେଲା ମହାପ୍ରଭୁଙ୍କ ଜ୍ୱର ରୋଗର ଉପଚାର ଚାଲିଥିଲା । ଦ୍ୱାଦଶୀ ତିଥିରେ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି ।

ଶନିବାର ଦ୍ୱାଦଶୀ ତିଥିରେ ଶ୍ରୀନଅରକୁ ରାଜ ପ୍ରସାଦ ବିଜେ କରିଥିଲେ ଦଇତାପତି ସେବକ । ରବିବାର ତ୍ରୟୋଦଶୀ ତିଥିରେ ମହାପ୍ରଭୁଙ୍କ ଖଡ଼ି ଲାଗି ବିଧି ସମ୍ପନ୍ନ ହେବ । ତ୍ରୟୋଦଶୀ ତିଥିରେ ପ୍ରଥମ ଭୋଗ ମଣ୍ଡପ ବଢ଼ିବା ପରେ ବେହରଣ ଦ୍ୱାର ଖୋଲି ଦତ୍ତମହାପାତ୍ର ଆଣିଥିବା ଖଡ଼ିକୁ ଶ୍ରୀଜିଉଙ୍କୁ ଲାଗି କରାଯିବ । ଖଡ଼ି ଲାଗି ପରେ ଖଡ଼ି ପ୍ରସାଦ ବି ରାଜପ୍ରସାଦକୁ ବିଜେ କରିବାର ପରମ୍ପରାକୁ ଦତ୍ତମହାପାତ୍ର ସମ୍ପନ୍ନ କରିବେ । ଏହା ପରେ ପ୍ରଭୁଙ୍କ ଘୋଷଯାତ୍ରା ପ୍ରସ୍ତୁତିରେ ବନକଲାଗି ପ୍ରକ୍ରିୟା କରିବେ ଦତ୍ତମହାପାତ୍ର ।

Powered by Froala Editor

Tags Shree mandir

Related articles Odisha News Lens 4.1

  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....
    ବିଶେଷ

    ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    14948
    May 17, 2026
  • ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

    13490
    May 17, 2026
  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ...
    ଦେଶ-ଦେଶାନ୍ତର

    ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ...

    14555
    May 16, 2026
  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର
    ଦେଶ-ଦେଶାନ୍ତର

    ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର

    15447
    May 17, 2026
  • ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ଦେଲେ ମହିଳା
    ଦେଶ-ଦେଶାନ୍ତର

    ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ଦେଲେ ମହିଳା

    14494
    May 16, 2026
  • ରୁପା ଆମଦାନୀରେ କଟକଣା
    ଦେଶ-ଦେଶାନ୍ତର

    ରୁପା ଆମଦାନୀରେ କଟକଣା

    14628
    May 17, 2026
  • ହୁ ହୁ ବଢ଼ିଯିବ ସବୁ ଦର ଦାମ୍
    ଦେଶ-ଦେଶାନ୍ତର

    ହୁ ହୁ ବଢ଼ିଯିବ ସବୁ ଦର ଦାମ୍

    14804
    May 16, 2026
  •  ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ହେଲେ ଜନ୍ମ
    ଦେଶ-ଦେଶାନ୍ତର

    ବିରଳ ଘଟଣା: ପାଞ୍ଚଦିନ ମଧ୍ୟରେ ୪ ଶିଶୁ ହେଲେ ଜନ୍ମ

    13841
    May 16, 2026
  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା
    ଦେଶ-ଦେଶାନ୍ତର

    ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା

    14764
    May 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆର.ଜି କର ବଳାତ୍କାର ମାମଲା: ତିନି ଜଣ ଅଧିକାରୀଙ୍କୁ ନିଲମ୍ବନ

    14680
    May 16, 2026
  • ଦେଶ-ଦେଶାନ୍ତର

    ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର

    15447
    May 17, 2026
  • ଦେଶ-ଦେଶାନ୍ତର

    ରୁପା ଆମଦାନୀରେ କଟକଣା

    14628
    May 17, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17478
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17528
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17914
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16362
    Apr 03, 2021

ବିଶେଷ

  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    14948
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14765
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15265
    May 14, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    16034
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16203
    May 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15403
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15142
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15634
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13961
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    14948
    May 17, 2026
  • ଆର.ଜି କର ବଳାତ୍କାର ମାମଲା: ତିନି ଜଣ ଅଧିକାରୀଙ୍କୁ ନିଲମ୍ବନ

    14680
    May 16, 2026
  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା

    14764
    May 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In