Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, August 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ...

  • ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ ...

  • ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ...

  • ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ...

  • ୪୬୪ ଟଙ୍କାରେ କବାଡ଼ିଆକୁ ବିକି ଦେଲେ ...

  • କାଶ୍ମୀର ପଣ୍ଡିତଙ୍କ ହତ୍ୟା ମାମଲାର ଫାଇଲ ...

  • ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ...

  • ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ...

  • ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ...

ରାଜ୍ୟ
Home ›› ରାଜ୍ୟ ››ବିନା ଦ୍ୱିଧାରେ ରାଜପଥ ପାର୍ ହେବେ ହାତୀପଲ, ଘାଇଁ ଘାଇଁ ବାଜିବ ସାଇରନ୍, ଜଳିବ ନାଲିବତୀ

ବିନା ଦ୍ୱିଧାରେ ରାଜପଥ ପାର୍ ହେବେ ହାତୀପଲ, ଘାଇଁ ଘାଇଁ ବାଜିବ ସାଇରନ୍, ଜଳିବ ନାଲିବତୀ

2022-06-27 06:18:52
15550
Share:
Facebook
Twitter
E-Mail
WhatsApp
Telegram
ବିନା ଦ୍ୱିଧାରେ ରାଜପଥ ପାର୍ ହେବେ ହାତୀପଲ, ଘାଇଁ ଘାଇଁ ବାଜିବ ସାଇରନ୍, ଜଳିବ ନାଲିବତୀ

ଢେଙ୍କାନାଳ:  ଗାଡି ଧକ୍କାରେ ଆଉ ହେବନି ହାତୀଙ୍କ ଜୀବନହାନୀ । ବିନା ଦ୍ୱିଧାରେ ଜାତୀୟ ରାଜପଥ ପାର୍ ହେବେ ହାତୀପଲ । ହାତୀପଲଙ୍କ ସୁରକ୍ଷା ପାଇଁ ୫୫ ନମ୍ବର ଜାତୀୟ ରାଜପଥରେ ଲାଗୁ ହୋଇଛି ନୂଆ ପାଇଲଟ ପ୍ରୋଜେକ୍ଟ  ‘ଅଟୋମେଟିକ ସାଇରନ ମେସିନ୍’ । ହାତୀ ରାସ୍ତା ପାର୍ ହେଉଥିବା ବେଳେ ଘାଇଁ ଘାଇଁ ବାଜିବ ସାଇରନ୍, ଜଳିବ ନାଲିବତୀ । ଅଧିକାରୀଙ୍କ ମୋବାଇଲକୁ ଯିବ ଏସ୍ଏମ୍ଏସ୍  । ରାଜ୍ୟରେ ପରୀକ୍ଷାମୂଳକ ଭାବେ ଆରମ୍ଭ ହୋଇଥିବା ଏହି ପ୍ରୋଜେକ୍ଟ  କେତେ ସଫଳ ହେଉଛି ତାହା ଆଗାମୀ ଦିନରେ ଜଣାପଡ଼ିବ ।

ପ୍ରାରମ୍ଭିକ ପର୍ୟ୍ୟାୟରେ ପ୍ରଥମେ ଢେଙ୍କାନାଳ ଜିଲ୍ଲାର ସଦର ରେଞ୍ଜ ମେରାମଣ୍ଡଳୀ ସେକ୍ସନର ହାତୀ ପ୍ରବଣ ସ୍ଥାନ ରସାସିଂହ ଓ ହଳଦିଆବାହାଳ ନିକଟରେ ଲଗାଯାଇଛି ଏହି ସାଇରନ୍ ।  ଏଥିରେ ରହିଛି ସେନ୍ସର, ସାଇରନ, ରେଡ ଲାଇଟ ଓ ଚାର୍ଜିଂ ପାଇଁ ସୋଲାର ପ୍ଲେଟ । ହାତୀପଲ  ଯେତେବେଳେ ଏହି ରାସ୍ତା  ପାର ହେବେ ସ୍ୱୟଂଚାଳିତ ଏହି ଯନ୍ତ୍ରରେ ଜଳିବ ରେଡ୍ ଲାଇଟ । ଘାଇଁ ଘାଇଁ ହୋଇ ବାଜିଉଠିବ  ସାଇରନ୍ । ଏହା ୧ କିଲୋମିଟର ପର୍ୟ୍ୟନ୍ତ ଶୁଭିବା ସହିତ ତୁରନ୍ତ ଏକ ଏସ୍ଏମ୍ଏସ୍ ଅଧିକାରୀଙ୍କ ନିକଟକୁ ଯିବ । ଫଳରେ ସେହି ସମୟରେ ଜାତୀୟ ରାଜପଥ ଦେଇ ଯାଉଥିବା ଗାଡି ଚାଳକ ନିର୍ଦ୍ଦିଷ୍ଟ ବ୍ୟବଧାନରେ ଅଟକି ରହିବେ । ଆଖପାଖ ଅଞ୍ଚଳର ଲୋକେ ମଧ୍ୟ ସତର୍କ ହୋଇଯିବେ ।
ଏହାଦ୍ୱାରା କେବଳ ହାତୀପଲ ଯେ ସୁରକ୍ଷିତ ରାସ୍ତା ପାର ହେବେ ତା ନୁହେଁ ସାଧାରଣ ଲୋକ ମଧ୍ୟ ସୁରକ୍ଷିତ ସ୍ଥାନକୁ ପଳାଇ ଯାଇପାରିବେ  । ରାଜ୍ୟରେ ପ୍ରଥମ କରି ଏହି ପାଇଲଟ ପ୍ରୋଜେକ୍ଟ ଲାଗୁ ହୋଇଛି ।

Powered by Froala Editor

Tags elephant

Related articles Odisha News Lens 4.1

  •  ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ହଇରାଣ କରିବାକୁ ଶୁଭେନ୍ଦୁଙ୍କ ଧମକ
    ଦେଶ-ଦେଶାନ୍ତର

    ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ହଇରାଣ କରିବାକୁ ଶୁଭେନ୍ଦୁଙ୍କ ଧମକ

    15105
    Aug 25, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ
    ବିଶେଷ

    ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13556
    Aug 26, 2026
  • ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ପତ୍ନୀଙ୍କୁ ଆଦେଶ ଦେଇପାରିବେ ନାହିଁ: ହାଇକୋର୍ଟ
    ଦେଶ-ଦେଶାନ୍ତର

    ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ପତ୍ନୀଙ୍କୁ ଆଦେଶ ଦେଇପାରିବେ ନାହିଁ: ହାଇକୋର୍ଟ

    13474
    Aug 25, 2026
  •  ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ତିନି ନବଜାତ ଶିଶୁଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ତିନି ନବଜାତ ଶିଶୁଙ୍କ ମୃତ୍ୟୁ

    14224
    Aug 24, 2026
  • ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ହେବନାହିଁ ଅଧିକ ସିମ୍ କାର୍ଡ
    ଦେଶ-ଦେଶାନ୍ତର

    ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ହେବନାହିଁ ଅଧିକ ସିମ୍ କାର୍ଡ

    13820
    Aug 24, 2026
  • ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ କାଜିଆ ଲିଜ୍ ମେଜୋ
    ଦେଶ-ଦେଶାନ୍ତର

    ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ କାଜିଆ ଲିଜ୍ ମେଜୋ

    15212
    Aug 25, 2026
  • କାଶ୍ମୀର ପଣ୍ଡିତଙ୍କ ହତ୍ୟା ମାମଲାର ଫାଇଲ ପୁଣି ଖୋଲିଲା
    ଦେଶ-ଦେଶାନ୍ତର

    କାଶ୍ମୀର ପଣ୍ଡିତଙ୍କ ହତ୍ୟା ମାମଲାର ଫାଇଲ ପୁଣି ଖୋଲିଲା

    15389
    Aug 25, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ...

    13933
    Aug 26, 2026
  • ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ
    ଦେଶ-ଦେଶାନ୍ତର

    ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ

    14207
    Aug 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ପତ୍ନୀଙ୍କୁ ଆଦେଶ ଦେଇପାରିବେ ନାହିଁ: ହାଇକୋର୍ଟ

    13474
    Aug 25, 2026
  • ଦେଶ-ଦେଶାନ୍ତର

    ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ହେବନାହିଁ ଅଧିକ ସିମ୍ କାର୍ଡ

    13820
    Aug 24, 2026
  • ଦେଶ-ଦେଶାନ୍ତର

    କାଶ୍ମୀର ପଣ୍ଡିତଙ୍କ ହତ୍ୟା ମାମଲାର ଫାଇଲ ପୁଣି ଖୋଲିଲା

    15389
    Aug 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17052
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17684
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17724
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18121
    Sep 06, 2023

ବିଶେଷ

  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13556
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15150
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15572
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16102
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    14018
    Aug 16, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14448
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15975
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14010
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14276
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୪୬୪ ଟଙ୍କାରେ କବାଡ଼ିଆକୁ ବିକି ଦେଲେ ୟୁପିଏସସି ସ୍ୱପ୍ନ

    15662
    Aug 25, 2026
  • ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ

    14207
    Aug 24, 2026
  • କାଶ୍ମୀର ପଣ୍ଡିତଙ୍କ ହତ୍ୟା ମାମଲାର ଫାଇଲ ପୁଣି ଖୋଲିଲା

    15389
    Aug 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In