Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ...

  • ୟୁଏଇ ନଷ୍ଟ କଲା ୫ ବାଲିଷ୍ଟିକ ...

  • ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ

  • ଅନୁମତି ନଥିବା କହି ଇରାନ ଫେରାଇ ଦେଲା ...

  • ଯୁଦ୍ଧର ପ୍ରଭାବ : ବଢ଼ିବ ମଦ, ବିୟର ମୂଲ୍ୟ

  • ଏଲପିଜି ବୁକିଂ ନିୟମକୁ ନେଇ ସରକାରଙ୍କ ...

  • ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍

  • ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ...

  • ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ ...

  • ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା

Home ›› ››ଶରୀରର ହାଡ଼କୁ ମଜଭୁତ କରିଥାଏ କଞ୍ଚା କଦଳୀ

ଶରୀରର ହାଡ଼କୁ ମଜଭୁତ କରିଥାଏ କଞ୍ଚା କଦଳୀ

2022-06-28 05:07:16
16019
Share:
Facebook
Twitter
E-Mail
WhatsApp
Telegram
ଶରୀରର ହାଡ଼କୁ ମଜଭୁତ କରିଥାଏ କଞ୍ଚା କଦଳୀ

କଞ୍ଚା କଦଳୀରେ ଖୁବ୍‌ କମ୍‌ ଶର୍କରା ଥାଏ। ଏହି କାରଣରୁ କଞ୍ଚା କଦଳୀ ଡାଇବେଟିସ୍‌ ରୋଗୀଙ୍କ ପାଇଁ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏଥିରେ ଗ୍ଲାଇସେମିକ ଇଣ୍ଡେକ୍ସ (ଜିଆଇ) ୫୫ରୁ କମ୍‌ ଥିବା ଯୋଗୁଁ ପାଚନ ତନ୍ତ୍ରକୁ ସୁସ୍ଥ ରଖିବାରେ ସହାୟକ ହୋଇଥାଏ। କମ୍‌ ଜିଆଇ ଥିବା ଖାଦ୍ୟ ପଦାର୍ଥ ରକ୍ତରେ ଶର୍କରାର ମାତ୍ରାକୁ ବୃଦ୍ଧି କରିବା ବନ୍ଦ କରିଥାଏ। ଡାଇବେଟିସ ରୋଗୀ ନିଜ ଦୈନିକ ଭୋଜନରେ କଞ୍ଚା କଦଳୀକୁ ସାମିଲ କରିପାରିବେ।

କଞ୍ଚା କଦଳୀ ଡାଇବେଟିସ୍‌ ରୋଗୀଙ୍କ ପାଇଁ ଲାଭଦାୟକ ବୋଲି ମତ ଦେଇଥାନ୍ତି ପୋଷଣ ବିଶେଷଞ ପୂଜା ମାଲହୋତ୍ରା। କଞ୍ଚା କଦଳୀରେ ଥିବା ଫାଇବର ହଜମ ପ୍ରକ୍ରିୟାକୁ ସହଜ କରିଥାଏ। ଏହାକୁ ନିୟମିତ ଖାଇଲେ କୋଲେଷ୍ଟ୍ରଲ ମଧ୍ୟ କମ୍‌ ହୋଇଥାଏ। ଏହା ସହ କଞ୍ଚା କଦଳୀ ହୃତ୍‌ପିଣ୍ଡକୁ ସୁସ୍ଥ ରଖିବା ସହିତ ହୃଦ୍‌ଘାତ ଆଶଙ୍କା କମ୍‌ କରିଥାଏ। କଞ୍ଚା କଦଳୀରେ ପ୍ରଚୁର ପରିମାଣରେ ଫାଇବର ଥିବାରୁ ଏହାକୁ ଖାଇଲେ ଦୀର୍ଘ ସମୟ ଯାଏ ଭୋକ ହୋଇ ନ ଥାଏ। ଓଜନ କମ୍‌ କରିବାକୁ ଚାହୁଁଥିବା ବ୍ୟକ୍ତି ନିଜର ନିତିଦିନିଆ ଖାଦ୍ୟରେ କଞ୍ଚା କଦଳୀକୁ ସାମିଲ୍‌ କରିପାରିବେ। କଞ୍ଚା କଦଳୀରେ ପୋଟାସିୟମ ଅଧିକ ମାତ୍ରାରେ ରହିଥାଏ। ପୋଟାସିୟମ ତତ୍ତ୍ବ ଥିବା ଖାଦ୍ୟ କିଡ୍‌ନୀ ପାଇଁ ଉପକାରୀ। ଏହା ସହିତ କଞ୍ଚା କଦଳୀ ରକ୍ତଚାପକୁ ନିୟନ୍ତ୍ରଣ କରିଥାଏ।

କଦଳୀ ଆମ ଦେଶରେ ଏକ ପରିଚିତ ନାମ। କଞ୍ଚାରେ ଏହାକୁ ପରିବା ଭାବେ ବ୍ୟବହାର କରାଯାଉଥିବା ବେଳେ ପାଚିଲେ ଏହା ଫଳ ଭାବେ ଚାହିଦା ସୃଷ୍ଟି କରିଥାଏ। ଆମ ଦେଶରେ ଏହାର ପତ୍ର, ଫଳ, ମଞ୍ଜ, ଫୁଲର ବିବିଧ ବ୍ୟବହାର ରହିଆସିଛି। କେରଳ, ତାମିଲନାଡ଼ୁ, କର୍ଣ୍ଣାଟକ ଓ ଆନ୍ଧ୍ର ପ୍ରଦେଶରେ କଦଳୀକୁ ବ୍ୟବସାୟିକ ଭିତ୍ତିରେ ଚାଷ କରାଯାଇଥାଏ। କଞ୍ଚା କଦଳୀରୁ ଚିପ୍‌ସ ପ୍ରସ୍ତୁତ କରି ବିକ୍ରି କ୍ଷେତ୍ରରେ କେରଳ ସବା ଆଗରେ ରହିଛି।

କଞ୍ଚା ଓ ପାଚିଲା କଦଳୀରେ ସବୁଠାରୁ ଆବଶ୍ୟକ ଭିଟାମିନ ଓ ଖଣିଜ ଲବଣ ରହିଛି। ଏଥିରେ ଭିଟାମିନ ସି ଏବଂ ଭିଟାମିନ ବି-୬ ରହିଛି। ସୁସ୍ଥ ତ୍ବଚା ଏବଂ କେଶ ପାଇଁ ଭିଟାମିନ ସି ଏକ ଦରକାରୀ ଉପାଦାନ। ଭିଟାମିନ ବି-୬ ଖାଦ୍ୟକୁ ଶକ୍ତିରେ ରୂପାନ୍ତରିତ କରିବା ପାଇଁ ସାହାଯ୍ୟ କରିଥାଏ। ଏହା ହୃତ୍‌ପିଣ୍ଡର ସ୍ବାସ୍ଥ୍ୟ ପାଇଁ ଭଲ ଏବଂ ମସ୍ତିଷ୍କର କାର୍ଯ୍ୟପ୍ରଣାଳୀକୁ ତ୍ବରାନ୍ବିତ କରିଥାଏ। ପାଚିଲା କଦଳୀରେ ଅଧିକ ମାତ୍ରାରେ ଶର୍କରା ଓ ଫାଇବର ରହିଥାଏ। ବ୍ଲଡ ସୁଗାର ନିୟନ୍ତ୍ରିତ କରୁଥିବା ଏହି ଫଳ ଓ ପରିବା ଚାପ ହ୍ରାସ କରିବାରେ ସହାୟକ ହୋଇଥାଏ। କଞ୍ଚା କଦଳୀରେ ଅଧିକ ମାତ୍ରାରେ କ୍ୟାଲସିୟମ ଥିବାରୁ ଏହା ଶରୀରର ହାଡ଼କୁ ମଜଭୁତ କରିଥାଏ।



Powered by Froala Editor

Tags Banana

Related articles Odisha News Lens 4.1

  • ଅନୁମତି ନଥିବା କହି ଇରାନ ଫେରାଇ ଦେଲା ପାକିସ୍ତାନ ଜାହଜ
    ଦେଶ-ଦେଶାନ୍ତର

    ଅନୁମତି ନଥିବା କହି ଇରାନ ଫେରାଇ ଦେଲା ପାକିସ୍ତାନ ଜାହଜ

    13742
    Mar 25, 2026
  • ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ କଲେ ବାଦଶାହ
    ମନୋରଞ୍ଜନ

    ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ କଲେ ବାଦଶାହ

    14069
    Mar 24, 2026
  • ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍
    ଦେଶ-ଦେଶାନ୍ତର

    ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍

    14234
    Mar 25, 2026
  • ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
    ଦେଶ-ଦେଶାନ୍ତର

    ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

    14767
    Mar 25, 2026
  • ଯୁଦ୍ଧର ପ୍ରଭାବ : ବଢ଼ିବ ମଦ, ବିୟର ମୂଲ୍ୟ
    ଦେଶ-ଦେଶାନ୍ତର

    ଯୁଦ୍ଧର ପ୍ରଭାବ : ବଢ଼ିବ ମଦ, ବିୟର ମୂଲ୍ୟ

    15172
    Mar 25, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....
    ବିଶେଷ

    କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    14866
    Mar 25, 2026
  • ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ
    ଦେଶ-ଦେଶାନ୍ତର

    ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ

    14334
    Mar 25, 2026
  • ଏଲପିଜି ବୁକିଂ ନିୟମକୁ ନେଇ ସରକାରଙ୍କ ସ୍ପଷ୍ଟୀକରଣ
    ଦେଶ-ଦେଶାନ୍ତର

    ଏଲପିଜି ବୁକିଂ ନିୟମକୁ ନେଇ ସରକାରଙ୍କ ସ୍ପଷ୍ଟୀକରଣ

    14134
    Mar 25, 2026
  • ୟୁଏଇ ନଷ୍ଟ କଲା  ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ଓ ୧୭ଟି ଡ୍ରୋନ
    ଦେଶ-ଦେଶାନ୍ତର

    ୟୁଏଇ ନଷ୍ଟ କଲା ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ଓ ୧୭ଟି ଡ୍ରୋନ

    14514
    Mar 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ

    14334
    Mar 25, 2026
  • ବିଶେଷ

    କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    14866
    Mar 25, 2026
  • ଦେଶ-ଦେଶାନ୍ତର

    ଅନୁମତି ନଥିବା କହି ଇରାନ ଫେରାଇ ଦେଲା ପାକିସ୍ତାନ ଜାହଜ

    13742
    Mar 25, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17384
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17449
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17797
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16268
    Apr 03, 2021

ବିଶେଷ

  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    14866
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14929
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13946
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15097
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15644
    Mar 19, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15016
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15526
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13823
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14266
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

    14767
    Mar 25, 2026
  • ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ

    14334
    Mar 25, 2026
  • ଯୁଦ୍ଧର ପ୍ରଭାବ : ବଢ଼ିବ ମଦ, ବିୟର ମୂଲ୍ୟ

    15172
    Mar 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In