Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ...

  • ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

  • ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର

  • ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର

  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ...

  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ...

  • ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ...

  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ...

  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ...

  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ହୃଦୟ ବିଦାରକ, ଟ୍ରକ୍ ଡାଲାରୁ ମିଳିଲା ୪୬ ମୃତ ଦେହ, ଜାଣନ୍ତୁ କେଉଁଠି...

ହୃଦୟ ବିଦାରକ, ଟ୍ରକ୍ ଡାଲାରୁ ମିଳିଲା ୪୬ ମୃତ ଦେହ, ଜାଣନ୍ତୁ କେଉଁଠି...

2022-06-28 06:56:37
16044
Share:
Facebook
Twitter
E-Mail
WhatsApp
Telegram
ହୃଦୟ ବିଦାରକ, ଟ୍ରକ୍ ଡାଲାରୁ ମିଳିଲା ୪୬ ମୃତ ଦେହ, ଜାଣନ୍ତୁ କେଉଁଠି...

ୱାଶିଂଟନ୍‌: ଆମେରିକାର ଟେକ୍ସାସ୍ ଆଣ୍ଟୋନିଓରେ ଏକ ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି । ଏକ ଟ୍ରକ୍‌ର ଡାଲାରୁ ମିଳିଛି ୪୬ଟି ମୃତଦେହ । ସମସ୍ତେ ମୃତଦେହ ପ୍ରବାସୀ ହୋଇଥିବା ଅନୁମାନ କରାଯାଉଛି । ଏନେଇ ତଦନ୍ତ ଜାରି ରହିଥିବା ସ୍ଥାନୀୟ ପୁଲିସ୍ ପକ୍ଷରୁ ସୂଚନା ଦିଆଯାଇଛି । ମାତ୍ର ଘଟଣା ବିଷୟରେ ଅଧିକ କିଛି ତଥ୍ୟ ଦିଆଯାଉନି । ଯାହାକୁ ନେଇ ଏବେ ବିଭିନ୍ନ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

ଟ୍ରକଟି ସହରର ଦକ୍ଷିଣ ପ୍ରାନ୍ତରେ ଥିବା ଏକ ରେଳ ଧାରଣା ପାଖରେ ଥିଲା । ଏହାକୁ ଖୋଲିବା ପରେ ତା’ ଭିତରୁ ଏତେ ସଂଖ୍ୟାରେ ମୃତଦେହ ମିଳିଥିଲା । ପୁଲିସ ଗାଡି ଓ ଆମ୍ବୁଲାନ୍ସ ଟ୍ରକ୍ ଆଗରେ ରହିଛନ୍ତି । ଏଥିରେ ମୃତଦେହ ଲଦାଯାଉଛି ।

ଯେଉଁଠାରୁ ଏହି ମୃତଦେହ ଗୁଡିକ ମିଳିଛି ସେହି ସ୍ଥାନଟି ମେକ୍ସିକୋ ସୀମା ଠାରୁ ୨୫୦ କିଲୋମିଟର ଦୂରରେ ଅବସ୍ଥିତ । ମେକ୍ସିକୋ ବୈଦେଶିକ ମନ୍ତ୍ରୀ ମାର୍ସେଲ ଆବ୍ରାଡ୍‌ଙ୍କ କହିବା ମୁତାବକ, ଟ୍ରକ୍‌ରେ ଥିବା ସମସ୍ତ ବ୍ୟକ୍ତିଙ୍କ ଶ୍ୱାସରୁଦ୍ଧ ହେତୁ ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି । କାରଣ ଯେଉଁଠାରୁ ଏହି ମୃତଦେହ ମିଳିଛି ସେଠାରେ ଏବେ ପ୍ରବଳ ଗରମ ହେଉଛି । ତେବେ ସେ ଯାହା ବି ହେଉନା କାହିଁକି ଏହା ନିଶ୍ଚିତ ଭାବେ ଏକ ଦୁଃଖଦ ଘଟଣା ବୋଲି ମାର୍ସେଲ୍ କହିଛନ୍ତି ।

ସେପଟେ ସ୍ଥାନୀୟ ବାଣିଜ୍ୟିକ ଦୂତାବାସ ଘଟଣାସ୍ଥଳରେ ପହଁଚିଛନ୍ତି । କେଉଁ କାରଣରୁ ଏମାନଙ୍କ ମୃତ୍ୟୁ ହେଲା ତାହାର ଅନୁସନ୍ଧାନ ଜାରି ରହିଛି । ମୃତକଙ୍କ ପରିଚୟ ଏ ପର୍ଯ୍ୟନ୍ତ ମିଳିନି । ଖୁବ୍‌ଶୀଘ୍ର ସମସ୍ତଙ୍କୁ ଚିହ୍ନଟ କରାଯିବ ବୋଲି ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଥିବା ଏକ ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଇଛି ।

Powered by Froala Editor

Tags 46 found dead in abandoned lorry

Related articles Odisha News Lens 4.1

  • ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ
    ଅପରାଧ

    ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ

    13523
    Apr 16, 2026
  • ୨୦୨୭ ରେ ରିଲିଜ ହେବ ‘ନାଗଜିଲା’
    ମନୋରଞ୍ଜନ

    ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

    14469
    Apr 16, 2026
  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା
    ଦେଶ-ଦେଶାନ୍ତର

    ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା

    15788
    Apr 14, 2026
  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା
    ଦେଶ-ଦେଶାନ୍ତର

    ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

    13722
    Apr 14, 2026
  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ

    15572
    Apr 14, 2026
  • ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର
    ମନୋରଞ୍ଜନ

    ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର

    14371
    Apr 16, 2026
  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା
    ଦେଶ-ଦେଶାନ୍ତର

    ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    15123
    Apr 15, 2026
  • ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ
    ଦେଶ-ଦେଶାନ୍ତର

    ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ

    15283
    Apr 15, 2026
  • ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର
    ଦେଶ-ଦେଶାନ୍ତର

    ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର

    13726
    Apr 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର

    13726
    Apr 16, 2026
  • ଦେଶ-ଦେଶାନ୍ତର

    ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    15123
    Apr 15, 2026
  • ଅପରାଧ

    ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ

    13523
    Apr 16, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17417
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17474
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17831
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16302
    Apr 03, 2021

ବିଶେଷ

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15341
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16059
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14683
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15661
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14514
    Apr 08, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15334
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15067
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15568
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13865
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13680
    Apr 15, 2026
  • ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

    14469
    Apr 16, 2026
  • ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ

    13523
    Apr 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In