Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, November 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଚର୍ଚ୍ଚାରେ ସେଫ୍ ରଣବୀର ବ୍ରାରଙ୍କ ସୁନା ...

  • ମିଠା ଭାବି ଖାଇଦେଲେ ବୋମା, ଚାଲିଗଲା ...

  • ସ୍ୱାଭିମାନ ବିବାହ କଲେ ଅନିରୁଦ୍ଧ-କାବ୍ୟା

  • ଭିଡିଓ ସୁଟିଂ ବେଳେ ବାଘୁଣୀ ଆକ୍ରମଣ, ଯୁବକ ...

  • ମିନି ବସ୍ ଓ କଣ୍ଟେନର ଟ୍ରକ୍ ଧକ୍କାରେ ୨୪ ...

  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

  • ଭୟଙ୍କର ସଡ଼କ ଦୁର୍ଘଟଣାରେ ଚାଲିଗଲା ୩ ...

  • ଶସ୍ତା ହେଲା ୨୨ ଓ ୨୪ କ୍ୟାରେଟ୍‌ ସୁନା

  • ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ...

  • ବାଣ ପ୍ରଦୂଷଣ ଆପେ ଆପେ କମିଯିବ, ଏତେ ...

ରାଜ୍ୟ
Home ›› ରାଜ୍ୟ ››ମୌସୁମୀ ଅଧିବେଶନ, ଆଜି ସର୍ବଦଳୀୟ ବୈଠକ

ମୌସୁମୀ ଅଧିବେଶନ, ଆଜି ସର୍ବଦଳୀୟ ବୈଠକ

2022-06-29 05:54:12
14745
Share:
Facebook
Twitter
E-Mail
WhatsApp
Telegram
ମୌସୁମୀ ଅଧିବେଶନ, ଆଜି ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ଆସନ୍ତା ଜୁଲାଇ ୨ରୁ ଅଗଷ୍ଟ ୪ ତାରିଖ ପର୍ୟ୍ୟନ୍ତ ଚାଲିବ ବିଧାନସଭା ପୂର୍ଣ୍ଣାଙ୍ଗ ବଜେଟ୍ ଅଧିବେଶନ । ୨୪ଟି କାର୍ୟ୍ୟ ଦିବସ ଥିବା ଅଧିବେଶନକୁ ସୁରୁଖୁରୁରେ ଶେଷ କରିବା ପାଇଁ ବାଚସ୍ପତି ଉଦ୍ୟମ କରିଛନ୍ତି । ଆଜି ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ବସିବ ସର୍ବଦଳୀୟ ବୈଠକ । ବିଧାନସଭାର ନୂତନ ସମ୍ମିଳନୀ କକ୍ଷରେ ବସିବାକୁ ଥିବା ଏହି ବୈଠକରେ ସବୁ ଦଳର ସଦସ୍ୟମାନେ ଉପସ୍ଥିତ ରହି ଗୃହ ସୁପରିଚାଳନା ଉପରେ ଆଲୋଚନା କରିବେ । କରୋନା ମହାମାରୀ ଭୟ ଯାଇନଥିବାରୁ ଗୃହ ୫ ଘଣ୍ଟା ଚାଲିବ ନା ଫୁଲ୍ ଟାଇମ୍ ଚାଲିବ ତା ଉପରେ ଆଲୋଚନା କରାଯିବ ।
ଅଧିବେଶନର ପ୍ରଥମ ଦିନରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଆଗତ ହେବ ବଜେଟ୍ । ସେହିପରି ଜୁଲାଇ ୩୦ ତାରିଖରେ ଆଗତ ହେବ ବ୍ୟୟ ମଞ୍ଜୁରୀ ବିଧେୟକ । ଅନ୍ୟପଟେ କୋଭିଡ କଟକଣା ଭିତରେ ଗୃହ ଚାଲିବ ବୋଲି ନିଷ୍ପତ୍ତି ହୋଇଥିବାରୁ ଆଜିଠୁ ୩ ଦିନ ପର୍ୟ୍ୟନ୍ତ ବିଧାନସଭାରେ ବିଧାୟକଙ୍କ କରୋନା ଟେଷ୍ଟ କରାଯିବ । ବିଧାୟକଙ୍କ ସହ ବିଧାନସଭାର କର୍ମଚାରୀ, ସୁରକ୍ଷାକର୍ମୀ, ସାମ୍ବାଦିକଙ୍କର କରୋନା ଟେଷ୍ଟ କରାଯିବ । ଯେଉଁମାନଙ୍କ ରିପୋର୍ଟ ନେଗେଟିଭ୍ ଆସିବ, ସେମାନଙ୍କୁ ପ୍ରବେଶ ପାଇଁ ଅନୁମତି ମିଳିବ ।

Powered by Froala Editor

Tags Assembly

Related articles Odisha News Lens 4.1

  • ଭିଡିଓ ସୁଟିଂ ବେଳେ ବାଘୁଣୀ ଆକ୍ରମଣ, ଯୁବକ ମୃତ
    ଦେଶ-ଦେଶାନ୍ତର

    ଭିଡିଓ ସୁଟିଂ ବେଳେ ବାଘୁଣୀ ଆକ୍ରମଣ, ଯୁବକ ମୃତ

    14550
    Nov 14, 2026
  • ସ୍ୱାଭିମାନ ବିବାହ କଲେ ଅନିରୁଦ୍ଧ-କାବ୍ୟା
    ମନୋରଞ୍ଜନ

    ସ୍ୱାଭିମାନ ବିବାହ କଲେ ଅନିରୁଦ୍ଧ-କାବ୍ୟା

    13313
    Nov 14, 2026
  • ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ...
    ବାଣିଜ୍ୟ

    ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ...

    15040
    Nov 12, 2026
  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍
    ବିଶେଷ

    ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14215
    Nov 14, 2026
  • ମିଠା ଭାବି ଖାଇଦେଲେ ବୋମା, ଚାଲିଗଲା ଯୁବକଙ୍କ ଜୀବନ
    ଦେଶ-ଦେଶାନ୍ତର

    ମିଠା ଭାବି ଖାଇଦେଲେ ବୋମା, ଚାଲିଗଲା ଯୁବକଙ୍କ ଜୀବନ

    14356
    Nov 14, 2026
  • ବାଣ ପ୍ରଦୂଷଣ ଆପେ ଆପେ କମିଯିବ, ଏତେ ବ୍ୟସ୍ତ ହେବାର କୌଣସି ଆବଶ୍ୟକତା ନାହିଁ:ଯୋଗୀ
    ଦେଶ-ଦେଶାନ୍ତର

    ବାଣ ପ୍ରଦୂଷଣ ଆପେ ଆପେ କମିଯିବ, ଏତେ ବ୍ୟସ୍ତ ହେବାର କୌଣସି ଆବଶ୍ୟକତା ନାହିଁ:ଯୋଗୀ

    14737
    Nov 12, 2026
  • ଚର୍ଚ୍ଚାରେ ସେଫ୍ ରଣବୀର ବ୍ରାରଙ୍କ ସୁନା ଛୁଙ୍କ ଡାଲି
    ଦେଶ-ଦେଶାନ୍ତର

    ଚର୍ଚ୍ଚାରେ ସେଫ୍ ରଣବୀର ବ୍ରାରଙ୍କ ସୁନା ଛୁଙ୍କ ଡାଲି

    15165
    Nov 14, 2026
  • ଭୟଙ୍କର ସଡ଼କ ଦୁର୍ଘଟଣାରେ ଚାଲିଗଲା ୩ ଭାରତୀୟଙ୍କ ସମେତ ୧୪ ଜଣଙ୍କ ଜୀବନ
    ଦେଶ-ଦେଶାନ୍ତର

    ଭୟଙ୍କର ସଡ଼କ ଦୁର୍ଘଟଣାରେ ଚାଲିଗଲା ୩ ଭାରତୀୟଙ୍କ ସମେତ ୧୪ ଜଣଙ୍କ ଜୀବନ

    13987
    Nov 13, 2026
  • ମିନି ବସ୍ ଓ କଣ୍ଟେନର ଟ୍ରକ୍ ଧକ୍କାରେ ୨୪ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ମିନି ବସ୍ ଓ କଣ୍ଟେନର ଟ୍ରକ୍ ଧକ୍କାରେ ୨୪ ଜଣଙ୍କ ମୃତ୍ୟୁ

    13264
    Nov 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଚର୍ଚ୍ଚାରେ ସେଫ୍ ରଣବୀର ବ୍ରାରଙ୍କ ସୁନା ଛୁଙ୍କ ଡାଲି

    15165
    Nov 14, 2026
  • ଦେଶ-ଦେଶାନ୍ତର

    ଶସ୍ତା ହେଲା ୨୨ ଓ ୨୪ କ୍ୟାରେଟ୍‌ ସୁନା

    14560
    Nov 13, 2026
  • ଦେଶ-ଦେଶାନ୍ତର

    ଭିଡିଓ ସୁଟିଂ ବେଳେ ବାଘୁଣୀ ଆକ୍ରମଣ, ଯୁବକ ମୃତ

    14550
    Nov 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17276
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17978
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17935
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18348
    Sep 06, 2023

ବିଶେଷ

  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14215
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14247
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15599
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14386
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14454
    Nov 05, 2026

ବାଣିଜ୍ୟ

ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ମାଧ୍ୟମରେ ଶିକ୍ଷାଗତ ଉତ୍କର୍ଷତାକୁ ପ୍ରୋତ୍ସାହନ କରୁଛି

ଏହି ପଦକ୍ଷେପ ଶିକ୍ଷାଦାନକୁ ସୁଦୃଢ଼ କରିବା ଏବଂ ବୋର୍ଡ ପରୀକ୍ଷା ପ୍ରସ୍ତୁତିରେ ସହାୟତା ମାଧ୍ୟମରେ ୧୧୮୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଉପକୃତ କରିଛି

ଭୁବନେଶ୍ୱର, ୧୨/୧୧/୨୦୨୬: ଭାରତର ସର୍ବବୃହତ ଆଲୁମି ...

  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

    14362
    Nov 07, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15582
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14161
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14175
    Nov 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶସ୍ତା ହେଲା ୨୨ ଓ ୨୪ କ୍ୟାରେଟ୍‌ ସୁନା

    14560
    Nov 13, 2026
  • ଭିଡିଓ ସୁଟିଂ ବେଳେ ବାଘୁଣୀ ଆକ୍ରମଣ, ଯୁବକ ମୃତ

    14550
    Nov 14, 2026
  • ମିଠା ଭାବି ଖାଇଦେଲେ ବୋମା, ଚାଲିଗଲା ଯୁବକଙ୍କ ଜୀବନ

    14356
    Nov 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In