Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, February 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବନ୍ଦେ ମାତରମ ପାଇଁ ଠିଆ ହେବା ...

  • ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ: ପ୍ରଭାବିତ ...

  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

  • ୯ ବର୍ଷରେ ଉତ୍ତର ପ୍ରଦେଶର ବଜେଟ୍ ତିନି ...

  • ବିଧାନସଭା କାର୍ଯ୍ୟ ପାଇଁ ମନ୍ତ୍ରୀ ଓ ...

  • ଆଦାନୀଙ୍କ ବିରୋଧରେ ମାମଲା ପ୍ରକୃତରେ ...

  • ସାଂସଦ ପ୍ରତାପ ଷଡଙ୍ଗୀଙ୍କ ପ୍ରଶ୍ନରେ ଏହି ...

  • ଟଙ୍କା ଦାବି କରି ରଣବୀର ସିଂଙ୍କୁ ଧମକ

  • AI ନିୟମ କଠୋର : AI ଭିଡିଓରେ ‘AI Generated’ ଲେବଲ୍ ...

  • ବିବାଦରେ ‘ଫୋର୍‌ ଷ୍ଟାର୍ସ ଅଫ୍‌ ...

Home ›› ››ଦିନକ ପରେ ଘୋଷଯାତ୍ରା: ସାଢେ ୯ଟାରେ ପହଣ୍ଡି, ୪ଟାରେ ରଥଟଣା

ଦିନକ ପରେ ଘୋଷଯାତ୍ରା: ସାଢେ ୯ଟାରେ ପହଣ୍ଡି, ୪ଟାରେ ରଥଟଣା

2022-06-30 08:22:16
13576
Share:
Facebook
Twitter
E-Mail
WhatsApp
Telegram
ଦିନକ ପରେ ଘୋଷଯାତ୍ରା: ସାଢେ ୯ଟାରେ ପହଣ୍ଡି, ୪ଟାରେ ରଥଟଣା

::ପୁରୀ : ଆଉ ଦିନକ ପରେ ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରା।  ନୀତି ନିର୍ଘଣ୍ଟ ଅନୁଯାୟୀ, ଆସନ୍ତାକାଲି ସକାଳ ୬ଟାରେ ହେବ ମଙ୍ଗଳ ଆଳତୀ, ୭ଟାରେ ଅବକାଶ ନୀତି ପରେ ୮ଟାରେ ସକାଳ ଧୂପ ନୀତି ହେବ। ଏହାପରେ ୯ଟାରେ ରଥ ପ୍ରତିଷ୍ଠା କରାଯିବ। ୯ଟା ୧୫ରେ ମଙ୍ଗଳର୍ପଣ ହେବ। ୯ଟା ୩୦ରେ ପହଣ୍ଡି ହେବ। ୧୨ଟା ୩୦ରେ ଶ୍ରୀଜିଉଙ୍କ ପହଣ୍ଡି ବିଜେ ଶେଷ ହେବ। ଏହାପରେ ୧ଟା ୩୦ରେ ଚିତା ଲାଗି ହେବ। ୨ଟା ୩୦ରେ ଗଜପତି ଛେରା ପହଁରା କରିବେ। ୩ଟାରେ ଚାରମାଳ ଓ ଘୋଡ଼ା ଲାଗିବ। ୪ଟାରେ ରଥଟଣା ହେବ।

ତେବେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ନୀତି ନିର୍ଘଣ୍ଟ ହୋଇଥଲେ ହେଁ ଏହା କେବଳ ସୂଚନା ପାଇଁ ଉଦ୍ଦିଷ୍ଟ।‌ ଏହାର ପୂର୍ବରୁ କିମ୍ବା ପରେ ମଧ୍ୟ ନୀତି ସମ୍ପାଦିତ ହୋଇପାରେ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।‌
ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଲାଣି ଶ୍ରୀକ୍ଷେତ୍ର। ଦୀର୍ଘ ଦୁଇ ବର୍ଷର କରୋନା କଟକଣା ପରେ ଏଥର ଚର୍ମଚକ୍ଷୁରେ ମହାପ୍ରଭୁଙ୍କ ଘୋଷଯାତ୍ରା ଦେଖିବେ ଶ୍ରଦ୍ଧାଳୁ। ତେବେ ଶ୍ରୀଜିଉଙ୍କ ରଥଯାତ୍ରା କିଭଳି ଭାବରେ ଶାନ୍ତି ଶୃଙ୍ଖଳାର ସହ ହୋଇପାରିବ ସେନେଇ ନୀତି ନିର୍ଘଣ୍ଟ ସ୍ଥିର କରିଛି ଶ୍ରୀମନ୍ଦିର ପ୍ରଶାସନ।

Powered by Froala Editor

Tags Ratha yatra

Related articles Odisha News Lens 4.1

  • ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ: ପ୍ରଭାବିତ ହୋଇପାରେ ବ୍ୟାଙ୍କ ସେବା
    ଦେଶ-ଦେଶାନ୍ତର

    ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ: ପ୍ରଭାବିତ ହୋଇପାରେ ବ୍ୟାଙ୍କ ସେବା

    14248
    Feb 11, 2026
  • AI ନିୟମ କଠୋର : AI ଭିଡିଓରେ  ‘AI Generated’ ଲେବଲ୍ ଲଗାଇବାକୁ ହେବ
    ଦେଶ-ଦେଶାନ୍ତର

    AI ନିୟମ କଠୋର : AI ଭିଡିଓରେ ‘AI Generated’ ଲେବଲ୍ ଲଗାଇବାକୁ ହେବ

    15468
    Feb 11, 2026
  • ବନ୍ଦେ ମାତରମ ପାଇଁ ଠିଆ ହେବା ବାଧ୍ୟତାମୂଳକ
    ଦେଶ-ଦେଶାନ୍ତର

    ବନ୍ଦେ ମାତରମ ପାଇଁ ଠିଆ ହେବା ବାଧ୍ୟତାମୂଳକ

    13510
    Feb 11, 2026
  • ଟଙ୍କା ଦାବି କରି ରଣବୀର ସିଂଙ୍କୁ ଧମକ
    ମନୋରଞ୍ଜନ

    ଟଙ୍କା ଦାବି କରି ରଣବୀର ସିଂଙ୍କୁ ଧମକ

    15126
    Feb 11, 2026
  • ବିଧାନସଭା କାର୍ଯ୍ୟ ପାଇଁ ମନ୍ତ୍ରୀ ଓ ବିଧାୟକଙ୍କୁ  ଯୋଗାଇ ଦିଆଯିବ ଟାବଲେଟ୍
    ଦେଶ-ଦେଶାନ୍ତର

    ବିଧାନସଭା କାର୍ଯ୍ୟ ପାଇଁ ମନ୍ତ୍ରୀ ଓ ବିଧାୟକଙ୍କୁ ଯୋଗାଇ ଦିଆଯିବ ଟାବଲେଟ୍

    13646
    Feb 11, 2026
  •  ସାଂସଦ ପ୍ରତାପ ଷଡଙ୍ଗୀଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଲେ ଅଶ୍ୱନୀ ବୈଷ୍ଣବ
    ଦେଶ-ଦେଶାନ୍ତର

    ସାଂସଦ ପ୍ରତାପ ଷଡଙ୍ଗୀଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଲେ ଅଶ୍ୱନୀ ବୈଷ୍ଣବ

    13975
    Feb 11, 2026
  • ୯ ବର୍ଷରେ ଉତ୍ତର ପ୍ରଦେଶର ବଜେଟ୍ ତିନି ଗୁଣରୁ ଅଧିକ ବୃଦ୍ଧି ପାଇଛି: ଯୋଗୀ ଆଦିତ୍ୟନାଥ
    ଦେଶ-ଦେଶାନ୍ତର

    ୯ ବର୍ଷରେ ଉତ୍ତର ପ୍ରଦେଶର ବଜେଟ୍ ତିନି ଗୁଣରୁ ଅଧିକ ବୃଦ୍ଧି ପାଇଛି: ଯୋଗୀ ଆଦିତ୍ୟନାଥ

    14132
    Feb 11, 2026
  • ଆଦାନୀଙ୍କ ବିରୋଧରେ ମାମଲା ପ୍ରକୃତରେ ମୋଦୀଙ୍କ ବିରୋଧରେ ବୋଲି କହିଲେ ରାହୁଲ
    ଦେଶ-ଦେଶାନ୍ତର

    ଆଦାନୀଙ୍କ ବିରୋଧରେ ମାମଲା ପ୍ରକୃତରେ ମୋଦୀଙ୍କ ବିରୋଧରେ ବୋଲି କହିଲେ ରାହୁଲ

    15110
    Feb 11, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା
    ବିଶେଷ

    ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    13379
    Feb 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    AI ନିୟମ କଠୋର : AI ଭିଡିଓରେ ‘AI Generated’ ଲେବଲ୍ ଲଗାଇବାକୁ ହେବ

    15468
    Feb 11, 2026
  • ଦେଶ-ଦେଶାନ୍ତର

    ବିଧାନସଭା କାର୍ଯ୍ୟ ପାଇଁ ମନ୍ତ୍ରୀ ଓ ବିଧାୟକଙ୍କୁ ଯୋଗାଇ ଦିଆଯିବ ଟାବଲେଟ୍

    13646
    Feb 11, 2026
  • ବିଶେଷ

    ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    13379
    Feb 11, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17333
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17402
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17747
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16222
    Apr 03, 2021

ବିଶେଷ

  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    13379
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14480
    Feb 10, 2026
  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

    15390
    Feb 09, 2026
  • ଗୋଲାପ ଦିବସ

    15974
    Feb 07, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15843
    Feb 06, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14939
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14453
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16061
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15337
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଦାନୀଙ୍କ ବିରୋଧରେ ମାମଲା ପ୍ରକୃତରେ ମୋଦୀଙ୍କ ବିରୋଧରେ ବୋଲି କହିଲେ ରାହୁଲ

    15110
    Feb 11, 2026
  • ବିବାଦରେ ‘ଫୋର୍‌ ଷ୍ଟାର୍ସ ଅଫ୍‌ ଡେଷ୍ଟିନି’

    15609
    Feb 11, 2026
  • AI ନିୟମ କଠୋର : AI ଭିଡିଓରେ ‘AI Generated’ ଲେବଲ୍ ଲଗାଇବାକୁ ହେବ

    15468
    Feb 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In