Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, November 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ...

  • ଏବେ ଏକାଠି ହୋଇ ଆମକୁ ଭବିଷ୍ୟତ ପାଇଁ ଏକ ...

  • କ୍ୱାଡ୍ ନେତାଙ୍କ ଶିଖର ସମ୍ମିଳନୀ: ମୋଦୀ- ...

  • ମହାନଦୀ ଜଳ ବିବାଦ: ଏହି ଦିନ ହେବ ...

  • ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ...

  • ଓଡ଼ିଶା କ୍ରାଫ୍ଟ ଓଡିସୀ ଉପସ୍ଥାପନ କରୁଛି ...

  • ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ

  • ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ...

  • ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ...

  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ...

ରାଜ୍ୟ
Home ›› ରାଜ୍ୟ ››ଆଜି ଘୋଷଯାତ୍ରା : ଦୁଲୁକୁଛି ବଡଦାଣ୍ଡ

ଆଜି ଘୋଷଯାତ୍ରା : ଦୁଲୁକୁଛି ବଡଦାଣ୍ଡ

2022-07-01 07:41:03
15021
Share:
Facebook
Twitter
E-Mail
WhatsApp
Telegram
ଆଜି ଘୋଷଯାତ୍ରା : ଦୁଲୁକୁଛି ବଡଦାଣ୍ଡ

ଆଜି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ମାଉସୀ ମା ଯିବେ କାଳିଆ ଠାକୁର । ଗୁଣ୍ଡିଚା ମନ୍ଦିରରେ ଚାଲିବ ତିନି ଠାକୁରଙ୍କ ଲୀଳାଖେଳା । ଏଥିପାଇଁ ରଥାରୁଢ ହୋଇଛନ୍ତି ମହାପ୍ରଭୁ । ଚଳଚଚଞ୍ଚଳ ଶ୍ରୀକ୍ଷେତ୍ରଧାମ । ଦୀର୍ଘ ଦୁଇ ବର୍ଷ ପରେ ଭକ୍ତ ଓ ଭଗବାନଙ୍କ ହୋଇଛି ମହାମିଳନ । ଲକ୍ଷାଧିକ ଭକ୍ତଙ୍କ ସମାଗମରେ ପ୍ରକମ୍ପିତ ହୋଇଉଠିଛି ବଡଦାଣ୍ଡ ।

ତେବେ ନିର୍ଦ୍ଧାରିତ ସମୟର ତିନି ଘଣ୍ଟା ପୂର୍ବରୁ ବଡଦାଣ୍ଡରେ ଗଡିଛି ତିନି ରଥ । ଡାହୁକଙ୍କ ଡାକରେ ଫାଟିପଡୁଛି ସମଗ୍ର ପରିବେଶ । ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ସକାଳୁ ଧାଡି ପହଣ୍ଡିରେ ଆସି ରଥାରୁଢ ହୋଇଥିଲେ ତିନି ଠାକୁର । ଏହାପରେ ତିନି ରଥ ଉପରେ ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ ଜଗତଗୁରୁ ଶଙ୍କରାଚାର୍ୟ୍ୟ ।

ଶଙ୍କରାଚାର୍ୟ୍ୟ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ରଥ ଉପରେ ଛେରାପହଁରା ନୀତି କରିଥିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ । ପ୍ରଥମେ ଭଳଭଦ୍ରଙ୍କ ତାଳଧ୍ବଜ ରଥରେ ଛେରାପହଁରା କରିଥିଲେ ମହାରାଜା । ପରେ ସୁଭଦ୍ରାଙ୍କ ଦେବଦଳନ ରଥ ଏବଂ ଶେଷରେ ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥରେ ଛେରାପହଁରା ନୀତି ସମାପନ କରିଥିଲେ ମହାରାଜା ଦିବ୍ୟସିଂହ ଦେବ ।

ଦୁଇ ବର୍ଷ କାଳ ଭକ୍ତ ଓ ଭଗବାନଙ୍କ ମଧ୍ୟରେ ପାଚେରୀ ସାଜିଥିଲା କରୋନା । ଦୁଇ ବର୍ଷ ପରେ ଘଣ୍ଟ, ଘଣ୍ଟା, କାହାଳୀ ନାଦରେ ପୁଣି ଦୁଲୁକୁଛି ବଡଦାଣ୍ଡ । ପତିତପାବନ ଯାତ୍ରାରେ ଶରଧାବାଲି ଜନ୍ମବେଦୀକୁ ବିଜେ କରିବେ ଶ୍ରୀଜିଉ । ଲୀଳାମୟ ପୁରୁଷ ଶ୍ରୀଜଗନ୍ନାଥଙ୍କ ଏହି ଗୁଣ୍ଡିଚା ଯାତ୍ରା ଦେଖିବା ପାଇଁ ଲୋକାରଣ୍ୟ ହୋଇ ଉଠିଛି ବଡଦାଣ୍ଡ ।

Powered by Froala Editor

Tags rath yatra , chariot festival , lord jagannath , puri

Related articles Odisha News Lens 4.1

  • ଓଡ଼ିଶା କ୍ରାଫ୍ଟ ଓଡିସୀ ଉପସ୍ଥାପନ କରୁଛି ମୋଲ୍‌ଟେନ୍‌ ମନୋଲିଥ୍‌, ଡୋକ୍ରାର ଜୀବନ୍ତ ...
    ବାଣିଜ୍ୟ

    ଓଡ଼ିଶା କ୍ରାଫ୍ଟ ଓଡିସୀ ଉପସ୍ଥାପନ କରୁଛି ମୋଲ୍‌ଟେନ୍‌ ମନୋଲିଥ୍‌, ଡୋକ୍ରାର ଜୀବନ୍ତ ...

    14633
    Nov 17, 2026
  • ମହାନଦୀ ଜଳ ବିବାଦ: ଏହି ଦିନ ହେବ ପରବର୍ତ୍ତୀ ଶୁଣାଣି
    ଦେଶ-ଦେଶାନ୍ତର

    ମହାନଦୀ ଜଳ ବିବାଦ: ଏହି ଦିନ ହେବ ପରବର୍ତ୍ତୀ ଶୁଣାଣି

    14344
    Nov 17, 2026
  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି
    ମନୋରଞ୍ଜନ

    ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି

    15453
    Nov 16, 2026
  • ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ଜରିଆରେ ସାନି ଆବେଦନ କରିପାରିବେ
    ଦେଶ-ଦେଶାନ୍ତର

    ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ଜରିଆରେ ସାନି ଆବେଦନ କରିପାରିବେ

    15241
    Nov 16, 2026
  • ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ
    ଦେଶ-ଦେଶାନ୍ତର

    ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ

    14766
    Nov 16, 2026
  • କ୍ୱାଡ୍ ନେତାଙ୍କ ଶିଖର ସମ୍ମିଳନୀ: ମୋଦୀ- ଟ୍ରମ୍ପ ହେବେ ଏକାଠି
    ଦେଶ-ଦେଶାନ୍ତର

    କ୍ୱାଡ୍ ନେତାଙ୍କ ଶିଖର ସମ୍ମିଳନୀ: ମୋଦୀ- ଟ୍ରମ୍ପ ହେବେ ଏକାଠି

    14583
    Nov 17, 2026
  • ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ସାଂସ୍କୃତିକ ପରିଷଦ ଦ୍ୱାରା ...
    ଖେଳ ଖବର

    ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ସାଂସ୍କୃତିକ ପରିଷଦ ଦ୍ୱାରା ...

    14333
    Nov 17, 2026
  • ଏବେ ଏକାଠି ହୋଇ ଆମକୁ ଭବିଷ୍ୟତ ପାଇଁ ଏକ ନୂତନ ମାର୍ଗ ପ୍ରସ୍ତୁତ କରିବାକୁ ପଡିବ: ମୋଦୀ
    ଦେଶ-ଦେଶାନ୍ତର

    ଏବେ ଏକାଠି ହୋଇ ଆମକୁ ଭବିଷ୍ୟତ ପାଇଁ ଏକ ନୂତନ ମାର୍ଗ ପ୍ରସ୍ତୁତ କରିବାକୁ ପଡିବ: ମୋଦୀ

    14774
    Nov 17, 2026
  • ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇପାରେ ପାର୍ଲାମେଣ୍ଟର ଶୀତ ଅଧିବେଶନ
    ଦେଶ-ଦେଶାନ୍ତର

    ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇପାରେ ପାର୍ଲାମେଣ୍ଟର ଶୀତ ଅଧିବେଶନ

    15260
    Nov 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଓଡ଼ିଶା କ୍ରାଫ୍ଟ ଓଡିସୀ ଉପସ୍ଥାପନ କରୁଛି ମୋଲ୍‌ଟେନ୍‌ ମନୋଲିଥ୍‌, ଡୋକ୍ରାର ଜୀବନ୍ତ ପରମ୍ପରାର ଅନୁସନ୍ଧାନ କରୁଥିବା ଏକ ଗବେଷଣା ...

    14633
    Nov 17, 2026
  • ଦେଶ-ଦେଶାନ୍ତର

    ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ଜରିଆରେ ସାନି ଆବେଦନ କରିପାରିବେ

    15241
    Nov 16, 2026
  • ଖେଳ ଖବର

    ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ସାଂସ୍କୃତିକ ପରିଷଦ ଦ୍ୱାରା ଆୟୋଜିତ ପଞ୍ଚମ ଆନ୍ତଃବିଭାଗୀୟ କ୍ୟାରମ୍ ...

    14333
    Nov 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17287
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17993
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17947
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18361
    Sep 06, 2023

ବିଶେଷ

  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14721
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14352
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15691
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14476
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14553
    Nov 05, 2026

ବାଣିଜ୍ୟ

ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ଭୁବନେଶ୍ୱରକୁ ଏକଜୁଟ କଲା ଆୟୁ ଫାଉଣ୍ଡେସନ୍ ଓ ଅଙ୍କୁରା ହସ୍ପିଟାଲ

ଭୁବନେଶ୍ୱର : ବିଶ୍ୱ ପ୍ରିମାଚ୍ୟୁରିଟି ଦିବସ ଅବସରରେ ଆୟୁ ଫାଉଣ୍ଡେସନ୍ ଏବଂ ଅଙ୍କୁରା ହସ୍ପିଟାଲ ପକ୍ଷରୁ ଆୟୋଜିତ ୫ କିଲୋମିଟର ପଦଯାତ୍ରାରେ ପରିବାର ସମେତ ଶହଶହ ଲୋକ ଏକାଠି ହୋଇଥିଲେ। ସମୟ ପୂର୍ବରୁ ଜନ୍ମହୋଇଥିବା କି ...

  • ଓଡ଼ିଶା କ୍ରାଫ୍ଟ ଓଡିସୀ ଉପସ୍ଥାପନ କରୁଛି ମୋଲ୍‌ଟେନ୍‌ ମନୋଲିଥ୍‌, ଡୋକ୍ରାର ଜୀବନ୍ତ ପରମ୍ପରାର ଅନୁସନ୍ଧାନ କରୁଥିବା ଏକ ଗବେଷଣା ଭିତ୍ତିକ ପ୍ରଦର୍ଶନୀ

    14633
    Nov 17, 2026
  • ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା

    13940
    Nov 16, 2026
  • ଚରିତ୍ର ଗଠନ, ଦେଶପ୍ରେମ ଓ ଈଶ୍ୱରପ୍ରାପ୍ତିର ଅନ୍ୱେଷଣ ମାଧ୍ୟମରେ ଶିକ୍ଷାର ନୂତନ ପରିଭାଷା ଗଢ଼ୁଛି ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ୍ ସ୍କୁଲ୍

    14173
    Nov 14, 2026
  • ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ମାଧ୍ୟମରେ ଶିକ୍ଷାଗତ ଉତ୍କର୍ଷତାକୁ ପ୍ରୋତ୍ସାହନ କରୁଛି

    15425
    Nov 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ଜରିଆରେ ସାନି ଆବେଦନ କରିପାରିବେ

    15241
    Nov 16, 2026
  • ଓଡ଼ିଶା କ୍ରାଫ୍ଟ ଓଡିସୀ ଉପସ୍ଥାପନ କରୁଛି ମୋଲ୍‌ଟେନ୍‌ ମନୋଲିଥ୍‌, ଡୋକ୍ରାର ଜୀବନ୍ତ ପରମ୍ପରାର ଅନୁସନ୍ଧାନ କରୁଥିବା ଏକ ଗବେଷଣା ଭିତ୍ତିକ ପ୍ରଦର୍ଶନୀ

    14633
    Nov 17, 2026
  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି

    15453
    Nov 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In