Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ...

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ...

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ...

  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ ...

  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ...

  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ...

  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ...

  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ...

  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ...

  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ ...

ବାଣିଜ୍ୟ
Home ›› ବାଣିଜ୍ୟ ››ପୁରୀ ରଥଯାତ୍ରାରେ ଶ୍ରଦ୍ଧାଳୁଙ୍କ ପାଇଁ ଏକ ଡିଜିଟାଲ ‘ଦର୍ଶନ’ ଅନୁଭୂତି ଆରମ୍ଭ କରିଛି ଆଶୀର୍ବାଦ ଅଟା

ପୁରୀ ରଥଯାତ୍ରାରେ ଶ୍ରଦ୍ଧାଳୁଙ୍କ ପାଇଁ ଏକ ଡିଜିଟାଲ ‘ଦର୍ଶନ’ ଅନୁଭୂତି ଆରମ୍ଭ କରିଛି ଆଶୀର୍ବାଦ ଅଟା

2022-07-01 17:16:37
21967
Share:
Facebook
Twitter
E-Mail
WhatsApp
Telegram
ପୁରୀ ରଥଯାତ୍ରାରେ ଶ୍ରଦ୍ଧାଳୁଙ୍କ ପାଇଁ ଏକ ଡିଜିଟାଲ ‘ଦର୍ଶନ’ ଅନୁଭୂତି ଆରମ୍ଭ କରିଛି ଆଶୀର୍ବାଦ ଅଟା

ଭୁବନେଶ୍ୱର : ଓଡିଶାର ଅଗ୍ରଣୀ ପ୍ୟାକେଜ୍‌ଡ ଅଟା ବ୍ରାଣ୍ଡ, ଆଇଟିସିର ଆଶୀର୍ବାଦ ଅଟା ଓଡିଶାର ସବୁଠାରୁ ଲୋକପ୍ରିୟ ଓ ପ୍ରସିଦ୍ଧ ପର୍ବ, ପୁରୀ ରଥଯାତ୍ରାକୁ ପାଳନ କରିବା ପାଇଁ ପୁଣିଥରେ ଫେରିଛି । ପ୍ରତିବର୍ଷ ଲକ୍ଷ ଲକ୍ଷ ଭକ୍ତ ଭଗବାନଙ୍କ ଏକ ଝଲକ ପାଇବା ପାଇଁ ରଥଯାତ୍ରାରେ ଯୋଗ ଦେବା ପାଇଁ ଏକତ୍ରିତ ହୋଇଥାନ୍ତି । ଭକ୍ତମାନେ ଯେପରି ଏକ ସ୍ମରଣୀୟ ଅନୁଭୂତି ପାଇବେ ତାହା ସୁନିଶ୍ଚିତ କରିବା ପାଇଁ ଏହି ବ୍ରାଣ୍ଡ ପକ୍ଷରୁ ଏକ ସୁନ୍ଦର ଭାବେ ସୁସଜ୍ଜିତ ମଂଚ ସ୍ଥାପନ କରାଯାଇଛି, ଏକ ସ୍ଥାପନା ଯାହା ଓଡିଶାର ସୁପ୍ରସିଦ୍ଧ ପଟ୍ଟଚିତ୍ର କଳାରେ ଅଳଙ୍କୃତ ହୋଇଛି, ଯାହାକି ଭକ୍ତମାନଙ୍କୁ ଏହି ସର୍ବପୁରାତନ ରଥଯାତ୍ରା ପାଇଁ ଏକ ନିକଟ ଦୃଶ୍ୟମାନ ସ୍ଥିତି ଓ ବ୍ୟକ୍ତିଗତ ପହଂଚ ପ୍ରଦାନ କରୁଛି ।

ଏହି ଦୀର୍ଘ ୧୦ ଦିନର ପର୍ବ ସମୟରେ ଦେଶବ୍ୟାପୀ ଶ୍ରଦ୍ଧାଳୁମାନେ ପ୍ରଭୁ ଜଗନ୍ନାଥଙ୍କ ମନ୍ଦିରରୁ ଆରମ୍ଭ କରି ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ୨ କିଲୋମିଟର୍ ପର୍ଯ୍ୟନ୍ତ ଶୋଭାଯାତ୍ରାର ଏକ ଅଂଶ ହେବା ପାଇଁ ପୁରୀ ଗସ୍ତ କରିବେ । ଲକ୍ଷ ଲକ୍ଷ ଭକ୍ତ ଏକାଠି ହେଉଥିବାରୁ, ରଥ ଓ ଭଗବାନଙ୍କ ଏକ ଝଲକ ପାଇବା କଷ୍ଟକର ହୋଇପଡିଥାଏ । ତେଣୁ ରଥଯାତ୍ରାରେ ଭକ୍ତମାନଙ୍କୁ ଏକ ସାର୍ଥକ ଅନୁଭୂତି ଦେବା ପାଇଁ,ଆଶୀର୍ବାଦ ଏହି ସମସ୍ୟାର ସମାଧାନ ପାଇଁ ଅତ୍ୟାଧୁନିକ ଟେକ୍ନୋଲୋଜିର ବ୍ୟବହାର କରିବାକୁ ନିଷ୍ପତି ନେଇଥିଲା । ଏହି ବ୍ରାଣ୍ଡ ଭକ୍ତମାନଙ୍କୁ ବିଶାଳ ରଥଯାତ୍ରାର ଏକ ବାଧାମୁକ୍ତ ଦୃଶ୍ୟତା ପ୍ରଦାନ କରିବା ପାଇଁ ଏକ ୨୦ଞ୍ଚ୨୦ ଫୁଟ୍ ମଂଚର ବ୍ୟବସ୍ଥା କରିବ । ଏହି ମଂଚ ଉପରେ ସ୍ଥାନ ପାଇବା ପାଇଁ ଭକ୍ତମାନଙ୍କୁ ଏକ ୪-ଲେଭେଲ୍ ଗେମ୍‌କୁ କ୍ଲିୟର କରିବାକୁ ପଡିବ ଯାହା ବ୍ରାଣ୍ଡର ଅଟା ତିଆରି କରିବା ପ୍ରକ୍ରିୟାର ୪ ପର୍ଯ୍ୟାୟ ବିଶିଷ୍ଟ ପ୍ରକ୍ରିୟାର ପ୍ରତିଫଳନ କରୁଛି । ବିଜେତାମାନେ ପ୍ରଥମ ମହଲା ପାଇଁ ଏକ ପ୍ରବେଶ ପାଇବେ ଯେଉଁଠାରେ ସେମାନେ ରଥ ଟାଣିବାର ଏକ ଅନନ୍ୟ ଅନୁଭୂତି ପାଇଁ ସ୍ୱତନ୍ତ୍ର ଭାବେ ଇନ୍‌ଷ୍ଟଲ୍ କରାଯାଇଥିବା ହାଇ ରେଞ୍ଜ୍ ଟେଲିସ୍କୋପ୍ ଓ ସ୍ୱତନ୍ତ୍ର ଭାବେ ପ୍ରସ୍ତୁତ ଭର୍ଚୁଆଲ ରିୟଲିଟି ଜୋନ୍ ମାଧ୍ୟମରେ ରଥ ଓ ଭଗବାନଙ୍କର ଏକ ବିସ୍ତୃତ ଦୃଶ୍ୟତା ପାଇପାରିବେ । ଗେମ୍ ବ୍ୟତୀତ ଏହି ମଂଚ ଆଂଚଳିକ କଳାକାରମାନଙ୍କ ଦ୍ୱାରା ପ୍ରସ୍ତୁତ ପଟ୍ଟଚିତ୍ର କଳାଗୁଡିକୁ ମଧ୍ୟ ପ୍ରଦର୍ଶିତ କରୁଛି । ଓଡିଶାର ସମୃଦ୍ଧ ବିରାସତକୁ ପ୍ରତିଧ୍ୱନିତ କରି ବ୍ରାଣ୍ଡ ପୁରୀ ସହରର କାନ୍ଥଗୁଡିକୁ ପଟ୍ଟଚିତ୍ର କଳାର ଏକାଧିକ ୱାଲ୍ ପେଂଟିଙ୍ଗ୍‌ରେ ସୁସଜ୍ଜିତ କରିଛି ।

ଏହି ଅବସରରେ ଆଇଟିସି ଲିମିଟେଡ୍‌ର ଷ୍ଟାପଲ୍‌ସ, ସ୍ନାକ୍‌ସ ଓ ମିଲ୍‌ସ ବିଭାଗର ଏସ୍‌ବିୟୁ ଚିଫ୍ ଏକ୍‌ଜିକ୍ୟୁଟିଭ୍ ଗଣେଶ ସୁନ୍ଦରରମଣ କହିଛନ୍ତି, “ ପୁରୀ ରଥଯାତ୍ରା ହେଉଛି ରାଜ୍ୟର ବହୁ ଚର୍ଚ୍ଚିତ ଓ ଲୋକପ୍ରିୟ ପର୍ବ ଯାହା ବିଶ୍ୱବ୍ୟାପୀ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ଆଗମନର ସାକ୍ଷୀ ହୋଇଥାଏ । ଏଭଳି ଏକ ବିଶାଳ ସମାବେଶ ସହିତ, ଭିଡରେ ଥିବା ଲୋକଙ୍କ ପାଇଁ ପାଖରୁ ରଥ କିମ୍ବା ରଥାରୁଢ ଭଗବାନଙ୍କର ଏକ ଝଲକ ପାଇବାକୁ ସକ୍ଷମ ହେବା ଉତ୍ସାହଜନକ ହୋଇଥାଏ । ଏହି ବିଚାରକୁ ଆଧାର କରି, ଆମେ ଭକ୍ତମାନଙ୍କୁ ସହଜ ପହଂଚ ପ୍ରଦାନ କରିବା ଲାଗି ଏକ ସ୍ୱତନ୍ତ୍ର ବ୍ୟବସ୍ଥା କରିବାକୁ ନିଷ୍ପତି ନେଇଥିଲୁ ଯାହା ସେମାନଙ୍କ ପାଇଁ ରଥଯାତ୍ରାକୁ ଦେଖିବା ସହଜ କରୁଛି । ଏହି ଆଶୀର୍ବାଦ ୪-ପର୍ଯ୍ୟାୟ ମଂଚ/ଇନ୍‌ଷ୍ଟଲେଶନକୁ ଏକ ବାଧାମୁକ୍ତ ଦର୍ଶନ ପାଇଁ ପ୍ରଥମ ଧରଣର ଟେକ୍ନୋଲୋଜି ଦୃଷ୍ଟିରୁ ଉନ୍ନତ ଅନୁଭୂତି ସହିତ ରଥଯାତ୍ରାର ଉତ୍ସାହକୁ ସମୃଦ୍ଧ ଓ ଜୀବନ୍ତ କରିବା ପାଇଁ ପରିକଳ୍ପନା କରାଯାଇଥିଲା ।” ଶ୍ରଦ୍ଧାଳୁମାନେ ଏହି ମଂଚକୁ ଗ୍ରାଣ୍ଡ ରୋଡ୍‌ରେ ଗୁଣ୍ଡିଚା ମନ୍ଦିର ନିକଟରେ ପାଇପାରିବେ ଯାହାକି ୧ ଜୁଲାଇ ୨୦୨୨ ପରଠାରୁ ପ୍ରତିଦିନ ଦିନ ୨ଟାରୁ ପରିଦର୍ଶନ ପାଇଁ ଆକ୍ଟିଭ୍ ରହିବ ।

Powered by Froala Editor

Tags rath yatra , chariot festival , lord jagannath , puri , itc , ashirbad atta

Related articles Odisha News Lens 4.1

  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା
    ଦେଶ-ଦେଶାନ୍ତର

    କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14443
    Jul 08, 2026
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା
    ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15240
    Jul 08, 2026
  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ
    ଦେଶ-ଦେଶାନ୍ତର

    ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13646
    Jul 07, 2026
  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ
    ଦେଶ-ଦେଶାନ୍ତର

    ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ

    13811
    Jul 07, 2026
  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13484
    Jul 08, 2026
  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...

    15120
    Jul 07, 2026
  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...
    ଦେଶ-ଦେଶାନ୍ତର

    ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...

    14116
    Jul 08, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି
    ଦେଶ-ଦେଶାନ୍ତର

    ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15550
    Jul 08, 2026
  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14576
    Jul 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13484
    Jul 08, 2026
  • ଅପରାଧ

    ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14462
    Jul 08, 2026
  • ଦେଶ-ଦେଶାନ୍ତର

    ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13646
    Jul 07, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17582
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17636
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18035
    Sep 06, 2023

ବିଶେଷ

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15225
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15567
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15373
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15238
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14662
    Jun 30, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15838
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15708
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13814
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14926
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13484
    Jul 08, 2026
  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14576
    Jul 07, 2026
  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14462
    Jul 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In