Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ...

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ...

  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ...

  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ...

  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ...

  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ ...

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ...

  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ...

ବାଣିଜ୍ୟ
Home ›› ବାଣିଜ୍ୟ ››ବିଶ୍ୱସ୍ତରୀୟ ଖାଦ୍ୟ ଶୃଙ୍ଖଳା “ପ୍ରେଟ୍ ଏ ମେଞ୍ଜେଏର’ ସହ ହାତ ମିଳାଇଲା ରିଲାଏନ୍ସ ବ୍ରାଣ୍ଡ୍‌ସ ଲିମିଟେଡ୍‌

ବିଶ୍ୱସ୍ତରୀୟ ଖାଦ୍ୟ ଶୃଙ୍ଖଳା “ପ୍ରେଟ୍ ଏ ମେଞ୍ଜେଏର’ ସହ ହାତ ମିଳାଇଲା ରିଲାଏନ୍ସ ବ୍ରାଣ୍ଡ୍‌ସ ଲିମିଟେଡ୍‌

2022-07-01 17:23:54
20351
Share:
Facebook
Twitter
E-Mail
WhatsApp
Telegram
ବିଶ୍ୱସ୍ତରୀୟ ଖାଦ୍ୟ ଶୃଙ୍ଖଳା “ପ୍ରେଟ୍ ଏ ମେଞ୍ଜେଏର’ ସହ ହାତ ମିଳାଇଲା ରିଲାଏନ୍ସ ବ୍ରାଣ୍ଡ୍‌ସ ଲିମିଟେଡ୍‌

ଭୁବନେଶ୍ୱର: ରିଲାଏନ୍ସ ବ୍ରାଣ୍ଡ୍‌ସ ଲିମିଟେଡ୍ (ଆର୍‌ବିଏଲ୍‌) ଲୋକପ୍ରିୟ ଖାଦ୍ୟ ଶୃଙ୍ଖଳା ବ୍ରାଣ୍ଡ୍ “ପ୍ରେଟ୍ ଏ ମେଞ୍ଜେଏର’ ସହିତ ଗୁରୁତ୍ୱପୂର୍ଣ୍ଣ ସହଯୋଗିତା ସ୍ଥାପନ କରିଥିବା ବିଷୟରେ ଘୋଷଣା କରିଛି ।“ପ୍ରେଟ୍ ଏ ମେଞ୍ଜେଏର’କୁ ଭାରତୀୟ ବଜାରରେ ଦୃଢ଼ କରିବା ଲାଗି ଉଭୟ କଂପାନି ମିଳିତ ଭାବେ କାର୍ଯ୍ୟ କରିବେ ।

 ନିଜର ସତେଜ ଖାଦ୍ୟ ଓ ଜୈବିକ କଫି ପାଇଁ “ପ୍ରେଟ୍ ଏ ମେଞ୍ଜେଏର’ ସାରା ବିଶ୍ୱରେ ବେଶ ଲୋକପ୍ରିୟ ।ଏହି ଫ୍ରାଂଚାଇଜି ସହଯୋଗିତା ସହିତ ରିଲାଏନ୍ସ ବ୍ରାଣ୍ଡ୍‌ସ ଏବେ ସାରା ଦେଶର ପ୍ରମୁଖ ସହରରେ ଏହି ଖାଦ୍ୟ ଶୃଙ୍ଖଳା ଖୋଲିବ ।
“
ପ୍ରେଟ୍ ଏ ମେଞ୍ଜେଏର’ର ପ୍ରମୁଖ ଫୁଡ୍ ସପ୍ ୧୯୮୬ରେ ଲଣ୍ଡନରେ ଖୋଲାଯାଇଥିଲା । ସେଠାରେ ହାତ ତିଆରି ସତେଜ ରେଟି-ଟୁ-ଇଟ୍ ଖାଦ୍ୟ ଗ୍ରାହକମାନଙ୍କୁ ପରଷା ଯାଉଥିଲା ।

 କଂପାନିର ଏବେ ବ୍ରିଟେନ୍‌, ଆମେରିକା ଓ ଏସିଆର ୯ଟି ଦେଶରେ ୫୫୦ ଫୁଡ୍ ସପ୍ ରହିଛି ।ଅନ୍ୟ ପକ୍ଷରେ ରିଲାଏନ୍ସ ବ୍ରାଣ୍ଡ୍‌ସକୁ ଭାରତର ସବୁଠୁ ବଡ଼ ବିଳାସପୂର୍ଣ୍ଣ ଓ ପ୍ରିମିୟମ୍ ରିଟେଲର ଭାବେ ବିବେଚନା କରାଯାଉଛି । ବିଗତ ୧୪ ବର୍ଷରେ କଂପାନି ସାରା ଦୁନିଆର ବ୍ରାଣ୍ଡ୍‌କୁ ବିକଶିତ କରିଛି ।


ରିଲାଏନ୍ସ ବ୍ରାଣ୍ଡ୍‌ସ ଲିମିଟେଡ୍‌ର ଏମ୍‌ଡି ଦର୍ଶନ ମେହତା କହିଛନ୍ତି ଯେ,“ପ୍ରେଟ୍ ସହିତ ଆମର ସହଯୋଗିତା ଭାରତର ଖାଦ୍ୟ ଓ ପନୀୟ ଉଦ୍ୟୋଗର ଦୃଢ଼ ବିକାଶ କ୍ଷମତା ସହ ନିହିତ ରହିଛି । ଭାରତୀୟ ଉପଭୋକ୍ତାଙ୍କ ପସନ୍ଦ ଉପରେ ଆର୍‌ବିଏଲ୍ ତୀକ୍ଷ୍‌ଣ ନଜର ରଖିଥାଏ । ଗ୍ରାହକମାନଙ୍କ ମଧ୍ୟରେ ଖାଦ୍ୟକୁ ନେଇ ସଚେତନତା ବଢ଼ିଥିବା ବେଳେ ରେଡି-ଟୁ-ଇଟ୍ ନୂଆ ଫେସନରେ ପରିଣତ ହୋଇଛି । ସାରା ଦୁନିଆର ଲୋକମାନଙ୍କ ଭଳି ଭାରତୀୟମାନେ ମଧ୍ୟ ସତେଜ ଓ ଜୈବିକ ସାମଗ୍ରୀରେ ପ୍ରସ୍ତୁତ ଭୋଜନର ଅନୁଭୂତି ହାସଲ କରିବାକୁ ଚାହୁଛନ୍ତି । ସେମାନଙ୍କ ଚାହିଦାକୁ ଭଲ ଭାବେ ପୂରଣ କରିବାକୁ ପ୍ରେଟ୍ ସକ୍ଷମ ।’’


ପ୍ରେଟ୍ ଏ ମେଞ୍ଜେଏର୍‌ର ସିଇସ ପୈନୋ କ୍ରିଷ୍ଟୋଡ୍ କହିଛନ୍ତି ଯେ,“ଦୁଇ ଦଶଦ୍ଧି ପୂର୍ବେ ଆମେ ଏସିଆରେ ପ୍ରେଟ୍‌ର ପ୍ରଥମ ଆଉଟ୍‌ଲେଟ୍ ଖୋଲିଥିଲୁ ଓ ଆମର ତାଜା ଭୋଜନ ତଥା ୧୦୦% ଅର୍ଗାନିକ କଫିକୁ ପୂରା ମହାଦ୍ୱୀପର ନୂତନ ସହରରେ ପହଂଚାଇବା ଲାଗି ତାହା ଆମ ପାଇଁ ପ୍ରେରଣା ହୋଇରହିଛି । ନିଜର ବିଶେଷତା ଜରିଆରେ ଆମକୁ ଭାରତରେ ସଫଳ କରିବାରେ ଆର୍‌ବିଏଲ୍ ସହାୟକ ହେବ । ଆମେ ସେମାନଙ୍କ ସହିତ କାମ କରିବାକୁ ଅତ୍ୟନ୍ତ ଉତ୍ସୁକ ଓ ଏହା ହେଉଛି ଆମ ପାଇଁ ବର୍ତମାନ ପର୍ଯ୍ୟନ୍ତର ସବୁଠୁ ମହତ୍ୱକାଂକ୍ଷୀ ସହଯୋଗିତା ।’’

Powered by Froala Editor

Tags reliance industries , reliance jio

Related articles Odisha News Lens 4.1

  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15851
    Jul 31, 2026
  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ

    15267
    Aug 01, 2026
  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା
    ଦେଶ-ଦେଶାନ୍ତର

    ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା

    14460
    Jul 31, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ...

    13915
    Aug 01, 2026
  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର
    ଦେଶ-ଦେଶାନ୍ତର

    ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର

    14890
    Aug 01, 2026
  • ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ
    ଦେଶ-ଦେଶାନ୍ତର

    ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ

    13424
    Aug 02, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...
    ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...

    14181
    Jul 31, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର
    ବିଶେଷ

    ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15512
    Aug 02, 2026
  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ
    ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ

    14566
    Aug 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ...

    13915
    Aug 01, 2026
  • ବିଶେଷ

    ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14456
    Jul 31, 2026
  • ଦେଶ-ଦେଶାନ୍ତର

    ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା

    14460
    Jul 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17012
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17617
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17670
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18071
    Sep 06, 2023

ବିଶେଷ

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15512
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14456
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14371
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15993
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15879
    Jul 25, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

ବେଦାନ୍ତ ଆଲୁମିନିୟମର ତୀରନ୍ଦାଜୀ ତାଲିମ କାର୍ଯ୍ୟକ୍ରମରେ କ୍ଷୀରୋଦ କୁମାର ଏବଂ ଓଙ୍କାର ମାଝୀ ଗତ ଚାରି ବର୍ଷ ଧରି ପ୍ରଶିକ୍ଷଣ ନେଉଛନ୍ତି

ଭୁବନେଶ୍ୱର 01.08.2026: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14181
    Jul 31, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14246
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15032
    Jul 28, 2026
  • ଫିକା ପଡିବ ସୁନାର ଚମକ

    14133
    Jul 27, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା

    14460
    Jul 31, 2026
  • ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ

    13424
    Aug 02, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14181
    Jul 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In