Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ...

  • ୧ ରୁ ପାସପୋର୍ଟ ଦେୟ ମହଙ୍ଗା

  • କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ...

  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ...

  • ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ...

  • ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ...

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ...

  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ...

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ...

ରାଜ୍ୟ
Home ›› ରାଜ୍ୟ ››ପୁରୀକୁ ଆସୁଥିବା ଭକ୍ତମାନେ ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକ୍ ହ୍ରାସ ପାଇଁ ଜନଆନ୍ଦୋଳନରେ ଭାଗିଦାରୀ ହେବାକୁ ଆହ୍ୱାନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ପୁରୀକୁ ଆସୁଥିବା ଭକ୍ତମାନେ ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକ୍ ହ୍ରାସ ପାଇଁ ଜନଆନ୍ଦୋଳନରେ ଭାଗିଦାରୀ ହେବାକୁ ଆହ୍ୱାନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

2022-07-01 17:25:34
15597
Share:
Facebook
Twitter
E-Mail
WhatsApp
Telegram
ପୁରୀକୁ ଆସୁଥିବା ଭକ୍ତମାନେ ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକ୍ ହ୍ରାସ ପାଇଁ ଜନଆନ୍ଦୋଳନରେ ଭାଗିଦାରୀ ହେବାକୁ ଆହ୍ୱାନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ପୁରୀ -କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ରଥଯାତ୍ରାରେ ସାମିଲ ହେବା ଅବସରରେ ସାମାଜିକ ସଂଗଠନ “ଆମେ ଓଡ଼ିଆ” ପକ୍ଷରୁ ଆୟୋଜିତ ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକ୍ ହ୍ରାସ କରିବା ପାଇଁ ଜନସଚେତନ ଅଭିଯାନରେ ସାମିଲ ହୋଇଥିଲେ ।

ଏହି ଅବସରରେ ଶ୍ରୀ ପ୍ରଧାନ ଆମେ ଓଡ଼ିଆ ପରିବାରର ସ୍ୱେଚ୍ଛାସେବୀଙ୍କ ସହ ପ୍ଲାଷ୍ଟିକ୍ ସଫେଇ କରି ସେମାନଙ୍କ ମନୋବଳ ଦୃଢ଼ କରିଥିଲେ । ପ୍ରତ୍ୟେକ ସ୍ୱେଚ୍ଛାସେବୀଙ୍କୁ ରଥଯାତ୍ରାକୁ ପ୍ଲାଷ୍ଟିକ ମୁକ୍ତ କରିବା ପାଇଁ ଅଭିଯାନରେ ସାମିଲ ପାଇଁ ସାଧୁବାଦ ଜଣାଇବା ସହ କହିଛନ୍ତି ଥରେ ମାତ୍ର ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକ୍ ପରିବେଶ ପାଇଁ କ୍ଷତିକାରକ । ଏ ସବୁ ଲୋକମାନେ ବର୍ଜନ କରିବା ସହ ଅଭ୍ୟାସରେ ପରିଣତ କରିବା ଦରକାର । ଭାରତ ସରକାର ମଧ୍ୟ ଏହି ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକର ସାମଗ୍ରୀକୁ ବନ୍ଦ କରିବା ଉପରେ ଆଜି ଠାରୁ ନିଷ୍ପତି ନେଇଛନ୍ତି । ରଥ ଦେଖିବା ପାଇଁ ପୁରୀକୁ ଆସୁଥିବା ଅଗଣିତ ଭକ୍ତମାନେ ମଧ୍ୟ ପ୍ଲାଷ୍ଟିକ ବ୍ୟବହାରକୁ ହ୍ରାସ କରିବା ସହ ତାହାର ପୁନଃବ୍ୟବହାର ଓ ରିସାଇକ୍ଲିଂ କରିବା ପାଇଁ ଆରମ୍ଭ ହୋଇଥିବା ଜନଆନ୍ଦୋଳନରେ ସାମିଲ ହେବାକୁ କେନ୍ଦ୍ରମନ୍ତ୍ରୀ ଆହ୍ୱାନ କରିଛନ୍ତି ।  ଏହି ଅଭିଯାନରେ ନିଜକୁ ସାମିଲ କରିଥିବା ଓ ସୋସିଆଲ ମିଡ଼ିଆରେ ସମର୍ଥନ ଦେଇଥିବା ବ୍ୟକ୍ତିବିଶେଷଙ୍କୁ କେନ୍ଦ୍ରମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି ।  

କେନ୍ଦ୍ରମନ୍ତ୍ରୀ ରଥଯାତ୍ରା ଅବସରରେ ପୁରୀ ଶରଧାବାଲି ଠାରେ ଭାରତ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ମୋଦି ସରକାରଙ୍କ 8 ବର୍ଷର ସେବା, ସୁଶାସନ ଓ ଗରିବ କଲ୍ୟାଣ ପୂର୍ତ୍ତି ଅବସରରେ ଅନୁଷ୍ଠିତ ଏକ ପ୍ରଦର୍ଶନକୁ ଉଦଘାଟନ କରି ଖୁସିବ୍ୟକ୍ତ କରିଥିଲେ । ତା’ ସହିତ ପୁରୀ ଭୋଳାନାଥ ବିଦ୍ୟାପୀଠ ନିକଟରେ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟର ଅଧୀନ ଆଇସିଏଚଆର ଦ୍ୱାରା ‘ଆଜାଦୀ କା ଅମୃତ ମହୋତ୍ସବ’ ଉପରେ ଆୟୋଜିତ ଏକ ପ୍ରଦର୍ଶନୀକୁ ଉଦଘାଟନ କରିଥିଲେ କେନ୍ଦ୍ରମନ୍ତ୍ରୀ । ବଡ଼ଶଙ୍ଖ ଶରଧା ମଣ୍ଡପ ଠାରେ ‘ବିଶ୍ୱ କଲ୍ୟାଣ ଆଧ୍ୟାତ୍ମିକ ଚେତନା ସଂଘ’ର ପ୍ରସାଦ ବିତରଣ କାର୍ଯ୍ୟକ୍ରମରେ ସାମିଲ ହୋଇ ଶ୍ରୀ ପ୍ରଧାନ ଭକ୍ତମାନଙ୍କୁ ପ୍ରସାଦ ବିତରଣ କରିଥିଲେ ।

Powered by Froala Editor

Tags dharmendra pradhan , bjp odisha

Related articles Odisha News Lens 4.1

  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ...
    ଦେଶ-ଦେଶାନ୍ତର

    ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ...

    13900
    Jun 25, 2026
  • କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ନଥିଲା
    ଦେଶ-ଦେଶାନ୍ତର

    କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ନଥିଲା

    15135
    Jun 26, 2026
  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ
    ଅପରାଧ

    ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ

    15550
    Jun 26, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ
    ବିଶେଷ

    ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15350
    Jun 26, 2026
  • ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ମୃତ
    ଦେଶ-ଦେଶାନ୍ତର

    ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ମୃତ

    14973
    Jun 26, 2026
  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର
    ଦେଶ-ଦେଶାନ୍ତର

    ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର

    14271
    Jun 26, 2026
  • ୧ ରୁ ପାସପୋର୍ଟ ଦେୟ ମହଙ୍ଗା
    ଦେଶ-ଦେଶାନ୍ତର

    ୧ ରୁ ପାସପୋର୍ଟ ଦେୟ ମହଙ୍ଗା

    15236
    Jun 26, 2026
  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ
    ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ

    15274
    Jun 25, 2026
  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି
    ଦେଶ-ଦେଶାନ୍ତର

    ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି

    15129
    Jun 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ

    15550
    Jun 26, 2026
  • ଦେଶ-ଦେଶାନ୍ତର

    ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ଆଦାୟ କରିବ ନାହିଁ

    13900
    Jun 25, 2026
  • ଦେଶ-ଦେଶାନ୍ତର

    ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି

    15129
    Jun 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16952
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17565
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17616
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18012
    Sep 06, 2023

ବିଶେଷ

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15350
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15430
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15250
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15079
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15694
    Jun 20, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13789
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14884
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15497
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15251
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ନଥିଲା

    15135
    Jun 26, 2026
  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ

    15274
    Jun 25, 2026
  • ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ମୃତ

    14973
    Jun 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In