Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗାଲାକ୍ସି ଆପାର୍ଟମେଣ୍ଟ ଛାଡ଼ି ଦେବେ ...

  • ଉତ୍ତର-ପୂର୍ବ ଜାପାନରେ ଭୂକମ୍ପ, ସୁନାମୀ ...

  • ଦିଲ୍ଲୀ-ଏନସିଆର ସମେତ ଜମ୍ମୁ-କାଶ୍ମୀରରେ ...

  • ବିଷାକ୍ତ କ୍ୟାପସୁଲ ବାଣ୍ଟିବାକୁ କରୁଥିଲା ...

  • କରାଚିରେ ଅର୍ଦ୍ଧସାମରିକ ମୁଖ୍ୟାଳୟରେ ...

  • ହୃଦୟ ଜିତୁଛି ଇଥା ଟିଜର

  • ଘରକୁ ଥଣ୍ଡା ରଖନ୍ତୁ ଏମିତି

  • ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ ...

  • ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ...

  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ...

Home ›› ››ଆଜି ଜନ୍ମବେଦୀକୁ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି

ଆଜି ଜନ୍ମବେଦୀକୁ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି

2022-07-02 07:08:17
14736
Share:
Facebook
Twitter
E-Mail
WhatsApp
Telegram
ଆଜି ଜନ୍ମବେଦୀକୁ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି

ଗତକାଲିଠୁ ଶରଧା ବାଲିରେ ପହଞ୍ଚିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କରିବାକୁ ଶ୍ରଦ୍ଧାଳୁଙ୍କ ସୁଅ ଛୁଟୁଛି । ଆଜି ଆଡ଼ପ ମଣ୍ଡପ ବିଜେ କରିବେ ଶ୍ରୀଜୀଉ । ଗତକାଲି ସନ୍ଧ୍ୟା ପୂର୍ବରୁ ଗୁଣ୍ଡିଚା ମନ୍ଦିର ସାମ୍ନା ଶରଧାବାଲିରେ ଲାଗିଥିଲା ତିନି ରଥ । ରଥ ଉପରେ ବିରାଜମାନ ଅଛନ୍ତି ଶ୍ରୀଜିଉ । ସେହି ରଥ ଉପରେ ହିଁ ଠାକୁରମାନଙ୍କ ଦୈନ୍ୟଦିନ ନୀତିକାନ୍ତି ଓ ଭୋଗ ଲାଗି ହେଉଛି । ରଥ ଉପରେ ସନ୍ଧ୍ୟା ଧୂପ ସରିବା ପରେ ଶ୍ରୀଜିଉମାନଙ୍କୁ ଗୋଟି ପହଣ୍ଡିରେ ଗୁଣ୍ଡିଚା ମନ୍ଦିରକୁ ନିଆଯିବ । ଆସନ୍ତା କାଲିଠୁ ମିଳିବ ଆଡ଼ପ ଅବଢ଼ା । ତାସହ ଜନ୍ମବେଦୀରେ ଠାକୁରଙ୍କ ଦର୍ଶନ କରିବାକୁ  ଭକ୍ତଙ୍କୁ ସୁଯୋଗ ମିଳିବ ।ଗତକାଲି ରଥ ଟାଣିବାର ସୁଯୋଗ ପାଇନଥିବା ଭକ୍ତମାନେ ଆଜି ରଥାରୁଢ଼ ଶ୍ରୀଜିଉଙ୍କ ଦର୍ଶନ କରୁଛନ୍ତି ।

ଦୀର୍ଘ ୨ ବର୍ଷରେ  ରଥଯାତ୍ରାରେ ସାମିଲ ହେବାକୁ ଭକ୍ତଙ୍କୁ ଅନୁମତି ମିଳିଥିବାରୁ ଗତକାଲି ଲୋକାରଣ୍ୟ ହୋଇ ଯାଇଥିଲା ବଡ଼ଦାଣ୍ଡ। ହୁଳହୁଳି ଓ ହରିବୋଲ ଧ୍ୱନିରେ ପ୍ରକମ୍ପିତ ହୋଇଥିଲା ଶ୍ରୀକ୍ଷେତ୍ର। ଭୋର ୩ଟାରୁ ମଙ୍ଗଳ ଆଳତି ସରିବା ପରେ ସକାଳ ୬ଟା ୧୫ରେ ପହଣ୍ଡି ଆରମ୍ଭ ଓ ମଧ୍ୟାହ୍ନ ୧୨ଟା ୩୫ରେ ରଥ ଭିଡ଼ା ଆରମ୍ଭ ହୋଇଥିଲା। ସନ୍ଧ୍ୟା ୬ଟା ବେଳକୁ ସମସ୍ତ ୩ ରଥ ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ ଲାଗିଥିଲା। 

Powered by Froala Editor

Tags rath yatra , chariot festival , lord jagannath , puri

Related articles Odisha News Lens 4.1

  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର
    ଦେଶ-ଦେଶାନ୍ତର

    ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର

    14532
    Jun 26, 2026
  •  ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ
    ଦେଶ-ଦେଶାନ୍ତର

    ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ

    13960
    Jun 27, 2026
  • ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ନାହିଁ: ମମତା
    ଦେଶ-ଦେଶାନ୍ତର

    ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ନାହିଁ: ମମତା

    15650
    Jun 27, 2026
  • ଦିଲ୍ଲୀ-ଏନସିଆର ସମେତ ଜମ୍ମୁ-କାଶ୍ମୀରରେ ଭୂକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀ-ଏନସିଆର ସମେତ ଜମ୍ମୁ-କାଶ୍ମୀରରେ ଭୂକମ୍ପ ଝଟକା

    14865
    Jun 28, 2026
  • ଗାଲାକ୍ସି ଆପାର୍ଟମେଣ୍ଟ ଛାଡ଼ି ଦେବେ ସଲମାନ
    ମନୋରଞ୍ଜନ

    ଗାଲାକ୍ସି ଆପାର୍ଟମେଣ୍ଟ ଛାଡ଼ି ଦେବେ ସଲମାନ

    13952
    Jun 28, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି
    ବିଶେଷ

    ଘରକୁ ଥଣ୍ଡା ରଖନ୍ତୁ ଏମିତି

    13779
    Jun 28, 2026
  • କରାଚିରେ ଅର୍ଦ୍ଧସାମରିକ ମୁଖ୍ୟାଳୟରେ ଆତଙ୍କବାଦୀ ଆକ୍ରମଣ
    ଦେଶ-ଦେଶାନ୍ତର

    କରାଚିରେ ଅର୍ଦ୍ଧସାମରିକ ମୁଖ୍ୟାଳୟରେ ଆତଙ୍କବାଦୀ ଆକ୍ରମଣ

    14940
    Jun 28, 2026
  • ବିଷାକ୍ତ କ୍ୟାପସୁଲ ବାଣ୍ଟିବାକୁ କରୁଥିଲା ଯୋଜନା, ଅଭିଯୁକ୍ତ ଗିରଫ
    ଦେଶ-ଦେଶାନ୍ତର

    ବିଷାକ୍ତ କ୍ୟାପସୁଲ ବାଣ୍ଟିବାକୁ କରୁଥିଲା ଯୋଜନା, ଅଭିଯୁକ୍ତ ଗିରଫ

    14146
    Jun 28, 2026
  • ଉତ୍ତର-ପୂର୍ବ ଜାପାନରେ ଭୂକମ୍ପ, ସୁନାମୀ ଚେତାବନୀ ନାହିଁ
    ଦେଶ-ଦେଶାନ୍ତର

    ଉତ୍ତର-ପୂର୍ବ ଜାପାନରେ ଭୂକମ୍ପ, ସୁନାମୀ ଚେତାବନୀ ନାହିଁ

    13509
    Jun 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଷାକ୍ତ କ୍ୟାପସୁଲ ବାଣ୍ଟିବାକୁ କରୁଥିଲା ଯୋଜନା, ଅଭିଯୁକ୍ତ ଗିରଫ

    14146
    Jun 28, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀ-ଏନସିଆର ସମେତ ଜମ୍ମୁ-କାଶ୍ମୀରରେ ଭୂକମ୍ପ ଝଟକା

    14865
    Jun 28, 2026
  • ବିଶେଷ

    ଘରକୁ ଥଣ୍ଡା ରଖନ୍ତୁ ଏମିତି

    13779
    Jun 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16956
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17567
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17617
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18014
    Sep 06, 2023

ବିଶେଷ

  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    13779
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15608
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15630
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15278
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15106
    Jun 21, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13791
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14888
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15501
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15257
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦିଲ୍ଲୀ-ଏନସିଆର ସମେତ ଜମ୍ମୁ-କାଶ୍ମୀରରେ ଭୂକମ୍ପ ଝଟକା

    14865
    Jun 28, 2026
  • ହୃଦୟ ଜିତୁଛି ଇଥା ଟିଜର

    13717
    Jun 28, 2026
  • ବିଷାକ୍ତ କ୍ୟାପସୁଲ ବାଣ୍ଟିବାକୁ କରୁଥିଲା ଯୋଜନା, ଅଭିଯୁକ୍ତ ଗିରଫ

    14146
    Jun 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In