Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ...

  • ଜନ୍ତରମନ୍ତର ଆନ୍ଦୋଳନ: ତଦନ୍ତ ପାଇଁ ...

  • ପରଲୋକରେ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ ...

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ...

  • ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ...

  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ...

  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ...

ରାଜ୍ୟ
Home ›› ରାଜ୍ୟ ››୨ଲକ୍ଷ କୋଟି ଟଙ୍କାରୁ ଅଧିକ ହେବ ରାଜ୍ୟ ବଜେଟ

୨ଲକ୍ଷ କୋଟି ଟଙ୍କାରୁ ଅଧିକ ହେବ ରାଜ୍ୟ ବଜେଟ

2022-07-02 07:28:10
14343
Share:
Facebook
Twitter
E-Mail
WhatsApp
Telegram
୨ଲକ୍ଷ କୋଟି ଟଙ୍କାରୁ ଅଧିକ ହେବ ରାଜ୍ୟ ବଜେଟ

ବିଧାନସଭାର ୨୪ଦିନିଆ ମୌସୁମୀ ଅଧିବେଶନ ଆଜିଠୁ ଆରମ୍ଭ ହେବ । ଅଧିବେଶନର ପ୍ରଥମଦିନରେ ରାଜ୍ୟ ସରକାର ୨୦୨୨-୨୩ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ । ପ୍ରଥମଥର ପାଇଁ ରାଜ୍ୟ ବଜେଟ ପରିମାଣ ୨ଲକ୍ଷ କୋଟି ଟଙ୍କାରୁ ଅଧିକ ହେବ ବୋଲି ଜଣାପଡ଼ିଛି । ପଂଚାୟତ ଓ ପୌର ନିର୍ବାଚନ ପାଇଁ ରାଜ୍ୟ ସରକାର ପୂର୍ଣ୍ଣାଙ୍ଗ ବଜେଟ୍ ପରିବର୍ତ୍ତେ ୪ମାସିଆ କାମଚଳା ବଜେଟକୁ ଗତ ମାର୍ଚ୍ଚ ମାସରେ ଗୃହରେ ଅନୁମୋଦନ କରାଇ ନେଇଥିଲେ।


ମିଳିଥିବା ସୂଚନା ଅନୁସାରେ, ଅପରାହ୍ନ ୪ଟାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ୨୦୨୨-୨୩ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିବେ । ଚଳିତବର୍ଷର ବଜେଟ ପରିମାଣ ପ୍ରଥମଥର ପାଇଁ ୨ଲକ୍ଷ କୋଟି ଟଙ୍କାରୁ ଅଧିକ ହେବ । କାର୍ୟ୍ୟକ୍ରମ ବ୍ୟୟବାବଦରେ ୧.୧୦ଲକ୍ଷ କୋଟି ଟଙ୍କା, ପ୍ରଶାସନିକ ବ୍ୟୟରେ ୯୦ଲକ୍ଷ କୋଟି ଟଙ୍କା, ବିପର୍ୟ୍ୟୟ ପ୍ରଶମନ ପରିଚାଳନା ପାଣ୍ଠି ବାବଦରେ ପ୍ରାୟ ୭୫୦୦ହଜାର କୋଟି ଟଙ୍କା ଏଭଳି ମୋଟ ପ୍ରାୟ ୨.୧୦ଲକ୍ଷ କୋଟି ଟଙ୍କାର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ହେବ ।
ବଜେଟରେ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ହାର ୮ରୁ ୮.୫% ଆକଳନ କରାଯାଇଥିବାବେଳେ ଭିତ୍ତିଭୂମି ବିକାଶ, ନିଯୁକ୍ତି ସୃଷ୍ଟି, ସ୍ୱାସ୍ଥ୍ୟସେବା,କୃଷି, ଶିଳ୍ପ, ସାମାଜିକ କ୍ଷେତ୍ରକୁ ଅଧିକ ପ୍ରାଥମିକତା ମିଳିବାର ସମ୍ଭାବନା ରହିଛି । ପୁଞ୍ଜିଗତ ବ୍ୟୟ ଓ ରାଜ୍ୟ ଟିକସ-ଅଣଟିକସ ରାଜସ୍ୱ ବୃଦ୍ଧି ଉପରେ ଗୁରୁତ୍ୱ ରହିବ । ସେହିପରି ବଜେଟରେ ମନ୍ଦିର ପୁନଃବିକାଶ କାର୍ୟ୍ୟକ୍ରମବାବଦରେ ପ୍ରାୟ ୧ହଜାର କୋଟି ଟଙ୍କା, କୃଷି ଓ ଆନୁଙ୍ଗିକ କ୍ଷେତ୍ର ବାବଦରେ ୨୫ହଜାର କୋଟି ଟଙ୍କାର ବ୍ୟୟବରାଦ ଦେଖିବାକୁ ମିଳିବ । ଘରୋଇ ଓ ଆନ୍ତର୍ଜାତିକ ମାର୍ଗରେ ବିମାନ ଚଳାଚଳକୁ ପ୍ରୋତ୍ସାହନ ଦେବାକୁ ବଜେଟରେ ୧୦୦କୋଟି ଟଙ୍କାର ଭାଏବିଲିଟି ଗ୍ୟାପ ପାଣ୍ଠି(ଭିଜିଏଫ) କାର୍ୟ୍ୟକ୍ରମ ମଧ୍ୟ ରହିବ ବୋଲି ଜଣାପଡ଼ିଛି ।


ବିଧାନସଭା ସଚିବାଳୟରୁ ମିଳିଥିବା ସୂଚନା ଅନୁସାରେ, ପ୍ରଥମାର୍ଦ୍ଧରେ ଗୃହରେ ପୂର୍ବତନ ବିଧାୟକ ସୁରେନ୍ଦ୍ରନାଥ କହଁରଙ୍କ ମୃତ୍ୟୁରେ ଶୋକ ପ୍ରସ୍ତାବ ଆଗତ ପରେ ରାଜ୍ୟପାଳଙ୍କ ଦ୍ୱାରା ଅନୁମୋଦନ ପାଇଥିବା ବିଲଗୁଡ଼ିକୁ ବିଧାନସଭା ସଚିବ ଗୃହକୁ ଅବଗତ କରାଇବେ । ତା’ପରେ ଗୃହରେ ପ୍ରଶ୍ନକାଳ ଓ ଶୂନ୍ୟକାଳ ହେବ । ଗୃହରେ ଅର୍ଥମନ୍ତ୍ରୀ ଶ୍ରୀ ପୂଜାରୀ ଏଫଆରବିଏମ୍ (ସଂଶୋଧନ) ବିଲ-୨୦୨୨, ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇ ଡ୍ରିମସ୍ ବିଶ୍ୱବିଦ୍ୟାଳୟ,ଓଡ଼ିଶା ବିଲ-୨୦୨୨, ସିଭି ରମଣ ଗ୍ଲୋବାଲ ୟୁନିର୍ଭସିଟି (ସଂଶୋଧନ) ବିଲ-୨୦୨୨, ଗାନ୍ଧି ଇନଷ୍ଟିଚ୍ୟୁଟ୍ ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ବିଶ୍ୱବିଦ୍ୟାୟ ସଂଶୋଧନ ବିଲ-୨୦୨୨କୁ ଗୃହରେ ଉପସ୍ଥାପନ କରିବେ ।

Powered by Froala Editor

Tags odisha assembly ,

Related articles Odisha News Lens 4.1

  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ
    ଦେଶ-ଦେଶାନ୍ତର

    ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ

    13763
    Aug 20, 2026
  • ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ
    ଦେଶ-ଦେଶାନ୍ତର

    ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ

    14169
    Aug 20, 2026
  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ
    ଦେଶ-ଦେଶାନ୍ତର

    ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

    14158
    Aug 20, 2026
  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ  ...
    ଦେଶ-ଦେଶାନ୍ତର

    ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ...

    14344
    Aug 20, 2026
  • ପରଲୋକରେ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାର
    ଦେଶ-ଦେଶାନ୍ତର

    ପରଲୋକରେ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାର

    13953
    Aug 21, 2026
  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର ...
    ବାଣିଜ୍ୟ

    ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର ...

    13999
    Aug 21, 2026
  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ
    ଦେଶ-ଦେଶାନ୍ତର

    ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ

    14883
    Aug 20, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର
    ବିଶେଷ

    ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15116
    Aug 21, 2026
  • ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ଏତିକି ଟଙ୍କାରେ, ଜାଣନ୍ତୁ କେତେ ?
    ଦେଶ-ଦେଶାନ୍ତର

    ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ଏତିକି ଟଙ୍କାରେ, ଜାଣନ୍ତୁ କେତେ ?

    14853
    Aug 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ

    13763
    Aug 20, 2026
  • ଦେଶ-ଦେଶାନ୍ତର

    ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଛି ଏହି ସୂଚନା

    14344
    Aug 20, 2026
  • ଦେଶ-ଦେଶାନ୍ତର

    ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ଏତିକି ଟଙ୍କାରେ, ଜାଣନ୍ତୁ କେତେ ?

    14853
    Aug 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17045
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17668
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17714
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18112
    Sep 06, 2023

ବିଶେଷ

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15116
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    15990
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13908
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14936
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14709
    Aug 10, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15925
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14000
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14264
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14388
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ଏତିକି ଟଙ୍କାରେ, ଜାଣନ୍ତୁ କେତେ ?

    14853
    Aug 21, 2026
  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

    14158
    Aug 20, 2026
  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    13999
    Aug 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In