Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, November 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ...

  • ଏବେ ଏକାଠି ହୋଇ ଆମକୁ ଭବିଷ୍ୟତ ପାଇଁ ଏକ ...

  • କ୍ୱାଡ୍ ନେତାଙ୍କ ଶିଖର ସମ୍ମିଳନୀ: ମୋଦୀ- ...

  • ମହାନଦୀ ଜଳ ବିବାଦ: ଏହି ଦିନ ହେବ ...

  • ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ...

  • ଓଡ଼ିଶା କ୍ରାଫ୍ଟ ଓଡିସୀ ଉପସ୍ଥାପନ କରୁଛି ...

  • ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ

  • ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ...

  • ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ...

  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ନୂପୁର ଶର୍ମାଙ୍କ ବିରୋଧରେ ୧୦ ପୁଲିସ ଷ୍ଟେସନରେ ଏତଲା, ଲୁକଆଉଟ ନୋଟିସ ଜାରି

ନୂପୁର ଶର୍ମାଙ୍କ ବିରୋଧରେ ୧୦ ପୁଲିସ ଷ୍ଟେସନରେ ଏତଲା, ଲୁକଆଉଟ ନୋଟିସ ଜାରି

2022-07-02 18:55:26
15141
Share:
Facebook
Twitter
E-Mail
WhatsApp
Telegram
ନୂପୁର ଶର୍ମାଙ୍କ ବିରୋଧରେ ୧୦ ପୁଲିସ ଷ୍ଟେସନରେ ଏତଲା, ଲୁକଆଉଟ ନୋଟିସ ଜାରି

ନିଲମ୍ବିତ ବିଜେପି ନେତ୍ରୀ ନୂପୁର ଶର୍ମାଙ୍କ ବିରୋଧରେ କୋଲକାତା ପୁଲିସ ଲୁକଆଉଟ ନୋଟିସ ଜାରି କରିଛି । ଏହାପୂର୍ବରୁ ତାଙ୍କୁ ଏମହର୍ଷ୍ଟ ଏବଂ ନାର୍କେଲଡଙ୍ଗା ପୁଲିସ ଷ୍ଟେସନରେ ହାଜର ହେବାକୁ କୁହାଯାଇଥିଲା। ହେଲେ ହାଜର ପାଇଁ ନୋଟିସ ପାଇ ବି ନୂପୁର ପୁଲିସ ଷ୍ଟେସନରେ ହାଜର ହୋଇନଥିଲେ। କୋଲକାତାର ପ୍ରାୟ ୧୦ଟି ପୁଲିସ ଷ୍ଟେସନରେ ତାଙ୍କ ବିରୋଧରେ ଏତଲା ରୁଜୁ ହୋଇଥିବା ବେଳେ ନୂପୁର ହାଜର ହେବା ପାଇଁ ସଫାସଫା ମନା କରିଥିଲେ। ଏହି କାରଣରୁ ଏବେ ପୁଲିସ ତାଙ୍କ ବିରୋଧରେ ଲୁକଆଉଟ ନୋଟିସ ଜାରି କରିଛି।

ସୁପ୍ରିମକୋର୍ଟ କହିଥିଲେ, ନୂପୁର ଟିଭିରେ ଦେଇଥିବା ଦାୟିତ୍ବହୀନ ଟିପ୍ପଣୀ ପାଇଁ ସମଗ୍ର ଦେଶରେ ଉତ୍ତେଜନା ଲାଗିରହିଛି । ଦେଶରେ ଯେଉଁ ସ୍ଥିତି ଲାଗି ରହିଛି ସେଥିପାଇଁ କେବଳ ନୂପୁର ହିଁ ଦାୟୀ। ଯେଉଁଭଳି ଭା‌ବେ ସେ ଉତ୍ତେଜନା ସୃଷ୍ଟି କରିଛନ୍ତି, ସେଥିପାଇଁ ସେ ଦେଶବାସୀଙ୍କୁ କ୍ଷମା ମାଗିବା ଉଚିତ୍‌ ବୋଲି ସୁପ୍ରିମକୋର୍ଟ କହିଥିଲେ।

Powered by Froala Editor

Tags nupur

Related articles Odisha News Lens 4.1

  • ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ଜରିଆରେ ସାନି ଆବେଦନ କରିପାରିବେ
    ଦେଶ-ଦେଶାନ୍ତର

    ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ଜରିଆରେ ସାନି ଆବେଦନ କରିପାରିବେ

    15304
    Nov 16, 2026
  • ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ସାଂସ୍କୃତିକ ପରିଷଦ ଦ୍ୱାରା ...
    ଖେଳ ଖବର

    ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ସାଂସ୍କୃତିକ ପରିଷଦ ଦ୍ୱାରା ...

    14395
    Nov 17, 2026
  • ମହାନଦୀ ଜଳ ବିବାଦ: ଏହି ଦିନ ହେବ ପରବର୍ତ୍ତୀ ଶୁଣାଣି
    ଦେଶ-ଦେଶାନ୍ତର

    ମହାନଦୀ ଜଳ ବିବାଦ: ଏହି ଦିନ ହେବ ପରବର୍ତ୍ତୀ ଶୁଣାଣି

    14409
    Nov 17, 2026
  • ଏବେ ଏକାଠି ହୋଇ ଆମକୁ ଭବିଷ୍ୟତ ପାଇଁ ଏକ ନୂତନ ମାର୍ଗ ପ୍ରସ୍ତୁତ କରିବାକୁ ପଡିବ: ମୋଦୀ
    ଦେଶ-ଦେଶାନ୍ତର

    ଏବେ ଏକାଠି ହୋଇ ଆମକୁ ଭବିଷ୍ୟତ ପାଇଁ ଏକ ନୂତନ ମାର୍ଗ ପ୍ରସ୍ତୁତ କରିବାକୁ ପଡିବ: ମୋଦୀ

    14843
    Nov 17, 2026
  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି
    ମନୋରଞ୍ଜନ

    ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି

    15515
    Nov 16, 2026
  • ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇପାରେ ପାର୍ଲାମେଣ୍ଟର ଶୀତ ଅଧିବେଶନ
    ଦେଶ-ଦେଶାନ୍ତର

    ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇପାରେ ପାର୍ଲାମେଣ୍ଟର ଶୀତ ଅଧିବେଶନ

    15323
    Nov 16, 2026
  • ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ଭୁବନେଶ୍ୱରକୁ ଏକଜୁଟ କଲା ଆୟୁ ଫାଉଣ୍ଡେସନ୍ ଓ ଅଙ୍କୁରା ...
    ବାଣିଜ୍ୟ

    ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ଭୁବନେଶ୍ୱରକୁ ଏକଜୁଟ କଲା ଆୟୁ ଫାଉଣ୍ଡେସନ୍ ଓ ଅଙ୍କୁରା ...

    14901
    Nov 17, 2026
  • ଓଡ଼ିଶା କ୍ରାଫ୍ଟ ଓଡିସୀ ଉପସ୍ଥାପନ କରୁଛି ମୋଲ୍‌ଟେନ୍‌ ମନୋଲିଥ୍‌, ଡୋକ୍ରାର ଜୀବନ୍ତ ...
    ବାଣିଜ୍ୟ

    ଓଡ଼ିଶା କ୍ରାଫ୍ଟ ଓଡିସୀ ଉପସ୍ଥାପନ କରୁଛି ମୋଲ୍‌ଟେନ୍‌ ମନୋଲିଥ୍‌, ଡୋକ୍ରାର ଜୀବନ୍ତ ...

    14692
    Nov 17, 2026
  • କ୍ୱାଡ୍ ନେତାଙ୍କ ଶିଖର ସମ୍ମିଳନୀ: ମୋଦୀ- ଟ୍ରମ୍ପ ହେବେ ଏକାଠି
    ଦେଶ-ଦେଶାନ୍ତର

    କ୍ୱାଡ୍ ନେତାଙ୍କ ଶିଖର ସମ୍ମିଳନୀ: ମୋଦୀ- ଟ୍ରମ୍ପ ହେବେ ଏକାଠି

    14650
    Nov 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ

    14829
    Nov 16, 2026
  • ମନୋରଞ୍ଜନ

    ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି

    15515
    Nov 16, 2026
  • ଦେଶ-ଦେଶାନ୍ତର

    ମହାନଦୀ ଜଳ ବିବାଦ: ଏହି ଦିନ ହେବ ପରବର୍ତ୍ତୀ ଶୁଣାଣି

    14409
    Nov 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17288
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17994
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17948
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18362
    Sep 06, 2023

ବିଶେଷ

  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14731
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14360
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15700
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14484
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14561
    Nov 05, 2026

ବାଣିଜ୍ୟ

ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ଭୁବନେଶ୍ୱରକୁ ଏକଜୁଟ କଲା ଆୟୁ ଫାଉଣ୍ଡେସନ୍ ଓ ଅଙ୍କୁରା ହସ୍ପିଟାଲ

ଭୁବନେଶ୍ୱର : ବିଶ୍ୱ ପ୍ରିମାଚ୍ୟୁରିଟି ଦିବସ ଅବସରରେ ଆୟୁ ଫାଉଣ୍ଡେସନ୍ ଏବଂ ଅଙ୍କୁରା ହସ୍ପିଟାଲ ପକ୍ଷରୁ ଆୟୋଜିତ ୫ କିଲୋମିଟର ପଦଯାତ୍ରାରେ ପରିବାର ସମେତ ଶହଶହ ଲୋକ ଏକାଠି ହୋଇଥିଲେ। ସମୟ ପୂର୍ବରୁ ଜନ୍ମହୋଇଥିବା କି ...

  • ଓଡ଼ିଶା କ୍ରାଫ୍ଟ ଓଡିସୀ ଉପସ୍ଥାପନ କରୁଛି ମୋଲ୍‌ଟେନ୍‌ ମନୋଲିଥ୍‌, ଡୋକ୍ରାର ଜୀବନ୍ତ ପରମ୍ପରାର ଅନୁସନ୍ଧାନ କରୁଥିବା ଏକ ଗବେଷଣା ଭିତ୍ତିକ ପ୍ରଦର୍ଶନୀ

    14692
    Nov 17, 2026
  • ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା

    13995
    Nov 16, 2026
  • ଚରିତ୍ର ଗଠନ, ଦେଶପ୍ରେମ ଓ ଈଶ୍ୱରପ୍ରାପ୍ତିର ଅନ୍ୱେଷଣ ମାଧ୍ୟମରେ ଶିକ୍ଷାର ନୂତନ ପରିଭାଷା ଗଢ଼ୁଛି ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ୍ ସ୍କୁଲ୍

    14229
    Nov 14, 2026
  • ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ମାଧ୍ୟମରେ ଶିକ୍ଷାଗତ ଉତ୍କର୍ଷତାକୁ ପ୍ରୋତ୍ସାହନ କରୁଛି

    15427
    Nov 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି

    15515
    Nov 16, 2026
  • ମହାନଦୀ ଜଳ ବିବାଦ: ଏହି ଦିନ ହେବ ପରବର୍ତ୍ତୀ ଶୁଣାଣି

    14409
    Nov 17, 2026
  • ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ସାଂସ୍କୃତିକ ପରିଷଦ ଦ୍ୱାରା ଆୟୋଜିତ ପଞ୍ଚମ ଆନ୍ତଃବିଭାଗୀୟ କ୍ୟାରମ୍ ପ୍ରତିଯୋଗିତା ଉଦ୍‌ଘାଟିତ

    14395
    Nov 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In