Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ

  • ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ...

  • ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ...

  • ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ...

  • ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି

  • ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ ...

  • ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ...

  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ ...

  • ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ...

  • ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ...

Home ›› ››କହ୍ନେୟାଲାଲ ହତ୍ୟାକାରୀଙ୍କୁ ନିର୍ଧୁମ ଛେଚିଲେ ଲୋକେ

କହ୍ନେୟାଲାଲ ହତ୍ୟାକାରୀଙ୍କୁ ନିର୍ଧୁମ ଛେଚିଲେ ଲୋକେ

2022-07-02 19:00:17
14641
Share:
Facebook
Twitter
E-Mail
WhatsApp
Telegram
କହ୍ନେୟାଲାଲ ହତ୍ୟାକାରୀଙ୍କୁ ନିର୍ଧୁମ ଛେଚିଲେ ଲୋକେ

ରାଜସ୍ଥାନର ଉଦୟପୁରରେ କହ୍ନେୟାଲାଲଙ୍କ ହତ୍ୟା ଘଟଣାରେ ଗିରଫ ୪ ଅଭିଯୁକ୍ତଙ୍କ ଏନଆଇଏ କୋର୍ଟ ୧୦ ଦିନିଆ ଏନଆଇଏ ରିମାଣ୍ଡରେ ପଠାଇଛନ୍ତି । ଅଭିଯୁକ୍ତଙ୍କୁ କୋର୍ଟରୁ ନେବା ସମୟରେ ଲୋକଙ୍କ ଆକ୍ରୋଶ ଦେଖିବାକୁ ମିଳିଥିଲା । ଆଜି କୋର୍ଟ ପରିସରେ ଉତ୍ତ୍ୟକ୍ତ ଲୋକେପୁଲିସ ହେପାଜତରେ ଥିବା ଅଭିଯୁକ୍ତକୁ ନିର୍ଦ୍ଧୁମ ମାଡ଼ ମାରିଥିବା ଜଣାପଡ଼ିଛି । ଯାହାର ଭିଡିଓ ଫୁଟେଜ ଏବେ ବାହାରକୁ ଆସିଛି।  ଅଭିଯୁକ୍ତଙ୍କୁ ଲୋକେ ପଛପଟୁ ଝିଙ୍କି ମାଡ଼ ମାରୁଥିବା ଦେଖାଯାଇଥିଲା।

ଅଭିଯୁକ୍ତଙ୍କୁ ମାଡ ମାରିବାର ଭିଡିଓ ସାମନାକୁ ଆସିଛି । ଏହି ଭିଡିଓରେ ସ୍ପଷ୍ଟ ଦେଖିବାକୁ ମିଳୁଛି ଯେ, ପୋଲିସ ଗାଡିରେ ବସାଇବା ଯାଏଁ ଲୋକେ ଅଭିଯୁକ୍ତମାନଙ୍କୁ ଲୋକେ ମାଡ ମାରି ଚାଲିଥିଲେ । ଜଣେ ଅଭିଯୁକ୍ତର ବେକକୁ ଧରି ପଛରୁ ମାଡ ମାରିଥିଲେ । ପରେ ଜଣେ ଜଣେ କରି ଚାରି ଅଭିଯୁକ୍ତଙ୍କୁ ପୋଲିସ ଗାଡିରେ ବସାଯାଇଥିଲା । ଉଦୟପୁର ଘଟଣାରେ ଆଇନଜୀବୀଙ୍କ ଆକ୍ରୋଶ ମଧ୍ୟ ଦେଖିବାକୁ ମିଳିଛି । କୋର୍ଟ ପରିସରରେ ଆଇନଜୀବୀ ନାରାବାଜି କରିବା ସହ ଅଭିଯୁକ୍ତଙ୍କ ଫାଶି ଦାବି କରିଥିଲେ।

ତେବେ କୋର୍ଟରେ ହାଜର ପରେ ଅଭିଯୁକ୍ତ ମହମ୍ମଦ ରିଆଜ ଅଖତାରୀ, ଗୌସ ମହମ୍ମଦ ଏବଂ ସେମାନଙ୍କ ସହଯୋଗୀ ଆସିଫ ଏବଂ ମୋହସିନଙ୍କୁ ୧୦ଦିନିଆ ରିମାଣ୍ଡରେ ନେଇଛି ଏନଆଇଏ ।

ଉଲ୍ଲେଖଯୋଗ୍ୟ ଯେ, ଗତ ଜୁନ ୨୮ ତାରିଖରେ କହ୍ନେୟାଲାଲଙ୍କ ହତ୍ୟା ପରେ ରାଜ୍ୟ ସରକାର ଏସଆଇଟି ଗଠନ କରି ତଦନ୍ତ ନିର୍ଦେଶ ଦେଇଥିଲେ। କିନ୍ତୁ ପରେ ଅଭିଯୁକ୍ତଙ୍କ ବିଦେଶ ଲିଙ୍କ୍ ବାହାରିବା ପରେ ଏହି ମାମଲାକୁ ଏନଆଇଏକୁ ହସ୍ତାନ୍ତର କରାଯାଇଛି।

Powered by Froala Editor

Tags murder

Related articles Odisha News Lens 4.1

  • ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ପ୍ରଥମ ଝଲକ
    ମନୋରଞ୍ଜନ

    ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ପ୍ରଥମ ଝଲକ

    14425
    Jun 10, 2026
  • ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ଉତ୍ତୀର୍ଣ୍ଣ
    ଦେଶ-ଦେଶାନ୍ତର

    ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ଉତ୍ତୀର୍ଣ୍ଣ

    15026
    Jun 09, 2026
  • ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ
    ଦେଶ-ଦେଶାନ୍ତର

    ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ

    14183
    Jun 09, 2026
  • ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି
    ଦେଶ-ଦେଶାନ୍ତର

    ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି

    13664
    Jun 10, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....
    ବିଶେଷ

    ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13294
    Jun 10, 2026
  • ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ହେଲା 'ଭାରତ ଭାଗ୍ୟ ବିଧାତା'
    ମନୋରଞ୍ଜନ

    ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ହେଲା 'ଭାରତ ଭାଗ୍ୟ ବିଧାତା'

    14349
    Jun 10, 2026
  • ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ଆକ୍ରମଣ, ୮ ମୃତ
    ଦେଶ-ଦେଶାନ୍ତର

    ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ଆକ୍ରମଣ, ୮ ମୃତ

    13348
    Jun 10, 2026
  • ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ କୋହଲିଙ୍କ ସ୍ଥାନ ପ୍ରଥମ
    ମନୋରଞ୍ଜନ

    ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ କୋହଲିଙ୍କ ସ୍ଥାନ ପ୍ରଥମ

    13276
    Jun 10, 2026
  • ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ପରମାଣୁ ଯୁଦ୍ଧାସ୍ତ୍ରକୁ ଆଇଏନଏସ୍‌ ...
    ଦେଶ-ଦେଶାନ୍ତର

    ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ପରମାଣୁ ଯୁଦ୍ଧାସ୍ତ୍ରକୁ ଆଇଏନଏସ୍‌ ...

    14717
    Jun 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ହେଲା 'ଭାରତ ଭାଗ୍ୟ ବିଧାତା'

    14349
    Jun 10, 2026
  • ଦେଶ-ଦେଶାନ୍ତର

    ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି

    13664
    Jun 10, 2026
  • ଦେଶ-ଦେଶାନ୍ତର

    ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ପରମାଣୁ ଯୁଦ୍ଧାସ୍ତ୍ରକୁ ଆଇଏନଏସ୍‌ ଅରିଘାତରେ ମୁତୟନ କଲା ଭାରତ

    14717
    Jun 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16917
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17536
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17582
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17974
    Sep 06, 2023

ବିଶେଷ

  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13294
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15191
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14136
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    14033
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14961
    Jun 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15458
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15201
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15687
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14027
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି

    13664
    Jun 10, 2026
  • ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ କୋହଲିଙ୍କ ସ୍ଥାନ ପ୍ରଥମ

    13276
    Jun 10, 2026
  • ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ହେଲା 'ଭାରତ ଭାଗ୍ୟ ବିଧାତା'

    14349
    Jun 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In