Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, February 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନକୁ ୬୧ ରନରେ ହରାଇଲା ...

  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ...

  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ...

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ...

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

Home ›› ››ପିଆଜର ଉପକାରୀ ଗୁଣ ଜାଣନ୍ତୁ...

ପିଆଜର ଉପକାରୀ ଗୁଣ ଜାଣନ୍ତୁ...

2022-07-03 02:07:57
14175
Share:
Facebook
Twitter
E-Mail
WhatsApp
Telegram
ପିଆଜର ଉପକାରୀ ଗୁଣ ଜାଣନ୍ତୁ...

ପିଆଜ ଏପରି ଏକ ନିତ୍ୟ ବ୍ୟବହାର୍ୟ୍ୟ ଜିନିଷ ଯାହା ପ୍ରତ୍ୟେକ ଘରେ ଘରେ ଉପଲବ୍ଧ। ଏହାକୁ ସାଲାଡ,ବିଭିନ୍ନ ବ୍ୟଞ୍ଜନ ପ୍ରସ୍ତୁତ କରିବା ପାଇଁ ବ୍ୟବହାର କରାଯାଏ। ଜାଣନ୍ତୁ ପିଆଜର ସ୍ୱାସ୍ଥ୍ୟ ଉପକାରୀ କି କି ଗୁଣ ରହିଛି।

ବାସ୍ତବରେ ଏଥିରେ ଥିବା ଭିଟାମିନ୍, ମିନେରାଲ୍ସ, ଫାଇବର ଏବଂ ଅନ୍ୟାନ୍ୟ ପୋଷକ ତତ୍ତ୍ୱ ଏହାକୁ ସ୍ୱତନ୍ତ୍ର କରିଥାଏ । ପିଆଜ ହେଉଛି ଔଷଧୀୟ ଗୁଣର ଏକ ଖଣି । ଆୟୁର୍ବେଦ ବିଶେଷଜ୍ଞଙ୍କ ଠାରୁ ଆରମ୍ଭ କରି ଡାଏଟିସିଆନ୍ ପର୍ୟ୍ୟନ୍ତ ସମସ୍ତେ ନିଜ ଖାଦ୍ୟରେ ପିଆଜ ସାମିଲ କରିବାକୁ ପରାମର୍ଶ ଦିଅନ୍ତି । ବିଶେଷ କରି ଗ୍ରୀଷ୍ମଋତୁରେ ମୁଣ୍ଡବିନ୍ଧା, ପାଟି ଘା ’ହେଲେ ମଧ୍ୟ ଏହା ବେଶ ଉପକାରୀ। ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି, ହଜମ ଶକ୍ତି ବୃଦ୍ଧି, ହୃଦୟ ଏବଂ କିଡନୀ ରୋଗରୁ ରକ୍ଷା କରିବାରେ ସହାୟକ ହୋଇଥାଏ।
ପିଆଜରେ କ୍ୟାଲୋରୀ କମ୍ ଏବଂ ଫାଇବର, ଭିଟାମିନ୍, ମିନେରାଲ୍ସ ଏବଂ ଅନ୍ୟାନ୍ୟରେ ପୋଷକ ତତ୍ତ୍ୱରେ ଭରପୂର । କେବଳ ଭିଟାମିନ୍ ବିଷୟରେ କହିବାକୁ ଗଲେ ଏଥିରେ ଭିଟାମିନ୍ ସି ଥାଏ, ଏହା ଏକ ଗୁରୁତ୍ୱପୂର୍ଣ୍ଣ ଆଣ୍ଟିଅକ୍ସିଡାଣ୍ଟ, ଏହା ରୋଗ ପ୍ରତିରୋଧକ ଶକ୍ତି ସଠିକ ରଖେ। କ୍ଷତିଗ୍ରସ୍ତ ଟିସୁ ମରାମତି କରିବାରେ ସହାୟକ ହୋଇଥାଏ। କର୍କଟ ରୋଗକୁ ଦୂରେଇ ରଖିଥାଏ।
ପିଆଜରେ ଥିବା ପୋଷକ ତତ୍ତ୍ୱ ହଜମ କ୍ରିୟା ପାଇଁ ଖୁବ ଲାଭଦାୟକ। ପିଆଜ ଖାଇବା ଦ୍ୱାରା ଖାଦ୍ୟ ଭଲ ଭାବେ ହଜମ ହୋଇଥାଏ। ପିଆଜରେ ଥିବା ଲାଭଦାୟକ ବ୍ୟାକ୍ଟେରିୟା ଖାଦ୍ୟକୁ ଭଲ ଭାବେ ହଜମ କରିଥାଏ।
ଏଥିରେ କ୍ୟାଲସିୟମ ରହିଛି। ଯାହା ହାଡକୁ ସୁସ୍ଥ ରଖିବାରେ ସହାୟକ ହେବା ସହ ହାଡକୁ ମଜଭୂତ କରିଥାଏ।

ପିଆଜ ପୋଟାସିୟମ ପରି ଖଣିଜ ପଦାର୍ଥର ଏକ ଉତ୍କୃଷ୍ଟ ଉତ୍ସ । ଏହାର ସେବନ ଦ୍ୱାରା  ଆମର ବୃକକ୍‍ ଭଲ ଭାବେ କାମ କରେ, ଏହା ବ୍ୟତୀତ, ଯେତେବେଳେ ଆମେ କୌଣସି କାର୍ୟ୍ୟ କରୁ, ଏହା ସେହି ସମୟରେ ମାଂସପେଶୀର କାର୍ୟ୍ୟଦକ୍ଷତା ବୃଦ୍ଧି କରିବାରେ ସାହାଯ୍ୟ କରେ ।
ଏହା ରକ୍ତରେ କୋଲେଷ୍ଟେରୋଲ୍‍କୁ ନିୟନ୍ତ୍ରଣ କରିବାରେ ସହାୟକ ହୋଇଥାଏ। ଏହାସହ ଉଚ୍ଚ ରକ୍ତଚାପ ନିୟନ୍ତ୍ରଣ କରିଥାଏ। ଏହାର ନିୟମିତ ସେବନ କରିବା ଦ୍ୱାରା ହୃଦୟ ଜନିତ ସମସ୍ୟାରୁ ଦୂରେଇ ରଖିଥାଏ।
ପିଆଜର ସେବନ କରିବା ଦ୍ୱାରା ସତେଜ ଅନୁଭବ କରିଥାଆନ୍ତି। ଏହାସହ ରକ୍ତରେ ଶର୍କରାକୁ ମଧ୍ୟ ନିୟନ୍ତ୍ରଣ କରିଥାଏ।
ଏହା ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି କରିଥାଏ।

Powered by Froala Editor

Tags Onion

Related articles Odisha News Lens 4.1

  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15499
    Feb 14, 2026
  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ
    ଦେଶ-ଦେଶାନ୍ତର

    ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

    15536
    Feb 14, 2026
  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ
    ଦେଶ-ଦେଶାନ୍ତର

    ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

    14972
    Feb 14, 2026
  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା
    ଦେଶ-ଦେଶାନ୍ତର

    ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

    13318
    Feb 15, 2026
  • ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍
    ଖେଳ ଖବର

    ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍

    14161
    Feb 15, 2026
  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ
    ଦେଶ-ଦେଶାନ୍ତର

    ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

    15436
    Feb 14, 2026
  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...
    ଦେଶ-ଦେଶାନ୍ତର

    ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...

    15329
    Feb 14, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ
    ବିଶେଷ

    ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15431
    Feb 14, 2026
  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    13957
    Feb 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

    14972
    Feb 14, 2026
  • ଖେଳ ଖବର

    ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍

    14161
    Feb 15, 2026
  • ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    13957
    Feb 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17337
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17405
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17750
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16225
    Apr 03, 2021

ବିଶେଷ

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15431
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15882
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16325
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    14072
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14718
    Feb 10, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14950
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14463
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16069
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15351
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍

    14161
    Feb 15, 2026
  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

    13318
    Feb 15, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15431
    Feb 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In