Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, August 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ...

  • ଜାମ୍ମୁ-କାଶ୍ମୀରକୁ ସୁରକ୍ଷା ବ୍ୟବସ୍ଥାକୁ ...

  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ...

  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ...

  • ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ...

  • ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

  • ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା

  • ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ...

ରାଜ୍ୟ
Home ›› ରାଜ୍ୟ ››ଖୁବଶୀଘ୍ର ଆରମ୍ଭ ହେବ ଝଞ୍ଜାବତୀ ପ୍ରକଳ୍ପ

ଖୁବଶୀଘ୍ର ଆରମ୍ଭ ହେବ ଝଞ୍ଜାବତୀ ପ୍ରକଳ୍ପ

2022-07-03 04:03:50
13840
Share:
Facebook
Twitter
E-Mail
WhatsApp
Telegram
ଖୁବଶୀଘ୍ର ଆରମ୍ଭ ହେବ ଝଞ୍ଜାବତୀ ପ୍ରକଳ୍ପ

ଭୁବନେଶ୍ୱର : ୨୦୧୩-୧୪ ଆର୍ଥିକ ବର୍ଷରୁ ରାଜ୍ୟ ସରକାର ସ୍ୱତନ୍ତ୍ର ଭାବେ କୃଷି ବଜେଟ ଉପସ୍ଥାପିତ କରୁଛନ୍ତି  । ସେତେବେଳେ ବଜେଟର କଳେବର ୭୧୬୨ କୋଟି ଟଙ୍କା ଥିବାବେଳେ ୨୦୨୨-୨୩ ଆର୍ଥିକ ବଷ ପାଇଁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୧ ହଜାର ୧୬୬ କୋଟିର କୃଷି ବଜେଟ ଉପସ୍ଥାପନ କରିଛନ୍ତି  ।
କୃଷି ବଜେଟ ଉପସ୍ଥାପିତ କରି ଅର୍ଥମନ୍ତ୍ରୀ ଶ୍ରୀ ପୂଜାରୀ କହିଛନ୍ତିଯେ, ୫ଟି ମନ୍ତ୍ର ଓ ମୋ ସରକାର ଅଭିଯାନ ସରକାରଙ୍କ ନିରନ୍ତର ପ୍ରତିବଦ୍ଧତାକୁ ପ୍ରତିପାଦିତ କରୁଛି  । କୃଷି ବଜେଟ ବ୍ୟତୀତ ସରକାର ସ୍ୱତନ୍ତ୍ର ଭାବେ କ୍ଲାଇମେଟ ବଜେଟ, ଜେଣ୍ଡର ବଜେଟ, ଚାଇଲଡ଼ ବଜେଟ ଓ ନୁ୍ୟଟ୍ରିସନ ବଜେଟ ପ୍ରସ୍ତୁତି ଜାରି ରଖିଛନ୍ତି  । ଚଳିତ ଆର୍ଥିକ ବର୍ଷରେ ଅଭିବୃଦ୍ଧି ହାର ୮ରୁ ୮.୫ ପ୍ରତିଶତ ରହିବ ବୋଲି ଆକଳନ କରାଯାଉଛି  ।

ଚାଷୀମାନଙ୍କ କଲ୍ୟାଣ ପାଇଁ କାଳିଆ ଯୋଜନା ନିମନ୍ତେ ୧୮୭୪ କୋଟିର ବ୍ୟୟବରାଦ ହୋଇଛି  । ସାର ଓ ବିହନ ସୁଧମୁକ୍ତ ଋଣ ବାବଦକୁ ୨୦୦ କୋଟି, ଶସ୍ୟ ଉପôାଦନ ପରିଚାଳନା ବାବଦକୁ ୬୮୮ କୋଟିି, ଉଦ୍ୟାନ କୃଷି ବିକାଶ ନିମନ୍ତେ  ୩୧୨ କୋଟି, କୁକୁଡ଼ା ଚାଷ ପାଇଁ ୧୦୨ କୋଟିର ବ୍ୟୟବରାଦ  କରାଯାଇଛି  । କୃଷକମାନଙ୍କୁ ସୁଧ ରିହାତି ବାବଦରେ ୮୯୩ କୋଟି, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ପାଇଁ ୬ ଶହ କୋଟି ଟଙ୍କା ଖର୍ଚ୍ଚ ହେବ  । ସେହିପରି ସମବାୟ ବ୍ୟାଙ୍କଗୁଡ଼ିକୁ ଅଂଶଧନ ବାବଦରେ ୧୫୦ କୋଟି ଟଙ୍କାର ସହାୟତା ଦିଆଯିବ  । 

ପ୍ରଧାନମନ୍ତ୍ରୀ କୃଷି ସିଂଚାଇ ଯୋଜନାରେ ଅସମ୍ପୂର୍ଣ୍ଣ ଏଆଇବିପି ପ୍ରକଳ୍ପ କାର୍ଯ୍ୟକାରିତା ନିମନ୍ତେ ୨୪୯୩ କୋଟିର ବ୍ୟୟ ବରାଦ କରାଯାଇଛି  । ରାଜ୍ୟର ପ୍ରମୁଖ ନଦୀରେ ଇନଷ୍ଟି୍ରମ ଷ୍ଟୋରେଜ ଷ୍ଟ୍ରକଚର ପାଇଁ ୯୪୪ କୋଟି, ଡବ୍ଲୁ୍ୟଏସଆଇଡିପି ନିମନ୍ତେ ୧୦୨୨ କୋଟି, ବନ୍ୟା ନିୟନ୍ତ୍ରଣ ଓ ଜଳ ନିଷ୍କାସନ କାର୍ଯ୍ୟ ପାଇଁ ୯୬୮ କୋଟିର ବ୍ୟୟବରାଦ କରାଯିବ  । ପାର୍ବତୀ ଗିରି ମେଗା ଲିଫ୍ଟ ଜଳସେଚନ ଯୋଜନାରେ ୪୮୫ କୋଟି ଟଙ୍କା ଖର୍ଚ୍ଚ ପାଇଁ ଅଟକଳ କରାଯାଇଛି  । ବିଜୁ କୃଷକ ବିକାଶ ଯୋଜନାରେ କମୁ୍ୟନିଟି ଲିଫ୍ଟ ଜଳସେଚନ ପଏଂଟ ନିମନ୍ତେ ୪୦୦ କୋଟି, କେନାଲ ଲାଇନିଂ ଆଣ୍ଡ ସିଷ୍ଟମ ପୁନର୍ବାସ କାର୍ଯ୍ୟକ୍ରମ ଅଧିନରେ ୪୪୦ କୋଟି ଟଙ୍କା ଖର୍ଚ୍ଚ କରାଯିବ  ।

ଏତଦବ୍ୟତୀତ କୃଷି ଗବେଷଣା, ଶିକ୍ଷା ଓ ଭିତିଭୂମି ବିକାଶ ନିମନ୍ତେ ୧୬୧ କୋଟି, ଉଦ୍ୟାନ କୃଷି କାର୍ଯ୍ୟକ୍ରମ ପାଇଁ ୩୧୨ କୋଟି, ଜାତୀୟ ଉଦ୍ୟାନ କୃଷି ମିଶନ ସକାଶେ ୧୨୨ କୋଟି, ରାଷ୍ଟ୍ରୀୟ କୃଷି ବିକାଶ ଯୋଜନାରେ ୩ ଶହ କୋଟିର ବ୍ୟୟବରାଦ କରାଯାଇଛି  । କୃଷି ଯନ୍ତ୍ରପାତି ଓ ଡିଜେଲ ପମ୍ପସେଟର ଚାହିଦା ବୃଦ୍ଧି ନିମନ୍ତେ ୪୩୨ କୋଟି ଖର୍ଚ୍ଚ ହେବ  । ୨୦୨୨-୨୩ ଆର୍ଥିକ ବର୍ଷରେ ଆଉ ୨ ଲକ୍ଷ ୮୦ ହଜାର ହେକ୍ଟର ଜମିକୁ ଜଳସେଚନର ଲକ୍ଷ୍ୟ ରଖାଯାଇଛି  । ସେହିପରି ପ୍ରମୁଖ ନଦୀରେ ୧୬ଟି ନୂତନ ଆଇଏସଏସ ପାଇଁ ୧୦୪୪ କୋଟି ଟଙ୍କା ଖର୍ଚ୍ଚର ଲକ୍ଷ୍ୟ ରହିଛି  । ସାନ୍ଦୁଲ, କୁସୁମି, ସୋନୋ, ତୁରୀ-ଗୁଂଟାତରେ ବୃହତ ଓ ମଧ୍ୟମ ଜଳସେଚନ ପ୍ରକଳ୍ପ ଆରମ୍ଭ ହୋଇଥିବାବେଳେ ଚଳିତ ବର୍ଷ କୋରାପୁଟ ଜିଲ୍ଲାରେ ଝଞ୍ଜାବତୀ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ କରାଯିବ  । ଏହାଛଡ଼ା ଖୁବଶୀଘ୍ର ମହାନଦୀ-ଚିତ୍ରୋପôଳା ଦ୍ୱୀପ ଜଳସେଚନ ଏବଂ ଦେଓ ପ୍ରକଳ୍ପ ଲୋକାର୍ପିତ କରାଯିବ  ।

Powered by Froala Editor

Tags Jhanjabati project

Related articles Odisha News Lens 4.1

  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ
    ଦେଶ-ଦେଶାନ୍ତର

    ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ

    13470
    Aug 20, 2026
  • ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ହଲାଣ୍ଡ
    ମନୋରଞ୍ଜନ

    ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ହଲାଣ୍ଡ

    14001
    Aug 19, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15671
    Aug 19, 2026
  • ଜାମ୍ମୁ-କାଶ୍ମୀରକୁ ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ
    ଦେଶ-ଦେଶାନ୍ତର

    ଜାମ୍ମୁ-କାଶ୍ମୀରକୁ ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ

    13864
    Aug 20, 2026
  • ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା
    ମନୋରଞ୍ଜନ

    ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା

    13899
    Aug 19, 2026
  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ
    ଦେଶ-ଦେଶାନ୍ତର

    ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

    13863
    Aug 20, 2026
  • ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

    14951
    Aug 19, 2026
  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ
    ଦେଶ-ଦେଶାନ୍ତର

    ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ

    14597
    Aug 20, 2026
  • ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ଛାତ୍ର
    ଦେଶ-ଦେଶାନ୍ତର

    ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ଛାତ୍ର

    13469
    Aug 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ଛାତ୍ର

    13469
    Aug 20, 2026
  • ଦେଶ-ଦେଶାନ୍ତର

    ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଛି ଏହି ସୂଚନା

    14038
    Aug 20, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15671
    Aug 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17043
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17664
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17713
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18110
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15955
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13875
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14904
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14676
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14515
    Aug 07, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

ଶିକ୍ଷା, ନେତୃତ୍ୱ ଓ ବିକାଶର ସୁଯୋଗ ମାଧ୍ୟମରେ ଭବିଷ୍ୟତ ଗଢ଼ିବା

ଭୁବନେଶ୍ୱର : ବେଦାନ୍ତ ଆଲୁମିନିୟମ କୋଇଲା ଖଣିର ପରିଚାଳନାଗତ ସଫଳତା ପଛରେ ଏକ ଦୃଢ କାର୍ଯ୍ୟବଳ ରହିଛି ଯାହା ବ୍ୟବସାୟ ସହିତ ତାଳଦେଇ ...

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13998
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14261
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14384
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15277
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଛି ଏହି ସୂଚନା

    14038
    Aug 20, 2026
  • ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

    14951
    Aug 19, 2026
  • ଜାମ୍ମୁ-କାଶ୍ମୀରକୁ ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ

    13864
    Aug 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In