Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଲକ୍ଷ୍ନୌରେ ଏମରଜେନ୍ସି ଲ୍ୟାଣ୍ଡିଂ କଲା ...

  • ବିବାହ ବନ୍ଧନରେ ଅର୍ଜୁନ-ସାନିଆ

  • ଯୁଦ୍ଧ ପାଇଁ ଏକମାସ ପର୍ଯ୍ୟନ୍ତ TRP ...

  • ପମ୍ପରେ ଆଉ ମିଳିବନି ପେଟ୍ରୋଲ !

  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ...

  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

  • ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ...

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ...

  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସୋଲୋଗାମୀ ବିବାହ କରି ଫସିଲେ କ୍ଷମା: ଚାକିରି ଗଲା, ଘରୁ ବାହାର କରିଦେଲେ ମାଲିକ

ସୋଲୋଗାମୀ ବିବାହ କରି ଫସିଲେ କ୍ଷମା: ଚାକିରି ଗଲା, ଘରୁ ବାହାର କରିଦେଲେ ମାଲିକ

2022-07-03 19:17:33
15051
Share:
Facebook
Twitter
E-Mail
WhatsApp
Telegram
ସୋଲୋଗାମୀ ବିବାହ କରି ଫସିଲେ କ୍ଷମା: ଚାକିରି ଗଲା, ଘରୁ ବାହାର କରିଦେଲେ ମାଲିକ

ନିଜକୁ ନିଜେ ବିବାହ କରି ଚର୍ଚ୍ଚାରେ ରହିଥିବା କ୍ଷମା ବିନ୍ଦୁଙ୍କ ସାମ୍ନାରେ ଏବେ ସମସ୍ୟାର ପାହାଡ ଛିଡା ହୋଇଛି । ଘର ଓ ଚାକିରି ଯିବା ପରେ ତାଙ୍କୁ ବଡୋଦରା ସହର ଛାଡିବାକୁ ପଡିଛି ।

ଗୁଜରାଟ ବଡୋଦରାର ୨୪ ବର୍ଷିୟା କ୍ଷମା ବିନ୍ଦୁ ପେଷାରେ ଜଣେ ବ୍ଲଗର । ସେ ନିଜକୁ ନିଜେ ବିବାହ କରି ସାରା ଦେଶରେ ଚର୍ଚ୍ଚାର ପାତ୍ର ହୋଇଥିଲେ। ଏପରି ବିବାହକୁ ସେତେବେଳେ ଭାରତରେ ପ୍ରଥମ ସୋଲୋଗାମୀ ବିବାହ ବୋଲି କୁହାଯାଇଥିଲା। ତେବେ ନିଜକୁ ନିଜେ ବିବାହ କରିଥିବା କ୍ଷମା ବିନ୍ଦୁଙ୍କ ଉପରେ ଏବେ ସମସ୍ୟାର ପାହାଡ ଭାଙ୍ଗିଛି।

ବଡୋଦରାର ଶୁଭାନପୁରା ଅଞ୍ଚଳରେ ରହୁଥିବା କ୍ଷମା ବିନ୍ଦୁ ସହର ଛାଡିବା ଲାଗି ଏକ ପ୍ରକାର ବାଧ୍ୟ ହୋଇଛନ୍ତି। ତାଙ୍କ ଚାକିରୀ ଚାଲି ଯାଇଥିବା ବେଳେ ଘର ମାଲିକ ତାଙ୍କୁ ଘର ଖାଲି କରିଦେବାକୁ କହିଥିଲେ। ଏବେ ଘର ଓ ଚାକିରୀ ଉଭୟ ଚାଲିଯିବା ଯୋଗୁ ସେ ବଡୋଦରା ଛାଡିଛନ୍ତି। ତେବେ ସେ କେଉଁଠି ରହୁଛନ୍ତି ସେ ସମ୍ପର୍କରେ କୌଣସି ସୂଚନା ଦେଇ ନାହାନ୍ତି। ପୁଣି ବଡୋଦରା ଫେରିଲେ ସୂଚନା ଦେବେ ବୋଲି କହିଛନ୍ତି।

Powered by Froala Editor

Tags marriage

Related articles Odisha News Lens 4.1

  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ
    ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14982
    Mar 06, 2026
  • ଯୁଦ୍ଧ ପାଇଁ ଏକମାସ ପର୍ଯ୍ୟନ୍ତ TRP ରିପୋର୍ଟିଂ ବନ୍ଦ
    ଦେଶ-ଦେଶାନ୍ତର

    ଯୁଦ୍ଧ ପାଇଁ ଏକମାସ ପର୍ଯ୍ୟନ୍ତ TRP ରିପୋର୍ଟିଂ ବନ୍ଦ

    13617
    Mar 07, 2026
  • ବିବାହ ବନ୍ଧନରେ ଅର୍ଜୁନ-ସାନିଆ
    ମନୋରଞ୍ଜନ

    ବିବାହ ବନ୍ଧନରେ ଅର୍ଜୁନ-ସାନିଆ

    14473
    Mar 07, 2026
  •  ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର
    ଦେଶ-ଦେଶାନ୍ତର

    ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର

    14279
    Mar 07, 2026
  • ପମ୍ପରେ ଆଉ ମିଳିବନି ପେଟ୍ରୋଲ !
    ଦେଶ-ଦେଶାନ୍ତର

    ପମ୍ପରେ ଆଉ ମିଳିବନି ପେଟ୍ରୋଲ !

    13927
    Mar 07, 2026
  • ଲକ୍ଷ୍ନୌରେ ଏମରଜେନ୍ସି ଲ୍ୟାଣ୍ଡିଂ କଲା ୟୁପି ଡେପୁଟି ସିଏମ୍ ଙ୍କ  ହେଲିକପ୍ଟର
    ଦେଶ-ଦେଶାନ୍ତର

    ଲକ୍ଷ୍ନୌରେ ଏମରଜେନ୍ସି ଲ୍ୟାଣ୍ଡିଂ କଲା ୟୁପି ଡେପୁଟି ସିଏମ୍ ଙ୍କ ହେଲିକପ୍ଟର

    14900
    Mar 07, 2026
  •  ଏହି  ସ୍ଥାନରେ କଳାଜାଇ ଥିଲେ  ଖୋଲେ ପୂର୍ବଜନ୍ମର ରହସ୍ୟ
    ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14182
    Mar 07, 2026
  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ
    ଦେଶ-ଦେଶାନ୍ତର

    ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ

    13497
    Mar 07, 2026
  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା
    ଦେଶ-ଦେଶାନ୍ତର

    ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

    13740
    Mar 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14182
    Mar 07, 2026
  • ଦେଶ-ଦେଶାନ୍ତର

    ଯୁଦ୍ଧ ପାଇଁ ଏକମାସ ପର୍ଯ୍ୟନ୍ତ TRP ରିପୋର୍ଟିଂ ବନ୍ଦ

    13617
    Mar 07, 2026
  • ମନୋରଞ୍ଜନ

    ବିବାହ ବନ୍ଧନରେ ଅର୍ଜୁନ-ସାନିଆ

    14473
    Mar 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16247
    Apr 03, 2021

ବିଶେଷ

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14182
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14814
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15260
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14468
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15083
    Feb 28, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15669
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15127
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14979
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14493
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର

    14279
    Mar 07, 2026
  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13547
    Mar 06, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14982
    Mar 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In