Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କରାଚୀ ହିଂସା: ପୁଲିସ୍‌ ଗୁଳିମାଡ଼ରେ ଗଲା ୧୦ ...

  • କରାଚୀରେ ବ୍ୟାପକ ହିଂସା

  • ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍

  • ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ

  • ନିଶ୍ଚିତ ଭାବରେ ତାମିଲନାଡୁର ...

  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ...

  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

  • କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ...

  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ...

Home ›› ››ଫିଲ୍ମ୍ ଷ୍ଟାଇଲରେ ଚୋରି କରି ଚୋର ଲେଖିଲେ ଇଟ୍ସ୍‌ ଧୁମ୍ ୪ କମିଙ୍ଗ୍‌ ସୁନ୍‌

ଫିଲ୍ମ୍ ଷ୍ଟାଇଲରେ ଚୋରି କରି ଚୋର ଲେଖିଲେ ଇଟ୍ସ୍‌ ଧୁମ୍ ୪ କମିଙ୍ଗ୍‌ ସୁନ୍‌

2022-07-03 19:34:40
17643
Share:
Facebook
Twitter
E-Mail
WhatsApp
Telegram
ଫିଲ୍ମ୍ ଷ୍ଟାଇଲରେ ଚୋରି କରି ଚୋର ଲେଖିଲେ ଇଟ୍ସ୍‌ ଧୁମ୍ ୪ କମିଙ୍ଗ୍‌ ସୁନ୍‌
ଫିଲ୍ମ୍ ଷ୍ଟାଇଲରେ ଚୋରି କରି ଚୋର ଲେଖିଲେ ଇଟ୍ସ୍‌ ଧୁମ୍ ୪ କମିଙ୍ଗ୍‌ ସୁନ୍‌ । ଏପରି ଚୋରି ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ ଅଞ୍ଚଳରେ ଘଟିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚୋରମାନେ ୩ଟି ମୋବାଇଲ୍‌ ନମ୍ୱର ଲେଖି ଯାଇଛନ୍ତି। ଯେଉଁଥିରେ ଜଣେ ସ୍କୁଲର ଶିକ୍ଷକଙ୍କ ମୋବାଇଲ ନମ୍ୱର ଥିବା ବେଳେ ଅନ୍ୟ ଦୁଇଟି କାହାର ଜଣାପଡ଼ି ନାହିଁ। ପୁଲିସ ସାଇଣ୍ଟିଫିକ୍‌ ଟିମ୍‌ ଓ ସନ୍ଧାନୀ କୁକୁର ମାଧ୍ୟମରେ ଘଟଣାର ତଦନ୍ତ ଚଳାଇଛି।

ଶନିବାର ବିଳମ୍ୱିତ ରାତିରେ ତେନ୍ତୁଳିଖୁଣ୍ଟି ବ୍ଲକ ଖାତିଗୁଡା ଇନ୍ଦ୍ରାବତୀ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟରୁ ଚୋରି ହୋଇଛି। ଗତ ଶୁକ୍ରବାର ଦିନ ରଥଯାତ୍ରା ପାଇଁ ସ୍କୁଲ ଛୁଟି ଥିବାରୁ ସ୍କୁଲ ବନ୍ଦ ରହିଥିଲା । ଏହାର ପରଦିନ ଅର୍ଥାତ୍ ଶନିବାର ଦିନ ସ୍କୁଲ ଫାଟକ ଖୋଲିବା ବେଳେ ବିଦ୍ୟାଳୟର ମୁଖ୍ୟ ଫାଟକର ଚାବି ଭାଙ୍ଗି ହୋଇ ପ୍ରଧାନଶିକ୍ଷକଙ୍କ କକ୍ଷରେ ଚୋରି କରିଥିଲେ। ଚୋରମାନେ ପ୍ରଧାନ ଶିକ୍ଷକଙ୍କ କକ୍ଷରେ ଥିବା ଦୁଇଟି ତାଲା ଭାଙ୍ଗି କମ୍ପ୍ୟୁଟର, ପ୍ରିଣ୍ଟର, ଜେରକ୍ସ ମେସିନ, ସାଉଣ୍ଡବକ୍ସ ଇତ୍ୟାଦି ଚୋରି କରି ନେଇଛନ୍ତି।

ଚୋରମାନେ ସ୍କୁଲରେ କଳାକନା ବୁଲାଇବା ପରେ ପୁଲିସ୍‌କୁ ଦେଇଛନ୍ତି ଖୋଲା ଚ୍ୟାଲେଞ୍ଜ। ବ୍ଲକବୋର୍ଡରେ ଇଂରାଜୀରେ ଲେଖିଥିଲେ- ITS ME DHOOM-4 COMMING SOON। ଆଉ ଓଡ଼ିଆରେ ଲେଖିଥିଲେ- “ଆମେ ପୁଣି ଆସିବୁ… ସ୍କୁଲ ପିଲା ଧରିପାରିଲେ ଧର…”। ଏଥି ସହ ବ୍ଲାକବୋର୍ଡରେ ୩ଟି ମୋବାଇଲ ନମ୍ୱର ଲେଖି ଯାଇଛନ୍ତି। ଯେଉଁଥିରେ ସ୍କୁଲର ଶିକ୍ଷକଙ୍କ ମୋବାଇଲ୍‌ ନମ୍ୱର ରହିଛି। ତେବେ ଅନ୍ୟ ଦୁଇଟି ମୋବାଇଲ୍‌ ନମ୍ୱର କାହାର ଜଣାପଡ଼ି ନାହିଁ।

Powered by Froala Editor

Tags theft

Related articles Odisha News Lens 4.1

  • ନିଶ୍ଚିତ ଭାବରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବେ ସୁପରଷ୍ଟାର ଥାଲାପତି ବିଜୟ !
    ଦେଶ-ଦେଶାନ୍ତର

    ନିଶ୍ଚିତ ଭାବରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବେ ସୁପରଷ୍ଟାର ଥାଲାପତି ବିଜୟ !

    15538
    Feb 28, 2026
  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି

    13710
    Feb 27, 2026
  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ
    ଦେଶ-ଦେଶାନ୍ତର

    ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

    15382
    Feb 27, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ
    ବିଶେଷ

    ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14213
    Feb 27, 2026
  • କରାଚୀ ହିଂସା: ପୁଲିସ୍‌ ଗୁଳିମାଡ଼ରେ ଗଲା ୧୦ ପ୍ରାଣ
    ଦେଶ-ଦେଶାନ୍ତର

    କରାଚୀ ହିଂସା: ପୁଲିସ୍‌ ଗୁଳିମାଡ଼ରେ ଗଲା ୧୦ ପ୍ରାଣ

    14205
    Mar 01, 2026
  • କରାଚୀରେ ବ୍ୟାପକ ହିଂସା
    ଦେଶ-ଦେଶାନ୍ତର

    କରାଚୀରେ ବ୍ୟାପକ ହିଂସା

    13821
    Mar 01, 2026
  • ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ
    ଦେଶ-ଦେଶାନ୍ତର

    ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ

    13651
    Feb 28, 2026
  • ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍
    ଦେଶ-ଦେଶାନ୍ତର

    ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍

    14783
    Feb 28, 2026
  • କୋଲକାତାରେ ଶକ୍ତିଶାଳୀ ଭୂକମ୍ପ
    ଦେଶ-ଦେଶାନ୍ତର

    କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

    14823
    Feb 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14213
    Feb 27, 2026
  • ଦେଶ-ଦେଶାନ୍ତର

    ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍

    14783
    Feb 28, 2026
  • ଦେଶ-ଦେଶାନ୍ତର

    ନିଶ୍ଚିତ ଭାବରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବେ ସୁପରଷ୍ଟାର ଥାଲାପତି ବିଜୟ !

    15538
    Feb 28, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17355
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17424
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17770
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16243
    Apr 03, 2021

ବିଶେଷ

  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14314
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14213
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14281
    Feb 26, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    15418
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15930
    Feb 23, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15121
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14972
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14485
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16101
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14314
    Feb 28, 2026
  • ନିଶ୍ଚିତ ଭାବରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବେ ସୁପରଷ୍ଟାର ଥାଲାପତି ବିଜୟ !

    15538
    Feb 28, 2026
  • କରାଚୀରେ ବ୍ୟାପକ ହିଂସା

    13821
    Mar 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In