Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ...

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ ...

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ...

  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ...

  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର ...

  • ପରଲୋକରେ ଅଭିନେତା ନାନା ପାଟେକର

  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ...

  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

ରାଜ୍ୟ
Home ›› ରାଜ୍ୟ ››ବୁଲା ଗାଈ କୁକୁରଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ମଞ୍ଜୁର

ବୁଲା ଗାଈ କୁକୁରଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ମଞ୍ଜୁର

2021-05-09 09:20:15
13947
Share:
Facebook
Twitter
E-Mail
WhatsApp
Telegram
ବୁଲା ଗାଈ କୁକୁରଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ମଞ୍ଜୁର

ଭୁବନେଶ୍ୱର : କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟା ର ସମ୍ମୁଖୀନ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ମହାନଗର ନିଗମ 48 ଟି ମ୍ୟୁନିସପାଲଟି ଓ 61 ଟିଏନ୍ଏ ସି ମାନଙ୍କୁ ଷାଠିଏ ଲଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି । ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦେବେ । ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା ,କଟକ ,ସମ୍ବଲପୁର,ରାଉରକେଲା, ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶହଜାର ଟଙ୍କା ,ମ୍ୟୁନିସପାଲଟି ମାନେ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନ ଏ ସି ମାନେ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...
    ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...

    15646
    Oct 09, 2026
  • ପରଲୋକରେ ଅଭିନେତା ନାନା ପାଟେକର
    ଦେଶ-ଦେଶାନ୍ତର

    ପରଲୋକରେ ଅଭିନେତା ନାନା ପାଟେକର

    15218
    Oct 08, 2026
  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର
    ଦେଶ-ଦେଶାନ୍ତର

    ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    15121
    Oct 08, 2026
  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15501
    Oct 08, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର
    ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13883
    Oct 09, 2026
  • ଚେକିଂ  ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ
    ଦେଶ-ଦେଶାନ୍ତର

    ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13927
    Oct 08, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ
    ବାଣିଜ୍ୟ

    ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15529
    Oct 08, 2026
  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    13975
    Oct 09, 2026
  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ
    ମନୋରଞ୍ଜନ

    ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14677
    Oct 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13883
    Oct 09, 2026
  • ଦେଶ-ଦେଶାନ୍ତର

    ପରଲୋକରେ ଅଭିନେତା ନାନା ପାଟେକର

    15218
    Oct 08, 2026
  • ବାଣିଜ୍ୟ

    ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15529
    Oct 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17164
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17855
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17813
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18230
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14453
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14558
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15567
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14239
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15977
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15529
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14814
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15529
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14016
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13883
    Oct 09, 2026
  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    15121
    Oct 08, 2026
  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15501
    Oct 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In