Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, August 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ...

  • ଜନ୍ତରମନ୍ତର ଆନ୍ଦୋଳନ: ତଦନ୍ତ ପାଇଁ ...

  • ପରଲୋକରେ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ ...

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ...

  • ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ...

  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ...

  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ...

ରାଜ୍ୟ
Home ›› ରାଜ୍ୟ ››ଲଘୁଚାପ କ୍ଷେତ୍ର ସୃଷ୍ଟି, ବର୍ଷିବ ବର୍ଷା

ଲଘୁଚାପ କ୍ଷେତ୍ର ସୃଷ୍ଟି, ବର୍ଷିବ ବର୍ଷା

2022-07-04 06:20:21
13533
Share:
Facebook
Twitter
E-Mail
WhatsApp
Telegram
ଲଘୁଚାପ କ୍ଷେତ୍ର ସୃଷ୍ଟି, ବର୍ଷିବ ବର୍ଷା

ଭୁବନେଶ୍ୱର: ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।  ଉତ୍ତର ଓଡ଼ିଶା ପାଶ୍ୱର୍ବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।  ଲଘୁଚାପ କ୍ଷେତ୍ର ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।  ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ପ୍ରକାଶ ଯେ ଲଘୁଚାପ ପ୍ରଭାବରେ ୪ରୁ ୫ଦିନ ଯାଏ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷକରି ଉପକୂଳ ଜିଲ୍ଲାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ହାଲକରୁ ମଧ୍ୟମଧରଣର ବର୍ଷା ହେବ । ଏଥିପାଇଁ ୧୭ଜିଲ୍ଲାକୁ ୟେଲୋ ଓ ୫ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।

ଆସନ୍ତାକାଲି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ୬ ତାରିଖରୁ ବର୍ଷାର ପରିମାଣ ବଢି ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି । ଏହି ସମୟରେ କେତେକ ସ୍ଥାନରେ ବିଜୁଳି ଘଡ଼ିଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Powered by Froala Editor

Tags Low pressure

Related articles Odisha News Lens 4.1

  • ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ
    ଦେଶ-ଦେଶାନ୍ତର

    ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ

    14125
    Aug 20, 2026
  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର ...
    ବାଣିଜ୍ୟ

    ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର ...

    13957
    Aug 21, 2026
  • ଜନ୍ତରମନ୍ତର ଆନ୍ଦୋଳନ: ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ୫ ଜଣିଆ ହାଇପାୱାର ଏକ୍ସପର୍ଟ ...
    ଦେଶ-ଦେଶାନ୍ତର

    ଜନ୍ତରମନ୍ତର ଆନ୍ଦୋଳନ: ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ୫ ଜଣିଆ ହାଇପାୱାର ଏକ୍ସପର୍ଟ ...

    14569
    Aug 21, 2026
  • ପରଲୋକରେ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାର
    ଦେଶ-ଦେଶାନ୍ତର

    ପରଲୋକରେ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାର

    13905
    Aug 21, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର
    ବିଶେଷ

    ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15071
    Aug 21, 2026
  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ
    ଦେଶ-ଦେଶାନ୍ତର

    ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

    14114
    Aug 20, 2026
  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ
    ଦେଶ-ଦେଶାନ୍ତର

    ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ

    13719
    Aug 20, 2026
  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ
    ଦେଶ-ଦେଶାନ୍ତର

    ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ

    14839
    Aug 20, 2026
  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ  ...
    ଦେଶ-ଦେଶାନ୍ତର

    ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ...

    14300
    Aug 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ

    14839
    Aug 20, 2026
  • ଦେଶ-ଦେଶାନ୍ତର

    ପରଲୋକରେ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାର

    13905
    Aug 21, 2026
  • ବାଣିଜ୍ୟ

    ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    13957
    Aug 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17045
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17668
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17714
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18112
    Sep 06, 2023

ବିଶେଷ

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15071
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    15986
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13904
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14932
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14705
    Aug 10, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15884
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14000
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14264
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14387
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ଏତିକି ଟଙ୍କାରେ, ଜାଣନ୍ତୁ କେତେ ?

    14804
    Aug 21, 2026
  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ

    13719
    Aug 20, 2026
  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

    14114
    Aug 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In