Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ...

  • ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ...

  • ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ...

  • ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ...

  • ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ ...

  • ହରିୟାଣାର ଜିନ୍ଦ-ସୋନିପତ ସେକ୍ସନରେ ...

  • ଆଗୁଆ ଜାମିନ ଖାରଜ : ଗିରଫ ହୋଇପାରନ୍ତି ...

  • ୭୦ କିଲୋମିଟର ବେଗରେ ପ୍ରବଳ ଝଡ଼ବର୍ଷା ...

  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ...

  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

ରାଜ୍ୟ
Home ›› ରାଜ୍ୟ ››ଅଫିସରଙ୍କ ଅହଂକାର ବଢିଯାଇଛି: ସୌମ୍ୟରଞ୍ଜନ ପଟ୍ଟନାୟକ

ଅଫିସରଙ୍କ ଅହଂକାର ବଢିଯାଇଛି: ସୌମ୍ୟରଞ୍ଜନ ପଟ୍ଟନାୟକ

2022-07-05 09:28:04
13709
Share:
Facebook
Twitter
E-Mail
WhatsApp
Telegram
ଅଫିସରଙ୍କ ଅହଂକାର ବଢିଯାଇଛି: ସୌମ୍ୟରଞ୍ଜନ ପଟ୍ଟନାୟକ

ଭୁବନେଶଶ୍ୱର: ସବୁବେଳେ ରୋକଠୋକ କଥା କହି ଚର୍ଚ୍ଚାରେ ରହୁଥିବା ଖଣ୍ଡପଡ଼ା ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ସୋମବାର ପୁଣି ଏକ ବଡ଼ ବୟାନ ଦେଇଛନ୍ତି ।  ଅଫିସରରାଜ ନେଇ ବିଧାନସଭା ବାହାରେ ଶ୍ରୀ ପଟ୍ଟନାୟକ କ୍ଷୋଭ ପ୍ରକାଶ କରିଛନ୍ତି ।  

ସେ କହିଛନ୍ତି ଯେ ରାଜ୍ୟରେ ସରକାରୀ ଅଧିକାରୀମାନଙ୍କର ଅହଂକାର ବଢିଯାଇଛି ।  ଏହା ଉପରେ ଅଙ୍କୁଶ ନଲାଗିଲେ ଗଣତନ୍ତ୍ର ବିପଦରେ ପଡ଼ିବ ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି । ରାଜ୍ୟରେ ମଦ୍ୟପାନକାରୀଙ୍କ ହାର ନେଇ ଉତ୍ତର ପ୍ରସଙ୍ଗରେ ଶ୍ରୀ ପଟ୍ଟନାୟକ ଏଭଳି କହିଛନ୍ତି । 

ଶୂନ୍ୟକାଳରେ ବିବୃତ୍ତି ରଖି ସୌମ୍ୟ କହିଛନ୍ତି ଯେ, ‘ବିଧାନସଭାରେ ସତ କିଏ କହୁଛି ପ୍ରଶ୍ନକର୍ତ୍ତା ନା ସରକାରୀ ଅଧିକାରୀ’ ? ରାଜ୍ୟରେ ମଦ୍ୟପାନ କରୁଥିବା ମହିଳାଙ୍କ ସଂଖ୍ୟା ବଢୁଥିବା ନେଇ ପଚାରିଥିବା ପ୍ରଶ୍ନରେ ସରକାରୀ ଅଧିକାରୀ ରଖିଥିବା ତଥ୍ୟକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ବିଜେଡ଼ିର ବରିଷ୍ଠ ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ । ସରକାରୀ ଅଧିକାରୀ ମାନେ ଭୁଲ ଏବଂ ଭିନ୍ନ ଭିନ୍ନ ତଥ୍ୟ ଦେଇ ବିଧାୟକ ମାନଙ୍କୁ ମିଛୁଆ ସଜେଇ ନ ଦିଅନ୍ତୁ । ମିଛୁଆ ହୋଇ ଆମେ ବିଧାନସଭାରେ ରହିବୁ କାହିଁକି ବୋଲି ସେ ପ୍ରଶ୍ନ କରିଛନ୍ତି। ମଦ୍ୟପାନରେ ରାଜ୍ୟର ମହିଳାଙ୍କ ସଂଖ୍ୟା ବଢୁଛି ନା କମୁଛି ତାହା ମୁଁ ଜାଣି ପାରୁନି । ଜାତୀୟ ସ୍ତରରେ ୨୦୧୫-୧୬ ସର୍ଭେ ଅନୁଯାୟୀ ମହିଳା ମଦ୍ୟପାନ ହାର ୧.୨ ପ୍ରତିଶତ ଥିଲା । ତାହା ବଢି ୧.୩ ପ୍ରତିଶତ ବର୍ତ୍ତମାନ ସୁଦ୍ଧା ହୋଇଛି । ଓଡ଼ିଶାରେ ଏହା ୪.୩ ପ୍ରତିଶତ ରହିଛି । ଏହି ତଥ୍ୟ ଆଧାରରେ ରାଜ୍ୟସ୍ତରରେ ମହିଳା ମଦ୍ୟପାନ କମିଛି ନା ବଢିଛି । ଯଦି ଏହି ତଥ୍ୟକୁ ନେଇ ସରକାରୀ ଅଧିକାରୀ କହିବେ ରାଜ୍ୟର ମହିଳାଙ୍କ ମଦ୍ୟପାନ କମିଛି ତେବେ ଏଥିରୁ କଣ ବୁଝିବା ବୋଲି ସେ ପ୍ରଶ୍ନ କରିଛନ୍ତି।

ପ୍ରକାଶ ଯେ, ରାଜ୍ୟରେ ଅଫିସରରାଜ ଚାଲିଛି ବୋଲି ସବୁବେଳେ ଅଭିଯୋଗ ହୋଇଆସୁଛି । ନେତା ମନ୍ତ୍ରୀ ଏଠାରେ କିଛି କାମ କରୁନାହାନ୍ତି । ସବୁ କିଛି ଅଫିସରମାନେ କରୁଛନ୍ତି ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହୋଇଆସୁଛି । ତେବେ ଆଜି ସୌମ୍ୟଙ୍କ ଅଫିସରରାଜ ପ୍ରସଙ୍ଗରେ ମନ୍ତବ୍ୟ ଏହି ଚର୍ଚ୍ଚାକୁ କେତେ ବଳ ଯୋଗାଉଛି ତାହା ଦେଖିବାକୁ ବାକି ରହିଲା ।

Powered by Froala Editor

Tags Soumya ranjan pattanaik

Related articles Odisha News Lens 4.1

  • ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ଶାଶୁ
    ଦେଶ-ଦେଶାନ୍ତର

    ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ଶାଶୁ

    15499
    May 28, 2026
  • ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ଦିବ୍ୟଙ୍କା
    ମନୋରଞ୍ଜନ

    ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ଦିବ୍ୟଙ୍କା

    13975
    May 28, 2026
  • ହରିୟାଣାର ଜିନ୍ଦ-ସୋନିପତ ସେକ୍ସନରେ ଚାଲିବ ଦେଶର ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନ୍‌
    ଦେଶ-ଦେଶାନ୍ତର

    ହରିୟାଣାର ଜିନ୍ଦ-ସୋନିପତ ସେକ୍ସନରେ ଚାଲିବ ଦେଶର ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନ୍‌

    13533
    May 28, 2026
  • ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦରମୈୟା
    ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦରମୈୟା

    14133
    May 28, 2026
  • ଆଗୁଆ ଜାମିନ ଖାରଜ : ଗିରଫ ହୋଇପାରନ୍ତି ଗିରିବାଳା ସିଂହ
    ଦେଶ-ଦେଶାନ୍ତର

    ଆଗୁଆ ଜାମିନ ଖାରଜ : ଗିରଫ ହୋଇପାରନ୍ତି ଗିରିବାଳା ସିଂହ

    15564
    May 28, 2026
  • ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ
    ଦେଶ-ଦେଶାନ୍ତର

    ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

    14514
    May 28, 2026
  • ୭୦ କିଲୋମିଟର ବେଗରେ ପ୍ରବଳ ଝଡ଼ବର୍ଷା ସମ୍ଭାବନା
    ଦେଶ-ଦେଶାନ୍ତର

    ୭୦ କିଲୋମିଟର ବେଗରେ ପ୍ରବଳ ଝଡ଼ବର୍ଷା ସମ୍ଭାବନା

    14037
    May 28, 2026
  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ
    ଦେଶ-ଦେଶାନ୍ତର

    ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ

    14899
    May 27, 2026
  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ

    14526
    May 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୭୦ କିଲୋମିଟର ବେଗରେ ପ୍ରବଳ ଝଡ଼ବର୍ଷା ସମ୍ଭାବନା

    14037
    May 28, 2026
  • ଦେଶ-ଦେଶାନ୍ତର

    ଆଗୁଆ ଜାମିନ ଖାରଜ : ଗିରଫ ହୋଇପାରନ୍ତି ଗିରିବାଳା ସିଂହ

    15564
    May 28, 2026
  • ଦେଶ-ଦେଶାନ୍ତର

    ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ଶାଶୁ

    15499
    May 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16887
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17509
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17557
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17940
    Sep 06, 2023

ବିଶେଷ

  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14942
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14851
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15776
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    15061
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14473
    May 20, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15430
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15172
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15660
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13996
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

    14514
    May 28, 2026
  • ଆଗୁଆ ଜାମିନ ଖାରଜ : ଗିରଫ ହୋଇପାରନ୍ତି ଗିରିବାଳା ସିଂହ

    15564
    May 28, 2026
  • ହରିୟାଣାର ଜିନ୍ଦ-ସୋନିପତ ସେକ୍ସନରେ ଚାଲିବ ଦେଶର ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନ୍‌

    13533
    May 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In