Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, November 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମୋଦୀଙ୍କ ବିରୋଧରେ ତଦନ୍ତ ଅଟକାଇଥିଲେ ...

  • ରାଜସ୍ଥାନ ପଞ୍ଚାୟତ ନିର୍ବାଚନରେ ...

  • ବାତ୍ୟା ‘ଅକୱାନ’ ମୁକାବିଲା ନେଇ ତଦାରଖ ...

  • ବରିଷ୍ଠ ବିଜେପି ନେତା ସୁରେନ୍ଦ୍ର ନାଥ ...

  • ଭିଏଏମ୍ଏଲ୍ ସିଜିମାଳି ବକ୍ସାଇଟ୍ ଖଣି ...

  • ନୂଆ BS-ସିକ୍ସ ଗାଡ଼ି ପାଇଁ ୩ ବର୍ଷ ...

  • ଯୋଗୀ ଆଦିତ୍ୟନାଥଙ୍କ ମାଆ ସାବିତ୍ରୀ ...

  • ନଭେମ୍ବରରୁ ଡିସେମ୍ବରରେ ୫୨ ଲକ୍ଷ ବିବାହ !

  • ନିବେଶକଙ୍କ ଖୁସି : ଅଟୋ, ବ୍ୟାଙ୍କିଙ୍ଗ୍ ଓ ...

  • ଗୋଟିଏ ଫଟୋ ଭାଗ୍ୟ ଚମକାଇଲା: ୨ ବର୍ଷୀୟ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଉପରମୁହାଁ ସଂକ୍ରମଣ: ଦେଶରେ ୧୮,୯୩୦ ନୂଆ ସଂକ୍ରମିତ, ୩୫ ମୃତ

ଉପରମୁହାଁ ସଂକ୍ରମଣ: ଦେଶରେ ୧୮,୯୩୦ ନୂଆ ସଂକ୍ରମିତ, ୩୫ ମୃତ

2022-07-07 05:48:00
15099
Share:
Facebook
Twitter
E-Mail
WhatsApp
Telegram
ଉପରମୁହାଁ ସଂକ୍ରମଣ: ଦେଶରେ ୧୮,୯୩୦ ନୂଆ ସଂକ୍ରମିତ, ୩୫ ମୃତ

ନୂଆଦିଲ୍ଲୀ: ଦେଶରେ ପୁଣି ଉପରମୁହାଁ ରହିଛି କୋରୋନା ସଂକ୍ରମଣ । ଦୁଇଦିନ ପରେ ପୁଣି ଉପରମୁହାଁ ସଂକ୍ରମଣ । କିଛି ଦିନ ହେବ ୧୫ ହଜାର ଉପରେ ରହିଛି ପଜିଟିଭ ମାମଲା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ୍ ୧୮ ହଜାର ୯୩୦ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି  । ଦିନକରେ ୩୫ ଜଣଙ୍କ ଜୀବନ ନେଇଛି ମହାମାରୀ ।

ମୃତକଙ୍କୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୫ ହଜାର ୩୦୫କୁ ବୃଦ୍ଧି ହୋଇଛି । ସେହିପରି ଆଜିର ନୂଆ ସଂକ୍ରମିତଙ୍କୁ ମିଶାଇ ଦେଶରେ ସକ୍ରିୟ ‌ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୧୯ ହଜାର ୪୫୭କୁ ବୃଦ୍ଧି ପାଇଛି । ଆଜି ୧୪ ହଜାର ୬୫୦ ଜଣ ସୁସ୍ଥ ହୋଇଛନ୍ତି । ଏଯାବତ ସୁସ୍ଥ ହେଲେଣି ୪ କୋଟି ୨୯ ଲକ୍ଷ ୨୧ ହଜାର ୯୭୭ ଆକ୍ରାନ୍ତ । ଦେଶର ଦୈନିକ ପଜିଟିଭ ରେଟ୍ ୪.୩୨%ରେ ପହଞ୍ଚିଛି । ଦେଶବ୍ୟାପୀ ସମୁଦାୟ ୧୯୮ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି ।

Powered by Froala Editor

Tags Corona

Related articles Odisha News Lens 4.1

  • ଗୋଟିଏ ଫଟୋ ଭାଗ୍ୟ ଚମକାଇଲା: ୨ ବର୍ଷୀୟ ଶିଶୁର ଷ୍ଟାଇଲ୍ ଲୁକ୍ ଭାଇରାଲ
    ଦେଶ-ଦେଶାନ୍ତର

    ଗୋଟିଏ ଫଟୋ ଭାଗ୍ୟ ଚମକାଇଲା: ୨ ବର୍ଷୀୟ ଶିଶୁର ଷ୍ଟାଇଲ୍ ଲୁକ୍ ଭାଇରାଲ

    15574
    Nov 20, 2026
  • ନୂଆ BS-ସିକ୍ସ ଗାଡ଼ି ପାଇଁ ୩ ବର୍ଷ ପର୍ଯ୍ୟନ୍ତ ମିଳିବ PUC ସାର୍ଟିଫିକେଟ
    ଦେଶ-ଦେଶାନ୍ତର

    ନୂଆ BS-ସିକ୍ସ ଗାଡ଼ି ପାଇଁ ୩ ବର୍ଷ ପର୍ଯ୍ୟନ୍ତ ମିଳିବ PUC ସାର୍ଟିଫିକେଟ

    13652
    Nov 20, 2026
  • ବାତ୍ୟା ‘ଅକୱାନ’ ମୁକାବିଲା ନେଇ ତଦାରଖ କଲେ ବରିଷ୍ଠ ବିଜେଡି ନେତା
    ରାଜନୀତି

    ବାତ୍ୟା ‘ଅକୱାନ’ ମୁକାବିଲା ନେଇ ତଦାରଖ କଲେ ବରିଷ୍ଠ ବିଜେଡି ନେତା

    15119
    Nov 20, 2026
  • ରାଜସ୍ଥାନ ପଞ୍ଚାୟତ ନିର୍ବାଚନରେ କଂଗ୍ରେସର ବଡ଼ ବିଜୟ, ବିଜେପିକୁ ଶକ୍ତ ଝଟକା
    ରାଜନୀତି

    ରାଜସ୍ଥାନ ପଞ୍ଚାୟତ ନିର୍ବାଚନରେ କଂଗ୍ରେସର ବଡ଼ ବିଜୟ, ବିଜେପିକୁ ଶକ୍ତ ଝଟକା

    15069
    Nov 20, 2026
  • ନଭେମ୍ବରରୁ ଡିସେମ୍ବରରେ ୫୨ ଲକ୍ଷ ବିବାହ !
    ଦେଶ-ଦେଶାନ୍ତର

    ନଭେମ୍ବରରୁ ଡିସେମ୍ବରରେ ୫୨ ଲକ୍ଷ ବିବାହ !

    14730
    Nov 20, 2026
  • ବରିଷ୍ଠ ବିଜେପି ନେତା ସୁରେନ୍ଦ୍ର ନାଥ ଜେନାଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ, ଦଳ ...
    ରାଜନୀତି

    ବରିଷ୍ଠ ବିଜେପି ନେତା ସୁରେନ୍ଦ୍ର ନାଥ ଜେନାଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ, ଦଳ ...

    14963
    Nov 20, 2026
  • ମୋଦୀଙ୍କ ବିରୋଧରେ ତଦନ୍ତ ଅଟକାଇଥିଲେ କଂଗ୍ରେସର କିଛି ନେତା! ବୀରାପ୍ପା ମୋଇଲିଙ୍କ ...
    ରାଜନୀତି

    ମୋଦୀଙ୍କ ବିରୋଧରେ ତଦନ୍ତ ଅଟକାଇଥିଲେ କଂଗ୍ରେସର କିଛି ନେତା! ବୀରାପ୍ପା ମୋଇଲିଙ୍କ ...

    13954
    Nov 20, 2026
  • ଭିଏଏମ୍ଏଲ୍ ସିଜିମାଳି ବକ୍ସାଇଟ୍ ଖଣି ପକ୍ଷରୁ କର୍କଟ ଚିହ୍ନଟ ଶିବିର ଆୟୋଜିତ, ...
    ବାଣିଜ୍ୟ

    ଭିଏଏମ୍ଏଲ୍ ସିଜିମାଳି ବକ୍ସାଇଟ୍ ଖଣି ପକ୍ଷରୁ କର୍କଟ ଚିହ୍ନଟ ଶିବିର ଆୟୋଜିତ, ...

    15461
    Nov 20, 2026
  • ନିବେଶକଙ୍କ ଖୁସି : ଅଟୋ, ବ୍ୟାଙ୍କିଙ୍ଗ୍ ଓ କଞ୍ଜ୍ୟୁମର ସେକ୍ଟରରେ ଜବରଦସ୍ତ ଉତ୍ସାହ
    ବାଣିଜ୍ୟ

    ନିବେଶକଙ୍କ ଖୁସି : ଅଟୋ, ବ୍ୟାଙ୍କିଙ୍ଗ୍ ଓ କଞ୍ଜ୍ୟୁମର ସେକ୍ଟରରେ ଜବରଦସ୍ତ ଉତ୍ସାହ

    13829
    Nov 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ରାଜନୀତି

    ରାଜସ୍ଥାନ ପଞ୍ଚାୟତ ନିର୍ବାଚନରେ କଂଗ୍ରେସର ବଡ଼ ବିଜୟ, ବିଜେପିକୁ ଶକ୍ତ ଝଟକା

    15069
    Nov 20, 2026
  • ବାଣିଜ୍ୟ

    ଭିଏଏମ୍ଏଲ୍ ସିଜିମାଳି ବକ୍ସାଇଟ୍ ଖଣି ପକ୍ଷରୁ କର୍କଟ ଚିହ୍ନଟ ଶିବିର ଆୟୋଜିତ, କଳାହାଣ୍ଡି ଓ ରାୟଗଡ଼ାର ୩୫୦ରୁ ଅଧିକ ଗୋଷ୍ଠୀ ସଦସ୍ୟ ...

    15461
    Nov 20, 2026
  • ଦେଶ-ଦେଶାନ୍ତର

    ନଭେମ୍ବରରୁ ଡିସେମ୍ବରରେ ୫୨ ଲକ୍ଷ ବିବାହ !

    14730
    Nov 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17297
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    18000
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17954
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18369
    Sep 06, 2023

ବିଶେଷ

  • ଛୋଟପିଲାଙ୍କ ମଧୁମେହ ଲକ୍ଷଣ ଜାଣନ୍ତୁ ଏମିତି....

    15403
    Nov 18, 2026
  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14808
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14433
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15776
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14557
    Nov 07, 2026

ବାଣିଜ୍ୟ

ଭିଏଏମ୍ଏଲ୍ ସିଜିମାଳି ବକ୍ସାଇଟ୍ ଖଣି ପକ୍ଷରୁ କର୍କଟ ଚିହ୍ନଟ ଶିବିର ଆୟୋଜିତ, କଳାହାଣ୍ଡି ଓ ରାୟଗଡ଼ାର ୩୫୦ରୁ ଅଧିକ ଗୋଷ୍ଠୀ ସଦସ୍ୟ ଉପକୃତ

ଭୁବନେଶ୍ୱର: ଗୋଷ୍ଠୀ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ କରିବା ଏବଂ ପ୍ରତିଷେଧକ ସ୍ୱାସ୍ଥ୍ୟ ଅଭ୍ୟାସକୁ ପ୍ରୋତ୍ସାହିତ କରିବା ପାଇଁ ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ବେଦାନ୍ତ ଆଲୁମିନିୟମ ରାୟଗଡ଼ା, କାଶିପୁର, ଭବାନୀପାଟଣା ...

  • ନିବେଶକଙ୍କ ଖୁସି : ଅଟୋ, ବ୍ୟାଙ୍କିଙ୍ଗ୍ ଓ କଞ୍ଜ୍ୟୁମର ସେକ୍ଟରରେ ଜବରଦସ୍ତ ଉତ୍ସାହ

    13829
    Nov 20, 2026
  • ଖରିଫ ସମ୍ପର୍କିତ ଶିକ୍ଷା ଆହରଣର ସମୀକ୍ଷା ଓ ଜଳବାୟୁ-ସହନଶୀଳ ରବି ଋତୁ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ପୁରୀରେ ଅନୁଷ୍ଠିତ ତୃତୀୟ ଡିଏଲ୍‌ସିସି ବୈଠକରେ ସାତଟି ଲାଇନ୍‌ ବିଭାଗ ଓ କେଭିକେ ଯୋଗଦେଲେ

    15731
    Nov 18, 2026
  • ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ବିତରଣ

    14353
    Nov 18, 2026
  • ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ଭୁବନେଶ୍ୱରକୁ ଏକଜୁଟ କଲା ଆୟୁ ଫାଉଣ୍ଡେସନ୍ ଓ ଅଙ୍କୁରା ହସ୍ପିଟାଲ

    15201
    Nov 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନଭେମ୍ବରରୁ ଡିସେମ୍ବରରେ ୫୨ ଲକ୍ଷ ବିବାହ !

    14730
    Nov 20, 2026
  • ନୂଆ BS-ସିକ୍ସ ଗାଡ଼ି ପାଇଁ ୩ ବର୍ଷ ପର୍ଯ୍ୟନ୍ତ ମିଳିବ PUC ସାର୍ଟିଫିକେଟ

    13652
    Nov 20, 2026
  • ବାତ୍ୟା ‘ଅକୱାନ’ ମୁକାବିଲା ନେଇ ତଦାରଖ କଲେ ବରିଷ୍ଠ ବିଜେଡି ନେତା

    15119
    Nov 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In