Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ...

  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ...

  • କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ...

  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ...

  • ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ...

  • ଆମେରିକାରେ କାମ କରୁଥିବା ବିଦେଶୀ ...

  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଆଜି ଦ୍ବିତୀୟ ବିବାହ କରୁଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ

ଆଜି ଦ୍ବିତୀୟ ବିବାହ କରୁଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ

2022-07-07 07:54:21
14453
Share:
Facebook
Twitter
E-Mail
WhatsApp
Telegram
ଆଜି ଦ୍ବିତୀୟ ବିବାହ କରୁଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନ୍‌ ଗୁରୁବାର ବିବାହ କରୁଛନ୍ତି। ସେ ଡାକ୍ତରାଣୀ ଗୁର୍‌ପ୍ରୀତ କାଉର(୩୨)ଙ୍କୁ ବିବାହ କରୁଛନ୍ତି। ମା’ ହରପାଲ କାଉର ଓ ଭଉଣୀ ମନପ୍ରୀତ୍‌ଙ୍କ ପସନ୍ଦ କ୍ରମେ ସେ ଗୁର୍‌ପ୍ରୀତଙ୍କୁ ବିବାହ କରିବାକୁ ସ୍ଥିର କରିଛନ୍ତି। ପ୍ରାୟ ଦେଢ଼ବର୍ଷ ଧରି ମାନ୍‌ଙ୍କ ପରିବାର ସହ ତାଙ୍କର ସମ୍ପର୍କ ଥିଲା। ତାଙ୍କ ଘର ହରିୟାଣାରେ କିନ୍ତୁ ସେ ପଞ୍ଜାବର ରାଜପୁରାଠାରେ ରହୁଛନ୍ତି। ୪୮ବର୍ଷୀୟ ଭଗୱନ୍ତଙ୍କର ଏହା ଦ୍ବିତୀୟ ବିବାହ। ସେ ପ୍ରଥମେ ଇନ୍ଦରପ୍ରୀତ୍‌ କାଉରଙ୍କୁ ବିବାହ କରିଥିଲେ; କିନ୍ତୁ ୨୦୧୫ ସେମାନଙ୍କର ବିଚ୍ଛେଦ ଘଟିଥିଲା। ଉଭୟଙ୍କର ଏବେ ଝିଅ ଶିରତ (୨୧) ଓ ପୁଅ ଦିଲସାନ୍‌ (୧୭) ନାମରେ ଦୁଇ ସନ୍ତାନ ଅଛନ୍ତି। ସେମାନେ ଏବେ ମା’ଙ୍କ ସହ ଆମେରିକାରେ ଅବସ୍ଥାନ କରୁଛନ୍ତି। ଦୁଇ ପିଲା ମାର୍ଚ୍ଚ ୧୬ରେ ଅନୁଷ୍ଠିତ ମାନ୍‌ଙ୍କ ଶପଥଗ୍ରହଣ ଉତ୍ସବରେ ଉପସ୍ଥିତ ଥିଲେ। ଚଣ୍ଡିଗଡ଼ସ୍ଥିତ ସରକାରୀ ବାସଭବନରେ ହେବାକୁ ଥିବା ନିରାଡ଼ମ୍ବର ବିବାହ ଉତ୍ସବରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଯୋଗଦେବେ। ମୁଖ୍ୟମନ୍ତ୍ରୀ ଥାଇ ବିବାହ କରିବାରେ ମାନ୍‌ ସମ୍ଭବତଃ ପ୍ରଥମ।

Powered by Froala Editor

Tags Punjab cm

Related articles Odisha News Lens 4.1

  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍
    ଦେଶ-ଦେଶାନ୍ତର

    ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍

    13532
    Oct 10, 2026
  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

    15126
    Oct 11, 2026
  • ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15590
    Oct 10, 2026
  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ
    ଦେଶ-ଦେଶାନ୍ତର

    ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ

    13360
    Oct 11, 2026
  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ

    14503
    Oct 10, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ...
    ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ...

    15543
    Oct 10, 2026
  •  କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...
    ଦେଶ-ଦେଶାନ୍ତର

    କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...

    14397
    Oct 11, 2026
  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ
    ଦେଶ-ଦେଶାନ୍ତର

    ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15511
    Oct 11, 2026
  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା
    ଅପରାଧ

    ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13536
    Oct 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15590
    Oct 10, 2026
  • ଦେଶ-ଦେଶାନ୍ତର

    ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15511
    Oct 11, 2026
  • ଦେଶ-ଦେଶାନ୍ତର

    ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ଡାକରା

    13243
    Oct 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17171
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17861
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17818
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18235
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14490
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14597
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15604
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14277
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16014
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15794
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15023
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15548
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14024
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ

    14503
    Oct 10, 2026
  • ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15590
    Oct 10, 2026
  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15511
    Oct 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In