Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ ...

  • ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ...

  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ...

  • ୧ ରୁ ପାସପୋର୍ଟ ଦେୟ ମହଙ୍ଗା

  • କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ...

  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ...

  • ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ...

  • ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ...

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ...

ରାଜ୍ୟ
Home ›› ରାଜ୍ୟ ››ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ପରଲୋକ

ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ପରଲୋକ

2021-05-09 13:12:50
14545
Share:
Facebook
Twitter
E-Mail
WhatsApp
Telegram
ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ୱର : କରୋନା ଲଢେ଼ଇରେ ହାରି ଯାଇଛନ୍ତି ପଦ୍ମ ବିଭୂଷଣ ତଥା ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ର  । କରୋନାରେ ଆକ୍ରାନ୍ତ ହୋଇ ସେ ଚିକିତ୍ସିତ ହେଉଥିଲେ । କିନ୍ତୁ ଆଜି ତାଙ୍କର ପରଲୋକ ହୋଇଥିବା ନେଇ ଡାକ୍ତରଖାନା ପକ୍ଷରୁ ସ୍ପଷ୍ଟ କରାଯାଇଛି  ।

କରୋନାରେ ଆକ୍ରାନ୍ତ ହୋଇ ସେ ଏମସରେ ଚିକିତ୍ସିତ ହେଉଥିଲେ  । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ପୁଅଙ୍କୁ ଫୋନ କରି ଶ୍ରୀ ମହାପାତ୍ରଙ୍କ ସ୍ୱାସ୍ଥ୍ୟବସ୍ଥା କଥା ପଚାରି ବୁଝିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ତାଙ୍କର ସ୍ୱାସ୍ଥ୍ୟବସ୍ଥା ଅନୁଧ୍ୟାନ କରିଥିଲେ  । 

 ୧୯୪୩ ମାର୍ଚ୍ଚ ୨୪ରେ ଶ୍ରୀ ମହାପାତ୍ର ଜନ୍ମଗ୍ରହଣ କରିଥିଲେ  । ଜଣେ ବିଶିଷ୍ଟ ସ୍ଥପତି ଭାବେ ସେ ଦେଶ ବିଦେଶରେ ଖ୍ୟାତି ଅର୍ଜନ କରିଥିଲେ  । ୧୯୭୫ରେ ତାଙ୍କୁ ପଦ୍ମଶ୍ରୀ ଓ ୨୦୦୧ରେ ପଦ୍ମ ଭୂଷଣ ଉପାଧିରେ ଭୂଷିତ କରାଯାଇଥିଲା  । ୨୦୧୩ରେ ତାଙ୍କୁ ପଦ୍ମ ବିଭୂଷଣ ପୁରସ୍କାର ପ୍ରଦାନ କରାଯାଇଥିଲା  । ୨୦୦୦ରେ ତାଙ୍କୁ ଆଇସିସିଆର ସଭ୍ୟ ଭାବେ ଭାରତ ସରକାର ମନୋନୀତ କରିଥିଲେ  । ଦ୍ୱିତୀୟ କୋଣାର୍କ ପାଇଁ ସେ ଯେଉଁ ସ୍ୱପ୍ନ ଦେଖିଥିଲେ ତାହା କିନ୍ତୁ ଅଧୁରା ରହିଗଲା । 

ବିଜେଡ଼ି ସମର୍ଥନରେ ସେ ସ୍ୱାଧୀନ ଭାବେ ରାଜ୍ୟସଭା ସାଂସଦ ଭାବେ ପ୍ରତିଦ୍ୱନ୍ଦ୍ୱିତା କରି ଅଳ୍ପକେ ପରାଜୟବରଣ କରିଥିଲେ  । ତେବେ ପରେ ତାଙ୍କୁ ରାଷ୍ଟ୍ରପତି ରାଜ୍ୟସଭା ସାଂସଦ ଭାବେ ମନୋନୀତ କରିଥିଲେ  ।

ଭାସ୍କର୍ଯ୍ୟ କଳାରେ ନିପୁଣ ରଘୁନାଥ ମହାପାତ୍ରଙ୍କ ପରଲୋକରେ ସମସ୍ତେ ସ୍ତବ୍ଧ ହୋଇଯାଇଛନ୍ତି  । କରୋନା ସିନା ତାଙ୍କୁ ଆମ ପାଖରୁ ଛଡେ଼ଇ ନେଇଛି ହେଲେ ସେ ପ୍ୟାରିସରୁ ନେଇ ଜାପାନ ପର୍ଯ୍ୟନ୍ତ ଅନେକ ଯଶ ଅର୍ଜନ କରିଥିଲେ  ।

ମାତ୍ର ଅଷ୍ଟମ ଶ୍ରେଣୀ ପାଶ କରିଥିଲେବି ନିଜର ନିହାଣର ଯାଦୁ ଓ ଭାସ୍କର୍ଯ୍ୟ କଳାରେ ପାରଙ୍ଗମ ରଘୁନାଥ ମହାପାତ୍ର ଦେଶବିଦେଶରେ ସୁନାମ ଅର୍ଜନ କରିପାରିଥିଲେ  । ପାରମ୍ପରିକ କଳାଭାସ୍କର୍ଯ୍ୟକୁ ବଂଚାଇ ରଖିବାରେ ସେ ଅହରହ ଉଦ୍ୟମ କରିଥିଲେ  । ତାଙ୍କର ଅନେକ ଶିଷ୍ୟ ଏବେ ବିଶ୍ୱରେ ବି ପ୍ରତିଷ୍ଠା ଲାଭ କରିଛନ୍ତି  । ସଂସଦର କେନ୍ଦ୍ରୀୟ ହଲରେ ଛଅ ଫୁଟ ଉଚ୍ଚତାର ସୂର୍ଯ୍ୟ ଦେବତା, ପ୍ୟାରିସର ବୁଦ୍ଧ ମନ୍ଦିରରେ ଥିବା ବୁଦ୍ଧଙ୍କ କାଠ ପ୍ରତିମା, ଜାପାନରେ ୧୫ ଫୁଟ ଉଚ୍ଚତାର ଅଶୋକ ସ୍ତମ୍ଭ, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଥିବା ଦୁଇଟି ଧଳା ଢୋଲପୁରୀ ପଥର ଲ୍ୟାମ୍ପ, କୋଲକାତା ପାର୍କ ଷ୍ଟି୍ରଟର କେନ୍ଦ୍ରୀୟ ସର୍କଲ ଓ ଖମ୍ବ, ହରିୟାନାର ସୁରଜକୁଣ୍ଡ ଠାରେ ଥିବା ନାଲିପଥରର ୧୫ ଫୁଟ ଉଚ୍ଚତା ବିଶିଷ୍ଟ ମୁକ୍ତେଶ୍ୱର ଗେଟ ସ୍ୱର୍ଗତ ମହାପାତ୍ରଙ୍କ ଭାସ୍କର୍ଯ୍ୟ ଯାଦୁର ମୁକସାକ୍ଷୀ ହୋଇରହିଛି ।

ପିତା ଦାମୋଦର ମହାପାତ୍ର ଓ ମାତା ଶକୁନ୍ତଳା ମହାପାତ୍ରଙ୍କ ଔରସରୁ ସେ ୧୯୪୩ ମାର୍ଚ୍ଚ ୨୪ରେ ଜନ୍ମଗ୍ରହଣ କରିଥିଲେ  । ପୁରୀ ଜିଲ୍ଲା ଶାସନ ପଡ଼ିଆ ଗ୍ରାମରେ ତାଙ୍କ ଜନ୍ମ ହୋଇଥିଲା  । ସ୍ୱର୍ଗତ ମହାପାତ୍ରଙ୍କ ପୂର୍ବସୂରୀମାନେ ପୁରୀ ଜଗନ୍ନାଥ ମନ୍ଦିର ଓ କୋଣାର୍କ ସୂର୍ଯ୍ୟ ମନ୍ଦିର ନିର୍ମାଣ କରିବାରେ ପ୍ରମୁଖ ଭୂମିକା ନିର୍ବାହ କରିଥିଲେ  । ପିଲାଟି ଦିନରୁ ହିଁ ରଘୁନାଥ ମହାପାତ୍ର ଭାସ୍କର୍ଯ୍ୟ କଳା ପ୍ରତି ଆକର୍ଷିତ ହେବା ସହ ସେଥିରେ ପାରଦର୍ଶୀ ହାସଲ କରିପାରିଥିଲେ  ।

Powered by Froala Editor

Tags raghunath mohapatra

Related articles Odisha News Lens 4.1

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ
    ବିଶେଷ

    ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15402
    Jun 26, 2026
  • ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର
    ମନୋରଞ୍ଜନ

    ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର

    15629
    Jun 26, 2026
  • ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ନାହିଁ: ମମତା
    ଦେଶ-ଦେଶାନ୍ତର

    ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ନାହିଁ: ମମତା

    15436
    Jun 27, 2026
  • କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ନଥିଲା
    ଦେଶ-ଦେଶାନ୍ତର

    କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ନଥିଲା

    15189
    Jun 26, 2026
  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ
    ଅପରାଧ

    ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ

    15603
    Jun 26, 2026
  •  ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ
    ଦେଶ-ଦେଶାନ୍ତର

    ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ

    13746
    Jun 27, 2026
  • ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ମୃତ
    ଦେଶ-ଦେଶାନ୍ତର

    ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ମୃତ

    15026
    Jun 26, 2026
  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି
    ଦେଶ-ଦେଶାନ୍ତର

    ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି

    15183
    Jun 25, 2026
  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର
    ଦେଶ-ଦେଶାନ୍ତର

    ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର

    14330
    Jun 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ନଥିଲା

    15189
    Jun 26, 2026
  • ଦେଶ-ଦେଶାନ୍ତର

    ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର

    14330
    Jun 26, 2026
  • ମନୋରଞ୍ଜନ

    ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର

    15629
    Jun 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16952
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17565
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17616
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18013
    Sep 06, 2023

ବିଶେଷ

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15402
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15483
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15255
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15084
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15699
    Jun 20, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13790
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14884
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15497
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15253
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର

    14330
    Jun 26, 2026
  • ୧ ରୁ ପାସପୋର୍ଟ ଦେୟ ମହଙ୍ଗା

    15298
    Jun 26, 2026
  • ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ମୃତ

    15026
    Jun 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In