Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ...

  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ...

  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ...

  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ...

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ...

  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ...

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ...

  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ...

  • ୭୮ଟି ସାହସିକତା ପୁରସ୍କାରକୁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଝିଅର ସମର୍ଥନ ପାଇଁ ପୁଅର ହାତ ଛାଡ଼ିଲେ ବିଜୟାଲକ୍ଷ୍ମୀ

ଝିଅର ସମର୍ଥନ ପାଇଁ ପୁଅର ହାତ ଛାଡ଼ିଲେ ବିଜୟାଲକ୍ଷ୍ମୀ

2022-07-08 19:08:30
14162
Share:
Facebook
Twitter
E-Mail
WhatsApp
Telegram
ଝିଅର ସମର୍ଥନ ପାଇଁ ପୁଅର ହାତ ଛାଡ଼ିଲେ ବିଜୟାଲକ୍ଷ୍ମୀ

ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ୱାଇଏସ ଜଗନ୍ ମୋହନ ରେଡ୍ଡୀଙ୍କ ମା ବିଜୟାମ୍ମା ଆଜି ୱାଇଏସଆର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି । ଆଜି ଦଳ ପକ୍ଷରୁ ଆୟୋଜିତ ଏକ ମେଗା ମିଟିଂରେ ନିଜର ଇସ୍ତଫା ଘୋଷଣା କରି ସମସ୍ତଙ୍କୁ ଚକିତ କରିଛନ୍ତି ବିଜୟାଲକ୍ଷ୍ମୀ। ଆନ୍ଧ୍ରର ପଡ଼ୋଶୀ ତେଲେଙ୍ଗାନାରେ ବିଜୟା ଲକ୍ଷ୍ମୀଙ୍କ ଝିଅ  ୱାଇଏସ ଶର୍ମିଲାଙ୍କ ଦ୍ୱାରା ପରିଚାଳିତ ରାଜନୈତିକ ଦଳ ପାଇଁ ସେ କାମ କରିବେ ।

ସେ ତାଙ୍କ ଝିଅକୁ ସମର୍ଥନ କରିବା ପାଇଁ ଏହି ନିଷ୍ପତ୍ତି ନେଇଛନ୍ତି। ତାଙ୍କ ଝିଅ ତେଲେଙ୍ଗାନାରେ ଏକ ନୂତନ ଦଳ ଗଠନ କରିଥିବାବେଳେ, ତେଲେଙ୍ଗାନାରେ ବିଧାନସଭା ନିର୍ବାଚନ ହେବାର ଅଛି। ଖବର ଅନୁଯାୟୀ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇଏସ ଜଗନ୍ ମୋହନ ରେଡ୍ଡୀଙ୍କ ଭଉଣୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ୱାଇଏସ ରାଜସେଖର ରେଡ୍ଡୀଙ୍କ ଝିଅ ୱାଇଏସ ଶର୍ମିଲା ନିଜର ନୂଆ ଦଳ ଆରମ୍ଭ କରିଥିଲେ ।

ଏହି ନୂଆ ଦଳର ନାମ ୱାଇଏସଆର ତେଲେଙ୍ଗାନା ପାର୍ଟି ରଖାଯାଇଥିବାବେଳେ ଏହାକୁ ନେଇ ଜଗନ୍ ରେଡ୍ଡୀ ଏବଂ ତାଙ୍କ ଭଉଣୀଙ୍କ ମଧ୍ୟରେ ମତଭେଦ ଦେଖାଦେଇଥିଲା। ଏକ ବର୍ଷ ପୂର୍ବେ ଶର୍ମିଲା ୱାଇଏସଆର ତେଲେଙ୍ଗାନା ପାର୍ଟି (YSRTP) ଘୋଷଣା କରିଥିଲେ। ଆଉ ଜଗନ୍ ରେଡ୍ଡୀ ତାଙ୍କ ଭଉଣୀଙ୍କ ତେଲେଙ୍ଗାନାରେ ଦଳ ଗଠନକୁ ବିରୋଧ କରିଥିଲେ। ଆଜି ଜଗନଙ୍କ ମା, ୱାଇଏସଆର କଂଗ୍ରେସରୁ ଇସ୍ତଫା ଦେଇ ନିଜ ଝିଅଙ୍କୁ ସମର୍ଥନ ଦେବାକୁ ଆଗେଇ ଆସିଛନ୍ତି ।

ବିଜୟାଲକ୍ଷ୍ମୀ କହିଛନ୍ତି ଯେ, ମୁଁ ଅତ୍ୟନ୍ତ ଦୃଢ଼ ଆତ୍ମବିଶ୍ୱାସୀ ଯେ, ମୋ ପୁଅ ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବେ ଜିତିବେ। ତାର ଖରାପ ସମୟରେ ମୁଁ ସାଥ ଦେଇଛି। ଏବେ ତାର ଭଲ ସମୟ ଚାଲିଛି। ଯଦି ମୁଁ ମୋ ଝିଅ ସହ ସାଥ ନଦେଇ ପାରୁଛି ମୁଁ ନିଜକୁ ଦୋଷୀ ଅନୁଭବ କରୁଛି। ତେଣୁ ମୁଁ ୱାଇଏସଆର କଂଗ୍ରେସ ଦଳର ସଭାତି ପଦରୁ ଇସ୍ତଫା ଦେଉଥିବା କହିଛନ୍ତି।

Powered by Froala Editor

Tags bijayalaxmi

Related articles Odisha News Lens 4.1

  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA
    ଦେଶ-ଦେଶାନ୍ତର

    UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    14916
    Aug 17, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ
    ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14582
    Aug 15, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ
    ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13531
    Aug 16, 2026
  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି
    ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    14982
    Aug 16, 2026
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...
    ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...

    15643
    Aug 15, 2026
  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ
    ଦେଶ-ଦେଶାନ୍ତର

    ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    14929
    Aug 16, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା
    ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14694
    Aug 16, 2026
  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ

    14355
    Aug 16, 2026
  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ

    14972
    Aug 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    14929
    Aug 16, 2026
  • ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

    15643
    Aug 15, 2026
  • ଦେଶ-ଦେଶାନ୍ତର

    ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ

    14355
    Aug 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17033
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17653
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17701
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18100
    Sep 06, 2023

ବିଶେଷ

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13531
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14813
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14587
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14423
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    16002
    Aug 05, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14242
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14371
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15268
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14640
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    14916
    Aug 17, 2026
  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14171
    Aug 17, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14694
    Aug 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In