Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏପରି ନିଅନ୍ତୁ ନିଜର ଯତ୍ନ

  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ...

  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ...

  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ...

  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ ...

  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ...

  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ

  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ...

  • ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ...

  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ରାଷ୍ଟ୍ରପତି ଫେରାର ହୋଇଯିବା ପରେ ଇସ୍ତଫା ଦେଲେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ

ରାଷ୍ଟ୍ରପତି ଫେରାର ହୋଇଯିବା ପରେ ଇସ୍ତଫା ଦେଲେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ

2022-07-09 19:42:45
15759
Share:
Facebook
Twitter
E-Mail
WhatsApp
Telegram
ରାଷ୍ଟ୍ରପତି ଫେରାର ହୋଇଯିବା ପରେ ଇସ୍ତଫା ଦେଲେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ

ଶ୍ରୀଲଙ୍କା ଗୁରୁତର ଆର୍ଥିକ ସଂକଟରେ ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମସିଙ୍ଘେ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି । ଶ୍ରୀଲଙ୍କା ରାଷ୍ଟ୍ରପତି ଦେଶ ଛାଡ଼ି ପଳାଇବା ପରେ ପ୍ରଧାନମନ୍ତ୍ରୀ ଇସ୍ତଫା ଦେଇଛନ୍ତି। ଦେଶର ନାଗରିକଙ୍କ ସୁରକ୍ଷା ଓ ହିତ ପାଇଁ ଦଳୀୟ ନେତାଙ୍କ ପ୍ରସ୍ତାବରେକୁ ମୁଁ ମାନିବାକୁ ରାଜି ବୋଲି ଶ୍ରଲଙ୍କା ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମସିଂଘେ କହିଛନ୍ତି।

ଆର୍ଥିକ ସଂକଟ ଯୋଗୁ ଦରଦାମ ବୃଦ୍ଧିରେ ଦେଶବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି । ଉତ୍ତ୍ୟକ୍ତ ଜନତା ବିଭିନ୍ନ ସ୍ଥାନରେ ଭିକ୍ଷୋଭ ସାଙ୍ଗକୁ ଜଳାପୋଡ଼ା ଚଳାଇଛନ୍ତି। ଶନିବାର ମଧ୍ୟାହ୍ନରେ ଅଚାନକ ଶହଶହ ଲୋକ ରାଷ୍ଟ୍ରପତି ଭବନକୁ ଧସାଇ ପଶିବା ସହ ପୁରା ଅଞ୍ଚଳକୁ ନିଜ କବଜାକୁ ନେଇଯାଇଛନ୍ତି। ତେବେ ଲୋକେ ରାଷ୍ଟ୍ରପତି ଭବନକୁ ପଶିବା ପୂର୍ବରୁ ରାଷ୍ଟ୍ରପତି ଗୋଟବୟା ରାଜପକ୍ଷେ କେଉଁଆଡେ ଫେରାର ହୋଇଯାଇଛନ୍ତି। ନୂଆ ତଥ୍ୟ ଅନୁଯାୟୀ ଶ୍ରୀଲଙ୍କାରେ ସର୍ବଦଳୀୟ ସରକାର ପାଇଁ ପ୍ରସ୍ତାବ ଆସିଛି।

ଶ୍ରୀଲଙ୍କା ଇତିହାସର ସବୁଠାରୁ ଦୟନୀୟ ପରିସ୍ଥିତି ଦେଇ ଗତି କରୁଛି । କିଛିଦିନ ପୂର୍ବରୁ ମହିନ୍ଦା ରାଜପକ୍ଷେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବାପରେ ରନିଲ ବିକ୍ରମସିଙ୍ଘେ ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଥିଲେ । ତଥାପି ସ୍ଥିତି ସୁଧୁରିନାହିଁ। ରାଷ୍ଟ୍ରପତି ଦେଶ ଛାଡିଥିବା ବେଳେ ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମସିଙ୍ଘେ ଇସ୍ତଫା ଦେଇଛନ୍ତି । ରାଷ୍ଟ୍ରପତି ପରିବାର ସହ ଶ୍ରୀଲଙ୍କା ଛାଡି ଫେରାର ହୋଇଯାଇଥିବା କୁହାଯାଉଛି। ରାଷ୍ଟ୍ରପତିଙ୍କ ପରିବାର ଦେଶରୁ ଫେରାର ହେଉଥିବାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ବନ୍ଦର ରାସ୍ତାରେ ଗୋଟାବାୟା ରାଜପକ୍ଷେ ଓ ତାଙ୍କ ପରିବାର ଦେଶ ଛାଡି ଚାଲି ଯାଉଥିବା ଭିଡିଓରେ କୁହାଯାଉଛି।

Powered by Froala Editor

Tags ranil

Related articles Odisha News Lens 4.1

  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ
    ଦେଶ-ଦେଶାନ୍ତର

    ଏକଜିଟ ପୋଲ, ବାଜିମାରି ନେବେ ବିଜୟ

    15360
    Apr 30, 2026
  • ଏପରି ନିଅନ୍ତୁ ନିଜର ଯତ୍ନ
    ବିଶେଷ

    ଏପରି ନିଅନ୍ତୁ ନିଜର ଯତ୍ନ

    13567
    May 01, 2026
  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା
    ଦେଶ-ଦେଶାନ୍ତର

    ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା

    15194
    Apr 29, 2026
  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...
    ଦେଶ-ଦେଶାନ୍ତର

    ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...

    15390
    Apr 30, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ
    ବିଶେଷ

    ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13772
    Apr 30, 2026
  • ବାଂଲାଦେଶରେ ମିଳିମିଳା ମହାମାରୀ  !୨୫୦ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ଜଣଙ୍କ ମୃତ୍ୟୁ

    14632
    Apr 29, 2026
  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ
    ଦେଶ-ଦେଶାନ୍ତର

    କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13570
    Apr 30, 2026
  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ
    ଦେଶ-ଦେଶାନ୍ତର

    କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ

    14373
    Apr 30, 2026
  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...

    15487
    Apr 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13772
    Apr 30, 2026
  • ଦେଶ-ଦେଶାନ୍ତର

    ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ନେଇଥିଲା: ରାଜନାଥ

    15390
    Apr 30, 2026
  • ଦେଶ-ଦେଶାନ୍ତର

    ଏକଜିଟ ପୋଲ, ବାଜିମାରି ନେବେ ବିଜୟ

    15360
    Apr 30, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17447
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17499
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17855
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16327
    Apr 03, 2021

ବିଶେଷ

  • ଏପରି ନିଅନ୍ତୁ ନିଜର ଯତ୍ନ

    13567
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13772
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    16009
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15955
    Apr 27, 2026
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14571
    Apr 25, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15366
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15101
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15596
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13906
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ

    15360
    Apr 30, 2026
  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ

    14373
    Apr 30, 2026
  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13570
    Apr 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In