Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ...

  • ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ...

  • ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

  • ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ...

  • ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ...

  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ...

  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ...

  • ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ...

  • ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ...

Home ›› ››ଓ୍ବାଏସଆର କଂଗ୍ରେସର ଆଜୀବନ ଅଧ୍ୟକ୍ଷ ଭାବେ ନିର୍ବାଚିତ ହେଲେ ଜଗନ ମୋହନ ରେଡ୍ଡୀ

ଓ୍ବାଏସଆର କଂଗ୍ରେସର ଆଜୀବନ ଅଧ୍ୟକ୍ଷ ଭାବେ ନିର୍ବାଚିତ ହେଲେ ଜଗନ ମୋହନ ରେଡ୍ଡୀ

2022-07-10 07:42:59
14391
Share:
Facebook
Twitter
E-Mail
WhatsApp
Telegram
ଓ୍ବାଏସଆର କଂଗ୍ରେସର ଆଜୀବନ ଅଧ୍ୟକ୍ଷ ଭାବେ ନିର୍ବାଚିତ ହେଲେ ଜଗନ ମୋହନ ରେଡ୍ଡୀ

ଅମରାବତୀ: ଆନ୍ଧ୍ରରେ ଶାସନରେ ଥିବା ଓ୍ବାଏସଆର କଂଗ୍ରେସର ଆଜୀବନ ଅଧ୍ୟକ୍ଷ ଭାବେ ନିର୍ବାଚିତ ହେଲେ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ । ଦଳ ଗଠନ ହେବା ପରଠାରୁ ଦଳର ସଭାନେତ୍ରୀ ଭାବେ ଜଗନଙ୍କ ମା’ ବିଜୟାଆମ୍ମା ରହିଆସିଥଲେ ।  ସଭାନେତ୍ରୀ ପଦରୁ ମା’ଙ୍କ ଇସ୍ତଫା ପରେ ନୂତନ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି ଜଗନ । ଜଗନ ଏହି ଦାୟିତ୍ବ ଆଜୀବନ ଭାବେ ତୁଲାଇବେ ।

ଦୁଇ ଦିନର ବୈଠକ ପରେ ଏହି ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି । ଜଗନଙ୍କୁ ଆଜୀବନ ଅଧ୍ୟକ୍ଷ କରିବା ପାଇଁ ଦଳର ସାଙ୍ଗଠନିକ ସାମ୍ବିଧାନରେ ମଧ୍ୟ ପରିବର୍ତ୍ତନ କରିବାକୁ ପଡିଛି । ୨୦୧୧ରେ କଂଗ୍ରେସରୁ ଅଲଗା ହୋଇ ନିଜ ବାପାଙ୍କ ନାମରେ ରାଜନୈତିକ ଦଳ  ଗଠନ କରିଥିଲେ ଜଗନ । ୨୦୧୭ ଯାଏ ଶେଷଥର ପାଇଁ ଜଗନ ଏହି ଦଳର ଅଧ୍ୟକ୍ଷ ପଦରେ ରହିଥିଲେ । ପରେ ଜଗନଙ୍କ ମା’ ବିଜୟାମ୍ମା ସଭାନେତ୍ରୀ ଭାବେ ସେବେ ଠାରୁ ଦାୟିତ୍ବରେ ରହିଥିଲେ ।ତେବେ ଶୁକ୍ରବାର ଦଳର ମୁଖ୍ୟ ପଦରୁ ବିଜୟାମ୍ମା ଇସ୍ତଫା ଦେଇଥିଲେ । ସେ ତାଙ୍କ ଝିଅ ତଥା ଜଗନଙ୍କ ଭଉଣୀ ସର୍ମିଲାଙ୍କୁ ରାଜନୈତିକ ସହଯୋଗ ପାଇଁ ଦଳ ଛାଡିଥିବା ନିଜେ ସୂଚନା ଦେଇଥିଲେ । ସର୍ମିଲା ବର୍ତ୍ତମାନ ପଡୋଶୀ ତେଲେଙ୍ଗାନାରେ  YSR Telangana  ନାମକ ରାଜନୈତିକ ଦଳ ମଧ୍ୟ ସଂଞ୍ଚାଳିତ କରୁଛନ୍ତି । ମା’ଙ୍କ ଇସ୍ତଫା ପରେ ଜଗନଙ୍କୁ ନୂଆ ମୁଖ୍ୟ ଭାବେ ଚୟନ କରିଛି ଦଳ ।

ତେବେ ଦଳୀୟ ସମ୍ବିଧାନରେ ପରିବର୍ତ୍ତନ କରି ଜଗନଙ୍କୁ ଆଜୀବନ ଅଧ୍ୟକ୍ଷ ନିର୍ବାଚିତ କରିବା ପରେ ଦଳ ଏବେ ଏପରି ଆଜୀବନ ଅଧ୍ୟକ୍ଷତା ପାଇଁ ନିର୍ବାଚନ କମିଶନ ଠାରୁ ଅନୁମୋଦନ ଚାହିଁବ । ପ୍ରତି ଦୁଇ ବର୍ଷରେ ଥରେ ସାଙ୍ଗଠନିକ ନିର୍ବାଚନ ହେବା ପରିବର୍ତ୍ତେ ଜଗନ ଦଳର ପୂର୍ଣ୍ଣକାଳୀନ ସୁପ୍ରିମୋ ଭାବେ ଦାୟିତ୍ବ ତୁଲାଇବେ ।

Powered by Froala Editor

Tags jagan mohan reddy , ysr congress

Related articles Odisha News Lens 4.1

  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’
    ମନୋରଞ୍ଜନ

    ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’

    15483
    May 21, 2026
  • ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ
    ଦେଶ-ଦେଶାନ୍ତର

    ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

    14075
    May 21, 2026
  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା

    14772
    May 20, 2026
  • ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା
    ଦେଶ-ଦେଶାନ୍ତର

    ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

    13493
    May 21, 2026
  • ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ଦୁର୍ଘଟଣା, ୧୮୧ ଯାତ୍ରୀ ସୁରକ୍ଷିତ
    ଦେଶ-ଦେଶାନ୍ତର

    ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ଦୁର୍ଘଟଣା, ୧୮୧ ଯାତ୍ରୀ ସୁରକ୍ଷିତ

    13410
    May 21, 2026
  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା :  ମୁଫତେଶକୁ ଏନକାଉଣ୍ଟର
    ଅପରାଧ

    ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ମୁଫତେଶକୁ ଏନକାଉଣ୍ଟର

    14614
    May 21, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି
    ବିଶେଷ

    ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14353
    May 21, 2026
  • ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା

    13782
    May 21, 2026
  • ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା
    ଦେଶ-ଦେଶାନ୍ତର

    ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା

    15511
    May 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ଦୁର୍ଘଟଣା, ୧୮୧ ଯାତ୍ରୀ ସୁରକ୍ଷିତ

    13410
    May 21, 2026
  • ଦେଶ-ଦେଶାନ୍ତର

    ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

    14075
    May 21, 2026
  • ଦେଶ-ଦେଶାନ୍ତର

    ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

    13493
    May 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16871
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17486
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17538
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17922
    Sep 06, 2023

ବିଶେଷ

  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14353
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14124
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14415
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15478
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    15088
    May 15, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15412
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15151
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15644
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13974
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ମୁଫତେଶକୁ ଏନକାଉଣ୍ଟର

    14614
    May 21, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14353
    May 21, 2026
  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା

    14772
    May 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In