Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, November 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବଲିଉଡ୍ ଅଭିନେତ୍ରୀ ନୋରା ଫତେହିଙ୍କୁ ...

  • ୟୁକ୍ରେନର ସହାୟତା ବଣ୍ଟନ କେନ୍ଦ୍ର ଏବଂ ...

  • ନେପାଳର ଏଭରେଷ୍ଟ ବେସ୍ କ୍ୟାମ୍ପରେ ...

  • ହେଲମେଟ ବ୍ୟବହାର ନ କରିବା ଅଭିଯୋଗରେ ଅଟୋ ...

  • ନୋରାଙ୍କୁ ପୁଣି ସମନ ଜାରି

  • ସିଙ୍ଗଲ୍ ଙ୍କ ପାଇଁ ଫିନଲାଣ୍ଡ ଆଣିଛି ...

  • ଏଭରେଷ୍ଟ ବେସ୍ କ୍ୟାମ୍ପରେ ୨ ହେଲିକପ୍ଟର ...

  • ପତ୍ନୀଙ୍କୁ ‘ମୂର୍ଖ’ କହିବା ସ୍ୱାମୀଙ୍କର ...

  • ମାରାଥନରେ ଭାଗ ନେଇଥିବା ସଫ୍ଟୱେୟାର ...

  • ୧୦ ବର୍ଷୀୟ ପୁଅକୁ ଦେବୀଙ୍କ ସାମ୍ନାରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଦ୍ରୋପଦୀ ମୁର୍ମୁଙ୍କୁ ସମର୍ଥନ କଲା TDP

ଦ୍ରୋପଦୀ ମୁର୍ମୁଙ୍କୁ ସମର୍ଥନ କଲା TDP

2022-07-12 05:22:33
15316
Share:
Facebook
Twitter
E-Mail
WhatsApp
Telegram
ଦ୍ରୋପଦୀ ମୁର୍ମୁଙ୍କୁ ସମର୍ଥନ କଲା TDP

ଅମରାବତୀ: ରାଷ୍ଟ୍ରପତି ନିର୍ବାଚନ ଯେତିକି ପାଖଉଛି, ବିଜେପି ନେତୃତ୍ବାଧୀନ NDAରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଗୋଟିଏ ପରେ ଗୋଟିଏ ଆଞ୍ଚଳିକ ଦଳ ସମର୍ଥନ ମଧ୍ୟ ଦେବାରେ ଲାଗିଛନ୍ତି । ସେହିକ୍ରମରେ ସାମିଲ ହୋଇଛି ଆନ୍ଧ୍ରର TDP । ଗତକାଲି  ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କିତ ଦଳର ଏକ ବୈଠକ ପରେ TDP ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ଏନେଇ ଘୋଷଣା କରିଛନ୍ତି ।

ଦଳର ଆଭିମୁଖ୍ୟ ରଖିବା ସମୟରେ ନାଇଡୁ କହିଛନ୍ତି, ଦଳ ସବୁବେଳ ସାମାଜିକ ନ୍ୟାୟକୁ ପ୍ରାଧାନ୍ୟ ଦେଇଆସିଛି । ପୂର୍ବରୁ ମଧ୍ୟ ଦଳ ରାଷ୍ଟ୍ରପତି ନିର୍ବାଚନରେ କେ.ନାରାୟଣ ଓ ଏ.ପି.ଜେ ଅବଦ୍ଦୁଲ କଲାମଙ୍କୁ ସମର୍ଥନ ଦେଇଥିଲା । ସମାନ ଆଭିମୁଖ୍ୟ ସହ ଦ୍ରୌପଦୀ ମୁର୍ମୁଙ୍କୁ ଦଳ ସମର୍ଥନ କରିବା ନେଇ ନିଷ୍ପତ୍ତି ଗ୍ରହଣ ହୋଇଛି । ପ୍ରଥମ ଆଦିବାସୀ ମହିଳା ଭାବେ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀରେ ମୁର୍ମୁ ଅବସ୍ଥାପିତ ହେବାକୁ ଯାଉଥିବା ମଧ୍ୟ କହିଛନ୍ତି ଚନ୍ଦ୍ରବାବୁ ନାଇଡୁ ।TDPର ବର୍ତ୍ତମାନ ଉଚ୍ଚସଦନ ରାଜ୍ୟସଭାରେ ମାତ୍ର ଜଣେ ସଦସ୍ୟ ଓ ଲୋକସଭାରେ ୩ ସାଂସଦ ରହିଛନ୍ତି । ସେହିପରି ରାଜ୍ୟ ବିଧାନମଣ୍ଡଳରେ ୨୩ ସଦସ୍ୟ ରହିଛନ୍ତି । ରାଜ୍ୟରେ ଶାସନରେ ଥିବା ଜଗନ ମୋହନ ରେଡ୍ଡୀ ନେତୃତ୍ବାଧୀନ YSR  କଂଗ୍ରେସ ମଧ୍ୟ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଘୋଷଣା କରିସାରିଛି । ଏମାନଙ୍କ ବ୍ୟତୀତ ବିଜେଡି, ପଞ୍ଜାବର ଶିରୋମଣୀ ଅକାଳୀ ଦଳ ମଧ୍ୟ ଏନଡିଏ ସପକ୍ଷରେ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିସାରିଛନ୍ତି ।

Powered by Froala Editor

Tags Droupadi murmu

Related articles Odisha News Lens 4.1

  • ନେପାଳର ଏଭରେଷ୍ଟ ବେସ୍ କ୍ୟାମ୍ପରେ ଭୟଙ୍କର ଦୁର୍ଘଟଣା, ଜଣେ ମୃତ
    ଦେଶ-ଦେଶାନ୍ତର

    ନେପାଳର ଏଭରେଷ୍ଟ ବେସ୍ କ୍ୟାମ୍ପରେ ଭୟଙ୍କର ଦୁର୍ଘଟଣା, ଜଣେ ମୃତ

    15175
    Nov 03, 2026
  • ସିଙ୍ଗଲ୍ ଙ୍କ ପାଇଁ ଫିନଲାଣ୍ଡ ଆଣିଛି ଆକର୍ଷଣୀୟ ଅଫର
    ଦେଶ-ଦେଶାନ୍ତର

    ସିଙ୍ଗଲ୍ ଙ୍କ ପାଇଁ ଫିନଲାଣ୍ଡ ଆଣିଛି ଆକର୍ଷଣୀୟ ଅଫର

    14801
    Nov 03, 2026
  • ୧୦ ବର୍ଷୀୟ ପୁଅକୁ ଦେବୀଙ୍କ ସାମ୍ନାରେ ହତ୍ୟା
    ଦେଶ-ଦେଶାନ୍ତର

    ୧୦ ବର୍ଷୀୟ ପୁଅକୁ ଦେବୀଙ୍କ ସାମ୍ନାରେ ହତ୍ୟା

    13755
    Nov 02, 2026
  • ନୋରାଙ୍କୁ ପୁଣି ସମନ ଜାରି
    ମନୋରଞ୍ଜନ

    ନୋରାଙ୍କୁ ପୁଣି ସମନ ଜାରି

    14095
    Nov 03, 2026
  • ଏଭରେଷ୍ଟ ବେସ୍ କ୍ୟାମ୍ପରେ ୨ ହେଲିକପ୍ଟର ଧକ୍କା, ପର୍ଯ୍ୟଟକଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଏଭରେଷ୍ଟ ବେସ୍ କ୍ୟାମ୍ପରେ ୨ ହେଲିକପ୍ଟର ଧକ୍କା, ପର୍ଯ୍ୟଟକଙ୍କ ମୃତ୍ୟୁ

    13444
    Nov 03, 2026
  • ହେଲମେଟ ବ୍ୟବହାର ନ କରିବା ଅଭିଯୋଗରେ ଅଟୋ ଚାଳକଙ୍କୁ ଫାଇନ୍‌
    ଜିଲ୍ଲା ପରିକ୍ରମା

    ହେଲମେଟ ବ୍ୟବହାର ନ କରିବା ଅଭିଯୋଗରେ ଅଟୋ ଚାଳକଙ୍କୁ ଫାଇନ୍‌

    15243
    Nov 03, 2026
  • ପତ୍ନୀଙ୍କୁ ‘ମୂର୍ଖ’ କହିବା ସ୍ୱାମୀଙ୍କର ଖରାପ ସ୍ୱଭାବ, କିନ୍ତୁ ଅପରାଧ ଭାବେ ଗ୍ରହଣ ...
    ଦେଶ-ଦେଶାନ୍ତର

    ପତ୍ନୀଙ୍କୁ ‘ମୂର୍ଖ’ କହିବା ସ୍ୱାମୀଙ୍କର ଖରାପ ସ୍ୱଭାବ, କିନ୍ତୁ ଅପରାଧ ଭାବେ ଗ୍ରହଣ ...

    15300
    Nov 03, 2026
  •  ୟୁକ୍ରେନର ସହାୟତା ବଣ୍ଟନ କେନ୍ଦ୍ର ଏବଂ ଆଶ୍ରୟସ୍ଥଳ ଉପରେ ବୋମା ଆକ୍ରମଣ କଲା ରୁଷ୍, ୨୬ ...
    ଦେଶ-ଦେଶାନ୍ତର

    ୟୁକ୍ରେନର ସହାୟତା ବଣ୍ଟନ କେନ୍ଦ୍ର ଏବଂ ଆଶ୍ରୟସ୍ଥଳ ଉପରେ ବୋମା ଆକ୍ରମଣ କଲା ରୁଷ୍, ୨୬ ...

    13543
    Nov 03, 2026
  • ମାରାଥନରେ ଭାଗ ନେଇଥିବା ସଫ୍ଟୱେୟାର ଇଞ୍ଜିନିୟରଙ୍କ ହୃଦଘାତ
    ଦେଶ-ଦେଶାନ୍ତର

    ମାରାଥନରେ ଭାଗ ନେଇଥିବା ସଫ୍ଟୱେୟାର ଇଞ୍ଜିନିୟରଙ୍କ ହୃଦଘାତ

    13584
    Nov 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସିଙ୍ଗଲ୍ ଙ୍କ ପାଇଁ ଫିନଲାଣ୍ଡ ଆଣିଛି ଆକର୍ଷଣୀୟ ଅଫର

    14801
    Nov 03, 2026
  • ଦେଶ-ଦେଶାନ୍ତର

    ନେପାଳର ଏଭରେଷ୍ଟ ବେସ୍ କ୍ୟାମ୍ପରେ ଭୟଙ୍କର ଦୁର୍ଘଟଣା, ଜଣେ ମୃତ

    15175
    Nov 03, 2026
  • ଦେଶ-ଦେଶାନ୍ତର

    ୟୁକ୍ରେନର ସହାୟତା ବଣ୍ଟନ କେନ୍ଦ୍ର ଏବଂ ଆଶ୍ରୟସ୍ଥଳ ଉପରେ ବୋମା ଆକ୍ରମଣ କଲା ରୁଷ୍, ୨୬ ମୃତ

    13543
    Nov 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17246
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17945
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17887
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18309
    Sep 06, 2023

ବିଶେଷ

  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14777
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15762
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14933
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16134
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    15059
    Oct 25, 2026

ବାଣିଜ୍ୟ

୨୦ ପ୍ରତିଶତ ଶସ୍ତା ହେଲା ସୁନା

ଧନତେରସରେ ସୁନା ବଜାରରେ ଆସିଥିବା ବଡ଼ କରେକ୍ସନ୍ ଗ୍ରାହକ ଓ ନିବେଶକଙ୍କ ପାଇଁ ନୂଆ ସୁଯୋଗ ସୃଷ୍ଟି କରିଛି। ୨୪ କ୍ୟାରେଟ୍ ସୁନାର ଦାମ ପ୍ରତି ୧୦ ଗ୍ରାମ ୧,୪୦,୦୫୪ ଟଙ୍କା ରହିଛି। ୨୯ ଜାନୁଆରୀରେ ଏହି ଦାମ ୧,୭୫,୩୪୦ ଟଙ୍କା ଥିଲା। ଅର୍ଥାତ୍ ରେକର୍ଡ ସ୍ତରରୁ ସୁନା ପ୍ରାୟ ୨୦ ପ୍ରତିଶତ ଶସ୍ତା ହୋଇଛି।

ଜାନୁଆରୀର ...

  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

    15847
    Oct 31, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ଉତ୍ସବ ଅଫର ବର୍ଷା

    14101
    Oct 31, 2026
  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ପ୍ରାକ୍‌-ସମ୍ମିଳନୀ କର୍ମଶାଳା

    13849
    Oct 31, 2026
  • କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

    15180
    Oct 26, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନୋରାଙ୍କୁ ପୁଣି ସମନ ଜାରି

    14095
    Nov 03, 2026
  • ହେଲମେଟ ବ୍ୟବହାର ନ କରିବା ଅଭିଯୋଗରେ ଅଟୋ ଚାଳକଙ୍କୁ ଫାଇନ୍‌

    15243
    Nov 03, 2026
  • ବଲିଉଡ୍ ଅଭିନେତ୍ରୀ ନୋରା ଫତେହିଙ୍କୁ ପୁଣି ଥରେ ସମନ୍

    15040
    Nov 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In