Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, February 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମେଡିକାଲ ବିଶ୍ୱବିଦ୍ୟାଳୟରେ ଛୁରାମାଡ, ...

  • ଭାରତୀୟ ବାୟୁସେନା: ୧୧୪ଟି ରାଫେଲ ଯୁଦ୍ଧ ...

  • ପୁଣି ତାଲିମ ପ୍ରାପ୍ତ ବିମାନ ...

  • କଂଗ୍ରେସରେ ଯୋଗ ଦେଲେ ବିଶ୍ୱଜିତ, ସୋଫିଆ ...

  • ବିନା ମାଟିରେ ଗଜା ହେଲା ୧୦୦୦ ଆଳୁ

  • ଜିଆଙ୍କ ସହ ନିର୍ବନ୍ଧ କଲେ କି ଏଲଭିଶ, ଫଟୋ ...

  • ରିତୁ ତାୱଡେ ହେବେ ମୁମ୍ବାଇ ମେୟର

  • ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ...

  • ବଡ଼ ଆଶ୍ୱସ୍ତି : ଭାରତ-ଆମେରିକା ବାଣିଜ୍ୟ ...

  • ଗୋଲାପ ଦିବସ

Home ›› ››ଦ୍ରୋପଦୀ ମୁର୍ମୁଙ୍କୁ ସମର୍ଥନ କଲା TDP

ଦ୍ରୋପଦୀ ମୁର୍ମୁଙ୍କୁ ସମର୍ଥନ କଲା TDP

2022-07-12 05:22:33
14862
Share:
Facebook
Twitter
E-Mail
WhatsApp
Telegram
ଦ୍ରୋପଦୀ ମୁର୍ମୁଙ୍କୁ ସମର୍ଥନ କଲା TDP

ଅମରାବତୀ: ରାଷ୍ଟ୍ରପତି ନିର୍ବାଚନ ଯେତିକି ପାଖଉଛି, ବିଜେପି ନେତୃତ୍ବାଧୀନ NDAରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଗୋଟିଏ ପରେ ଗୋଟିଏ ଆଞ୍ଚଳିକ ଦଳ ସମର୍ଥନ ମଧ୍ୟ ଦେବାରେ ଲାଗିଛନ୍ତି । ସେହିକ୍ରମରେ ସାମିଲ ହୋଇଛି ଆନ୍ଧ୍ରର TDP । ଗତକାଲି  ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କିତ ଦଳର ଏକ ବୈଠକ ପରେ TDP ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ଏନେଇ ଘୋଷଣା କରିଛନ୍ତି ।

ଦଳର ଆଭିମୁଖ୍ୟ ରଖିବା ସମୟରେ ନାଇଡୁ କହିଛନ୍ତି, ଦଳ ସବୁବେଳ ସାମାଜିକ ନ୍ୟାୟକୁ ପ୍ରାଧାନ୍ୟ ଦେଇଆସିଛି । ପୂର୍ବରୁ ମଧ୍ୟ ଦଳ ରାଷ୍ଟ୍ରପତି ନିର୍ବାଚନରେ କେ.ନାରାୟଣ ଓ ଏ.ପି.ଜେ ଅବଦ୍ଦୁଲ କଲାମଙ୍କୁ ସମର୍ଥନ ଦେଇଥିଲା । ସମାନ ଆଭିମୁଖ୍ୟ ସହ ଦ୍ରୌପଦୀ ମୁର୍ମୁଙ୍କୁ ଦଳ ସମର୍ଥନ କରିବା ନେଇ ନିଷ୍ପତ୍ତି ଗ୍ରହଣ ହୋଇଛି । ପ୍ରଥମ ଆଦିବାସୀ ମହିଳା ଭାବେ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀରେ ମୁର୍ମୁ ଅବସ୍ଥାପିତ ହେବାକୁ ଯାଉଥିବା ମଧ୍ୟ କହିଛନ୍ତି ଚନ୍ଦ୍ରବାବୁ ନାଇଡୁ ।TDPର ବର୍ତ୍ତମାନ ଉଚ୍ଚସଦନ ରାଜ୍ୟସଭାରେ ମାତ୍ର ଜଣେ ସଦସ୍ୟ ଓ ଲୋକସଭାରେ ୩ ସାଂସଦ ରହିଛନ୍ତି । ସେହିପରି ରାଜ୍ୟ ବିଧାନମଣ୍ଡଳରେ ୨୩ ସଦସ୍ୟ ରହିଛନ୍ତି । ରାଜ୍ୟରେ ଶାସନରେ ଥିବା ଜଗନ ମୋହନ ରେଡ୍ଡୀ ନେତୃତ୍ବାଧୀନ YSR  କଂଗ୍ରେସ ମଧ୍ୟ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଘୋଷଣା କରିସାରିଛି । ଏମାନଙ୍କ ବ୍ୟତୀତ ବିଜେଡି, ପଞ୍ଜାବର ଶିରୋମଣୀ ଅକାଳୀ ଦଳ ମଧ୍ୟ ଏନଡିଏ ସପକ୍ଷରେ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିସାରିଛନ୍ତି ।

Powered by Froala Editor

Tags Droupadi murmu

Related articles Odisha News Lens 4.1

  • ଗୋଲାପ ଦିବସ
    ବିଶେଷ

    ଗୋଲାପ ଦିବସ

    15666
    Feb 07, 2026
  • ବିନା ମାଟିରେ ଗଜା ହେଲା ୧୦୦୦ ଆଳୁ
    ଦେଶ-ଦେଶାନ୍ତର

    ବିନା ମାଟିରେ ଗଜା ହେଲା ୧୦୦୦ ଆଳୁ

    13611
    Feb 08, 2026
  • ଭାରତୀୟ ବାୟୁସେନା: ୧୧୪ଟି ରାଫେଲ ଯୁଦ୍ଧ ବିମାନ କିଣିବା ପାଇଁ ପ୍ରସ୍ତୁତି ତ୍ୱରାନ୍ୱିତ
    ଦେଶ-ଦେଶାନ୍ତର

    ଭାରତୀୟ ବାୟୁସେନା: ୧୧୪ଟି ରାଫେଲ ଯୁଦ୍ଧ ବିମାନ କିଣିବା ପାଇଁ ପ୍ରସ୍ତୁତି ତ୍ୱରାନ୍ୱିତ

    15294
    Feb 08, 2026
  • ମେଡିକାଲ ବିଶ୍ୱବିଦ୍ୟାଳୟରେ ଛୁରାମାଡ, ଚାରି ଭାରତୀୟ ଛାତ୍ରଙ୍କ ସମେତ ଅନେକ ଆହତ
    ଦେଶ-ଦେଶାନ୍ତର

    ମେଡିକାଲ ବିଶ୍ୱବିଦ୍ୟାଳୟରେ ଛୁରାମାଡ, ଚାରି ଭାରତୀୟ ଛାତ୍ରଙ୍କ ସମେତ ଅନେକ ଆହତ

    13554
    Feb 08, 2026
  • କଂଗ୍ରେସରେ ଯୋଗ ଦେଲେ ବିଶ୍ୱଜିତ, ସୋଫିଆ କହିଲେ ‘ମୁଁ ଜାଣିନାହିଁ’
    ରାଜନୀତି

    କଂଗ୍ରେସରେ ଯୋଗ ଦେଲେ ବିଶ୍ୱଜିତ, ସୋଫିଆ କହିଲେ ‘ମୁଁ ଜାଣିନାହିଁ’

    13701
    Feb 08, 2026
  • ପୁଣି ତାଲିମ ପ୍ରାପ୍ତ ବିମାନ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ପୁଣି ତାଲିମ ପ୍ରାପ୍ତ ବିମାନ ଦୁର୍ଘଟଣାଗ୍ରସ୍ତ

    13365
    Feb 08, 2026
  • ରିତୁ ତାୱଡେ ହେବେ ମୁମ୍ବାଇ ମେୟର
    ରାଜନୀତି

    ରିତୁ ତାୱଡେ ହେବେ ମୁମ୍ବାଇ ମେୟର

    15281
    Feb 07, 2026
  • ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ଚାଲିବ ଭାରତର UPI
    ଦେଶ-ଦେଶାନ୍ତର

    ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ଚାଲିବ ଭାରତର UPI

    15066
    Feb 07, 2026
  • ବଡ଼ ଆଶ୍ୱସ୍ତି : ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି
    ଦେଶ-ଦେଶାନ୍ତର

    ବଡ଼ ଆଶ୍ୱସ୍ତି : ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି

    13576
    Feb 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜିଆଙ୍କ ସହ ନିର୍ବନ୍ଧ କଲେ କି ଏଲଭିଶ, ଫଟୋ ଭାଇରାଲ

    15503
    Feb 08, 2026
  • ଦେଶ-ଦେଶାନ୍ତର

    ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ଚାଲିବ ଭାରତର UPI

    15066
    Feb 07, 2026
  • ଦେଶ-ଦେଶାନ୍ତର

    ବିନା ମାଟିରେ ଗଜା ହେଲା ୧୦୦୦ ଆଳୁ

    13611
    Feb 08, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17327
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17400
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17743
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16220
    Apr 03, 2021

ବିଶେଷ

  • ଗୋଲାପ ଦିବସ

    15666
    Feb 07, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15584
    Feb 06, 2026
  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    16107
    Feb 04, 2026
  • ସକାଳେ ଖାଲି ପେଟରେ ଉଷୁମ ପାଣି ସହିତ ଆପଣଙ୍କ ଦିନ କରନ୍ତୁ ଆରମ୍ଭ

    14230
    Feb 02, 2026
  • କ୍ଷୀରକୁ କଦାପି ଖୋଲା ରଖନ୍ତୁ ନାହିଁ, ପରିବାରରେ ସୃଷ୍ଟି ହୁଏ କଳହ

    14446
    Jan 31, 2026

ବାଣିଜ୍ୟ

ଭୁଶୁଡିଲା ସେୟାର ମାର୍କେଟ

ଘରୋଇ ସେୟାର ବଜାରରେ ଏକ ଭୟଙ୍କର ସୁନାମି ଦେଖିବାକୁ ମିଳିଛି। ରବିବାର ଦିନ, BSE ସେନସେକ୍ସରେ ୧୫୪୬.୮୪ ପଏଣ୍ଟ (୧.୮୮%) ହ୍ରାସ ଘଟି ୮୦୭୨୨.୯୪ ପଏଣ୍ଟରେ ବନ୍ଦ ହୋଇଛି । ସେହିଭଳି NSE ନିଫ୍ଟି ୫୦ ଇଣ୍ଡେକ୍ସରେ ୪୯୫.୨୦ (୧.୯୬%) ହ୍ରାସ ଘଟି ୨୪୮୨୫.୪୫ ପଏଣ୍ଟରେ ବନ୍ଦ ହୋଇଥିଲା । ତେବେ ବଜେଟ୍ ଦିନ ସବୁଜ ରଙ୍ଗରେ ଖୋଲିଥ ...

  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16059
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15334
    Jan 22, 2026
  • ୧.୪୦ ଲକ୍ଷ ଟପିଲା ସୁନା

    15746
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15501
    Jan 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ଚାଲିବ ଭାରତର UPI

    15066
    Feb 07, 2026
  • ଗୋଲାପ ଦିବସ

    15666
    Feb 07, 2026
  • ବିନା ମାଟିରେ ଗଜା ହେଲା ୧୦୦୦ ଆଳୁ

    13611
    Feb 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In