Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 23, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଭୟଙ୍କର ରୋଗ ପରେ ବି କାମ କରିବାକୁ ପଡୁଛି : ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୨୦ରେ ହେଇପାରେ ଶ୍ରୀଲଙ୍କାର ରାଷ୍ଟ୍ରପତି ନିର୍ବାଚନ

୨୦ରେ ହେଇପାରେ ଶ୍ରୀଲଙ୍କାର ରାଷ୍ଟ୍ରପତି ନିର୍ବାଚନ

2022-07-12 11:27:06
14428
Share:
Facebook
Twitter
E-Mail
WhatsApp
Telegram
୨୦ରେ ହେଇପାରେ ଶ୍ରୀଲଙ୍କାର ରାଷ୍ଟ୍ରପତି ନିର୍ବାଚନ

କଲମ୍ବୋ : ଶ୍ରୀଲଙ୍କାର ରାଜନୈତିକ ସ୍ଥିତିରେ କୌଣସି ଉନ୍ନତି ପରିଲକ୍ଷିତ ହୋଇନାହିଁ। ପାର୍ଲାମେଣ୍ଟ ବାଚସ୍ପତି ମହିନ୍ଦା ଆବେୱର୍ଦ୍ଧନା କାମଚଳା ରାଷ୍ଟ୍ରପତି ଭାବେ କାର୍ୟ୍ୟ କରିବେ ଏବଂ ଆସନ୍ତା ୨୦ରେ ନୂଆ ରାଷ୍ଟ୍ରପତି ନିର୍ବାଚନ ହେବ ବୋଲି ଆପାତତଃ ଧାର୍ୟ୍ୟ ହୋଇଛି। ଜୁଲାଇ ୧୫ରେ ପାର୍ଲାମେଣ୍ଟର ସ୍ବତନ୍ତ୍ର ଅଧିବେଶନ ବସିବ ବୋଲି ବାଚସ୍ପତିଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଖୁବ୍ ଶୀଘ୍ର ଏକ ସର୍ବଦଳୀୟ ମଧ୍ୟବର୍ତ୍ତୀକାଳୀନ ସରକାର ଗଠନ କରାଯିବ ଏବଂ ଆସନ୍ତା ବର୍ଷ ମାର୍ଚ୍ଚରେ ସାଧାରଣ ନିର୍ବାଚନ ପାଇଁ ମଧ୍ୟ ପ୍ରସ୍ତୁତି ଆରମ୍ଭ ହୋଇଛି। ନିର୍ବାଚନ ପର୍ୟ୍ୟନ୍ତ ଆୱେବର୍ଦ୍ଧନା ରାଷ୍ଟ୍ରପତି ରହିପାରନ୍ତି ବୋଲି ଚର୍ଚ୍ଚା ଚାଲିଛି। ଇତିମଧ୍ୟରେ କ୍ୟାବିନେଟ୍‌ ମନ୍ତ୍ରୀ ୱିଜେଦାସା ରାଜପକ୍ଷ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏହାଦ୍ବାରା ସର୍ବଦଳୀୟ ସରକାର ଗଠନ ପାଇଁ ରାସ୍ତା କ୍ରମଶଃ ସ୍ପଷ୍ଟ ହେଉଛି। ଚଳିତ ସପ୍ତାହରେ ଆନ୍ତର୍ଜାତିକ ମୁଦ୍ରାପାଣ୍ଠି ଓ ଅନ୍ୟ ବୈଦେଶିକ ପ୍ରତିନିଧି ଦଳଙ୍କର କଲମ୍ବୋ ଗସ୍ତ କାର୍ୟ୍ୟକ୍ରମ ଥିବାରୁ ପ୍ରଧାନମନ୍ତ୍ରୀ ରନିଲ ବିକ୍ରମସିଂହେ ସୋମବାର ସନ୍ଧ୍ୟାରେ ଏ ସମ୍ପର୍କରେ ଆଲୋଚନା କରିଛନ୍ତ। ଅଜ୍ଞାତ ସ୍ଥାନରେ ଥିବା ରାଷ୍ଟ୍ରପତି ଗୋଟାବୟ ରାଜପକ୍ଷ ପୂର୍ବ ଘୋଷଣା ଅନୁସାରେ ୧୩ତାରିଖ ଇସ୍ତଫା ଦେବେ ବୋଲି ପ୍ରଧାନମନ୍ତ୍ରୀଙ୍କୁ ଲିଖିତ ଭାବେ ଜଣାଇଛନ୍ତି। ଏପରିସ୍ଥଳେ ବିରୋଧୀ ଦଳ ନେତା ସାଜିତ ପ୍ରେମଦାସା କହିଛନ୍ତି ଯେ, ସେ ଯଦି ରାଷ୍ଟ୍ରପତି ନିର୍ବାଚିତ ହୁଅନ୍ତି; ତେବେ ଡଲାସ୍‌ ଆଲ୍ଲାପେରୁମାଙ୍କୁ ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତି ଦେବେ।  

Powered by Froala Editor

Tags srilanka , political crisis ,

Related articles Odisha News Lens 4.1

  • ‘ମନ୍ନତ’ରେ ପଶିଲା ବିଏମ୍‌ସି
    ମନୋରଞ୍ଜନ

    ‘ମନ୍ନତ’ରେ ପଶିଲା ବିଏମ୍‌ସି

    15626
    Jun 21, 2025
  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା
    ବିଶେଷ

    ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15498
    Jun 23, 2025
  • ବୋହୂକୁ  ୧୦ ଫୁଟ୍‌ ଗାତ କରି ପୋତି ଦେଲେ
    ଅପରାଧ

    ବୋହୂକୁ ୧୦ ଫୁଟ୍‌ ଗାତ କରି ପୋତି ଦେଲେ

    14053
    Jun 21, 2025
  • ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ଫିଲ୍ମ ନିର୍ମାତା ମହେଶଙ୍କ ମୃତ୍ୟୁ
    ମନୋରଞ୍ଜନ

    ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ଫିଲ୍ମ ନିର୍ମାତା ମହେଶଙ୍କ ମୃତ୍ୟୁ

    14424
    Jun 22, 2025
  • ଭୟଙ୍କର ରୋଗ ପରେ ବି କାମ କରିବାକୁ ପଡୁଛି : ସଲମାନ
    ମନୋରଞ୍ଜନ

    ଭୟଙ୍କର ରୋଗ ପରେ ବି କାମ କରିବାକୁ ପଡୁଛି : ସଲମାନ

    13819
    Jun 23, 2025
  • ସପ୍ତାହକରେ ରେକର୍ଡ ରୋଜଗାର, ୭କୋଟି ପାର କଲା ‘ବୋଉ ବୁଟୁ ଭୂତ’
    ମନୋରଞ୍ଜନ

    ସପ୍ତାହକରେ ରେକର୍ଡ ରୋଜଗାର, ୭କୋଟି ପାର କଲା ‘ବୋଉ ବୁଟୁ ଭୂତ’

    13939
    Jun 22, 2025
  • ‘ଅନୁପମା’ର ସେଟ୍‌ରେ ଅଗ୍ନିକାଣ୍ଡ
    ମନୋରଞ୍ଜନ

    ‘ଅନୁପମା’ର ସେଟ୍‌ରେ ଅଗ୍ନିକାଣ୍ଡ

    15167
    Jun 23, 2025
  • ଅଲଗା ହେଲେ ଅକ୍ଷରାଙ୍କ ଅନସ୍କ୍ରିନ୍ ବାପା-ମାଆ
    ମନୋରଞ୍ଜନ

    ଅଲଗା ହେଲେ ଅକ୍ଷରାଙ୍କ ଅନସ୍କ୍ରିନ୍ ବାପା-ମାଆ

    15169
    Jun 22, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି
    ବିଶେଷ

    ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15702
    Jun 22, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ବୋହୂକୁ ୧୦ ଫୁଟ୍‌ ଗାତ କରି ପୋତି ଦେଲେ

    14053
    Jun 21, 2025
  • ବିଶେଷ

    ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15498
    Jun 23, 2025
  • ମନୋରଞ୍ଜନ

    ‘ଅନୁପମା’ର ସେଟ୍‌ରେ ଅଗ୍ନିକାଣ୍ଡ

    15167
    Jun 23, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16705
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17009
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15503
    Apr 03, 2021

ବିଶେଷ

  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15498
    Jun 23, 2025
  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    14826
    Jun 23, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15702
    Jun 22, 2025
  • ଆଶ୍ଚର୍ଯ୍ୟ: ଲିଟର ପିଛା ଗୋଲାପ ତେଲର ଦାମ୍ ୧୩ ଲକ୍ଷ ଟଙ୍କା

    14318
    Jun 21, 2025
  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14762
    Jun 19, 2025

ବାଣିଜ୍ୟ

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ...

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14995
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14818
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14820
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13791
    Jun 17, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15498
    Jun 23, 2025
  • ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ଫିଲ୍ମ ନିର୍ମାତା ମହେଶଙ୍କ ମୃତ୍ୟୁ

    14424
    Jun 22, 2025
  • ‘ମନ୍ନତ’ରେ ପଶିଲା ବିଏମ୍‌ସି

    15626
    Jun 21, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In