Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 09, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ହନିମୁନ୍‍ ଦମ୍ପତି ନିଖୋଜ ଘଟଣା: ରାଜାଙ୍କ ...

ରାଜ୍ୟ
Home ›› ରାଜ୍ୟ ››ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ୍: ଖୋର୍ଦ୍ଧାରୁ ୩୦୩ଜଣ,କଟକରୁ ୧୧୫ ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ୍: ଖୋର୍ଦ୍ଧାରୁ ୩୦୩ଜଣ,କଟକରୁ ୧୧୫ ପଜିଟିଭ୍ ଚିହ୍ନଟ

2022-07-13 05:00:39
14900
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ୍: ଖୋର୍ଦ୍ଧାରୁ ୩୦୩ଜଣ,କଟକରୁ ୧୧୫ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ୍ । ପୁଣି ମାଡିଲାଣି ମହାମାରୀ । ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି । ଯାହା ଚିନ୍ତାର କାରଣ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୦୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୮୭ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୫୩୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ  ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୮ଜଣ, କଟକ ଜିଲ୍ଲାରୁ ୧୧୫ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, ଯାଜପୁର ଜିଲ୍ଲାରୁ ୧୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୦୩ଜଣ, କୋରାପୁଟ ଜିଲ୍ଲାରୁ ୧୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୧୧ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୩୬ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୫ଜଣ, ଷ୍ଟେଟ ପୁଲ୍‌ରୁ ୬୦ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୫୩୨୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୮୭୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୨୨୭୦ଜଣ ସୁସ୍ଥ ହୋଇଛନ୍ତି । 

Powered by Froala Editor

Tags Corona

Related articles Odisha News Lens 4.1

  • ଆଖି ପାଇଁ ସପୁରୀ ରସ
    ବିଶେଷ

    ଆଖି ପାଇଁ ସପୁରୀ ରସ

    15761
    Jun 08, 2025
  • ମଣିପୁରର ଏହି ୫ ଜିଲାରେ ଇଣ୍ଟରନେଟ ସେବା ବନ୍ଦ
    ଦେଶ-ଦେଶାନ୍ତର

    ମଣିପୁରର ଏହି ୫ ଜିଲାରେ ଇଣ୍ଟରନେଟ ସେବା ବନ୍ଦ

    15139
    Jun 08, 2025
  • ଲକ୍ଷ୍ନୌରେ ହେଲା ରିଙ୍କୁ-ପ୍ରିୟାଙ୍କ ନିର୍ବନ୍ଧ
    ଦେଶ-ଦେଶାନ୍ତର

    ଲକ୍ଷ୍ନୌରେ ହେଲା ରିଙ୍କୁ-ପ୍ରିୟାଙ୍କ ନିର୍ବନ୍ଧ

    13927
    Jun 08, 2025
  • କଣ୍ଟେନର ଜାହାଜରେ ବିସ୍ଫୋରଣ, ୪ ନିଖୋଜ
    ଦେଶ-ଦେଶାନ୍ତର

    କଣ୍ଟେନର ଜାହାଜରେ ବିସ୍ଫୋରଣ, ୪ ନିଖୋଜ

    14554
    Jun 09, 2025
  • ଡରାଇଲାଣି କରୋନା: ଦେଶରେ ୨୪ ଘଣ୍ଟାରେ ୩୭୮ ନୂଆ ସଂକ୍ରମିତ ଚିହ୍ନଟ, ୬ ମୃତ
    ଦେଶ-ଦେଶାନ୍ତର

    ଡରାଇଲାଣି କରୋନା: ଦେଶରେ ୨୪ ଘଣ୍ଟାରେ ୩୭୮ ନୂଆ ସଂକ୍ରମିତ ଚିହ୍ନଟ, ୬ ମୃତ

    14591
    Jun 08, 2025
  • ହନିମୁନ୍‍ ଦମ୍ପତି ନିଖୋଜ ଘଟଣା: ରାଜାଙ୍କ ପତ୍ନୀ ସୋନମ୍‍ ରଘୁବଂଶୀ ହତ୍ୟାକାଣ୍ଡର ...
    ଦେଶ-ଦେଶାନ୍ତର

    ହନିମୁନ୍‍ ଦମ୍ପତି ନିଖୋଜ ଘଟଣା: ରାଜାଙ୍କ ପତ୍ନୀ ସୋନମ୍‍ ରଘୁବଂଶୀ ହତ୍ୟାକାଣ୍ଡର ...

    14824
    Jun 09, 2025
  • ସ୍କିନ୍‌ଟ୍ୟାନ୍‌ରୁ ରକ୍ଷା ପାଇବେ କେମିତି ଜାଣନ୍ତୁ...
    ବିଶେଷ

    ସ୍କିନ୍‌ଟ୍ୟାନ୍‌ରୁ ରକ୍ଷା ପାଇବେ କେମିତି ଜାଣନ୍ତୁ...

    14838
    Jun 08, 2025
  • ଆଇଇଡି ବିସ୍ଫୋରଣରେ ଏଏସପି ଶହୀଦ
    ଦେଶ-ଦେଶାନ୍ତର

    ଆଇଇଡି ବିସ୍ଫୋରଣରେ ଏଏସପି ଶହୀଦ

    14582
    Jun 09, 2025
  • ରୋବର୍ଟ ଦ୍ୱାରା ରକ୍ଷଣାବେକ୍ଷଣ କରାଯିବ ମହାକାଶ ଷ୍ଟେସନ
    ଦେଶ-ଦେଶାନ୍ତର

    ରୋବର୍ଟ ଦ୍ୱାରା ରକ୍ଷଣାବେକ୍ଷଣ କରାଯିବ ମହାକାଶ ଷ୍ଟେସନ

    14624
    Jun 09, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଲକ୍ଷ୍ନୌରେ ହେଲା ରିଙ୍କୁ-ପ୍ରିୟାଙ୍କ ନିର୍ବନ୍ଧ

    13927
    Jun 08, 2025
  • ଦେଶ-ଦେଶାନ୍ତର

    କଣ୍ଟେନର ଜାହାଜରେ ବିସ୍ଫୋରଣ, ୪ ନିଖୋଜ

    14554
    Jun 09, 2025
  • ଦେଶ-ଦେଶାନ୍ତର

    ମଣିପୁରର ଏହି ୫ ଜିଲାରେ ଇଣ୍ଟରନେଟ ସେବା ବନ୍ଦ

    15139
    Jun 08, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16651
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16950
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15480
    Apr 03, 2021

ବିଶେଷ

  • ଆଖି ପାଇଁ ସପୁରୀ ରସ

    15761
    Jun 08, 2025
  • ସ୍କିନ୍‌ଟ୍ୟାନ୍‌ରୁ ରକ୍ଷା ପାଇବେ କେମିତି ଜାଣନ୍ତୁ...

    14838
    Jun 08, 2025
  • ସବୁ ପ୍ରକାର ପେଟ ରୋଗକୁ ଭଲ କରେ ପୋଦିନା

    15038
    Jun 07, 2025
  • ଘାସରେ ଚାଲିଲେ ମିଳେ ଅନେକ ଫାଇଦା

    15700
    Jun 07, 2025
  • ପ୍ରତିଦିନ ସକାଳେ ଅଧାଗ୍ଲାସ ଥଣ୍ଡା କ୍ଷୀର.....

    15539
    Jun 06, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15694
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16317
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14025
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14817
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଲକ୍ଷ୍ନୌରେ ହେଲା ରିଙ୍କୁ-ପ୍ରିୟାଙ୍କ ନିର୍ବନ୍ଧ

    13927
    Jun 08, 2025
  • ଡରାଇଲାଣି କରୋନା: ଦେଶରେ ୨୪ ଘଣ୍ଟାରେ ୩୭୮ ନୂଆ ସଂକ୍ରମିତ ଚିହ୍ନଟ, ୬ ମୃତ

    14591
    Jun 08, 2025
  • ରୋବର୍ଟ ଦ୍ୱାରା ରକ୍ଷଣାବେକ୍ଷଣ କରାଯିବ ମହାକାଶ ଷ୍ଟେସନ

    14624
    Jun 09, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In