Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ...

  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ...

  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ...

  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ...

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

  • ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ...

  • ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ...

  • ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

  • ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ...

  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ...

Home ›› ››ମାନବ ତସ୍କରୀ ମାମଲାରେ ଦଲେର ମେହନ୍ଦୀ ଗିରଫ

ମାନବ ତସ୍କରୀ ମାମଲାରେ ଦଲେର ମେହନ୍ଦୀ ଗିରଫ

2022-07-14 20:01:41
14680
Share:
Facebook
Twitter
E-Mail
WhatsApp
Telegram
ମାନବ ତସ୍କରୀ ମାମଲାରେ ଦଲେର ମେହନ୍ଦୀ ଗିରଫ
ମାନବ ତସ୍କରୀ ମାମଲାରେ ବଲିଉଡ୍ ଗାୟକ ଦଲେର ମେହନ୍ଦୀ ଗିରଫ। ପଟିୟାଲା କୋର୍ଟ ତାଙ୍କର ଦୁଇ ବର୍ଷର ଜେଲ୍‌ ଦଣ୍ଡ କାଏମ୍ ରଖିବା ପରେ ମହେନ୍ଦୀଙ୍କୁ ଗିରଫ କରାଯାଇଛି।

ଦଲେରଙ୍କ ବିରୋଧରେ ହୋଇଥିବା ଏହି ମାମଲା ୨୦୦୩ ମସିହାର। ଦଲେର ମେହେନ୍ଦୀ ଓ ତାଙ୍କ ଭାଇ ସମଶେରଙ୍କ ବିରୋଧରେ ମାନବ ଚାଲାଣ ଅଭିଯୋଗ ହୋଇଥିଲା। ଦୁଇ ଭାଇ ବେଆଇନ୍ ଭାବେ ବିଦେଶକୁ ମାନବ ଚାଲାଣ କରି ମୋଟା ଅଙ୍କର ଟଙ୍କା କମାଉଥିଲେ ବୋଲି ଅଭିଯୋଗ ହୋଇଥିଲା। ଏହି ମାମଲାରେ ଦଲେର୍ ମେହେନ୍ଦୀ ଓ ତାଙ୍କ ବିରୋଧରେ ମୋଟ ୩୧ଟି ମାମଲା ହୋଇଥିଲା। ପ୍ରଥମ ମାମଲା ୨୦୦୩ରେ ଆମେରିକାରେ କରାଯାଇଥିଲା। କାରଣ ଅଧିକାଂଶ ଲୋକ ଆମେରିକା ପଠାଇଥିଲେ ଦୁଇ ଭାଇ।

ହେଲେ ୧୫ ବର୍ଷ ପରେ ଅର୍ଥାତ ୨୦୧୮ରେ ମାମଲାର ଶୁଣାଣି କରି ଜୁଡିସିଆଲ୍ ମାଜିଷ୍ଟ୍ରେଟ୍‌ ଫାଷ୍ଟ କ୍ଲାସ୍ କୋର୍ଟ ଦୁଇ ଭାଇଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ। ଏହି ମାମଲାର ଉଭୟଙ୍କୁ ୨ ବର୍ଷ ପାଇଁ ଜେଲ୍ ଦଣ୍ଡ ହୋଇଥିଲା। ଏହି ମାମଲାରେ ହୋଇଥିବା ଦୁଇ ବର୍ଷର ଜେଲ୍ ଦଣ୍ଡକୁ ପଟିୟାଲା କୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ସିଙ୍ଗର। ଗୁରୁବାର ମାମଲାର ଶୁଣାଣି କରି ଉକ୍ତ ଦଣ୍ଡକୁ କାଏମ ରଖିଛନ୍ତି ପଟିୟାଲା କୋର୍ଟ।

Powered by Froala Editor

Tags diler

Related articles Odisha News Lens 4.1

  • ପେଇଂ ଗେଷ୍ଟଙ୍କୁ  ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି

    15325
    Mar 12, 2026
  •  ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ
    ଦେଶ-ଦେଶାନ୍ତର

    ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ

    15601
    Mar 12, 2026
  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ
    ଦେଶ-ଦେଶାନ୍ତର

    ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ

    14742
    Mar 12, 2026
  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ
    ଖେଳ ଖବର

    ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13651
    Mar 12, 2026
  • ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

    14233
    Mar 12, 2026
  • ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ବାୟୁସେନାର ହେଲିକପ୍ଟର ମୁତୟନ
    ଦେଶ-ଦେଶାନ୍ତର

    ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ବାୟୁସେନାର ହେଲିକପ୍ଟର ମୁତୟନ

    14722
    Mar 12, 2026
  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍
    ଦେଶ-ଦେଶାନ୍ତର

    ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍

    15249
    Mar 12, 2026
  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ
    ଦେଶ-ଦେଶାନ୍ତର

    ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ

    13986
    Mar 12, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା
    ବିଶେଷ

    ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13426
    Mar 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍

    15249
    Mar 12, 2026
  • ଖେଳ ଖବର

    ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13651
    Mar 12, 2026
  • ଦେଶ-ଦେଶାନ୍ତର

    ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି

    15325
    Mar 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17365
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17429
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17776
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16249
    Apr 03, 2021

ବିଶେଷ

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13426
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14099
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15041
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14795
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15241
    Mar 05, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15674
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15135
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14985
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14497
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13426
    Mar 12, 2026
  • ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

    14233
    Mar 12, 2026
  • ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି

    15325
    Mar 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In