Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରବନୀତ ସିଂ ବିଟ୍ଟୁଙ୍କ ଇସ୍ତଫା

  • ଟାଟା ସୁମୋ ଉପରେ ଖସିଲା ପାହାଡ଼ ; ୧୩ ମୃତ

  • ୧୫ଟି ରାଜ୍ୟରେ ପ୍ରବଳ ବର୍ଷା ପାଇଁ ଆଲର୍ଟ ...

  • କ୍ୟାମେରାମ୍ୟାନକୁ ବିବାହ କଲେ ତିନି ...

  • ପୁଣି ଅମରନାଥ ଯାତ୍ରା ଆରମ୍ଭ, ...

  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ...

  • ଏହା ଛାତ୍ର ଆନ୍ଦୋଳନ ନୁହେଁ, ବରଂ ଦେଶରେ ...

  • ପ୍ରଶ୍ନପତ୍ର ପ୍ରଘଟ ଘଟଣା: କଠୋର ଦଣ୍ଡ ଦେବା ...

  • ଭାରତୀୟ ନୌସେନାରେ ସାମିଲ ହେଲା ...

  • ପୁରା ମୌସୁମୀ ଅଧିବେଶନରୁ ନିଲମ୍ବିତ ହେଲେ ...

ରାଜ୍ୟ
Home ›› ରାଜ୍ୟ ›› ସ୍ୱାମୀର କଟୁରୀ ଚୋଟରେ ସ୍ତ୍ରୀର ଗଣ୍ଡି ମୁଣ୍ଡ ଅଲଗା

ସ୍ୱାମୀର କଟୁରୀ ଚୋଟରେ ସ୍ତ୍ରୀର ଗଣ୍ଡି ମୁଣ୍ଡ ଅଲଗା

2022-07-15 03:48:27
13883
Share:
Facebook
Twitter
E-Mail
WhatsApp
Telegram
 ସ୍ୱାମୀର  କଟୁରୀ ଚୋଟରେ ସ୍ତ୍ରୀର ଗଣ୍ଡି ମୁଣ୍ଡ ଅଲଗା

ଢେଙ୍କାନାଳ: କଟୁରୀ ଚୋଟରେ ସ୍ତ୍ରୀର ମୁଣ୍ଡକୁ  ଶରୀରରୁ ଅଲଗା କଲା ନୃଶଂସ ସ୍ୱାମୀ । ଆଉ ଗୋଟିଏ ହାତରେ କଟା ମୁଣ୍ଡ ଓ  ଅନ୍ୟ ହାତରେ କଟୁରୀ ଧରି ରାଜରାସ୍ତାରେ ଦୀର୍ଘ ୧୨ କିମି ଚାଲିଲା। ଶେଷରେ ଏପରି ଜଘନ୍ୟକାଣ୍ଡ ଘଟାଇଥିବା ସ୍ୱାମୀକୁ ଅଟକାଇ ପୁଲିସ୍‌ ଅଟକ କରିବା ସହ କଟାମୁଣ୍ଡ ଜବତ କରିଛି।

ଏପରି ଲୋମହର୍ଷଣକାରୀ ତଥା ଅଭାବନୀୟ ଘଟଣା ଆଜି ସକାଳୁ ସକାଳୁ ଢେଙ୍କାନାଳର ଗଁନ୍ଦିଆ ଥାନା ଅନ୍ତର୍ଗତ ଜଙ୍ଖିରା ନିକଟରେ ଦେଖିବାକୁ ମିଳିଛି। ଅଭିଯୁକ୍ତ ସ୍ୱାମୀ ନାକଫୋଡି ମାଝୀ ନିଜ ସ୍ତ୍ରୀ ସୁଚଳା ମାଝୀର ପରକୀୟା ପ୍ରୀତିକୁ ସନ୍ଦେହ କରି ମୁଣ୍ଡ କାଟିଥିବା ନିଜେ ସ୍ୱୀକାର କରିଛି।

ଢେଙ୍କାନାଳର ଗଁନ୍ଦିଆ ଥାନା ଅନ୍ତର୍ଗତ ଚନ୍ଦ୍ରଶେଖରପୁର ଗାଁର ନାକଫୋଡି ମାଝୀ ଦୀର୍ଘ ବର୍ଷ ପୂର୍ବେ ସୁଚଳା ମାଝୀଙ୍କୁ ବିବାହ କରିଥିଲେ। ଉଭୟଙ୍କର ୨ ପୁଅ ଥିବା ବେଳେ ସେମାନେ ବାହାରେ ଚାକିରି କରୁଛନ୍ତି। ସେମାନଙ୍କ ମଧ୍ୟରୁ ବଡ଼ ପୁଅର ବିବାହ ସରିଛି। ଗାଁରେ  ନାକଫୋଡି ଓ ସୁଚଳା ରହି ଆସୁଥିଲେ।
ହେଲେ କିଛି ଦିନ ହେବ ସୁଚଳାଙ୍କ ଚରିତ୍ର ଉପରେ ସନ୍ଦେହ କରୁଥିଲେ ନାକଫୋଡି । ଏପରିକି ସେ ଅନ୍ୟ ପୁରୁଷ ପ୍ରେମରେ ପଡ଼ିଥିବା ନାକଫୋଡି ସନ୍ଦେହ କରୁଥିବା ବେଳେ ଏହାକୁ ନେଇ ଉଭୟଙ୍କ ମଧ୍ୟରେ ସବୁବେଳେ କଳି ଝଗଡ଼ା ଲାଗି ରହୁଥିଲା।

ଗତକାଲି ବିଳମ୍ବିତ ରାତିରେ ଉଭୟଙ୍କ ମଧ୍ୟରେ କଳି ଝଗଡ଼ା ଭୟଙ୍କର ରୂପ ନେଲା। ରାତି ପ୍ରାୟ ୩ଟା ବେଳେ  ନାକଫୋଡି ଏକ କଟୁରୀରେ ସୁଚଳାଙ୍କ ବେକକୁ ଚୋଟ ପକାଇଥିଲେ। ଫଳରେ ଘଟଣାସ୍ଥଳରେ ହିଁ ସୁଚଳାଙ୍କ ଜୀବନ ଚାଲି ଯାଇଥିଲା। ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ବି ନାକଫୋଡ଼ିଙ୍କ ରାଗ ଶାନ୍ତ ହୋଇ ନ ଥିଲା।  ସେ ଏକ କଟୁରୀ ସାହାଯ୍ୟରେ ପତ୍ନୀର ମୁଣ୍ଡକୁ ଶରୀରରୁ ଅଲଗା କରିଥିଲେ।

ଏହାପରେ ରାତି ପ୍ରାୟ ୪ଟା ବେଳକୁ ଗୋଟିଏ ହାତରେ କଟୁରୀ ଓ ଅନ୍ୟ ହାତରେ କଟା ମୁଣ୍ଡ ଧରି ଘରୁ ବାହାରିଲେ। ପ୍ରାୟ ୧୨ କିମିରୁ ଅଧିକ ବାଟ ଚାଲି ଚାଲି ଯିବା ପରେ ଜଙ୍ଖିରା ନିକଟରେ ତାଙ୍କୁ ଅଟକାଇଥିଲେ ସ୍ଥାନୀୟ ବାସିନ୍ଦା। ପରେ ଗଁନ୍ଦିଆ ଥାନା ପୁଲିସ୍‌ ଖବର ପାଇ ଜଙ୍ଖିରା ନିକଟରେ ପହଞ୍ଚି କଟାମୁଣ୍ଡ, କଟୁରୀ ଜବତ କରିବା ସହ ନୃଶଂସ ସ୍ୱାମୀ ନାକଫୋଡ଼ିଙ୍କୁ  ଅଟକ ରଖି ତଦନ୍ତ ଜାରି ରଖିଛି। 

Powered by Froala Editor

Tags Murder

Related articles Odisha News Lens 4.1

  • ଟାଟା ସୁମୋ ଉପରେ ଖସିଲା ପାହାଡ଼ ; ୧୩ ମୃତ
    ଦେଶ-ଦେଶାନ୍ତର

    ଟାଟା ସୁମୋ ଉପରେ ଖସିଲା ପାହାଡ଼ ; ୧୩ ମୃତ

    14458
    Jul 25, 2026
  • ପୁରା ମୌସୁମୀ ଅଧିବେଶନରୁ ନିଲମ୍ବିତ ହେଲେ କଲ୍ୟାଣ ବାନାର୍ଜୀ
    ଦେଶ-ଦେଶାନ୍ତର

    ପୁରା ମୌସୁମୀ ଅଧିବେଶନରୁ ନିଲମ୍ବିତ ହେଲେ କଲ୍ୟାଣ ବାନାର୍ଜୀ

    15666
    Jul 23, 2026
  • କ୍ୟାମେରାମ୍ୟାନକୁ ବିବାହ କଲେ ତିନି ଇନ୍‌ଫ୍ଲୁଏନ୍ସର୍ ଭଉଣୀ
    ଦେଶ-ଦେଶାନ୍ତର

    କ୍ୟାମେରାମ୍ୟାନକୁ ବିବାହ କଲେ ତିନି ଇନ୍‌ଫ୍ଲୁଏନ୍ସର୍ ଭଉଣୀ

    15118
    Jul 25, 2026
  • ରବନୀତ ସିଂ ବିଟ୍ଟୁଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ରବନୀତ ସିଂ ବିଟ୍ଟୁଙ୍କ ଇସ୍ତଫା

    15406
    Jul 25, 2026
  • ପୁଣି ଅମରନାଥ ଯାତ୍ରା ଆରମ୍ଭ, ଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍ସାହ
    ଦେଶ-ଦେଶାନ୍ତର

    ପୁଣି ଅମରନାଥ ଯାତ୍ରା ଆରମ୍ଭ, ଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍ସାହ

    13765
    Jul 25, 2026
  • ୧୫ଟି ରାଜ୍ୟରେ ପ୍ରବଳ ବର୍ଷା ପାଇଁ ଆଲର୍ଟ ଜାରି
    ଦେଶ-ଦେଶାନ୍ତର

    ୧୫ଟି ରାଜ୍ୟରେ ପ୍ରବଳ ବର୍ଷା ପାଇଁ ଆଲର୍ଟ ଜାରି

    13661
    Jul 25, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା
    ବିଶେଷ

    କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15282
    Jul 25, 2026
  • ଏହା ଛାତ୍ର ଆନ୍ଦୋଳନ ନୁହେଁ, ବରଂ ଦେଶରେ ଅରାଜକତା ସୃଷ୍ଟି କରିବାର ଆନ୍ଦୋଳନ : ଶ୍ରୀ ...
    ରାଜନୀତି

    ଏହା ଛାତ୍ର ଆନ୍ଦୋଳନ ନୁହେଁ, ବରଂ ଦେଶରେ ଅରାଜକତା ସୃଷ୍ଟି କରିବାର ଆନ୍ଦୋଳନ : ଶ୍ରୀ ...

    15401
    Jul 24, 2026
  •  ଭାରତୀୟ ନୌସେନାରେ ସାମିଲ ହେଲା ଯୁଦ୍ଧଜାହାଜ ଆଇଏନ୍‌ଏସ୍‌ ମାଲଭାନ୍
    ଦେଶ-ଦେଶାନ୍ତର

    ଭାରତୀୟ ନୌସେନାରେ ସାମିଲ ହେଲା ଯୁଦ୍ଧଜାହାଜ ଆଇଏନ୍‌ଏସ୍‌ ମାଲଭାନ୍

    13761
    Jul 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15282
    Jul 25, 2026
  • ଦେଶ-ଦେଶାନ୍ତର

    କ୍ୟାମେରାମ୍ୟାନକୁ ବିବାହ କଲେ ତିନି ଇନ୍‌ଫ୍ଲୁଏନ୍ସର୍ ଭଉଣୀ

    15118
    Jul 25, 2026
  • ରାଜନୀତି

    ଏହା ଛାତ୍ର ଆନ୍ଦୋଳନ ନୁହେଁ, ବରଂ ଦେଶରେ ଅରାଜକତା ସୃଷ୍ଟି କରିବାର ଆନ୍ଦୋଳନ : ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ

    15401
    Jul 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16994
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17601
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17654
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18055
    Sep 06, 2023

ବିଶେଷ

  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15282
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15314
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    15975
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14225
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14503
    Jul 15, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ କୋଇଲା ଖଣି, ସୁନ୍ଦରଗଡ ଜିଲ୍ଲାର ବାଲିଶଙ୍କରା ବ୍ଲକର ୧୮୦ ରୁ ଅଧିକ ଯକ୍ଷ୍ମା (ଟିବି) ରୋଗୀଙ୍କ ପାଇଁ ପୁଷ୍ଟିକର ସହାୟତା, ପରାମର୍ଶ ଏବ ...

  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15860
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15291
    Jul 21, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13892
    Jul 20, 2026
  • ‘ଆଶୀର୍ବାଦ’ ବିଶ୍ୱକର୍ମା ମହାରଣାମାନଙ୍କୁ ଗୁଣାତ୍ମକ ପରମ୍ପରା ଅଭିଯାନ ଜରିଆରେ ଅଭିବାଦନ ଜଣାଇଲା

    14107
    Jul 19, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାରତୀୟ ନୌସେନାରେ ସାମିଲ ହେଲା ଯୁଦ୍ଧଜାହାଜ ଆଇଏନ୍‌ଏସ୍‌ ମାଲଭାନ୍

    13761
    Jul 23, 2026
  • କ୍ୟାମେରାମ୍ୟାନକୁ ବିବାହ କଲେ ତିନି ଇନ୍‌ଫ୍ଲୁଏନ୍ସର୍ ଭଉଣୀ

    15118
    Jul 25, 2026
  • ୧୫ଟି ରାଜ୍ୟରେ ପ୍ରବଳ ବର୍ଷା ପାଇଁ ଆଲର୍ଟ ଜାରି

    13661
    Jul 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In