Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 19, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ...

ରାଜ୍ୟ
Home ›› ରାଜ୍ୟ ››ରାଜ୍ୟରୁ ୧୦୪୩ ସଂକ୍ରମିତ ଚିହ୍ନଟ

ରାଜ୍ୟରୁ ୧୦୪୩ ସଂକ୍ରମିତ ଚିହ୍ନଟ

2022-07-15 04:21:36
15160
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟରୁ ୧୦୪୩ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : କରୋନା ମିଟର ଏବେ ଉପରମୁହାଁ । ହଜାର ଡେଇଁଲା ଦୈନିକ ସଂକ୍ରମିତ। ଗତ ୨୪ ଘଣ୍ଟା ମଧ୍ୟ ରାଜ୍ୟରୁ ୧୦୪୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ସଙ୍ଗରୋଧରୁ ୬୦୯ ଓ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ୪୩୪ । ଚିହ୍ନଟଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବର୍ଗର ୧୦୦ ଆକ୍ରାନ୍ତ ଅଛନ୍ତି ।  ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୭୧୭୫ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

 ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨୦ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, ବୌଦ୍ଧ ଜିଲ୍ଲାରୁ ୧୩ଜଣ, କଟକ ଜିଲ୍ଲାରୁ ୨୦୫ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୧୦ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୨୨ଜଣ, ଯାଜପୁର ଜିଲ୍ଲାରୁ ୧୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫ଜଣ, କେନ୍ଦୁଝର ଜିଲ୍ଲାରୁ ୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୩୫ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ଜଣ, ନୟାଗଡ଼ ଜିଲ୍ଲାରୁ ୧୯ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୨୮ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩୧ଜଣ, ସୋନପୁର ଜିଲ୍ଲାରୁ ୩୨ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୦୬ଜଣ, ଷ୍ଟେଟ ପୁଲ୍‌ରୁ ୭୯ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୭୧୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୮୨୫ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୩୧୬୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୩୧୪୧୦୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Powered by Froala Editor

Tags Corona

Related articles Odisha News Lens 4.1

  • ଜୁଲାଇ ୨୫ରେ ପରଦାକୁ ଆସିବ ‘ସନ୍‌ ଅଫ୍‌ ସର୍ଦ୍ଦାର ୨’
    ମନୋରଞ୍ଜନ

    ଜୁଲାଇ ୨୫ରେ ପରଦାକୁ ଆସିବ ‘ସନ୍‌ ଅଫ୍‌ ସର୍ଦ୍ଦାର ୨’

    15166
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ...
    ବାଣିଜ୍ୟ

    ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ...

    14418
    Jun 19, 2025
  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି
    ବାଣିଜ୍ୟ

    ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14302
    Jun 19, 2025
  • ନିଜ ନାମରୁ 'ଆହୁଜା' ହଟାଇଲେ ସୁନିତା
    ମନୋରଞ୍ଜନ

    ନିଜ ନାମରୁ 'ଆହୁଜା' ହଟାଇଲେ ସୁନିତା

    15668
    Jun 18, 2025
  • ଦୁଇ ଦେଶର ନେତା ମିଳିତ ଭାବେ ନେଇଥିଲେ ଯୁଦ୍ଧବିରତି ନିଷ୍ପତ୍ତି: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଦୁଇ ଦେଶର ନେତା ମିଳିତ ଭାବେ ନେଇଥିଲେ ଯୁଦ୍ଧବିରତି ନିଷ୍ପତ୍ତି: ଟ୍ରମ୍ପ

    14970
    Jun 19, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା
    ବିଶେଷ

    ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15141
    Jun 19, 2025
  • ୫ ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଚାଲିଛି ମତଦାନ
    ଦେଶ-ଦେଶାନ୍ତର

    ୫ ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଚାଲିଛି ମତଦାନ

    14929
    Jun 19, 2025
  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ
    ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ

    13559
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ...
    ବାଣିଜ୍ୟ

    ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ...

    14428
    Jun 19, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14302
    Jun 19, 2025
  • ବାଣିଜ୍ୟ

    ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14418
    Jun 19, 2025
  • ବିଶେଷ

    ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14256
    Jun 19, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16681
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16986
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15499
    Apr 03, 2021

ବିଶେଷ

  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14256
    Jun 19, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15141
    Jun 19, 2025
  • ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14503
    Jun 18, 2025
  • ଶୋଇବା ପୂର୍ବରୁ ଖାଆନ୍ତୁ ମାତ୍ର ୨ ଗୁଜୁରାତି, ମିଳିବ ଚମତ୍କାର ଲାଭ

    14226
    Jun 18, 2025
  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14673
    Jun 17, 2025

ବାଣିଜ୍ୟ

ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

ଭାରତରେ ସ୍କୋଡା ଇଣ୍ଡିଆ ଖୁବ୍ ଶୀଘ୍ର ଏହାର ପ୍ରଥମ ସିଏନଜି ଏସୟୁଭି ଲଞ୍ଚ କରିପାରେ। କମ୍ପାନୀ ଏହାର ସଦ୍ୟ ଲଞ୍ଚ ହୋଇଥିବା କାଇଲାକ ସିଏନଜି ସଂସ୍କରଣ ଲଞ୍ଚ କରିପାରେ ବୋଲି ଶୁଣିବାକୁ ମିଳିଛି।  ସ୍କୋଡା ଇଣ୍ଡିଆ କାର ନିର୍ମାତାମାନେ ଏହି ସେଗମେଣ୍ଟ ଉପରେ ଧ୍ୟାନ ଦେଉଛନ୍ତି। 

କାଇଲାକ ସିଏନଜିରେ ୧.୦ ଲ ...

  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14418
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14428
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13775
    Jun 17, 2025
  • ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15384
    Jun 14, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିଜ ନାମରୁ 'ଆହୁଜା' ହଟାଇଲେ ସୁନିତା

    15668
    Jun 18, 2025
  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14302
    Jun 19, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15141
    Jun 19, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In