Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, February 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ...

  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ...

  • ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ...

  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ...

  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ...

  • ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ...

  • ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ...

  • ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ...

Home ›› ››ପୁଣି ଫିଜିକ୍ସ ପେପର ପ୍ରଶ୍ନପତ୍ର ଲିକ୍, ପରୀକ୍ଷା ବାତିଲ

ପୁଣି ଫିଜିକ୍ସ ପେପର ପ୍ରଶ୍ନପତ୍ର ଲିକ୍, ପରୀକ୍ଷା ବାତିଲ

2022-07-15 10:27:36
13932
Share:
Facebook
Twitter
E-Mail
WhatsApp
Telegram
ପୁଣି ଫିଜିକ୍ସ ପେପର ପ୍ରଶ୍ନପତ୍ର ଲିକ୍, ପରୀକ୍ଷା ବାତିଲ

ସମ୍ବଲପୁର: ଆଜି ପୁଣି ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍ ହୋଇଛି । ଗତକାଲି ଆର୍ଟସ ଷ୍ଟ୍ରିମ୍ର ଏଜୁକେସନ ପେପର ଲିକ୍ ହୋଇଥିବା ବେଳେ ଆଜି ବିଜ୍ଞାନର ଫିଜିକ୍ସ ପେପର ମୋବାଇଲରୁ ମୋବାଇଲ ଘୂରି ବୁଲିଛି । ଲିକ୍ ହୋଇଥିବା ପ୍ରଶ୍ନପତ୍ର ହିଁ ଅରିଜିନାଲ ବୋଲି ସ୍ୱୀକାର କରିଛନ୍ତି ପରୀକ୍ଷା ନିୟନ୍ତ୍ରକ । ଏଥିସହ ଆଜି ହେବାକୁ ଥିବା ଫିଜିକ୍ସ ପରୀକ୍ଷାକୁ ବାତିଲ କରି ଦିଆଯାଇଛି । ବିଭାଗୀୟ ଅଧିକାରୀଙ୍କ ଖାମଖିଆଲି ମନୋଭାବ ଯୋଗୁ ପ୍ରଶ୍ନପତ୍ର ଲିକ୍ ହୋଇ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଅନ୍ଧକାରକୁ ଠେଲି ହୋଇଯାଉଥିବା ଅଭିଯୋଗ କରିଛନ୍ତି ବୁଦ୍ଧିଜୀବୀ ।

ଆଜି ପୂର୍ବାହ୍ନ ୧୦ଟା ବେଳେ ଯୁକ୍ତ ୩ ଶେଷ ବର୍ଷ ଫିଜିକ୍ସ ପେପର-୨ ପରୀକ୍ଷା ହେବାର ଥିଲା । ମାତ୍ର ଏହା ପୂର୍ବରୁ ପ୍ରଶ୍ନପତ୍ର ଲିକ୍ ହୋଇ ମୋବାଇଲ୍ରୁ ମୋବାଇଲ୍  ଘୂରି ବୁଲୁଥିଲା । ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଦିନ ୧୦ଟାରେ ପରୀକ୍ଷା ନିମନ୍ତେ ପ୍ରଶ୍ନପତ୍ର ସେଟ୍କୁ ଖୋଲା ଯାଇଥିଲା । ତାହାକୁ ଭାଇରାଲ ପ୍ରଶ୍ନପତ୍ର ସହ ମେଳ କରାଯିବାରୁ ତାହା ପୂରାପୂରି ସମାନ ବୋଲି ଜଣାଯାଇଛି । ତେଣୁ ତୁରନ୍ତ ପରୀକ୍ଷାକୁ ବାତିଲ କରି ଦିଆଯାଇଛି ।

Powered by Froala Editor

Tags Question leak

Related articles Odisha News Lens 4.1

  • ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ
    ଦେଶ-ଦେଶାନ୍ତର

    ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ

    14593
    Feb 25, 2026
  •  ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି
    ଦେଶ-ଦେଶାନ୍ତର

    ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି

    13677
    Feb 24, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ
    ବିଶେଷ

    ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14786
    Feb 25, 2026
  • ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ
    ଦେଶ-ଦେଶାନ୍ତର

    ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ

    13706
    Feb 24, 2026
  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍
    ଦେଶ-ଦେଶାନ୍ତର

    ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15534
    Feb 24, 2026
  • ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ

    15275
    Feb 24, 2026
  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ
    ଦେଶ-ଦେଶାନ୍ତର

    ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ

    14579
    Feb 24, 2026
  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା
    ଦେଶ-ଦେଶାନ୍ତର

    ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା

    14733
    Feb 25, 2026
  • ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ଆସିଲେ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ
    ଦେଶ-ଦେଶାନ୍ତର

    ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ଆସିଲେ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ

    14927
    Feb 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14786
    Feb 25, 2026
  • ଦେଶ-ଦେଶାନ୍ତର

    ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା

    14733
    Feb 25, 2026
  • ଦେଶ-ଦେଶାନ୍ତର

    ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ଆସିଲେ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ

    14927
    Feb 25, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17352
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17421
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17765
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16240
    Apr 03, 2021

ବିଶେଷ

  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14786
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15648
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16123
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14522
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15291
    Feb 18, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15115
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14967
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14479
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16090
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା

    14733
    Feb 25, 2026
  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ

    14579
    Feb 24, 2026
  • ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ

    14593
    Feb 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In