Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 03, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ନିୟମିତ ଗାୟତ୍ରୀ ମନ୍ତ୍ର ଜପ କରିବା ...

ରାଜ୍ୟ
Home ›› ରାଜ୍ୟ ››ପକ୍କାଘର ବଣ୍ଟନ ପ୍ରସଙ୍ଗକୁ ନେଇ ପ୍ରଶ୍ନ ଉଠାଇଲେ ତାରା

ପକ୍କାଘର ବଣ୍ଟନ ପ୍ରସଙ୍ଗକୁ ନେଇ ପ୍ରଶ୍ନ ଉଠାଇଲେ ତାରା

2022-07-15 10:59:38
15577
Share:
Facebook
Twitter
E-Mail
WhatsApp
Telegram
ପକ୍କାଘର ବଣ୍ଟନ ପ୍ରସଙ୍ଗକୁ ନେଇ ପ୍ରଶ୍ନ ଉଠାଇଲେ ତାରା

ଭୁବନେଶ୍ୱର : ବିଧାନସଭା ଅଧିବେଶନରେ ହିତାଧିକାରୀଙ୍କୁ ପକ୍କାଘର ବଣ୍ଟନ ପ୍ରସଙ୍ଗରେ ପ୍ରଶ୍ନ ଉଠାଇଛନ୍ତି କଂଗ୍ରେସ ବିଧାୟକ ତାରା ବାହୀନି ପତି  । ସେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି  । ତାରା କରିଛନ୍ତି କି ରାଜ୍ୟର ୧୨ ଲକ୍ଷ ହିତାଧିକାରୀ ଏପର୍ଯ୍ୟନ୍ତ ପକ୍କାଘର ପାଇବାରୁ ବଂଚିତ ହୋଇଛନ୍ତି  । ଫଳରେ ସେମାନେ ଖରା ବର୍ଷାରେ ଜୀବନ ଅତିବାହିତ କରୁଛନ୍ତି  । ଏମାନଙ୍କୁ କାହିଁକି ପକ୍କାଘର ଯୋଗାଇ ଦିଆଯାଇ ନାହିଁ ? କେଉଁଠି ଅସୁବିଧା ରହିଛି ବୋଲି ସେ ପ୍ରଶ୍ନ କରିଛନ୍ତି  । ଏହାସହିତ ତାରା ଆହୁରି ମଧଅ କହିଛନ୍ତି କି ଯଦି କେନ୍ଦ୍ର ସରକାର ଆବଶକୀୟ ମୁତାବକ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପକ୍କାଘର ଯୋଗାଇ ଦେଉନାହାଁନ୍ତି ତେବେ ଦଳମତ ନିର୍ବିଶେଷରେ ପ୍ରଧାନମନ୍ତ୍ରୀ ଓ ବିଭାଗୀୟ ମନ୍ତ୍ରୀଙ୍କୁ ଭେଟିବାକୁ ସେ ଆହ୍ୱାନ ଦେଇଛନ୍ତି  । କେବଳ ସେତିକି ନୁହେଁ ତାରା ଦାବି କରିଛନ୍ତି କି ଯଦି କେନ୍ଦ୍ର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଯୋଗାଇବାରେ ବିଳମ୍ବ କରୁଛନ୍ତି ତେବେ ରାଜ୍ୟ ସରକାର ‘ମୋ କୁଡିଆ’ ଯୋଜନାରେ ୧୨ ଲକ୍ଷ ହିତାଧିକାରୀଙ୍କୁ ତୁରନ୍ତ ପକ୍କାଗୃହ ଯୋଗାଇ ଦିଅନ୍ତୁ  ।

ତାରାଙ୍କ ତଥ୍ୟକୁ କାଉଣ୍ଟର ଦେଇଛନ୍ତି ବିରୋଧୀଦଳ ମୁଖ୍ୟ ସଚେତକ  ମୋହନ ମାଝୀ  । ସେ କହିଛନ୍ତି , ଗୃହରେ ଯେଉଁ ତଥ୍ୟ ରଖାଯାଇଛି ତାହା ସମ୍ପୂର୍ଣ୍ଣ ଭୁଲ  । କେନ୍ଦ୍ର ସରକାର ପକ୍କାଘର ଯୋଗାଇ ଦେଉନଥିବା ଅଭିଯୋଗ ଠିକ୍ ନୁହେଁ ଓ କେନ୍ଦ୍ର ସରକାର ୧୫ ଲକ୍ଷ ପକ୍କାଘର ଯୋଗାଇ ଦେବାକୁ ଘୋଷଣା କରିଥିବା କଥା ସେ କହିଛନ୍ତି  । ଏହି ୧୫ ଲକ୍ଷ ପକ୍କାଘର ମଧ୍ୟରୁ କେନ୍ଦ୍ର ସରକାର ୫ ଲକ୍ଷ ଘର ଯୋଗାଇ ଦେଇଛନ୍ତି  । ହେଲେ ରାଜ୍ୟ ସରକାର ତାହାକୁ ପ୍ରାଥମିକତା ଭିତ୍ତିରେ ବାଣ୍ଟିବାରେ ବିଫଳ ହୋଇଥିବା କଥା ଅଭିଯୋଗ କରିଛନ୍ତି ।

ଏହାସହ ପକ୍କାଘର ବଣ୍ଟନରେ ଓଡିଶାର ୧୦ ଟି ଜିଲ୍ଲାକୁ ଉପେକ୍ଷା କରାଯାଇଛି ଓ ରାଜ୍ୟ ସରକାର ଆବାସ ପ୍ଲସ ସାଇଟରେ ଯେଉଁ ତଥ୍ୟ ଦେଇଛନ୍ତି ସେଥିରେ ଅନେକ ତ୍ରୁଟି ରହିଥିବା କଥା  ମୋହନ ମାଝୀ କହିଛନ୍ତି । 

Powered by Froala Editor

Tags Assembly

Related articles Odisha News Lens 4.1

  •  କୋରାପୁଟ କଫି ସଂସଦ କମ୍ପ୍ଲେକ୍ସ କ୍ୟାଣ୍ଟିନରେ ସାମିଲ ହେବାକୁ ବାଚସ୍ପତିଙ୍କୁ ସୁଜିତ ...
    ଦେଶ-ଦେଶାନ୍ତର

    କୋରାପୁଟ କଫି ସଂସଦ କମ୍ପ୍ଲେକ୍ସ କ୍ୟାଣ୍ଟିନରେ ସାମିଲ ହେବାକୁ ବାଚସ୍ପତିଙ୍କୁ ସୁଜିତ ...

    13568
    Jul 03, 2025
  • ଗହଳି ସମୟରେ ଓଲା ଓ ଉବର ବୁକ୍‌ କଲେ ପଡିବ ୨ ଗୁଣା ଭଡା
    ଦେଶ-ଦେଶାନ୍ତର

    ଗହଳି ସମୟରେ ଓଲା ଓ ଉବର ବୁକ୍‌ କଲେ ପଡିବ ୨ ଗୁଣା ଭଡା

    14409
    Jul 02, 2025
  • ନିୟମିତ ଗାୟତ୍ରୀ ମନ୍ତ୍ର ଜପ କରିବା ଦ୍ୱାରା ମିଳିଥାଏ ଏହି ଲାଭ
    ବିଶେଷ

    ନିୟମିତ ଗାୟତ୍ରୀ ମନ୍ତ୍ର ଜପ କରିବା ଦ୍ୱାରା ମିଳିଥାଏ ଏହି ଲାଭ

    13849
    Jul 03, 2025
  • ୨୧ରୁ ସଂସଦର ମୌସୁମି ଅଧିବେଶନ ଆରମ୍ଭ
    ଦେଶ-ଦେଶାନ୍ତର

    ୨୧ରୁ ସଂସଦର ମୌସୁମି ଅଧିବେଶନ ଆରମ୍ଭ

    14031
    Jul 03, 2025
  • ଏହି ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତି ହୁଅନ୍ତି କୋଟିପତି
    ବିଶେଷ

    ଏହି ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତି ହୁଅନ୍ତି କୋଟିପତି

    15398
    Jul 03, 2025
  • ୬ ମାସ ଜେଲ୍‌ ଦଣ୍ଡରେ ଦଣ୍ଡିତ ହେଲେ ଶେଖ୍‌ ହସିନା
    ଦେଶ-ଦେଶାନ୍ତର

    ୬ ମାସ ଜେଲ୍‌ ଦଣ୍ଡରେ ଦଣ୍ଡିତ ହେଲେ ଶେଖ୍‌ ହସିନା

    15550
    Jul 02, 2025
  • ସବୁବେଳେ ଟେନ୍‌ସନ୍‌ରେ ରହୁଥିଲେ, ହୋଇପାରେ ଏହି ସମସ୍ୟା
    ବିଶେଷ

    ସବୁବେଳେ ଟେନ୍‌ସନ୍‌ରେ ରହୁଥିଲେ, ହୋଇପାରେ ଏହି ସମସ୍ୟା

    13791
    Jul 02, 2025
  • ନିରୋଗ ରହିବାର ଉପାୟ ଜାଣନ୍ତୁ.....
    ବିଶେଷ

    ନିରୋଗ ରହିବାର ଉପାୟ ଜାଣନ୍ତୁ.....

    14035
    Jul 02, 2025
  • ଶେଫାଳିଙ୍କ ମୃତ୍ୟୁ ପରେ ଏମିତି କହିଲେ ପ୍ରଥମ ସ୍ୱାମୀ...
    ମନୋରଞ୍ଜନ

    ଶେଫାଳିଙ୍କ ମୃତ୍ୟୁ ପରେ ଏମିତି କହିଲେ ପ୍ରଥମ ସ୍ୱାମୀ...

    14102
    Jul 02, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ନିୟମିତ ଗାୟତ୍ରୀ ମନ୍ତ୍ର ଜପ କରିବା ଦ୍ୱାରା ମିଳିଥାଏ ଏହି ଲାଭ

    13849
    Jul 03, 2025
  • ଦେଶ-ଦେଶାନ୍ତର

    ୬ ମାସ ଜେଲ୍‌ ଦଣ୍ଡରେ ଦଣ୍ଡିତ ହେଲେ ଶେଖ୍‌ ହସିନା

    15550
    Jul 02, 2025
  • ବିଶେଷ

    ନିରୋଗ ରହିବାର ଉପାୟ ଜାଣନ୍ତୁ.....

    14035
    Jul 02, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16603
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16719
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17033
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15523
    Apr 03, 2021

ବିଶେଷ

  • ନିୟମିତ ଗାୟତ୍ରୀ ମନ୍ତ୍ର ଜପ କରିବା ଦ୍ୱାରା ମିଳିଥାଏ ଏହି ଲାଭ

    13849
    Jul 03, 2025
  • ଏହି ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତି ହୁଅନ୍ତି କୋଟିପତି

    15398
    Jul 03, 2025
  • ନିରୋଗ ରହିବାର ଉପାୟ ଜାଣନ୍ତୁ.....

    14035
    Jul 02, 2025
  • ସବୁବେଳେ ଟେନ୍‌ସନ୍‌ରେ ରହୁଥିଲେ, ହୋଇପାରେ ଏହି ସମସ୍ୟା

    13791
    Jul 02, 2025
  • ଘରେ ବାସ୍ତୁ ଦୋଷ ଥିଲେ, ଠିକ୍ କରିବାର ଉପାୟ ଜାଣନ୍ତୁ....

    15543
    Jun 30, 2025

ବାଣିଜ୍ୟ

ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

ପୁରୀ, ୧ ଜୁଲାଇ ୨୦୨୫: ବହୁ ବର୍ଷ ଧରି ଭାରତର ୧ ନମ୍ବର ପ୍ୟାକେଜଡ୍ ଅଟ୍ଟା ବ୍ରାଣ୍ଡ୍ ଆଶୀର୍ବାଦ ରଥ ଯାତ୍ରା ଉତ୍ସବର ଏକ ଆକାଂକ୍ଷିତ ଅଂଶ ହୋଇ ରହିଆସିଛି । ଚଳିତ ବର୍ଷ ମଧ୍ୟ ଆଶୀର୍ବାଦ ସର୍ବାଧୁନିକ ଯୁଗର ପ୍ରଯୁକ୍ତିବିଦ୍ୟା ସହିତ ବହୁ ପୁରାତନ ପରମ୍ପରାକୁ ସଂଯୋଗ କରୁଥିବା ଆଧ୍ୟାତ୍ମିକ ଦୃଷ୍ଟିରୁ ଅନ୍ତର୍ବିଶିଷ୍ଟକାରୀ ...

  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14040
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15565
    Jun 25, 2025
  • ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

    15545
    Jun 20, 2025
  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    15014
    Jun 19, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୬ ମାସ ଜେଲ୍‌ ଦଣ୍ଡରେ ଦଣ୍ଡିତ ହେଲେ ଶେଖ୍‌ ହସିନା

    15550
    Jul 02, 2025
  • କୋରାପୁଟ କଫି ସଂସଦ କମ୍ପ୍ଲେକ୍ସ କ୍ୟାଣ୍ଟିନରେ ସାମିଲ ହେବାକୁ ବାଚସ୍ପତିଙ୍କୁ ସୁଜିତ କୁମାରଙ୍କ ଅନୁରୋଧ

    13568
    Jul 03, 2025
  • ଶେଫାଳିଙ୍କ ମୃତ୍ୟୁ ପରେ ଏମିତି କହିଲେ ପ୍ରଥମ ସ୍ୱାମୀ...

    14102
    Jul 02, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In