Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, August 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସର୍ଟକଟ୍‌ ପ୍ରତି ସାବଧାନ ଓ ...

  • ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ ...

  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ...

  • ପାନ ମସଲା ପ୍ୟାକେଟରେ ବ୍ୟବହାର ହେବନି ...

  • ସ୍ୱାମୀଙ୍କୁ ଛାଡି ପ୍ରେମିକକୁ ବାହାହେଲେ, ...

  • ଆତଙ୍କବାଦୀ ଆକ୍ରମଣ ଘଟାଇବା ନେଇ ...

  • କ୍ୟାଟରିଂ କାରରେ ଲୁଚି ଯାତ୍ରା କଲେ ...

  • ଚାଷୀ ରଖିଥିଲେ ମାଟି ତଳେ ଟଙ୍କା, ଖାଇଗଲେ ...

ରାଜ୍ୟ
Home ›› ରାଜ୍ୟ ››ଭାଲୁ ଆକ୍ରମଣରେ ୩ ମୃତ

ଭାଲୁ ଆକ୍ରମଣରେ ୩ ମୃତ

2022-07-16 04:36:41
15460
Share:
Facebook
Twitter
E-Mail
WhatsApp
Telegram
ଭାଲୁ ଆକ୍ରମଣରେ ୩ ମୃତ

ନୂଆପଡ଼ା: ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୩ଜଣ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଅନ୍ୟ ଦୁଇଜଣ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଘଟଣାଟି ଘଟିଛି ନୂଆପଡ଼ା ଜିଲ୍ଲା ଲଖନା ଥାନା ସମରସିଂ ଗାଁରେ । ମୃତକ ୩ ଜଣ ହେଲେ ସମରସିଂ ଗାଁର ରତନ ମାଝି(୬୦), ନକୁଲ ମାଝି(୬୦), ରବି ରଣା(୨୭) । ସେହିପରି ଆହତ ଦ୍ୱୟହେଲେ ପରମେଶ୍ୱର ମାଝି(୫୦) ଓ କୁନା ମାଝି(୨୬) । ଘଟଣା ପରେ ଉତ୍ତ୍ୟକ୍ତ ଲୋକେ ଭାଲୁକୁ ପିଟିପିଟି ମାରିଦେଇଥିବା ପ୍ରକାଶ ।
 ଗତକାଲି ଲଖନା ଥାନା ସମରସିଂ ଗାଁର ରତନ ଲୁହାଖେନଖୋଲ ଜଙ୍ଗଲକୁ ଜାଳେଣି କାଠ ସଂଗ୍ରହ କରିବାକୁ ଯାଇଥିଲେ । ସେ ଅପରାହ୍ନ ସୁଦ୍ଧା ଘରକୁ ଫେରିନଥିଲେ । ଅପରାହ୍ନ ୫ଟାରେ ରତନଙ୍କୁ ଖୋଜିବା ପାଇଁ ଗାଁର ନକୁଲ ମାଝି, ରବି ରଣା, ପରମେଶ୍ୱର ମାଝି, ବାଦଲ ମାଝି, ଶଙ୍କର ମାଝି, ନୂଆଧର ମାଝି ପ୍ରମୁଖ ଲୁହାଖେନଖୋଲ ଜଙ୍ଗଲକୁ ଯାଇଥିଲେ । ସେତେବେଳେ ଭାଲୁଟି ରତନଙ୍କୁ ମାରି ମୃତଦେହକୁ ଜଗି ରହିଥିଲା । ଉପରୋକ୍ତ ବ୍ୟକ୍ତିମାନେ ଘଟଣାସ୍ଥଳକୁ ପହଞ୍ଚିବାରୁ ଭାଲୁଟି ପରମେଶ୍ୱରଙ୍କୁ ଆକ୍ରମଣ କରିଥିଲା ।ସେ ଭୟରେ ଏକ ଗଛ ଉପରକୁ ଚଢି ଯାଇଥିଲେ । ପରମେଶ୍ୱରଙ୍କ ବାମହାତରେ ଆଘାତ ଲାଗିଥିବା ପ୍ରକାଶ । ପରେ ଭାଲୁଟି ନକୁଳ ଓ ରବିଙ୍କୁ ଆକ୍ରମଣ କରି ଲହୁଲୁହାଣ କରିଥିଲା ।

ଏହାଦେଖି ବାଦଲ, ଶଙ୍କର ଓ ନୂଆଁଧର ପ୍ରାଣ ବିକଳରେ ଦୌଡି ଗାଁକୁ ପଳାୟନ କରିଥିଲେ । ଏଣେ ଭାଲୁଟି ନକୁଳ ଓ ରବିଙ୍କୁ ମାରି ପକାଇଥିଲା । ଏହି ଖବର ଗାଁରେ ପ୍ରଚାର ହେବାପରେ ସନ୍ଧ୍ୟା ୭ ଟାରେ ଗାଁ ଲୋକେ ଏକତ୍ରିତ ହୋଇ ଜଙ୍ଗଲରେ ଫସି ରହିଥିବା ବ୍ୟକ୍ତିଙ୍କୁ ଉଦ୍ଧାର କରିବାକୁ ବାହାରିଥିଲେ । ଗାଁର ପ୍ରାୟ ୫୦ ଜଣ ଯୁବକ ହାତରେ ନିଆଁ ଧରି ଭାଲୁକୁ ଘଉଡାଇବାକୁ ଯାଇଥିଲେ । ସେଠାରେ ଭାଲୁ ପୁଣି ଗାଁ ଲୋକଙ୍କୁ ଆକ୍ରମଣ ଉଦ୍ୟମ କରିଥିଲା । ଭାଲୁ ଆକ୍ରମଣରେ ଗ୍ରାମର କୁନା ଆହତ ହୋଇଥିଲେ । ଗାଁ ଲୋକେ ଠେଙ୍ଗା ବାଡି ଧରି ଭାଲୁକୁ ଘଉଡାଇବାରୁ କୁନାଙ୍କୁ ଛାଡି ଜଙ୍ଗଲ ପଟେ ଚାଲି ଯାଇଥିଲା । ସେଠାରୁ କୁନାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ । ଗ୍ରାମବାସୀ ଜଙ୍ଗଲରୁ ରତନ, ନକୁଳ ଓ ରବିଙ୍କ ମୃତଦେହ ଉଦ୍ଧାର କରିଥିଲେ । ଗାଁ ଲୋକଙ୍କୁ ଦେଖି ପରମେଶ୍ୱର ଗଛରୁ ଓହ୍ଲାଇଥିଲେ । ଉତ୍ତ୍ୟକ୍ତ ଗାଁ ଲୋକେ ଗୋଷ୍ଠିବଦ୍ଧ ଭାବେ ଭାଲୁକୁ ପିଟିପିଟି ମାରି ଦେଇଥିଲେ । 

Powered by Froala Editor

Tags Bear attack, 3 dead

Related articles Odisha News Lens 4.1

  • ଆତଙ୍କବାଦୀ ଆକ୍ରମଣ ଘଟାଇବା ନେଇ ଜାମ୍ମୁ-କାଶ୍ମୀରରେ ହାଇଆଲର୍ଟ ଜାରି
    ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣ ଘଟାଇବା ନେଇ ଜାମ୍ମୁ-କାଶ୍ମୀରରେ ହାଇଆଲର୍ଟ ଜାରି

    14696
    Aug 11, 2026
  • ଚାଷୀ ରଖିଥିଲେ ମାଟି ତଳେ ଟଙ୍କା, ଖାଇଗଲେ କୀଟ
    ଦେଶ-ଦେଶାନ୍ତର

    ଚାଷୀ ରଖିଥିଲେ ମାଟି ତଳେ ଟଙ୍କା, ଖାଇଗଲେ କୀଟ

    14638
    Aug 11, 2026
  • ପାନ ମସଲା ପ୍ୟାକେଟରେ ବ୍ୟବହାର ହେବନି ପ୍ଲାଷ୍ଟିକ୍
    ଦେଶ-ଦେଶାନ୍ତର

    ପାନ ମସଲା ପ୍ୟାକେଟରେ ବ୍ୟବହାର ହେବନି ପ୍ଲାଷ୍ଟିକ୍

    14245
    Aug 12, 2026
  • ସର୍ଟକଟ୍‌ ପ୍ରତି ସାବଧାନ ଓ ଇନଫ୍ଲୁଏନ୍ସର୍‌ଙ୍କ ଠାରୁ ସତର୍କ ରହିବାକୁ ପରାମର୍ଶ ଦେଲେ ...
    ଦେଶ-ଦେଶାନ୍ତର

    ସର୍ଟକଟ୍‌ ପ୍ରତି ସାବଧାନ ଓ ଇନଫ୍ଲୁଏନ୍ସର୍‌ଙ୍କ ଠାରୁ ସତର୍କ ରହିବାକୁ ପରାମର୍ଶ ଦେଲେ ...

    14775
    Aug 12, 2026
  • ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି
    ଦେଶ-ଦେଶାନ୍ତର

    ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

    14084
    Aug 12, 2026
  • ସ୍ୱାମୀଙ୍କୁ ଛାଡି ପ୍ରେମିକକୁ ବାହାହେଲେ, କିନ୍ତୁ ତଣ୍ଟିଚିପି ମାରିଦେଲା ପ୍ରେମିକ
    ଅପରାଧ

    ସ୍ୱାମୀଙ୍କୁ ଛାଡି ପ୍ରେମିକକୁ ବାହାହେଲେ, କିନ୍ତୁ ତଣ୍ଟିଚିପି ମାରିଦେଲା ପ୍ରେମିକ

    14861
    Aug 12, 2026
  • କ୍ୟାଟରିଂ କାରରେ ଲୁଚି ଯାତ୍ରା କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    କ୍ୟାଟରିଂ କାରରେ ଲୁଚି ଯାତ୍ରା କଲେ ଟ୍ରମ୍ପ

    15070
    Aug 11, 2026
  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି
    ଦେଶ-ଦେଶାନ୍ତର

    ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି

    13510
    Aug 12, 2026
  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର
    ଦେଶ-ଦେଶାନ୍ତର

    ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର

    13665
    Aug 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଚାଷୀ ରଖିଥିଲେ ମାଟି ତଳେ ଟଙ୍କା, ଖାଇଗଲେ କୀଟ

    14638
    Aug 11, 2026
  • ଦେଶ-ଦେଶାନ୍ତର

    ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

    13923
    Aug 12, 2026
  • ଦେଶ-ଦେଶାନ୍ତର

    ପାନ ମସଲା ପ୍ୟାକେଟରେ ବ୍ୟବହାର ହେବନି ପ୍ଲାଷ୍ଟିକ୍

    14245
    Aug 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17024
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17637
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17687
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18087
    Sep 06, 2023

ବିଶେଷ

  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14262
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14287
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15870
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16286
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    15139
    Jul 31, 2026

ବାଣିଜ୍ୟ

ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

ଐତିହ୍ୟ, କାରିଗରୀ ଓ ପ୍ରଯୁକ୍ତି ଜରିଆରେ ଋଥ ନିର୍ମାଣର ଚିରନ୍ତନ ପରମ୍ପରାକୁ ଅନୁଭବ ଓ ପାଳନ କରିବାକୁ ତଲ୍ଲିନକାରୀ ଅନୁଭୂତି ୧୩,୭୫୦ରୁ ଅଧିକ ଭକ୍ତଙ୍କୁ ସମର୍ଥ କରାଇଲା

ପୁରୀ : ଆଇଟିସିର ଆଶୀର୍ବାଦ ଅ ...

  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15257
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14625
    Aug 07, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି

    14157
    Aug 04, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

    14452
    Aug 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

    14084
    Aug 12, 2026
  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର

    13665
    Aug 12, 2026
  • କ୍ୟାଟରିଂ କାରରେ ଲୁଚି ଯାତ୍ରା କଲେ ଟ୍ରମ୍ପ

    15070
    Aug 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In