Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ...

  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ ...

  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ...

  • ତରଭୁଜ ନମୁନାରେ ମୂଷା ମରା ବିଷ

  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ...

  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ...

  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ...

  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ...

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସ୍ୱାସ୍ଥ୍ୟସେବାରେ ବ୍ୟବହୃତ ସାମଗ୍ରୀ ଉପରେ ଜିଏସ୍‌ଟି ହଟାଇବାକୁ ଦାବି କଲା IMA

ସ୍ୱାସ୍ଥ୍ୟସେବାରେ ବ୍ୟବହୃତ ସାମଗ୍ରୀ ଉପରେ ଜିଏସ୍‌ଟି ହଟାଇବାକୁ ଦାବି କଲା IMA

2022-07-17 19:37:01
14604
Share:
Facebook
Twitter
E-Mail
WhatsApp
Telegram
ସ୍ୱାସ୍ଥ୍ୟସେବାରେ ବ୍ୟବହୃତ ସାମଗ୍ରୀ ଉପରେ ଜିଏସ୍‌ଟି ହଟାଇବାକୁ ଦାବି କଲା IMA
ସ୍ୱାସ୍ଥ୍ୟସେବାରେ ବ୍ୟବହୃତ ସାମଗ୍ରୀ ଉପରେ ଜିଏସ୍‌ଟି ହଟାଇବାକୁ ଦାବି କରିଛି ଭାରତୀୟ ମେଡିକାଲ ଆସୋସିଏସନ୍ ବା IMA । ଏନେଇ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କରିଛି IMA। ଆଇଏମ୍‌ ଲେଖିଥିବା ଚିଠିରେ ଉଲ୍ଲେଖ କରିଛି ଯେ ୪୭ ତମ ଜିଏସ୍‌ଟି କାଉନସିଲ୍ ମିଟିଂରେ କ୍ୟାନ୍‌ସର ଥେରାପି ଇଭାଲୁଏସନ୍ ପ୍ରୋଗ୍ରାମ୍ସ(CTEPs), ଜୈବିକ ଚିକିତ୍ସା ଓ ଜୈବିକ ବର୍ଜ୍ୟବସ୍ତୁର ନିଷ୍କାସନ ପାଇଁ କମନ ବାୟୋ-ମେଡିକାଲ ୱେଷ୍ଟ ଟ୍ରିଟମେଣ୍ଟ ଫେସିଲିଟି ଉପରେ ୧୨ ପ୍ରତିଶତ ଟ୍ୟାକ୍ସ ଲଗାଇବାକୁ ପ୍ରସ୍ତାବ ରହିଛି। ଫଳରେ ସେମାନଙ୍କୁ ଇନ୍‌ପୁଟ ଟେକ୍ସ କ୍ରେଡିଟ୍‌ର(ITC) ଅନୁମତି ମିଳିବ। ଏଗୁଡ଼ିକ ପୂର୍ବରୁ ଜିଏସ୍‌ଟି କ୍ୟାଟେଗୋରୀ ବାହାରେ ଥିଲା। ହେଲେ ଜୁଲାଇ ୧୮ ତାରିଖ ଠାରୁ ଏଥିରେ ଜିଏସ୍‌ଟି ଲାଗୁ ହେବ।

ICUକୁ ଛାଡ଼ିଦେଲେ ରୁମ ରେଣ୍ଟ ପାଇଁ ହସ୍‌ପିଟାଲ ଯେ ଦୈନିକ ୫ ହଜାର ଚାର୍ଜ କରୁଛନ୍ତି ସେଥିରେ ବି ୫ ପ୍ରତିଶତ ଜିଏସଟି ଲାଗୁ ହେବ ବିନା ଆଇଟିସିରେ। ଏହା ବି ପୂର୍ବରୁ ଜିଏସଟି ବାହାରେ ଥିବା ବେଳେ ଜୁଲାଇ ୧୮ ତାରିଖରେ ରୁମ ଭଡ଼ା ବି ଜିଏସ୍‌ଟି ପରିସରକୁ ଆସିବ। ତେଣୁ ସ୍ୱାସ୍ଥ୍ୟ କ୍ଷେତ୍ରରେ ଏଭଳି ଟ୍ୟାକ୍ସକୁ ବିରୋଧ କରିଛି IMA। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏଭଳି ପଦକ୍ଷେପ ଲୋକମାନଙ୍କ ପାଇଁ ଅତ୍ୟନ୍ତ ମହଙ୍ଗା ହୋଇଯିବ ବୋଲି IMF କହିଛି। କେନ୍ଦ୍ର ସରକାରଙ୍କର ଏହ ନିଷ୍ପତ୍ତି ଦେଶରଲୋକମାନଙ୍କ ପାଇଁ ଦୁର୍ଭାଗ୍ୟପୂର୍ଣ୍ଣ ଓ ଅନ୍ୟାୟ ହେବ। ଏବଂ ITC ବ୍ୟାତୀତ ଜିଏସ୍‌ଟି ଲଗାଇବାମାନେ ସ୍ୱାସ୍ଥ୍ୟସାମଗ୍ରୀର ମୂଲ୍ୟ ବୃଦ୍ଧି ହେବ ବୋଲି ମେଡିକାଲ ସଂଘ କହିଛି। ତେଣୁ ତୁରନ୍ତ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ତୁରନ୍ତ ଜିଏସ୍‌ଟି ଉଠାଇ ନେବାକୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛି IMA ।

Powered by Froala Editor

Tags IMA

Related articles Odisha News Lens 4.1

  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ
    ଦେଶ-ଦେଶାନ୍ତର

    ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ

    14818
    May 08, 2026
  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ
    ଦେଶ-ଦେଶାନ୍ତର

    ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

    15538
    May 07, 2026
  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌
    ଜିଲ୍ଲା ପରିକ୍ରମା

    ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌

    15649
    May 07, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା
    ବିଶେଷ

    ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14126
    May 07, 2026
  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର
    ଦେଶ-ଦେଶାନ୍ତର

    ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର

    13718
    May 08, 2026
  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    15799
    May 07, 2026
  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ
    ଦେଶ-ଦେଶାନ୍ତର

    ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ

    14099
    May 08, 2026
  • ତରଭୁଜ ନମୁନାରେ ମୂଷା ମରା ବିଷ
    ଦେଶ-ଦେଶାନ୍ତର

    ତରଭୁଜ ନମୁନାରେ ମୂଷା ମରା ବିଷ

    14098
    May 08, 2026
  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...
    ଦେଶ-ଦେଶାନ୍ତର

    ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...

    13869
    May 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର

    13718
    May 08, 2026
  • ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ଉଡାଇଦେବାକୁ ଧମକ

    13989
    May 07, 2026
  • ଦେଶ-ଦେଶାନ୍ତର

    ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ଟିଭିକେ ମୁଖ୍ୟ ବିଜୟ

    13869
    May 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17462
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17511
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17868
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16344
    Apr 03, 2021

ବିଶେଷ

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14126
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15281
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15135
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13930
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14152
    May 01, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15386
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15122
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15617
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13936
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ଟିଭିକେ ମୁଖ୍ୟ ବିଜୟ

    13869
    May 07, 2026
  • ରାଜ୍ୟ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ତୃଣମୂଳ କଂଗ୍ରେସ ସରକାରର ହେଲା ଅନ୍ତ

    14099
    May 08, 2026
  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

    15538
    May 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In