Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ...

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ...

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ...

  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ...

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ...

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମାର୍ଗାରେଟ୍‌ ଆଲ୍‌ଭା ହେଲେ ବିରୋଧ ଦଳର ଉପରାଷ୍ଟ୍ରପତି ପ୍ରାର୍ଥୀ

ମାର୍ଗାରେଟ୍‌ ଆଲ୍‌ଭା ହେଲେ ବିରୋଧ ଦଳର ଉପରାଷ୍ଟ୍ରପତି ପ୍ରାର୍ଥୀ

2022-07-18 06:50:07
15656
Share:
Facebook
Twitter
E-Mail
WhatsApp
Telegram
ମାର୍ଗାରେଟ୍‌ ଆଲ୍‌ଭା ହେଲେ ବିରୋଧ ଦଳର ଉପରାଷ୍ଟ୍ରପତି ପ୍ରାର୍ଥୀ

ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ମାର୍ଗାରେଟ୍‌ ଆଲ୍‌ଭାଙ୍କୁ ଉପରାଷ୍ଟ୍ରପତି ପ୍ରାର୍ଥୀ କରିଛନ୍ତି ବିରୋଧ ଦଳ। ରବିବାର ଏନ୍‌ସିପି ସୁପ୍ରିମୋ ଶରଦ ପାୱାରଙ୍କ ବାସଭବନରେ ଅନୁଷ୍ଠିତ ବିରୋଧୀ ଦଳଗୁଡ଼ିକର ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଆଲ୍‌ଭା ଆସନ୍ତା ୧୯ ତାରିଖରେ ପ୍ରାର୍ଥିପତ୍ର ଦାଖଲ କରିବେ ।ବୈଠକ ପରେ ପାୱାର୍‌ କହିଛନ୍ତି, ମୋଟ ୧୭ଟି ଦଳ ଏକାଠି ହୋଇଥିଲେ । ସର୍ବସମ୍ମତିକ୍ରମେ ଆଲ୍‌ଭାଙ୍କୁ ଉପରାଷ୍ଟ୍ରପତି ପ୍ରାର୍ଥୀ କରାଇବା ପାଇଁ ନିଷ୍ପତ୍ତି ହୋଇଛି । ଏ ନେଇ ସବୁ ଦଳର ବିଚାରଧାରା ସମାନ ଥିଲା । ଆସନ୍ତା ମଙ୍ଗଳବାର ଆଲ୍‌ଭା ପ୍ରାର୍ଥିପତ୍ର ଦାଖଲ କରିବେ । ମଙ୍ଗଳବାର ବା ଜୁଲାଇ ୧୯ ତାରିଖ ପ୍ରାର୍ଥିପତ୍ର ଦାଖଲ ପାଇଁ ଶେଷ ତାରିଖ ରହିଛି । ଅଗଷ୍ଟ ୬ରେ ଉପରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ । ପୂର୍ବରୁ ରାଷ୍ଟ୍ରପତି ନିର୍ବାଚନ ପାଇଁ ବିରୋଧୀ ଦଳଗୁଡ଼ିକ ଯଶୱନ୍ତ ସିହ୍ନାଙ୍କୁ ମିଳିତ ପ୍ରାର୍ଥୀ କରିଥିଲେ ।

ରବିବାର ବୈଠକରେ ରାଜ୍ୟସଭା ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖଡ଼ଗେ, ଡିଏମ୍‌କେର ଟି ଆର୍‌ ବାଲୁ, ଶିବସେନାର ସଞ୍ଜୟ ରାଉତ, ସିପିଆଇ ନେତା ଡି ରାଜା, ଏମ୍‌ଡିଏମ୍‌କେ ନେତା ଭାଇକୋ, ଟିଆର୍‌ଏସ୍‌ରୁ କେଶବ ରାଓ, ସପା ନେତା ପ୍ରଫେସର ରାମଗୋପାଳ ଯାଦବ, ସିପିଆଇଏମ୍‌ ନେତା ସୀତାରାମ ୟେଚୁରି, ଆର୍‌ଜେଡିର ଅମରେନ୍ଦ୍ର ଧରି ସିଂହ ପ୍ରମୁଖ ଉପସ୍ଥିତ ଥିଲେ । କିନ୍ତୁ ଆମ୍‌ ଆଦ୍‌ମି ପାର୍ଟି କିମ୍ବା ତୃଣମୂଳ କଂଗ୍ରେସରୁ କେହି ପ୍ରତିନିଧି ଆସି ନ ଥିଲେ ।

Powered by Froala Editor

Tags margaret alva , vice president

Related articles Odisha News Lens 4.1

  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15089
    May 30, 2026
  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ
    ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15854
    May 29, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ
    ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14313
    May 29, 2026
  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ
    ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15655
    May 29, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....
    ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14587
    May 30, 2026
  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ
    ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13419
    May 30, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ
    ବିଶେଷ

    ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14471
    May 31, 2026
  •  ପୁଣି  ବୃଦ୍ଧି ହେଲା CNG ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14600
    May 30, 2026
  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...
    ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...

    15777
    May 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15089
    May 30, 2026
  • ବିଶେଷ

    ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14471
    May 31, 2026
  • ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15854
    May 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16895
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17515
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17565
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17949
    Sep 06, 2023

ବିଶେଷ

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14471
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14587
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14313
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15337
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14917
    May 26, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15440
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15183
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15667
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14005
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15854
    May 29, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15089
    May 30, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14587
    May 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In