Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ...

  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ...

  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ...

  • ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ...

  • କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ...

  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

  • ଗୋଟିଏ ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର

  • ରୁଷରେ ଭୟଙ୍କର ବିମାନ ଦୁର୍ଘଟଣା, ୨୯ ମୃତ

  • ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ହ୍ୟାଣ୍ଡ ଗ୍ରେନେଡ୍ ବିସ୍ଫୋରଣରେ ୨ ଯବାନ ସହିଦ

ହ୍ୟାଣ୍ଡ ଗ୍ରେନେଡ୍ ବିସ୍ଫୋରଣରେ ୨ ଯବାନ ସହିଦ

2022-07-18 19:45:29
14908
Share:
Facebook
Twitter
E-Mail
WhatsApp
Telegram
ହ୍ୟାଣ୍ଡ ଗ୍ରେନେଡ୍ ବିସ୍ଫୋରଣରେ ୨ ଯବାନ ସହିଦ

ଜାମ୍ମୁ କାଶ୍ମୀରର ପୁଞ୍ଚ ଜିଲ୍ଲାରେ ଏକ ହ୍ୟାଣ୍ଡ ଗ୍ରେନେଡ୍ ହଠାତ ବିସ୍ଫୋରଣ ହେବାରୁ ଦୁଇଜଣ ଯବାନ ସହିଦ ହୋଇଛନ୍ତି । ଦୁଇ ଯବାନଙ୍କ ମଧ୍ୟରେ ଜଣେ ଆର୍ମି କ୍ୟାପଟେନ ଏବଂ ଜଣେ ଜୁନିଅର କମିଶନ ଅଫିସର ରହିଛନ୍ତି । ସେହିପରି ସ୍ଥଳସେନାର ଆଉ ୪ ଜଣ ଯବାନ ଗୁରୁତର ଆହତ ହୋଇଛନ୍ତି। ରବିବାର ରାତିରେ ଏହି ଘଟଣା ଘଟିଥିବା ବେଳେ ଆଜି ସକାଳୁ ସେନା ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାନୁସାରେ,, ରବିବାର ରାତିରେ ପୁଞ୍ଚ ଜିଲ୍ଲାର ମେଣ୍ଡାର ଅଞ୍ଚଳରେ କିଛି ଯବାନଙ୍କୁ ନିୟୋଜିତ କରାଯାଇଥିଲା। ଗ୍ରେନେଡ୍ ବିସ୍ଫୋରଣ ପରେ ତୁରନ୍ତ ଆର୍ମି କ୍ୟାପଟେନ ଏବଂ ନାଇବ-ସୁବେଦାର (ଜେସିଓ) ହେଲିକପ୍ଟର ଯୋଗେ ଉଦ୍ଧାମପୁରକୁ ଏୟାରଲିଫ୍ଟ କରାଯାଇଥିଲା। କିନ୍ତୁ ସେଠାରେ ଚିକିତ୍ସାଧିନ ଅବସ୍ଥାରେ ଉଭୟଙ୍କର ମୃତ୍ୟୁ ହୋଇଥିଲା । ଏବେ ବାକି ୪ ଜଣ ଯବାନଙ୍କ ଚିକିତ୍ସା ଚାଲିଛି। ତେବେ ଗ୍ରେନେଡ୍‌ ବିଷ୍ଫୋରଣ କେମିତି ହେଲା ସେନେଇ କୌଣସି ତଥ୍ୟ ମିଳିନାହଁ । ଘଟଣା ପରେ ସୀମାରେ ସତର୍କତା ଅବଲମ୍ବନ କରାଯାଇଛି।

Powered by Froala Editor

Tags grenade

Related articles Odisha News Lens 4.1

  • ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି
    ଦେଶ-ଦେଶାନ୍ତର

    ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି

    14327
    Apr 01, 2026
  • ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ହେବେ ଚାଷୀ
    ଦେଶ-ଦେଶାନ୍ତର

    ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ହେବେ ଚାଷୀ

    15285
    Apr 01, 2026
  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ
    ଦେଶ-ଦେଶାନ୍ତର

    ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ

    13805
    Apr 01, 2026
  • ଗୋଟିଏ ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର
    ଦେଶ-ଦେଶାନ୍ତର

    ଗୋଟିଏ ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର

    13567
    Apr 01, 2026
  • ରୁଷରେ ଭୟଙ୍କର ବିମାନ ଦୁର୍ଘଟଣା, ୨୯ ମୃତ
    ଦେଶ-ଦେଶାନ୍ତର

    ରୁଷରେ ଭୟଙ୍କର ବିମାନ ଦୁର୍ଘଟଣା, ୨୯ ମୃତ

    15014
    Apr 01, 2026
  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

    15098
    Apr 01, 2026
  •  ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ
    ବିଶେଷ

    ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    14797
    Apr 02, 2026
  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ
    ଦେଶ-ଦେଶାନ୍ତର

    ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ

    15522
    Apr 01, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି
    ବାଣିଜ୍ୟ

    ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14175
    Apr 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

    15098
    Apr 01, 2026
  • ବିଶେଷ

    ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    14797
    Apr 02, 2026
  • ଦେଶ-ଦେଶାନ୍ତର

    କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ଦୁବେ

    15425
    Apr 01, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17391
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17456
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17805
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16282
    Apr 03, 2021

ବିଶେଷ

  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    14797
    Apr 02, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14206
    Apr 01, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15677
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15364
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16146
    Mar 28, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15306
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15036
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15539
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13834
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

    15098
    Apr 01, 2026
  • କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ଦୁବେ

    15425
    Apr 01, 2026
  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ

    15522
    Apr 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In