Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

  • ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ...

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ...

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ...

  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ...

  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ...

  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ...

  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଶ୍ରୀଲଙ୍କାରେ ପୁଣି ଜରୁରୀ ପରିସ୍ଥିତି ଲାଗୁ

ଶ୍ରୀଲଙ୍କାରେ ପୁଣି ଜରୁରୀ ପରିସ୍ଥିତି ଲାଗୁ

2022-07-18 19:47:13
16631
Share:
Facebook
Twitter
E-Mail
WhatsApp
Telegram
ଶ୍ରୀଲଙ୍କାରେ ପୁଣି ଜରୁରୀ ପରିସ୍ଥିତି ଲାଗୁ

ଶ୍ରୀଲଙ୍କାର ଅବସ୍ଥା ଦିନକୁ ଦିନ ଶୋଚନୀୟ ହେବାରେ ଲାଗିଛି । ରାଷ୍ଟ୍ରପତି ଗୋଟବାୟା ରାଜପକ୍ଷେଙ୍କ ଇସ୍ତଫା ପରେ ମଧ୍ୟ ଜନତାଙ୍କ ଆକ୍ରୋଶ କମିନାହିଁ । ଏହାମଧ୍ୟରେ କାର୍ଯ୍ୟକାରୀ ରାଷ୍ଟ୍ରପତି ରାନିଲ ବିକ୍ରମସିଙ୍ଘେ ସୋମବାର ଦେଶରେ ପୁଣି ଜରୁରୀକାଳିନ ସ୍ଥିତି ଲାଗୁ କରିଛନ୍ତି । ଗୋଟାବାୟା ରାଜପକ୍ଷେ ରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇ ଦେଶ ଛାଡ଼ିବା ପରେ ରାନିଲ କାମଚଳା ରାଷ୍ଟ୍ରପତି ନିଯୁକ୍ତି ହୋଇଛନ୍ତି । ଆସନ୍ତା ୨୦ ତାରିଖରେ ନୂଆ ରାଷ୍ଟ୍ରପତି ପଦ ପାଇଁ ଶ୍ରୀଲଙ୍କାର ସଂସଦରେ ନିର୍ବାଚନ ହେବ । ଏହା ପୂର୍ବରୁ ଦେଶରେ ଆଇନ ଶୃଙ୍ଖଳା ରକ୍ଷା ପାଇଁ ଜରୁରୀ ପରିସ୍ଥିତି ଲାଗୁ କରାଯାଇଛି ।

ରିପୋର୍ଟ ଅନୁସାରେ, ଗୋଟବାୟା ଦେଶ ଛାଡିବା ପରେ ଜନତା ଏବେ ନୂଆ ଦାବି କରୁଛନ୍ତି । ରାଷ୍ଟ୍ରପତି ପଦ ବ୍ୟବସ୍ଥା ଶେଷ କରିବାକୁ ସେମାନେ କହୁଛନ୍ତି । ପୂର୍ବରୁ ଲୋକେ ରାଷ୍ଟ୍ରପତି ଭବନ ମଧ୍ୟକୁ ପଶିଯାଇଥିଲେ । ଏହାସହ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ମଧ୍ୟ କବଜା କରିନେଇଥିଲେ । ବିକ୍ରମସିଙ୍ଘେଙ୍କ ଘରକୁ ପ୍ରଦର୍ଶନକାରୀମାନେ ଜାଳିଦେଇଥିଲେ ।

ଶ୍ରୀଲଙ୍କାରେ ଆର୍ଥିକ ସଂକଟ ଯୋଗୁଁ ଏହି ଦେଶର ଶାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି । ଏସବୁ ମଧ୍ୟରେ ଶ୍ରୀଲଙ୍କାବାସୀଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତିକର ଖବର ଆସିଛି । ସରକାରୀ କମ୍ପାନୀ ସିଲୋନ୍ ପେଟ୍ରୋଲିୟମ ପେଟ୍ରୋଲ ଓ ଡିଜେଲ ଦରରେ ହ୍ରାସ କରିଛି । ଫେବ୍ରୁଆରୀ ପରେ ୫ ଥର ଦାମ୍ ବଢିବା ପରେ ଶେଷରେ ଦାମ୍ କମିଛି । 

Powered by Froala Editor

Tags srilanka

Related articles Odisha News Lens 4.1

  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ
    ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15552
    Oct 17, 2026
  •  ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ
    ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    13781
    Oct 18, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    13820
    Oct 18, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14873
    Oct 17, 2026
  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13959
    Oct 17, 2026
  •  ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ
    ଦେଶ-ଦେଶାନ୍ତର

    ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    14960
    Oct 18, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା
    ବିଶେଷ

    ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14210
    Oct 18, 2026
  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ

    14986
    Oct 17, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ
    ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14263
    Oct 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13780
    Oct 17, 2026
  • ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14263
    Oct 17, 2026
  • ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    13781
    Oct 18, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17193
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17887
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17833
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18257
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14210
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15245
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14686
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14785
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15787
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14620
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13987
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15105
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15814
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14210
    Oct 18, 2026
  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    13781
    Oct 18, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    13820
    Oct 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In