Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, May 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ...

  • ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ...

  • ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ...

  • ଛୋଟ ଡ୍ରେସ୍ ପିନ୍ଧି ରିଲ୍ସ କରୁଥିଲା ବୋହୂ, ...

  • ପେଟ୍ରୋଲ, ଡିଜେଲ ସଙ୍କଟ : ଆରମ୍ଭ ହୋଇପାରେ ...

  • ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ...

  • ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ...

  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ...

  • ଗୋଲ୍ଡେନ ବନାରସୀ ଶାଢ଼ିରେ ନୀତାଙ୍କ ...

  • ଖାଇବା ତେଲଠୁ ସାବୁନ, ବିସ୍କୁଟ...ସବୁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କେରଳରୁ ଦ୍ୱିତୀୟ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ

କେରଳରୁ ଦ୍ୱିତୀୟ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ

2022-07-18 19:51:03
15465
Share:
Facebook
Twitter
E-Mail
WhatsApp
Telegram
କେରଳରୁ ଦ୍ୱିତୀୟ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ଭାରତରେ ଦ୍ୱିତୀୟ ମଙ୍କିପକ୍ସ ପଜିଟିଭ ଚିହ୍ନଟ ହୋଇଛି। କେରଳର କୁନ୍ନୁର ଜିଲ୍ଳାରେ ଜଣେ ୩୧ ବର୍ଷୀୟ ଯୁବକ ମଙ୍କିପକ୍ସ ଦ୍ବାରା ଆକ୍ରାନ୍ତ ହୋଇଥିବା ବି‌ଶେଷ ସୂତ୍ରରୁ ଜାଣିବାକୁ ମିଳିଛି। ସେ ଦୁବାଇରୁ ଆସିବା ପରେ ତାଙ୍କ ଶରୀରରେ ମଙ୍କିପକ୍ସ ଲକ୍ଷଣ ଦେଖା ଦେଇଥିଲା। ପରେ ପରୀକ୍ଷା କରାଯିବାରୁ ତାଙ୍କୁ ମଙ୍କିପକ୍ସ ହୋଇଥିବା ସ୍ପଷ୍ଟ ହୋଇଛି। ଏବେ ତାଙ୍କୁ ସରକାରୀ ମେଡିକାଲ୍‌ କଲେଜରେ ଚିକିତ୍ସା କରାଯାଉଛି।
ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କ ଉପରେ ନଜର ରଖାଯାଇଛି।

ଜୁଲାଇ ୧୪ ତାରିଖରେ କେରଳର କୁଲ୍ଲାମ ଜିଲ୍ଲାରେ ଭାରତର ପ୍ରଥମ ମଙ୍କିପକ୍ସ ମାମଲା ଚିହ୍ନଟ ହୋଇଥିଲା। ଏହାପରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟ ପକ୍ଷରୁ ଏନେଇ ଗାଇଡ୍‌ଲାଇନ୍ ଜାରି କରାଯାଇଥିଲା। ଏହି ଗାଇଡ୍‌ଲାଇନ ଅନୁସାରେ ବିଦେଶ ଯାତ୍ରୀଙ୍କୁ ରୋଗୀଣା ଲୋକ ଜୀବିତ କିମ୍ବା ମୃତ ଜୀବଯନ୍ତୁଙ୍କ ସଂସ୍ପର୍ଶରେ ନ ଆସିବାକୁ ବାରଣ କରାଯାଇଥିଲା।

ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ଅନୁସାରେ ମଙ୍କିପକ୍ସ ପଶୁଙ୍କ ଶରୀରରୁ ମଣିଷ ଶରୀରକୁ ସଂକ୍ରମିତ ହୋଇଥିବା ଏକ ଭୁତାଣୁ । ଏହା ସାଧାରଣତଃ ମିଳିମିଳା ପରି ଦେଖାଯାଇଥାଏ ।

Powered by Froala Editor

Tags monkeypox

Related articles Odisha News Lens 4.1

  • ଛୋଟ ଡ୍ରେସ୍ ପିନ୍ଧି ରିଲ୍ସ କରୁଥିଲା ବୋହୂ, ବିଷ ପିଇଦେଲେ ଶାଶୂ-ଶ୍ୱଶୁର
    ଦେଶ-ଦେଶାନ୍ତର

    ଛୋଟ ଡ୍ରେସ୍ ପିନ୍ଧି ରିଲ୍ସ କରୁଥିଲା ବୋହୂ, ବିଷ ପିଇଦେଲେ ଶାଶୂ-ଶ୍ୱଶୁର

    13898
    May 11, 2026
  • ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...
    ରାଜନୀତି

    ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...

    13493
    May 11, 2026
  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଟିଭିକେ ସଭାପତି ସି. ଜୋସେଫ ବିଜୟ
    ଦେଶ-ଦେଶାନ୍ତର

    ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଟିଭିକେ ସଭାପତି ସି. ଜୋସେଫ ବିଜୟ

    14958
    May 10, 2026
  • ଖାଇବା ତେଲଠୁ ସାବୁନ, ବିସ୍କୁଟ...ସବୁ ହୋଇଯିବ ମହଙ୍ଗା
    ଦେଶ-ଦେଶାନ୍ତର

    ଖାଇବା ତେଲଠୁ ସାବୁନ, ବିସ୍କୁଟ...ସବୁ ହୋଇଯିବ ମହଙ୍ଗା

    14649
    May 10, 2026
  • ଗୋଲ୍ଡେନ ବନାରସୀ ଶାଢ଼ିରେ ନୀତାଙ୍କ ରାଜକୀୟ ଠାଣି, ଏହି ଶାଢ଼ି ତିଆରି ପାଇଁ ଲାଗିଥିଲା ୫ ...
    ମନୋରଞ୍ଜନ

    ଗୋଲ୍ଡେନ ବନାରସୀ ଶାଢ଼ିରେ ନୀତାଙ୍କ ରାଜକୀୟ ଠାଣି, ଏହି ଶାଢ଼ି ତିଆରି ପାଇଁ ଲାଗିଥିଲା ୫ ...

    15617
    May 10, 2026
  • ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?

    13650
    May 10, 2026
  • ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ଗହଣା କିଣନ୍ତୁ ନାହିଁ
    ଦେଶ-ଦେଶାନ୍ତର

    ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ଗହଣା କିଣନ୍ତୁ ନାହିଁ

    13774
    May 11, 2026
  • ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ହେଲେ ଟିଭିକେ ଦଳର ସଦସ୍ୟ
    ଦେଶ-ଦେଶାନ୍ତର

    ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ହେଲେ ଟିଭିକେ ଦଳର ସଦସ୍ୟ

    14343
    May 10, 2026
  • ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ:  ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ
    ଦେଶ-ଦେଶାନ୍ତର

    ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ

    13621
    May 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ରାଜନୀତି

    ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...

    13493
    May 11, 2026
  • ମନୋରଞ୍ଜନ

    ଗୋଲ୍ଡେନ ବନାରସୀ ଶାଢ଼ିରେ ନୀତାଙ୍କ ରାଜକୀୟ ଠାଣି, ଏହି ଶାଢ଼ି ତିଆରି ପାଇଁ ଲାଗିଥିଲା ୫ ମାସ

    15617
    May 10, 2026
  • ଦେଶ-ଦେଶାନ୍ତର

    ଖାଇବା ତେଲଠୁ ସାବୁନ, ବିସ୍କୁଟ...ସବୁ ହୋଇଯିବ ମହଙ୍ଗା

    14649
    May 10, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17469
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17518
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17877
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16350
    Apr 03, 2021

ବିଶେଷ

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15856
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14492
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15452
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15200
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13999
    May 02, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15391
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15130
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15624
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13945
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ଗହଣା କିଣନ୍ତୁ ନାହିଁ

    13774
    May 11, 2026
  • ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...

    13493
    May 11, 2026
  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଟିଭିକେ ସଭାପତି ସି. ଜୋସେଫ ବିଜୟ

    14958
    May 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In