Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, August 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ...

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ...

  • ସର୍ଟକଟ୍‌ ପ୍ରତି ସାବଧାନ ଓ ...

  • ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ ...

  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ...

  • ପାନ ମସଲା ପ୍ୟାକେଟରେ ବ୍ୟବହାର ହେବନି ...

  • ସ୍ୱାମୀଙ୍କୁ ଛାଡି ପ୍ରେମିକକୁ ବାହାହେଲେ, ...

ରାଜ୍ୟ
Home ›› ରାଜ୍ୟ ››ଆଇଏଲଏସ ନିର୍ଦ୍ଧେଶକ ଡା.ଅଜୟ ପରିଡାଙ୍କ ହୃଦଘାତରେ ଦେହାନ୍ତ

ଆଇଏଲଏସ ନିର୍ଦ୍ଧେଶକ ଡା.ଅଜୟ ପରିଡାଙ୍କ ହୃଦଘାତରେ ଦେହାନ୍ତ

2022-07-19 05:50:22
15409
Share:
Facebook
Twitter
E-Mail
WhatsApp
Telegram
ଆଇଏଲଏସ ନିର୍ଦ୍ଧେଶକ ଡା.ଅଜୟ ପରିଡାଙ୍କ ହୃଦଘାତରେ ଦେହାନ୍ତ

ଭୁବନେଶ୍ୱର: ଆଇଏଲଏସ ନିଦେ୍ର୍ଧଶକ ଡା.ଅଜୟ ପରିଡାଙ୍କ ମାତ୍ର ୫୮ ବର୍ଷ ବୟସରେ ସେ ଆଖି ବୁଜିଛନ୍ତି । ଗୌହାଟୀକୁ ଏକ କନଫରେନ୍ସରେ ଯୋଗ ଦେବାକୁ ଯାଇଥିବା ବେଳେ ସେଠାରେ  ହୃଦଘାତରେ ଆଜି ସକାଳେ ତାଙ୍କ ମୃତୁ୍ୟ ହୋଇଛି । ଏପରି  ଅକାଳ ବିୟୋଗ ତାଙ୍କ ପରିବାର ସମେତ ସମଗ୍ର ରାଜ୍ୟବାସୀଙ୍କୁ ସ୍ତବ୍ଧ କରିଦେଇଛି ।

ସୂଚନା ଅନୁସାରେ ଆଜି ସକାଳେ ଗୌହାଟୀସ୍ଥିତ ନିଜ ହୋଟେଲ ରୁମ୍ରେ ଡା. ପରିଡାଙ୍କୁ ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର କରାଯାଇଥିଲା । ତୁରନ୍ତ ତାଙ୍କୁ ନିକଟସ୍ଥ ଡାକ୍ତରଖାନା ନିଆଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ସେ ଜଣେ ଅମାୟିକ, ନିଷ୍କପଟ ଓ ଜ୍ଞାନୀ ବ୍ୟକ୍ତି ଥିଲେ । ତାଙ୍କ ବିୟୋଗ ସମଗ୍ର ରାଜ୍ୟବାସୀଙ୍କୁ ଏକ ଶକ୍ତ ଝଟକା ଦେଇଛି ।


ଯାଜପୁରର ଭଗବାନପୁରରେ ଜନ୍ମ ଗ୍ରହଣ କରିଥିଲେ ଡା. ଅଜୟ ପରିଡ଼ା  । ବିଜ୍ଞାନ ଓ କୃଷି କ୍ଷେତ୍ରକୁ ଅନୁଳନୀୟ ଅବଦାନ ନିମନ୍ତେ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା । କ୍ୟାରିଅରର ପ୍ରାଥମିକ ପର୍ଯ୍ୟାୟରେ କୃଷି ଉପରେ ବହୁ ଗବେଷଣା କରିଥିଲେ  । ପାଣିପାଗ ପରିବର୍ତ୍ତନର ପ୍ରଭାବ ଚାଷ, ଚାଷୀ, କୃଷି, କୃଷକ ଉପରେ କ’ଣ ରହିଥିଲା ତାହା ଉପରେ ସେ ଗଭୀର ଗବେଷଣା କରିଥିଲେ ।

Powered by Froala Editor

Tags ils , dr ajay parida

Related articles Odisha News Lens 4.1

  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର
    ଦେଶ-ଦେଶାନ୍ତର

    ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର

    13903
    Aug 12, 2026
  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ
    ଦେଶ-ଦେଶାନ୍ତର

    ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

    14163
    Aug 12, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ
    ବିଶେଷ

    ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14133
    Aug 13, 2026
  • ସ୍ୱାମୀଙ୍କୁ ଛାଡି ପ୍ରେମିକକୁ ବାହାହେଲେ, କିନ୍ତୁ ତଣ୍ଟିଚିପି ମାରିଦେଲା ପ୍ରେମିକ
    ଅପରାଧ

    ସ୍ୱାମୀଙ୍କୁ ଛାଡି ପ୍ରେମିକକୁ ବାହାହେଲେ, କିନ୍ତୁ ତଣ୍ଟିଚିପି ମାରିଦେଲା ପ୍ରେମିକ

    15104
    Aug 12, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ ...

    13701
    Aug 12, 2026
  • ସର୍ଟକଟ୍‌ ପ୍ରତି ସାବଧାନ ଓ ଇନଫ୍ଲୁଏନ୍ସର୍‌ଙ୍କ ଠାରୁ ସତର୍କ ରହିବାକୁ ପରାମର୍ଶ ଦେଲେ ...
    ଦେଶ-ଦେଶାନ୍ତର

    ସର୍ଟକଟ୍‌ ପ୍ରତି ସାବଧାନ ଓ ଇନଫ୍ଲୁଏନ୍ସର୍‌ଙ୍କ ଠାରୁ ସତର୍କ ରହିବାକୁ ପରାମର୍ଶ ଦେଲେ ...

    15026
    Aug 12, 2026
  • ପାନ ମସଲା ପ୍ୟାକେଟରେ ବ୍ୟବହାର ହେବନି ପ୍ଲାଷ୍ଟିକ୍
    ଦେଶ-ଦେଶାନ୍ତର

    ପାନ ମସଲା ପ୍ୟାକେଟରେ ବ୍ୟବହାର ହେବନି ପ୍ଲାଷ୍ଟିକ୍

    14491
    Aug 12, 2026
  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି
    ଦେଶ-ଦେଶାନ୍ତର

    ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି

    13755
    Aug 12, 2026
  • ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା

    13662
    Aug 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି

    13755
    Aug 12, 2026
  • ଦେଶ-ଦେଶାନ୍ତର

    ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା

    13662
    Aug 13, 2026
  • ଦେଶ-ଦେଶାନ୍ତର

    ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

    14327
    Aug 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17026
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17639
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17688
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18089
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14133
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14484
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14315
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15900
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16314
    Aug 02, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

- ବୋରିଙ୍ଗପଦର ଏବଂ ପାଲବେରୀ ଗ୍ରାମରୁ ୩୫୦ ରୁ ଅଧିକ ଅଂଶଗ୍ରହଣ କରିଥିଲେ

- ପାରମ୍ପରିକ ପୋଷାକ, ସ୍ୱଦେଶୀ ଖାଦ୍ୟ ଏବଂ ସାଂସ୍କୃତିକ ପ୍ରତିଯୋଗିତା ମାଧ୍ୟମରେ ଜନଜାତି ଐତିହ୍ୟ ପ୍ରଦର୍ଶନ

ଭୁବନେଶ ...

  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14355
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15258
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14627
    Aug 07, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି

    14160
    Aug 04, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା

    13662
    Aug 13, 2026
  • ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

    14327
    Aug 12, 2026
  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

    14163
    Aug 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In